ଅନ୍ତର୍ଜାତୀୟ

ଏହି ଯୁବତୀଙ୍କ ପଛରେ ପାଣି ପରି ପଇସା ଖର୍ଚ୍ଚ କରନ୍ତି ପୁଟିନ୍‌

ଋଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍‌ଙ୍କ ନାଁରେ ଜଣେ ବ୍ୟକ୍ତି ଏକ ଗୁରୁତର ଅଭିଯୋଗ କରିଛନ୍ତି। ତାହା ପୁଣି ସୋସିଆଲ ମିଡିଆରେ ଶେୟାର କରି କହିଛନ୍ତି। ଆଲେକ୍ସି ନାଓ୍ବଲନୀ ନିଜର ବ୍ଲଗରେ କହିଛନ୍ତି, ପୁଟିନଙ୍କ ନିକଟରେ ୧୦୦୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର...

ଅରୁଣାଚଳ ପ୍ରଦେଶରେ ଗାଁ ନିର୍ମାଣ କରି ଭାରତକୁ ନାଲି ଆଖି ଦେଖାଉଛି ଚାଇନା

ବେଜିଂ,୨୨।୧: ଭାରତ ଏବଂ ଚାଇନା ମଧ୍ୟରେ ଲଦାଖରେ ସୀମା ବିବାଦ ଏପର୍ଯ୍ୟନ୍ତ ଥମି ନାହିଁ। ଚାଇନା ପୁଣିଥରେ ଅରୁଣାଚଳ ପ୍ରଦେଶ ଉପରେ ନିଜ ହକ୍‌ ଜାହିର କରିଛି। ଅରୁଣାଚଳ ପ୍ରଦେଶରେ ଚାଇନା ଏକ ନୂଆ ଗାଁ ନିର୍ମାଣ କରୁଥିବା ଜଣାପଡିଛି।...

ଆର୍‌ଏସ୍‌ଏସ୍ ସହ ଜଡିତ ସଦସ୍ୟଙ୍କର ବାଇଡେନଙ୍କ ଟିମ୍‌ରେ ସ୍ଥାନ ନାହିଁ!

ୱାଶିଂଟନ,୨୨ ।୧: ଆମେରିକାର ୪୬ ତମ ରାଷ୍ଟ୍ରପତି ଭାବେ ଜୋ ବାଇଡେନ ୨୦ ଜାନୁୟାରୀ ବୁଧବାର ଶପଥ ଗ୍ରହଣ କରି ସାରିଛନ୍ତି । ଏବେ ତାଙ୍କ ଟିମ୍‌ରେ କିଏ ସାମିଲ ହୋଇଛନ୍ତି କିଏ ସାମିଲ ହୋଇ ନାହାନ୍ତି ତାକୁ ନେଇ...

ବାଇଡେନ୍‌ଙ୍କୁ ଟ୍ରମ୍ପ୍‌ଙ୍କ ଚିଠି

ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ନୂଆ ରାଷ୍ଟ୍ରପତି ଜୋ ବାଇଡେନ୍‌ଙ୍କୁ ଉଦାରତାପୂର୍ଣ୍ଣ ଚିଠି ଲେଖିଛନ୍ତି। ଏ ନେଇ ବାଇଡେନ୍‌ ହ୍ବାଇଟ ହାଉସ୍‌ ପରିସରରେ ଖବରଦାତାଙ୍କୁ ସୂଚନା ଦେଇଛନ୍ତି। ତେବେ ଏହା ବ୍ୟକ୍ତିଗତ ଏବଂ ଟ୍ରମ୍ପ୍‌ଙ୍କ ସହ କଥା ନ...

ବାଇଡେନ୍‌ ଅର୍ଡର

ଓ୍ବାଶିଂଟନ,୨୨ା୧:ଆମେରିକାର ୪୬ତମ ରାଷ୍ଟ୍ରପତି ଭାବେ ଦାୟିତ୍ୱ ଗ୍ରହଣ କରିବା ମାତ୍ରେ ଜୋ ବାଇଡେନ୍‌ ନିଜ ପୂର୍ବସୂରୀ ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ନୀତିଗୁଡ଼ିକୁ ପଲଟାଇବା ଆରମ୍ଭ କରିଦେଇଛନ୍ତି । ଶପଥ ଗ୍ରହଣ ପରେ କାମ ଆରମ୍ଭ କରିବା ପୂର୍ବରୁ ହ୍ବାଇଟ୍‌ ହାଉସ୍‌ ଅଭିମୁଖେ...

୫୫ ଲକ୍ଷ ଖର୍ଚ୍ଚକରି ୨ ଇଞ୍ଚ ବଢ଼ିଲେ ଡାକ୍ତରୀ ଛାତ୍ର

ଓ୍ବାଶିଂଟନ୍‌, ୨୧।୧: ଶରୀରର ସୌନ୍ଦର୍ଯ୍ୟ ବୃଦ୍ଧି ପାଇଁ ଅନେକ ଲୋକ କସ୍‌ମେଟିକ୍‌ ସର୍ଜରୀ କରିଥାନ୍ତି। ଏବେ ଏହା ଦ୍ୱାରା ଉଚ୍ଚତା ବୃଦ୍ଧି ହେଉଥିବା ଚର୍ଚ୍ଚା ହେଉଛି। ଆମେରିକାର ଡେଲ୍ଲାସରେ ରହୁଥିବା ଛାତ୍ର ଅନଫୋନ୍‌ସୋ ଫ୍ଲୋର୍ସଙ୍କ ଉଚ୍ଚତା ୫ ଫୁଟ ୧୧...

ବାଗଦାଦ ଆତ୍ମଘାତି ବିସ୍ଫୋରଣ: ୮ ମୃତ ୧୫ ଆହତ

ବାଗଦାଦ,୨୧ ।୧: ଇରାକର ରାଜଧାନୀ ବାଗଦାଦରେ ଗୁରୁବାର ଏକ ଆତ୍ମଘାତି ବିସ୍ଫୋରଣ ହୋଇଛି । ଏଥିରେ ପାଖାପାଖି ୮ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୫ ଜଣ ଆହତ ହୋଇଥିବା ସୂଚନା ମିଳିଛି । ଆହତଙ୍କ ମଧ୍ୟରୁ ଅନେକେ ଗୁରୁତର...

ପାକିସ୍ତାନ କ୍ଷେପଣାସ୍ତ୍ର ପାଲଟିଲା ବୁମେରାଂ

ଇସଲାମାବାଦ୍‌, ୨୧।୧: ପାକିସ୍ତାନ ପକ୍ଷରୁ ଶାହିନ୍‌-୩ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ କରାଯାଇଛି। ତେବେ ଏହା ବୁମେରାଂ ପାଲଟିଛି। କ୍ଷେପଣାସ୍ତ୍ର ପରୀକ୍ଷଣ ସମୟରେ ବହୁ ଲୋକ ଆହତ ହୋଇଛନ୍ତି। ପରୀକ୍ଷଣ ବାଲୁଚିସ୍ତାନର ଡେରା ଗାଜି ଖାଁସ୍ଥିତ ରାଖିଠାରେ କରାଯାଇଥିଲା। ଏହା ଡେରା...

ପାଞ୍ଚ ଲକ୍ଷ ଭାରତୀୟଙ୍କୁ ନାଗରିକତା ଦେବାକୁ ବିଧେୟକ ଆଣିବେ ବାଇଡେନ

ୱାଶିଂଟନ,୨୧ ।୧: ଆମେରିକାର ନବ ନିର୍ବାଚିତ ରାଷ୍ଟ୍ରପତି ଜୋ ବାଇଡେନଙ୍କ ଶାସନ ଆରମ୍ଭ ହୋଇଛି । ଆରମ୍ଭରୁ ହିଁ ଆକ୍ସନ ମୁଡ୍‌ର ଅଛନ୍ତି ବାଇଡେନ । ବୁଧବାର ରାଷ୍ଟ୍ରପତି ଭାବେ ଶପଥ ଗ୍ରହଣ କରିବା ପରେ ୧୫ କାର୍ଯ୍ୟକାରୀ ଆଦେଶ...

ଆମେରିକା ରାଷ୍ଟ୍ରପତିଙ୍କ ଭାଷଣ ଲେଖିଥିଲେ ଜଣେ ଭାରତୀୟ ବଂଶୋଦ୍ଭବ, ଜାଣନ୍ତୁ ସେ କିଏ

ଓ୍ବାଶିଂଟନ୍‌,୨୧।୧: ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ଜାନୁୟାରୀ ୨୦ରେ ଶପଥ ନେବାପରେ ପ୍ରଥମ ଥର ପାଇଁ ଦେଶକୁ ସମ୍ବୋଧିତ କରିଥିଲେ। ବାଇଡେନଙ୍କ ଭାଷଣ ସମଗ୍ର ବିଶ୍ୱରେ ଧ୍ୟାନ ଦିଆଯାଇଥିଲା। ଅନ୍ୟପକ୍ଷରେ, ଏହି ମୁହୂର୍ତ୍ତ ଭାରତ ପାଇଁ ଅତ୍ୟନ୍ତ ସ୍ବତନ୍ତ୍ର ଥିଲା।...

ମାସ୍କ ପିନ୍ଧି ହ୍ବାଇଟ୍‌ ହାଉସରେ ଏଣ୍ଟ୍ରି କଲେ ବାଇଡେନ ଦମ୍ପତି

ଓ୍ବାଶିଂଟନ,୨୧।୧: ଆମେରିକାର ୪୬ ତମ ରାଷ୍ଟ୍ରପତି ଭାବେ ଜୋ ବାଇଡେନ ଗୁରୁବାର ତାଙ୍କ ସ୍ତ୍ରୀ ଜିଲ ବାଇଡେନଙ୍କ ସହ ରାଷ୍ଟ୍ରପତି ଭବନ ଅର୍ଥାତ୍‌ ହ୍ବାଇଟ୍‌ହାଉସରେ ଏଣ୍ଟ୍ରି କରିଛନ୍ତି। ଏହି ସମୟରେ ବ୍ୟାଣ୍ଡ ବଜାଇ ବାଇଡେନ ଦମ୍ପତିଙ୍କୁ ସ୍ବାଗତ କରିଥିଲେ ଅଧିକାରୀମାନେ।...

ମଡର୍ନା ଟିକା ପାର୍ଶ୍ୱ ପ୍ରତିକ୍ରିୟାର ତଦନ୍ତ ଆରମ୍ଭ

ନ୍ୟୁୟର୍କ, ୨୧।୧: କାଲିଫର୍ନିଆର ସାନ୍‌ ଡିଏଗୋ ଟିକା କେନ୍ଦ୍ରରେ ମଡର୍ନା କମ୍ପାନୀର କୋଭିଡ୍‌ ଟିକା ନେବା ପରେ ଅନେକଙ୍କ ଠାରେ ପାର୍ଶ୍ୱ ପ୍ରତିକ୍ରିୟା ଦେଖାଦେଇଛି। କାଲିଫର୍ନିଆ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଏହାର ତଦନ୍ତ ଆରମ୍ଭ ହୋଇଛି। ତଦନ୍ତରେ ସମ୍ପୂର୍ଣ୍ଣ ସହଯୋଗ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri