ଅନ୍ତର୍ଜାତୀୟ

କରୋନା, ଇବୋଲା ପରେ ଆଉ ଏକ ମାରାତ୍ମକ ରୋଗ ଚିହ୍ନଟ, ଲୋକଙ୍କଠାରେ ପ୍ରକାଶ ପାଇବ ଏସବୁ ଲକ୍ଷଣ

ଆମେରିକାର ରୋଗ ନିୟନ୍ତ୍ରଣ ଏବଂ ପ୍ରତିରୋଧ କେନ୍ଦ୍ରର ଅନୁସନ୍ଧାନକାରୀମାନେ ଏକ ବିରଳ ଭୂତାଣୁ ଆବିଷ୍କାର କରିଛନ୍ତି, ଯାହା ଜଣେ ବ୍ୟକ୍ତିଙ୍କଠାରୁ ଅନ୍ୟ ଜଣଙ୍କୁ ସଂକ୍ରମଣ ହେବାର ଆଶଙ୍କା ରହିଥାଏ। ଏହି ଭୂତାଣୁ ଠିକ୍‌ ଇବୋଲା ପରି ଜ୍ୱର ବ୍ୟାପିଥାଏ। ୨୦୧୯ରେ...

ଜନବସତି ଉପରେ ତାଲିବାନର ମୋର୍ଟାର ମାଡ଼: ୭ ସାଧାରଣ ଲୋକ ମୃତ

କାବୁଲ,୧୯।୧୧: ଆଫଗାନିସ୍ତାନରେ ତାଲିବାନ ଆତଙ୍କବାଦୀ ସଂଗଠନ ପକ୍ଷରୁ ଜନବସତିକୁ ଟାର୍ଗେଟ୍‌ କରାଯାଇଛି। ତାଲିବାନର ମୋର୍ଟାର ମାଡ଼ରେ ୭ ଜଣ ସାଧାରଣ ଲୋକଙ୍କ ମୃତ୍ୟୁ ଘଟିଥିବାବେଳେ ଜଣେ ମହିଳା ଏବଂ ଛୋଟ ଶିଶୁଙ୍କ ସମେତ ୬ ଜଣ ଆହତ ହୋଇଛନ୍ତି। ଆପଗାନିସ୍ତାନର...

ବାଇଡେନ୍‌ଙ୍କ କ୍ୟାବିନେଟରେ ସାମିଲ ହୋଇପାରନ୍ତି କେତେଜଣ ଭାରତୀୟ ମୂଳ ବାସିନ୍ଦା

ୱାଶିଂଟନ,୧୯ ।୧୧: ଆମେରିକାରେ ଏବେ ନୂଆ ରାଷ୍ଟ୍ରପତିଙ୍କ ଶାସନ ଆରମ୍ଭ ହେବାକୁ ଯାଉଛି । ରାଷ୍ଟ୍ରପତି ଭାବେ ଜୋ ବାଇଡେନ୍ ଓ ଉପରାଷ୍ଟ୍ରପତି ଭାବେ କମଲା ହାରିସ୍ ଦେଶର ଶାସନ ଦାୟିତ୍ୱ ବହନ କରିବେ । ଏଥର କେତେଜଣ ମୂଳ...

ଫ୍ରାନ୍ସ୍‌ ରାଷ୍ଟ୍ରପତିଙ୍କୁ ଧମକ ଦେଲା ଜୈଶ୍‌-ଇ-ମହମ୍ମଦ

ପ୍ୟାରିସ୍‌,୧୯।୧୧: ଆତଙ୍କବାଦୀ ସଂଗଠନ ଜୈଶ୍‌-ଇ-ମହମ୍ମଦ ପକ୍ଷରୁ ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ୍‌ ମାର୍କନ୍‌ଙ୍କୁ ଧମକ ଦିଆଯାଇଛି। ମାର୍କନ୍‌ ପରବର୍ତ୍ତୀ ଟାର୍ଗେଟ୍‌ ବୋଲି ଜୈଶ୍‌ ପକ୍ଷରୁ କୁହାଯାଇଛି। ଏହା ସହିତ ମାର୍କନ୍‌ଙ୍କ ବିରୋଧରେ ଅପଶବ୍ଦ ମଧ୍ୟ ପ୍ରୟୋଗ କରାଯାଇଛି। ଅଲ୍‌ କଲାମ୍‌ ନାମକ...

ମୋଦିଙ୍କ ସହ କଥା ହେଲେ ବାଇଡେନ୍‌

ନ୍ୟୁୟର୍କ, ୧୯।୧୧(ଆଇଏଏନ୍‌ଏସ୍‌): ଜାନୁୟାରୀରେ ଆମେରିକାର ରାଷ୍ଟ୍ରପତି ଭାବେ ଦାୟିତ୍ୱ ଗ୍ରହଣ କରିବାକୁ ଯାଉଥିବା ଜୋ ବାଇଡେନ୍‌ ଫୋନ୍‌ ଯୋଗେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ କଥା ହୋଇଛନ୍ତି। ଦ୍ୱିପାକ୍ଷିକ ସମ୍ପର୍କକୁ ମଜଭୁତ କରିବାକୁ ସେ ଓ କମଲା ହାରିସ୍‌...

ସମୁଦ୍ରକୁ ରେଡିଓଆକ୍ଟିଭ୍‌ ଜଳ ଛାଡ଼ିବ ଜାପାନ

ନୂଆଦିଲ୍ଲୀ, ୧୯।୧୧: ଫୁକୁସିମାରେ ଅକାମୀ ହୋଇପଡ଼ିଥିବା ଆଣବିକ ପ୍ଲାଣ୍ଟର ରେଡିଓଆକ୍ଟିଭ୍‌ ବିଷାକ୍ତ ଜଳକୁ ୨୦୨୨ ସୁଦ୍ଧା ସମୁଦ୍ରକୁ ଛାଡ଼ିଦେବା ଲାଗି ଜାପାନ ସରକାର ନିଷ୍ପତ୍ତି ନେଇଛନ୍ତି। ଫଳରେ ଭାରତ ସମେତ ଏସୀୟ ଉପକୂଳବର୍ତ୍ତୀ ଦେଶଗୁଡ଼ିକ ପାଇଁ ବିପଦ ସୃଷ୍ଟି ହେବାକୁ...

ଶୀର୍ଷ ସୁରକ୍ଷା ଅଧିକାରୀଙ୍କୁ ବହିଷ୍କାର କଲେ ଟ୍ରମ୍ପ୍‌

ଓ୍ବାଶିଂଟନ,୧୮।୧୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଗୃହ ମନ୍ତ୍ରଣାଳୟର ଜଣେ ଶୀର୍ଷ ଅଧିକାରୀଙ୍କୁ ବହିଷ୍କାର କରିଛନ୍ତି। କ୍ରାଷ୍ଟୋଫର କ୍ରେବ୍ସ୍‌ ନାମକ ଏହି ଅଧିକାରୀ ଜଣକ ଗୃହମନ୍ତ୍ରଣାଳୟର ସାଇବର ସୁରକ୍ଷା ଏବଂ ଇନଫ୍ରାଷ୍ଟକଚର ସିକ୍ୟୁରିଟି ଏଜେନ୍ସିରେ ନିର୍ଦ୍ଦେଶକ ଭାବେ କାର୍ଯ୍ୟ କରୁଥିଲେ।...

ପୁଟିନ୍‌ଙ୍କ ବିରୋଧରେ ଆଜୀବନ ହେବନି କୌଣସି ମାମଲା ଦାଏର

ମସ୍କୋ,୧୮।୧୧: ରୁଷ୍‌ ରାଷ୍ଟ୍ରପତି ବ୍ଲାଡ଼ିମୀର ପୁଟିନ୍‌ଙ୍କ ବିରୋଧରେ ଆଜୀବନ କୌଣସି ମାମଲା ଦାଏର କରାଯାଇ ପାରିବ ନାହିଁ। ଏନେଇ ରୁଷ୍‌ ସଂସଦରେ ଏକ ବିଲ୍‌ ଅନୁମୋଦିତ ହୋଇଛି। ନିମ୍ନ ସଦନ ଡୁମାରେ ଏହି ବିଲ୍‌ ପାସ୍‌ ହୋଇଛି। ବିଲ୍‌ ଅନୁସାରେ...

ବିକିନି ପିନ୍ଧା ମଡେଲଙ୍କ ଫଟୋକୁ ଲାଇକ୍‌ କରି ଫଶିଲେ ଧର୍ମଗୁରୁ ପୋପ ଫ୍ରାନ୍ସିସ

ଖ୍ରୀଷ୍ଟିଆନ ସମ୍ପ୍ରଦାୟର ସର୍ବୋଚ୍ଚ ଧର୍ମଗୁରୁ ପୋପ ଫ୍ରାନ୍ସିସଙ୍କ ଅଫିସିଆଲ ଇନଷ୍ଟାଗ୍ରାମରେ ବ୍ରାଜିଲର ବିକିନି ପିନ୍ଧା ମଡେଲଙ୍କ ଫଟୋକୁ ଲାଇକ୍‌ କରିଛନ୍ତି। ଜଣେ ଧାର୍ମିକ ଗୁରୁଙ୍କ ଦ୍ୱାରା ଏପରି ଫଟୋକୁ ପସନ୍ଦ କରିବା ସାରା ବିଶ୍ୱରେ ଚର୍ଚ୍ଚାର ବିଷୟ ପାଲଟିଛି। ଏଥି...

ଭାରତ ସରକାରଙ୍କୁ ଦୋଷାରୋପ କରିବାକୁ ଯାଇ ନିଜ ସରକାରକୁ ପରିହାସ କରିପକାଇଲେ ଇମ୍ରାନଙ୍କ ମନ୍ତ୍ରୀ

ଇସ୍‌ଲାମାବାଦ,୧୭ ।୧୧: ପାକିସ୍ତାନର ନେତା ସବୁବେଳେ ଭାରତ ଉପରେ ମନଗଢା ଅଭିଯୋଗ ଆଣିବାକୁ ପ୍ରୟାସ କରିଥାଆନ୍ତି । ଇମ୍ରାନ ଖାଁଙ୍କ ରେଳମନ୍ତ୍ରୀ ଶେଖ ରସିଦ ଅହମ୍ମଦ ଏମାନଙ୍କ ମଧ୍ୟରେ ସବୁଠାରୁ ଆଗରେ । ସେ ସବୁବେଳେ ଚେଷ୍ଟା କରୁଥାଆନ୍ତି ଭାରତକୁ...

ପ୍ରେମରେ ପଡିଛନ୍ତି ସୁନ୍ଦରୀ ରାଜକୁମାରୀ, ବିବାହ ପାଇଁ କରୁଛନ୍ତି ଭୟ

ଟୋକିଓ,୧୭।୧୧: ଜାପାନର ସୁନ୍ଦରୀ ରାଜକୁମାରୀ ମାକୋ ପ୍ରେମରେ ପଡିଛନ୍ତି। ଦେଶର ସାଧାରଣ ନାଗରିକ କେ କୋମୁରୋଙ୍କୁ ପ୍ରେମ କରି ବସିଛନ୍ତି ସେ। ଜାପାନର ସମୁଦ୍ର କୂଳରେ ପର୍ଯ୍ୟଟନକୁ ପ୍ରୋତ୍ସାହିତ କରିବା କାର୍ଯ୍ୟ କରୁଛନ୍ତି କୋମୁରୋ।ଜାପାନର ସମ୍ରାଟ ଆକିହିତୋଙ୍କ ନାତୁଣୀ ଏବଂ...

ରାହୁଲଙ୍କ ଭବିଷ୍ୟତ ପାଇଁ ବିପଦ ନ ଥିଲେ ମନମୋହନ, ସେଥିପାଇଁ ସୋନିଆ କରିଥିଲେ ପ୍ରଧାନମନ୍ତ୍ରୀ: ଓବାମା

ୱାଶିଂଟନ/ନୂଆଦିଲ୍ଲୀ,୧୭ ।୧୧: ଆମେରିକାର ପୂର୍ବତନ ରାଷ୍ଟ୍ର୍ରପତି ବାରାକ ଓବାମାଙ୍କ ପୁସ୍ତକ ‘ଏ ପ୍ରୋମିଜ୍‌ଡ ଲ୍ୟାଣ୍ଡ’ କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଓ ତାଙ୍କ ମା’ସୋନିଆ ଗାନ୍ଧୀ ତଥା ଦଳ ପାଇଁ ଏକ ଅପ୍ରିତିକର ପରିସ୍ଥିତି ସୃଷ୍ଟି କରିଛି ।...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri