ଅନ୍ତର୍ଜାତୀୟ

ବିଶାଳ ସମୁଦ୍ରଜୀବ ପିଠିରେ ଲେଖାଯାଇଛି ଟ୍ରମ୍ପଙ୍କ ନାମ: ଭିଡିଓ ଭାଇରାଲ ପରେ…

ଫ୍ଲୋରିଡା,୧୨।୧: ଆମେରିକାର ଫ୍ଲୋରିଡା ସହରରେ ଏକ ବିଶାଳ ସମୁଦ୍ର ଜୀବ ପିଠିରେ ପୂର୍ବ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମ ଲେଖାଯାଇଥିବା ଦେଖିବାକୁ ମିଳିଛି। ଘଟଣା ସମ୍ପର୍କିତ କିଛି ଭିଡିଓ ସାମ୍ନାକୁ ଆସିବା ପରେ ଦେଶର ଫିସ୍‌ ଆଣ୍ଡ ଓ୍ବାଇଲ୍ଡଲାଇଫ୍‌ ସର୍ଭିସ...

ଚାକିରି ଛାଡି, ଘର ବିକି ସ୍କୁଲ ବସ୍‌କୁ ସିଫ୍ଟ ହେଲେ ଏହି ଦମ୍ପତି

ଆମେରିକାରେ ରହୁଥିବା ଏକ ଦମ୍ପତି ସେମାନଙ୍କର ଚାରି ବଖରା ଘର, ସମ୍ପତ୍ତି ବିକ୍ରି କରି ଏକ ସ୍କୁଲ ବସରେ ରହିବାକୁ ନିଷ୍ପତ୍ତି ନେଇଛନ୍ତି। ଫ୍ଲୋରିଡାର ଏହି ଦମ୍ପତି ୧୪୦୦ ବର୍ଗଫୁଟ ଉପରେ ଥିବା ଘର ବିକି ଚାକିରି ଛାଡ଼ି ଏକ...

ଆତଙ୍କବାଦ ପ୍ରାୟୋଜିତ ଦେଶ ତାଲିକାରେ କ୍ୟୁବାର ନାମ ସାମିଲ

ୱାଶିଂଟନ,୧୨ ।୧: ଆମେରିକା ପୁଣିଥରେ କ୍ୟୁବାକୁ ଆତଙ୍କବାଦ ପ୍ରାୟୋଜିତ ଦେଶ ତାଲିକାରେ ସାମିଲ କରିଛି । ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ୱ୍ରମ୍ପଙ୍କ କାର୍ଯ୍ୟକାଳ ଶେଷ ହେବାର କିଛିଦିନ ପୂର୍ବରୁ ଏହି ନିଷ୍ପତ୍ତି ନିଆଯାଇଛି । ଆମେରିକାର ଏହି ତାଲିକାରେ କ୍ୟୁବାର...

ସନ୍ତୁଳନ ହରାଉଛି ମଙ୍ଗଳ ଗ୍ରହ

ଓ୍ବାଶିଂଟନ,୧୨।୧: ମଙ୍ଗଳ ଗ୍ରହ ସମ୍ପର୍କରେ ମହାକାଶ ବିଜ୍ଞାନୀଙ୍କୁ ଏକ ଗୁରୁତ୍ୱପୂର୍ଣ୍ଣ ସୂଚନା ମିଳିଛି। ଧୀରେଧୀରେ ମଙ୍ଗଳ ଗ୍ରହ ନିଜର ସନ୍ତୁଳନ ହରାଇ ବସୁଛି। ନିଜ ଅକ୍ଷ ଚାରିପଟେ ଘୂରିବା ସମୟରେ ଏଭଳି ଅନିୟମିତତା ସୃଷ୍ଟି ହେଉଛି। ତେବେ ଏଭଳି କେଉଁ...

ହର୍ଡ ଇମ୍ୟୁନିଟି ପାଇଁ ଲାଗିବ ସମୟ

ଜେନେଭା,୧୨।୧: ପୃଥିବୀରେ କେତେକ ଦେଶରେ କରୋନା ମହାମାରୀ ସଂକ୍ରମଣ ପାଇଁ ପ୍ରତିଷେଧକ ଟିକାକରଣ ଜାରି ରହିଛି। ଏବେ ଭାରତରେ ସାର୍ବଜନୀକ ଟିକାକରଣ ଆରମ୍ଭ ହେବାକୁ ଯାଉଛି। ତେବେ ଟିକାକରଣ ସତ୍ତ୍ୱେ ହର୍ଡ ଇମ୍ୟୁନିଟି ସୃଷ୍ଟି ହେବାଲାଗି ସମୟ ଲାଗିବ। ହର୍ଡ...

ଆମେରିକାରେ ୭୦ ହଜାରରୁ ଅଧିକ ଟୁଇଟର୍‌ ଆକାଉଣ୍ଟ ଉପରେ ସ୍ଥାୟୀ ପ୍ରତିବନ୍ଧକ

ଓ୍ବାଶିଂଟନ୍‌,୧୨।୧: କ୍ୟାପିଟୋଲ ହିଂସାକାଣ୍ଡ ପରେ ଆମେରିକାରେ ୭୦ ହଜାରରୁ ଅଧିକ ଟୁଇଟର୍‌ ଆକାଉଣ୍ଟ୍‌ ଉପରେ ସ୍ଥାୟୀ ପ୍ରତିବନ୍ଧକ ଲଗାଯାଇଛି। ଏସବୁ ଆକାଉଣ୍ଟ୍‌ରେ ଆପତ୍ତି ଜନକ କଣ୍ଟେଟ୍‌ ପୋଷ୍ଟ କରାଯାଇଥିବା ଅଭିଯୋଗ ହୋଇଛି। ସୁରକ୍ଷା ଦୃଷ୍ଟିରୁ ଏଭଳି ପଦକ୍ଷେପ ଗ୍ରହଣ କରାଯାଇଥିବା...

ପର୍ତ୍ତୁଗାଲ ରାଷ୍ଟ୍ରପତି କରୋନା ପଜିଟିଭ୍‌

ଲିସବନ୍‌,୧୨।୧: ପର୍ତ୍ତୁଗାଲ ରାଷ୍ଟ୍ରପତି ମାର୍କେଲୋ ରେବେଲୋ ଡେ ସୌସାଙ୍କ ନମୁନା ପରୀକ୍ଷା ରିପୋର୍ଟ କରୋନା ପଜିଟିଭ୍‌ ଆସିଛି। ତାଙ୍କଠାରେ କୌଣସି ଲକ୍ଷଣ ପ୍ରକାଶ ପାଇ ନ ଥିବା ରାଷ୍ଟ୍ରପତି କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଗତକାଲି ତାଙ୍କର କେତେକ ପରୀକ୍ଷା...

ଊର୍ଦ୍ଦୁ କବି ନାସିର ତୁରାବିଙ୍କ ପରଲୋକ

କରାଚୀ, ୧୨ା୧:ଭାରତ ଜନ୍ମିତ ପାକିସ୍ତାନର ଖ୍ୟାତାନାମା ଊର୍ଦ୍ଦୁ କବି ନାସିର ତୁରାବିଙ୍କ ପରଲୋକ ଘଟିଛି। ମୃତ୍ୟୁବେଳକୁ ତାଙ୍କୁ ୭୫ ବର୍ଷ ବୟସ ହୋଇଥିଲା। ହୃଦ୍‌ଘାତ ଯୋଗୁ ତାଙ୍କ ମୃତ୍ୟୁ ଘଟିଥିବା ‘ଦ ଡନ୍‌’ ଖବରକାଗଜରେ ପ୍ରକାଶ ପାଇଛି। ହାଇଦ୍ରାବାଦର ଡେକାନଠାରେ...

୪୦ ବର୍ଷ ପରେ ନ ଥିବ ଆମାଜନ

ବ୍ରାଜିଲିଆ, ୧୨ା୧: ବିଶ୍ୱର ସବୁଠାରୁ ବଡ଼ ଟ୍ରପିକାଲ ଜଙ୍ଗଲ ଆମାଜନ ଏବେ ବିପଦରେ। ବଦଳୁଥିବା ପାଣିପାଗ, ବ୍ୟାପକ ଗଛ କଟା ଯୋଗୁ ଏହି ଜଙ୍ଗଲର ଅସ୍ତିତ୍ୱ ଉପରେ ସଙ୍କଟ ଘନେଇଛି। ଏପରିକି ଆଗାମୀ ୪୦ ବର୍ଷ ପରେ ଆମାଜନ୍‌ ନିଜର...

‘ଟ୍ରମ୍ପ୍‌ଙ୍କୁ ବହିଷ୍କାର ନ କଲେ ମହାଭିଯୋଗ’

ନ୍ୟୁୟର୍କ, ୧୨।୧(ଆଇଏଏନ୍‌ଏସ୍‌): ଆମେରିକା ଉପରାଷ୍ଟ୍ରପତି ମାଇକ୍‌ ପେନ୍ସ ଓ କ୍ୟାବିନେଟ ସାମ୍ବିଧାନିକ କ୍ଷମତାର ଉପଯୋଗ କରି ୨୪ ଘଣ୍ଟା ମଧ୍ୟରେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ବହିଷ୍କାର କରନ୍ତୁ। ନଚେତ୍‌ ଟ୍ରମ୍ପ୍‌ଙ୍କ ବିରୋଧରେ ମହାଭିଯୋଗ ଅଣାଯିବ ବୋଲି ପ୍ରତିନିଧି ସଭା ସ୍ପିକର...

ସାଉଦି ସହରରେ ଚାଲିବନି କାର୍‌

ରିୟାଦ, ୧୨ା୧: ସାଉଦି ଆରବରେ ବିନା ରାସ୍ତାରେ ନୂଆ ସହର ନିର୍ମାଣ କରିବାକୁ ଯାଉଛନ୍ତି ପ୍ରିନ୍ସ ମହମ୍ମଦ ବିନ୍‌ ସଲମାନ। ଶୂନ କାର୍ବନ ଗ୍ୟାସ୍‌ ନିର୍ଗମନ ଲକ୍ଷ୍ୟରେ ଏହି ସହରରେ କୌଣସି କାର୍‌ ଚାଲିବନି ବୋଲି ପ୍ରୋଜେକ୍ଟର ଲକ୍ଷ୍ୟ ରହିଛି।...

କାଗଜ ଦବାଇଲେ ଚାର୍ଜ ହେବ ମୋବାଇଲ

ଆମେରିକୀୟ ବୈଜ୍ଞାନିକମାନେ ଏପରି ଏକ ଉପକରଣ ତିଆରି କରିଛନ୍ତି ଯାହା ସମ୍ପୂର୍ଣ୍ଣ ରୂପେ କାଗଜରେ ତିଆରି ହୋଇଛି। ଏହାକୁ ଦବାଇବା ଦ୍ୱାରା ବିଦ୍ୟୁତ ବାହାରୁଛି। ବୈଜ୍ଞାନିକମାନେ ଦାବି କରିଛନ୍ତି ଯେ, ଯଦି ଭବିଷ୍ୟତରେ ଲୋକେ ଏହିପରି ଉପକରଣଗୁଡ଼ିକୁ ସେମାନଙ୍କ ପାଖରେ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri