ଅନ୍ତର୍ଜାତୀୟ

ନେପାଳ ଜନସଂଖ୍ୟା ବୃଦ୍ଧିରେ ଲାଗିଲା ରୋକ, ଅବସ୍ଥା ଖରାପ

ନୂଆଦିଲ୍ଲୀ,୯।୫: ନେପାଳର ଜନସଂଖ୍ୟା ବୃଦ୍ଧି କ୍ରମାଗତ ଭାବେ ହ୍ରାସ ପାଉଛି। ଗତ ଦଶନ୍ଧିରେ ନେପାଳର ଜନସଂଖ୍ୟା ଅଭିବୃଦ୍ଧି ହାର ପ୍ରତିବର୍ଷ ୦.୯୨ ପ୍ରତିଶତ ରହିଛି। ଗତ ୮ ଦଶନ୍ଧି ମଧ୍ୟରେ ଏହା ସର୍ବନିମ୍ନ ଅଟେ। ଜାତୀୟ ପରିସଂଖ୍ୟାନ କାର୍ଯ୍ୟାଳୟ (ଏନଏସଓ)...

ଶୋଇଥିଲେ ଶ୍ରମିକ, ଗୁଳିବର୍ଷଣ କଲେ ଆତଙ୍କବାଦୀ: ୭ ମୃତ

ନୂଆଦିଲ୍ଲୀ,୯।୫: ଆଜିକାଲି ପାକିସ୍ତାନରେ ଆତଙ୍କବାଦୀ ଆକ୍ରମଣ ଘଟୁଛି। ପୁଣି ଥରେ ଆତଙ୍କବାଦୀମାନେ ଗ୍ବାଦ୍‌ରରେ ଆକ୍ରମଣ କରିଥିଲେ। ଏହି ଆକ୍ରମଣରେ ୭ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଆତଙ୍କବାଦୀମାନେ ଗ୍ବାଦ୍‌ରର ସରବନ୍ଦର ଫିସ ହାରବର୍‌ ଜେଟି ନିକଟରେ...

ଭାରତ ପାଇଁ ଆମେରିକାକୁ ଗାଳି କଲା ରୁଷିଆ

ମସ୍କୋ/ନୂଆଦିଲ୍ଲୀ,୯।୫: ଖଲିସ୍ତାନ ସମର୍ଥକ ଆତଙ୍କବାଦୀ ଗୁରୁପନ୍ତୱନ୍ତ ସିଂ ପନ୍ନୁ ମାମଲାରେ ରୁଷିଆ ଭାରତର ସପକ୍ଷରେ ଯୁକ୍ତି ବାଢିଛି। ପନ୍ନୁଙ୍କୁ ହତ୍ୟା ଉଦ୍ୟମ ଷଡଯନ୍ତ୍ରରେ ଭାରତ ବିରୋଧରେ ନିରନ୍ତର ଭିତ୍ତିହୀନ ଅଭିଯୋଗ କରିଥିବାରୁ ସେ ଆମେରିକାକୁ ନିନ୍ଦା କରିଛନ୍ତି। ରୁଷିଆର ବୈଦେଶିକ...

ରାଷ୍ଟ୍ରପତି ନିର୍ବାଚନ ଦୌଡ଼ରେ ଦୁଇ ବଡ଼ ପ୍ରତିଦ୍ୱନ୍ଦ୍ୱୀ, ଫଳାଫଳକୁ ଅପେକ୍ଷା

ଓ୍ବାଶିଂଟନ,୮ା୫: ନଭେମ୍ବରରେ ଆମେରିକାରେ ହେବାକୁ ଥିବା ରାଷ୍ଟ୍ରପତି ନିର୍ବାଚନ ପୂର୍ବରୁ ରିପବ୍ଲିକାନ ଏବଂ ଡେମୋକ୍ରାଟିକ୍‌ ଦଳ ମଧ୍ୟରେ ପ୍ରାର୍ଥୀ ଚୟନ କରିବାକୁ ପ୍ରାଥମିକ ନିର୍ବାଚନ ଚାଲିଛି। ରାଷ୍ଟ୍ରପତି ଜୋ ବାଇଡେନ ଏବଂ ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରାଥମିକ ନିର୍ବାଚନରେ...

ବିଶ୍ୱର ସବୁଠୁ ଶକ୍ତିଶାଳୀ ନେତା କିଏ? ଜାଣନ୍ତୁ କେଉଁ ସ୍ଥାନରେ ଅଛନ୍ତି ମୋଦି

ନୂଆଦିଲ୍ଲୀ/ମସ୍କୋ,୮।୫: ମେ ୭ରେ କ୍ରେମଲିନ ପ୍ୟାଲେସରେ ଭ୍ଲାଡିମର ପୁଟିନ ପଞ୍ଚମଥର ପାଇଁ ରୁଷିଆର ରାଷ୍ଟ୍ରପତି ଭାବରେ ଶପଥ ଗ୍ରହଣ କରିଥିଲେ। ୨୦୦୦ରେ ପୁଟିନ ପ୍ରଥମ ଥର ପାଇଁ ରୁଷିଆର ରାଷ୍ଟ୍ରପତି ହୋଇଥିଲେ। ୨୦୨୪ରେ ରାଷ୍ଟ୍ରପତି ହେବା ପରେ ପୁଟିନ ୨୦୩୦...

ସାରା ବିଶ୍ୱରୁ କରୋନା ଭ୍ୟାକ୍ସିନ ପ୍ରତ୍ୟାହାର କଲା ଆଷ୍ଟ୍ରାଜେନେକା

ଲଣ୍ଡନ,୮।୫: ବ୍ରିଟିଶ ଫାର୍ମାସ୍ୟୁଟିକାଲ କମ୍ପାନୀ ଆଷ୍ଟ୍ରାଜେନେକା କରୋନା ଭ୍ୟାକ୍ସିନର ପାର୍ଶ୍ୱ ପ୍ରତିକ୍ରିୟାକୁ ନେଇ ସାରା ବିଶ୍ୱରେ ଉତ୍ତେଜନା ପ୍ରକାଶ ପାଇବା ପରେ କମ୍ପାନୀ ଏହାର କରୋନା ଟିକାକୁ ବିଶ୍ୱବ୍ୟାପୀ ପ୍ରତ୍ୟାହାର କରିବାକୁ ପଦକ୍ଷେପ ନେଇଛି। ବ୍ରିଟିଶ ଫାର୍ମାସ୍ୟୁଟିକାଲ କମ୍ପାନୀ ସ୍ବୀକାର...

ହସ୍ପିଟାଲ ବେଡ୍‌ରେ ସ୍ତ୍ରୀଙ୍କ ଗଳାଚିପି ଦେଲେ ସ୍ବାମୀ: ଜାଣନ୍ତୁ ପଛରେ ରହିଛି କ’ଣ କାରଣ

ଓ୍ବାଶିଂଟନ,୮ା୫:ଆମେରିକାର ମିସୌରୀ ରାଜ୍ୟର କାନ୍‌ସାସ ସିଟିରେ ଜଣେ ୭୫ ବର୍ଷୀୟ ବ୍ୟକ୍ତି ତାଙ୍କ ସ୍ତ୍ରୀଙ୍କ ମେଡିକାଲ ବିଲ୍‌ ପୈଠ କରି ନ ପାରି ହସ୍ପିଟାଲ ବେଡ୍‌ରେ ସ୍ତ୍ରୀଙ୍କୁ ଗଳାଚିପି ମାରିଦେଇଛନ୍ତି। ମହିଳା ଜଣକ ନିଦାନର ନୂଆ ପଦ୍ଧତି ଆପଣାଇବା ପାଇଁ...

୫ମ ଥର ରାଷ୍ଟ୍ରପତି ଭାବେ ଶପଥ ନେଲେ ପୁଟିନ୍‌

ମସ୍କୋ,୮ା୫:ଭ୍ଲାଡିମିର୍‌ ପୁଟିନ୍‌ ରେକର୍ଡ ୫ମ ଥର ପାଇଁ ରୁଷିଆ ରାଷ୍ଟ୍ରପତି ଭାବେ ଶପଥ ଗ୍ରହଣ କରିଛନ୍ତି। ୟୁକ୍ରେନ୍‌ ବିରୋଧରେ ଯୁଦ୍ଧ ଚଳାଇବା ସହ ନିଜର ରାଜନୈତିକ ପ୍ରତିଦ୍ୱନ୍ଦ୍ୱୀମାନଙ୍କୁ ସଫା କରି ପୁଟିନ୍‌ ସବୁ  କ୍ଷମତା ନିଜ ହାତମୁଠାରେ ରଖିଛନ୍ତି। କ୍ରେମ୍‌ଲିନ୍‌ରେ...

ନାଟୋକୁ ପୁଟିନଙ୍କ ଚେତାବନୀ- ଆମ ଉପରେ ଚାପ ପକାଇଲେ ବିନାଶ ଦେଖିବ…

ମସ୍କୋ,୭।୫: ରୁଷିଆ ରାଷ୍ଟ୍ରପତି ଭାବେ ୫ ଥର ଲାଗି ଭ୍ଲାଡିମିର ପୁଟିନ ଶପଥ ନେବା ସହ ନିଜର ଉଦ୍ଦେଶ୍ୟ ସ୍ପଷ୍ଟ କରିଛନ୍ତି। ନିଜର ପ୍ରଥମ ସମ୍ବୋଧନରେ ପୁଟିନ କହିଛନ୍ତି ଯେ ପାଶ୍ଚ୍ୟାତ୍ୟ ଦେଶଗୁଡ଼ିକ ଉପରେ ନିର୍ଭର ଯେ ସେମାନେ ରୁଷିଆ...

ହସ୍ପିଟାଲରେ ଛୁରାମାଡ ୨ ମୃତ, ୨୧ ଆହତ

ୟୁନାନ,୭।୫: ମଙ୍ଗଳବାର ଚାଇନାର ଦକ୍ଷିଣ-ପଶ୍ଚିମ ପ୍ରଦେଶର ୟୂନାନ ଡାକ୍ତରଖାନାରେ ଛୁରୀ ଆକ୍ରମଣରେ ଅତି କମରେ ଦୁଇ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨୧ ଜଣ ଆହତ ହୋଇଛନ୍ତି। ସରକାରୀ ସୂତ୍ରରୁ ଏହି ବିବୃତ୍ତି ରାଜ୍ୟ ଗଣମାଧ୍ୟମ ନିଶ୍ଚିତ କରିଛି। ସରକାରୀ...

ଗାଜା ଯୁଦ୍ଧ କଭରେଜ ପାଇଁ ନ୍ୟୁୟର୍କ ଟାଇମ୍ସ, ରଏଟର୍ସକୁ ମିଳିଲା ପୁଲିତଜର ଆଓ୍ବାର୍ଡ

ନ୍ୟୁୟର୍କ,୭।୫: ସୋମବାରର ପୁଲିତଜର ପୁରସ୍କାରରେ ଗାଜା ଯୁଦ୍ଧକୁ ବିଶେଷ ପ୍ରଦର୍ଶନ କରାଯାଇଥିଲା, ଯେଉଁଥିରେ ଇସ୍ରାଏଲ, ହମାସର ସଂଘର୍ଷକୁ କଭର କରିଥିବା ଖବରଦାତାଙ୍କୁ ବିଶେଷ ପ୍ରଶଂସା କାଯାଇଥିଲା। ଅକ୍ଟୋବର ୭ ରେ ଦକ୍ଷିଣ ଇସ୍ରାଏଲରେ ହମାସର ମାରାତ୍ମକ ଆକ୍ରମଣର ବ୍ୟାପକ ତଥା...

ମହାକାଶକୁ ଯାତ୍ରା କରିବେ ନାହିଁ ସୁନୀତା ଓ୍ବିଲିୟମ୍ସ

ଓ୍ବାଶିଂଟନ,୭।୫: ଭାରତୀୟ ବଂଶୋଦଭବ ଆମେରିକୀୟ ମହାକାଶଚାରୀ ସୁନୀତା ୱିଲିୟମ୍ସଙ୍କ ମହାକାଶ ଯାତ୍ରା ଶେଷ ମୁହୂର୍ତ୍ତରେ ସ୍ଥଗିତ ରଖାଯାଇଥିଲା। ବୈଷୟିକ ତ୍ରୁଟି ଯୋଗୁଁ ଏହି ଯାତ୍ରାକୁ ସ୍ଥଗିତ ରଖିବାକୁ ପଡିଲା, ତଥାପି ଲଞ୍ଚ ପାଇଁ କୌଣସି ନୂତନ ତାରିଖ ଘୋଷଣା କରାଯାଇ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri