ଅନ୍ତର୍ଜାତୀୟ

କାସ୍ପିଆନ୍‌ ସାଗର କୂଳରେ ୨୭୨ ସିଲ୍‌ ମୃତ ଦେହ: ଚିନ୍ତାରେ ପରିବେଶ ବିଜ୍ଞାନୀ

ମସ୍କୋ,୧୪।୧୨: ରୁଷ୍‌ର କାସ୍ପିଆନ୍‌ ସାଗର କୂଳରେ ୨୭୨ ସିଲ୍‌ଙ୍କ ମୃତ ଦେହ ପଡ଼ି ରହିଛି। କିଭଳି ଏତେ ସଂଖ୍ୟକ ସିଲ୍‌ଙ୍କ ମୃତ୍ୟୁ ଘଟିଲା ସେ ନେଇ ପରିବେଶ ବିଜ୍ଞାନୀଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ଚାରିପଟୁ ସ୍ଥଳଭାଗ ଦ୍ୱାରା ପରିବେଷ୍ଟିତ ହୋଇଥିବା...

କରୋନା ମହାମାରୀ ନେଇ ବିଲ୍‌ ଗେଟସ୍‌ଙ୍କ ଚେତାବନୀ: ଆସନ୍ତା ୬ ମାସରେ ସ୍ଥିତି ହୋଇପାରେ ଅଧିକ ସଙ୍କଟ ଜନକ

ଓ୍ବାଶିଂଟନ,୧୪।୧୨: କରୋନା ମହାମାରୀ ନେଇ ମାଇକ୍ରୋସଫ୍ଟ ସହ ସଂସ୍ଥାପକ ବିଲ୍‌ ଗେଟସ୍‌ ଚେତାବନୀ ଦେଇଛନ୍ତି। ସେ କହିଛନ୍ତି ଯେ, ଆସନ୍ତା ୪ରୁ ୬ ମାସ ସମୟ ପୃଥିବୀ ପାଇଁ ଅଧିକ ସଙ୍କଟ ଜନକ ହେବାର ଆଶଙ୍କା ରହିଛି। ଏବେ କରୋନା...

ଚାଇନା ଷଡ଼ଯନ୍ତ୍ରର ପର୍ଦ୍ଦାଫାଶ୍‌: ଗୁପ୍ତଚରୀ କରୁଛନ୍ତି ୨୦ ଲକ୍ଷ ସିସିପି ସଦସ୍ୟ

ଓ୍ବାଶିଂଟନ,୧୪।୧୨: ପୃଥିବୀର ବିଭିନ୍ନ ଦେଶର ଗୁପ୍ତ ତଥ୍ୟ ଚୋରି କରିବା ଲାଗି ଚାଇନା ରଚିଥିବା ବଡ଼ ଷଡ଼ଯନ୍ତ୍ରର ପର୍ଦ୍ଦାଫାଶ୍‌ ହୋଇଛି। ସମ୍ପ୍ରତି ବିଭିନ୍ନ ଦେଶର ଭିନ୍ନ ଭିନ୍ନ କମ୍ପାନୀରେ ଚାଇନା କମ୍ୟୁନିଷ୍ଟ୍‌ ପାର୍ଟି(ସିସିପି) ସଦସ୍ୟମାନେ କାର୍ଯ୍ୟ କରୁଥିବା ଜଣାପଡ଼ିଛି। ସେମାନେ...

ସର୍ବୋଚ୍ଚ ନେତାଙ୍କ ଉତ୍ତରାଧିକାରୀ ଖୋଜା

ତେହେରାନ,୧୪ା୧୨: ଇରାନର ସୁପ୍ରିମ ଲିଡର ଆୟାତୋଲ୍ଲା ଅଲି ଖାମେନେଇଙ୍କ ସ୍ବାସ୍ଥ୍ୟକୁ ନେଇ ଉଠୁଥିବା ଗୁଜବରୁ ଗୋଟିଏ ପ୍ରଶ୍ନ ଛିଡ଼ାହୋଇଛି। ତାହା ହେଉଛି ଯଦି ସେ ଅଧିକ ରୋଗାକ୍ରାନ୍ତ ହୁଅନ୍ତି ଅଥବା ତାଙ୍କର ମୃତ୍ୟୁ ଘଟେ ତେବେ କ’ଣ ହେବ? କିଏ...

କ୍ଷତିପୂରଣ ମାଗିଲେ ରୋହିଙ୍ଗ୍ୟା ବିଧବା

ନୂଆଦିଲ୍ଲୀ,୧୪ା୧୨: ୨୦୧୭ରେ ମ୍ୟାନ୍‌ମାରରେ ସାମରିକ କାର୍ଯ୍ୟାନୁଷ୍ଠାନ ବେଳେ ପ୍ରାଣ ହରାଇଥିବା ଜଣେ ମତ୍ସ୍ୟଜୀବୀଙ୍କ ବିଧବା ସ୍ତ୍ରୀ ଦେଶର ମାନବାଧିକାର କମିଶନ ନିକଟରେ ୨ ନିୟୁତ ଡଲାର କ୍ଷତିପୂରଣ ଦାବି କରି ଏକ ପିଟିଶନ ଦାଏର କରିଛନ୍ତି। ଦେଶର ସଶସ୍ତ୍ର ସେନା...

ଆମେରିକାରେ ମହାତ୍ମାଙ୍କ ପ୍ରତିମା ପ୍ରତି ଅସମ୍ମାନ ପ୍ରଦର୍ଶନ

ଓ୍ବାଶିଂଟନ,୧୩।୧୨: କୃଷି ଆଇନକୁ ନେଇ ଭାରତରେ ଜାରି ରହିଥିବା ଅନ୍ନଦାତାଙ୍କ ଆନ୍ଦୋଳନକୁ ସମର୍ଥନ କରି ଆମେରିକାରେ ଖଲିସ୍ତାନୀ ସଂଗଠନଗୁଡ଼ିକ ପକ୍ଷରୁ ପ୍ରଦର୍ଶନ କରାଯାଇଛି। ପ୍ରଦର୍ଶନ ସମୟରେ ସଂଗଠନର ସଦସ୍ୟ ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ପ୍ରତିମା ପ୍ରତି ଅସମ୍ମାନ ପ୍ରଦର୍ଶନ...

ସୁପ୍ରିମକୋର୍ଟରେ ଟ୍ରମ୍ପ୍‌ ନିରାଶ

ଓ୍ବାଶିଂଟନ, ୧୩।୧୨(ପି.ଟି.): ଆମେରିକା ରାଷ୍ଟ୍ରପତି ନିର୍ବାଚନ ଫଳାଫଳକୁ ଚ୍ୟାଲେଞ୍ଜ କରି ରିପବ୍ଲିକାନ୍‌ ପ୍ରାର୍ଥୀ ଡୋନାଲ୍ଡ ଟ୍ରମ୍ପ୍‌ ଦାଏର କରିଥିବା ପିଟିଶନକୁ ସୁପ୍ରିମକୋର୍ଟ ଖାରଜ କରିଦେଇଛନ୍ତି। ଫଳାଫଳକୁ ନେଇ ରାଷ୍ଟ୍ରପତି ଟ୍ରମ୍ପ୍‌ଙ୍କ ଆଇନଗତ ଲଢ଼େଇ ଶେଷ ହୋଇଛି। ନିର୍ବାଚିତ ରାଷ୍ଟ୍ରପତି ଜୋ...

ଇରାନରେ ଖବରଦାତାଙ୍କୁ ଫାଶୀ

ତେହେରାନ, ୧୩।୧୨: ଇରାନରେ ଜଣେ ଖବରଦାତାଙ୍କୁ ଶନିବାର ଫାଶୀ ଦିଆଯାଇଛି। ୨୦୧୭ରେ ରୁହୋଲା ଜାମ୍‌ ନାମକ ଏହି ସାମ୍ବାଦିକଙ୍କ ଓ୍ବେବ୍‌ସାଇଟ୍‌ ଓ ଚ୍ୟାନେଲରେ ପ୍ରକାଶିତ ଖବରକୁ ନେଇ ଦେଶବ୍ୟାପୀ ଅର୍ଥନୈତିକ ବିକ୍ଷୋଭ ହୋଇଥିଲା। ଗତ ଜୁନ୍‌ରେ ଅଦାଲତ ତାଙ୍କୁ ମୃତ୍ୟୁଦଣ୍ଡାଦେଶ...

ଫାଇଜରକୁ ଆମେରିକା, ମେକ୍ସିକୋର ମଞ୍ଜୁରୀ

ଓ୍ବାଶିଂଟନ/ମେକ୍ସିକୋ ସିଟି, ୧୩।୧୨:ଫାଇଜର ଟିକାର ଜରୁରୀ ବ୍ୟବହାର ଲାଗି ଆମେରିକା ଚୂଡ଼ାନ୍ତ ମଞ୍ଜୁରୀ ପ୍ରଦାନ କରିଛି। କରୋନା ଦ୍ୱାରା ସର୍ବାଧିକ କ୍ଷତିଗ୍ରସ୍ତ ଏହି ଦେଶରେ ଖୁବ୍‌ଶୀଘ୍ର ଟିକାର ପ୍ରଥମ ଡୋଜ୍‌ ପ୍ରଦାନ କରାଯିବ। ଆମେରିକାର ଫାଇଜର ଏବଂ ଜର୍ମାନ ସହଯୋଗୀ...

ଆର୍ଜେଣ୍ଟିନା: ଅପରାଧ ନୁହେଁ ଗର୍ଭପାତ

ବୁଏନ୍ସ୍‌ ଆୟାର୍ସ, ୧୩ା୧୨: ପ୍ରସବ ପାଇଁ ଇଚ୍ଛୁକ ନ ଥିବା ମହିଳା ଗର୍ଭପାତ କରାଇବା ଅପରାଧ ନୁହେଁ ବୋଲି ଆର୍ଜେଣ୍ଟିନାରେ ଏକ ବିଲ୍‌ ପାରିତ ହୋଇଛି। ଗତ ମାସରୁ ରାଷ୍ଟ୍ରପତି ଆଲବର୍ଟୋ ଫର୍ନାଣ୍ଡିଜ୍‌ ଆଣିଥିବା ଏହ ବିଲ୍‌ ଶୁକ୍ରବାର ନିମ୍ନ...

ଭୁଟାନରେ ସମଲିଙ୍ଗୀ ସମ୍ପର୍କ ବୈଧ

ଥିମ୍ଫୁ, ୧୩ା୧୨: ସମଲିଙ୍ଗୀ ସମ୍ପର୍କକୁ ଅପରାଧ ମୁକ୍ତ କରିଛନ୍ତି ଭୁଟାନ ସରକାର। ଏ ନେଇ ଭୁଟାନ ପାର୍ଲାମେଣ୍ଟର ଉଭୟ ସଦନରେ ଗୁରୁବାର ବିଲ୍‌ ପାରିତ ହୋଇଛି। ଏଣିକି ସମଲିଙ୍ଗୀ ସମ୍ପର୍କକୁ ଅପ୍ରାକୃତିକ ଯୌନ ସମ୍ପର୍କ ଭାବେ ବିବେଚନା କରାଯିବ ନାହିଁ...

ପ୍ରେମିକ ସମୟ ବରବାଦ କରିବା ନେଇ କେସ୍‌ କଲେ ଯୁବତୀ, ଆଉ ତା ପରେ

ପ୍ରେମ ସମ୍ପର୍କରେ ଥାଇ ମଧ୍ୟ ବିବାହ ନ କରିବା ଆଜିକାଲି ଯୁବପିଢ଼ିଙ୍କ ଟ୍ରେଣ୍ଡ ହୋଇଗଲାଣି। ଏଭଳି ପରିସ୍ଥିତିରେ ଜଣେ ଯୁବତୀ ୮ ବର୍ଷ ପ୍ରେମ ସମ୍ପର୍କରେ ରହି ମଧ୍ୟ ବିବାହ ନକରିବାରୁ ତାଙ୍କ ପ୍ରେମିକଙ୍କ ନାମରେ କେସ୍‌ କରିଛନ୍ତି। ସେ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri