ଅନ୍ତର୍ଜାତୀୟ

ବଳାତ୍କାର ପରେ ବିବାହ ନ କରି କଲେ ଏପରି…

ବିଶକେକ୍‌,୧୨।୪: ବିବାହ ଏକ ସାମାଜିକ ଉତ୍ସବ। ଏହାଦ୍ୱାରା ଜଣେ ସ୍ତ୍ରୀ ଓ ପୁରୁଷଙ୍କୁ ନେଇ ଦାମ୍ପତ୍ୟ ଜୀବନ ଆରମ୍ଭ ହୋଇଥାଏ। ତେବେ ପୃଥିବୀର ବିଭିନ୍ନ ଦେଶରେ ଭିନ୍ନ ଭିନ୍ନ ପରମ୍ପରା ପ୍ରଚଳିତ ହୋଇଥାଏ। ଏଭଳି କେତେକ ପରମ୍ପରାକୁ ସାମ୍ପ୍ରତିକ ସମାଜରେ...

କରିସ୍ମାଙ୍କ ଭଳି ଦେଖାଯାଉଥିବା ଏହି ଯୁବତୀ ଜଣକ କିଏ ଜାଣିଛନ୍ତି କି?

ଇସ୍‌ଲାମାବାଦ୍‌,୧୨।୪: ଏକାଭଳି ମୁହଁ ଦେଖାଯାଉଥିବା ଲୋକଙ୍କ କଥା ପ୍ରାୟ ଚର୍ଚ୍ଚାରେ ରହିଥାଏ। ସାରା ଦେଶରେ ଏଭଳି କେତେଜଣ ବ୍ୟକ୍ତି ମଧ୍ୟ ଅଛନ୍ତି ଯେଉଁମାନଙ୍କ ଚେହେରା ସମ୍ପୂର୍ଣ୍ଣ ସମାନ। ଦେଖିବାକୁ ଏକଦମ୍‌ ଯାଅଁାଳା ଭଳି। ହେଲେ ଯଦି କୌଣସି ବ୍ୟକ୍ତିଙ୍କ ଚେହେରା...

୧୪ ଏପ୍ରିଲରୁ ୨୦ ପର୍ଯ୍ୟନ୍ତ ବନ୍ଦ ରହିବ ଏହି ଦେଶର ଅନ୍ତର୍ଜାତୀୟ ବିମାନ ଉଡ଼ାଣ

ଢାକା,୧୨।୪: ବାଂଲାଦେଶରେ କରୋନା ଭାଇରସର ଦ୍ୱିତୀୟ ଲହର ଚାଲିଛି। ଏହି ସଙ୍କଟ ସମୟରେ ବାଂଲାଦେଶ ସରକାର ଗୋଟିଏ ସପ୍ତାହ ପାଇଁ ଦେଶବ୍ୟାପୀ ଲକ୍‌ଡାଉନ୍‌ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏବେ ବାଂଲାଦେଶରେ ଅନ୍ତର୍ଜାତୀୟ ବିମାନ ଉଡ଼ାଣକୁ ବନ୍ଦ କରିଦେଇଛନ୍ତି। ବାଂଲାଦେଶରେ ୧୪...

ପାକିସ୍ତାନରେ ୮ ଅରବ ଡଲାର ନିବେଶ କରିବ ରୁଷିଆ: ଚିନ୍ତାରେ ଭାରତ

ଇସଲାମାବାଦ,୧୨।୪: ଦୀର୍ଘ ନଅ ବର୍ଷର ବ୍ୟବଧାନ ପରେ ନିକଟରେ ରୁଷିଆର ବୈଦେଶିକ ମନ୍ତ୍ରୀ ସର୍ଗେଇ ଲାଭୋରଭ ପ୍ରଥମ ଥର ପାଇଁ ପାକିସ୍ତାନ ଗସ୍ତରେ ଆସିଥିଲେ। ସେଠାରେ ସେ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ପକ୍ଷରୁ ନାମରେ ପାକିସ୍ତାନୀ ନେତାମାନଙ୍କୁ ଏକ...

‘ସ୍ବସ୍ତିକ’କୁ ଅବୈଧ କରିବା ଲାଗି ଆମେରିକାରେ ବିଲ୍‌

ଓ୍ବାଶିଂଟନ, ୧୨।୪: ମାଙ୍ଗଳିକ ଓ ଆଧ୍ୟାତ୍ମିକତାର ପ୍ରତୀକ ସ୍ବସ୍ତିକକୁ ବେଆଇନ କରିବା ଲାଗି ଆମେରିକାର ମେରିଲାଣ୍ଡ ପ୍ରତିନିଧି ସଭା ଏକ ବିଲ୍‌ ଗୃହୀତ କରିବାକୁ ଉଦ୍ୟମ ଚଳାଇଥିତ୍ବାବେଳେ ଏହା ବିରୋଧରେ ସେଠାର ହିନ୍ଦୁ ସଂଗଠନ ‘ହିନ୍ଦୁ ଆମେରିକାନ୍‌ ଫାଉଣ୍ଡେଶନ’ (ଏଚ୍‌ଏଏଫ୍‌)...

୧୪ରେ ମଙ୍ଗଳରେ ଫ୍ଲାଇଟ ଟେଷ୍ଟ

ମଙ୍ଗଳ ଗ୍ରହରେ ଆମେରିକା ମହାକାଶ ଗବେଷଣା ସଂସ୍ଥା ନାସାର ଇନଜେନ୍ୟୁଟି ମାର୍ସ ହେଲିକପ୍ଟରର ପ୍ରଥମ ପରୀକ୍ଷାମୂଳକ ଉଡ଼ାଣ ଏପ୍ରିଲ ୧୪ରେ ହେବ। ଏପ୍ରିଲ ୧୧ ପାଇଁ ଏହି ଯୋଜନା ହୋଇଥିଲେ ହେଁ ପରେ ତାହାକୁ ୩ ଦିନ ପାଇଁ ଘୁଞ୍ଚାଇ...

୨୬ ବର୍ଷ ବୟସ୍କା ମହିଳାଙ୍କର ୨ଟି ଗୁପ୍ତାଙ୍ଗ-୨ଟି ଗର୍ଭାଶୟ: ଥିଲେ ବିରଳ ରୋଗରେ ପୀଡ଼ିତ…

ଓ୍ବାଶିଂଟନ,୧୧।୪: ଆମେରିକାରେ ଜଣେ ୨୬ ବର୍ଷ ବୟସ୍କା ମହିଳା ବିରଳ ରୋଗରେ ପୀଡିତ ଥିବା ଜଣାପଡ଼ିଛି। ମହିଳା ଜଣକ ଗର୍ଭବତୀ ଥିଲେ। ଗର୍ଭଯନ୍ତ୍ରଣା ହେବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ତେବେ ୩୦ ଘଣ୍ଟାର ଗର୍ଭଯନ୍ତ୍ରଣା ପରେ ବ୍ରିଟନି ଜ୍ୟାକବ୍ସ...

ଭିକାରିଙ୍କ ହାତରେ କ୍ୟୁଆର୍‌ କୋଡ୍‌…

ବେଜିଂ,୧୧।୪: ପୃଥିବୀରେ କରୋନା ସଂକ୍ରମଣ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। କରୋନା ସଂକ୍ରମଣର ଏନ୍ତୁଡ଼ିଶାଳ ପାଲଟିଥିବା ଚାଇନାରେ ଭିକାରିମାନେ ଏବେ ଡିଜିଟାଲ ପେମେଣ୍ଟ୍‌ ବ୍ୟବହାର କରୁଛନ୍ତି। ଏହାଦ୍ୱାରା ସଂକ୍ରମଣର ଭୟ ରହିବ ନାହିଁ ବୋଲି ଭିକାରିମାନେ କହିଛନ୍ତି। ଚାଇନାରେ ସୂଚନା...

୮ ମାସର ଶିଶୁକୁ ଗୁଳି ମାରିଲା ୩ ବର୍ଷର ଶିଶୁ

ଓ୍ବାଶିଂଟନ,୧୦।୪: କେବେ ଶୁଣିଛନ୍ତି ଜଣେ ୩ ବର୍ଷର ଶିଶୁ ଗୁଳି କରି ଜଣକ ଜୀବନ ନେଇପାରେ ବୋଲି। ଏମିତି ଏକ ଘଟଣା ଆମେରିକାରେ ଦେଖିବାକୁ ମିଳିଛି। ଫଳରେ ଆମେରିକାର ବନ୍ଧୁକ ରଖିବା ସଂସ୍କୃତିର ବିଭତ୍ସ ତଥା ନିଷ୍ଠୁର ଚେହେରା ସାମ୍ନାକୁ...

୩ ହଜାର ବର୍ଷ ପୁରୁଣା ସହର

ଇଜିପ୍ଟରେ ‘ଲଷ୍ଟ ଗୋଲ୍ଡେନ୍‌ ସିଟି’ ନାମକ ୩,୦୦୦ ବର୍ଷ ପୁରୁଣା ଏକ ସହର ଠାବ ହୋଇଛି। ପ୍ରତ୍ନତତ୍ତ୍ୱବିତ୍‌ମାନେ ଦାକ୍ଷିଣାତ୍ୟ ସହର ଲକ୍ସରରେ ଖନନ ବେଳେ ଏହାକୁ ପାଇଛନ୍ତି। ଏହାକୁ ଏକ ଗୁରୁତ୍ୱପୂର୍ଣ୍ଣ ଆବିଷ୍କାର ବୋଲି ଜନ୍ସ ହୋପ୍‌କିନ୍ସ ୟୁନିଭର୍ସିଟି ପ୍ରଫେସର...

ଜରିମାନା ଦେଲେ ପ୍ରଧାନମନ୍ତ୍ରୀ

ନରଓ୍ବେ ପ୍ରଧାନମନ୍ତ୍ରୀ ଏର୍ନା ସୋଲବର୍ଗ କୋଭିଡ୍‌-୧୯ ନିୟମ ଭାଙ୍ଗି ଜରିମାନା ଦେଇଛନ୍ତି। ତାଙ୍କ ଜନ୍ମଦିନ ପାଳନ ପାଇଁ ଏକ ପାରିବାରିକ ଉତ୍ସବର ଆୟୋଜନ କରାଯାଇଥିଲା। ସେଠାରେ ସେ ସୋସିଆଲ ଡିଷ୍ଟାନ୍ସିଂ ନିୟମ ଉଲ୍ଲଂଘନ କରିଥିବାରୁ ତାଙ୍କଠାରୁ ୨୦,୦୦୦ କ୍ରାଉନ୍‌ (୨,୩୫୨...

ଆମେରିକାରେ ଭାରତୀୟ ଦମ୍ପତିଙ୍କ ମୃତଦେହ ଜବତ

ନ୍ୟୁଜର୍ସି /ମୁମ୍ବାଇ,୧୦ା୪: ଆମେରିକାର ନ୍ୟୁଜର୍ସି ସ୍ଥିତ ନର୍ଥ ଅର୍ଲିଂଟନର ଏକ ଆପାର୍ଟମେଣ୍ଟ ବାଲକୋନିରେ ଜଣେ ୪ ବର୍ଷର ଝିଅ କାନ୍ଦୁଥିବା ପଡ଼ୋଶୀମାନେ ଦେଖିବାକୁ ପାଇଥିଲେ। ସେମାନଙ୍କଠାରୁ ଖବର ପାଇ ପୋଲିସ ଆସି ଦେଖିବାବେଳକୁ ଘରେ ପଡ଼ିଥିଲା ଭାରତୀୟ ଦମ୍ପତିଙ୍କ ମୃତଦେହ।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri