ଅନ୍ତର୍ଜାତୀୟ

ଓବାମାଙ୍କ ଉପରାଷ୍ଟ୍ରପତି

ଆମେରିକା ରାଷ୍ଟ୍ରପତି ଭାବେ ନିର୍ବାଚିତ ହେବାକୁ ଯାଉଥିବା ଜୋ ବାଇଡେନ୍‌ଙ୍କ ପୂରାନାମ ଜୋସେଫ୍‌ ରୋବିନେଟ୍ଟେ ବାଇଡେନ୍‌ ଜୁନିୟର। ୧୯୪୨ ନଭେମ୍ବର ୨୦ରେ ଜନ୍ମିତ ଏହି ରାଜନେତା ବାରାକ୍‌ ଓବାମା ପ୍ରଶାସନରେ ୨୦୦୯ରୁ ୨୦୧୭ ଉପରାଷ୍ଟ୍ରପତି ଥିଲେ। ଡେମୋକ୍ରାଟିକ ପାର୍ଟର ସଦସ୍ୟ...

ରାଷ୍ଟ୍ରପତିଙ୍କୁ ମିଳୁଥିବା ସୁବିଧା

ବିଶ୍ୱର ସବୁଠୁ ପ୍ରଭାବଶାଳୀ ରାଷ୍ଟ୍ର ଆମେରିକାର ରାଷ୍ଟ୍ରପତି ହେବା କେବଳ ମର୍ଯ୍ୟାଦାଜନକ ନୁହେଁ, ଏଥିସହିତ ପର୍ଯ୍ୟାପ୍ତ ସୁବିଧା ଓ ଲାଭ ମିଳିଥାଏ। ରାଷ୍ଟ୍ରପତିଙ୍କୁ ୪ ଲକ୍ଷ ଡଲାର ବାର୍ଷିକ ବେତନ, ବାସଭବନ ସାଙ୍ଗକୁ ବ୍ୟକ୍ତିଗତ ବିମାନ ଓ ହେଲିକପ୍ଟର ଯୋଗାଇ...

ଟ୍ରମ୍ପ୍‌ ଯୁଗର ଅବସାନ

ଓ୍ବାଶିଂଟନ,୬ା୧୧:ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ତାଙ୍କ ଡେମୋକ୍ରାଟିକ୍‌ ଚ୍ୟାଲେଞ୍ଜର ଜୋଶେଫ୍‌ ଆର୍‌ ବାଇଡେନ୍‌ ଜୁନିୟରଙ୍କଠାରୁ ପରାସ୍ତ ହୋଇଛନ୍ତି। ସମ୍ପୂର୍ଣ୍ଣ ଫଳାଫଳ ଆସିବା ବାକି ଥିଲେ ମଧ୍ୟ ଟ୍ରମ୍ପ୍‌ ଯେଉଁ ସ୍ଥିତିରେ ରହିଛନ୍ତି, ସେଠାରୁ ଉଠି ନିର୍ବାଚନ ଜିତିବା ଏକପ୍ରକାର ଅସମ୍ଭବ...

ବିଜୟ ପଥେ ବାଇଡେନ୍

ଓ୍ବାଶିଂଟନ/ନ୍ୟୁୟର୍କ,୫ା୧୧-ହ୍ବାଇଟ୍‌ ହାଉସ୍‌ ଦୌଡ଼ରେ କିଏ ଜିତିବ ତାକୁ ନେଇ ଲାଗିରହିଥିବା ସମସ୍ତ କଳ୍ପନାଜଳ୍ପନାର ଅବସାନ ଘଟିଛି। ଭୋଟ ଗଣତିର ଦ୍ୱିତୀୟ ଦିନରେ ବାଇଡେନ୍‌ ବିଜୟର ଧାରା ଅବ୍ୟାହତ ରଖି ବିଶ୍ୱର ସବୁଠୁ ହାଇପ୍ରୋଫାଇଲ୍‌ ଅଫିସ୍‌ ପଥରେ ଅଗେଇ ଚାଲିଛନ୍ତି। ରାଷ୍ଟ୍ରପତି...

ମେୟର ଭାବେ ନିର୍ବାଚିତ ହେଲା କୁକୁର

ଓ୍ବାଶିଂଟନ,୫।୧୧: ଆମେରିକାରେ ରାଷ୍ଟ୍ରପତି ନିର୍ବାଚନ ଫଳାଫଳ ନେଇ ନାନା କଳ୍ପନା ଜଳ୍ପନା ଜାରି ରହିଛି। ଏପରିସ୍ଥଳେ ଏଠାକାର ସହରରେ ମେୟର ନିର୍ବାଚନ ମଧ୍ୟ କରାଯାଇଛି। କେଣ୍ଟୁକି ସହରରେ ମେୟର ଭାବେ ଏକ କୁକୁରକୁ ନିର୍ବାଚିତ କରାଯାଇଛି। ଏହି କୁକୁର ନାମ...

ବିନା ପୋଷାକରେ ବିମାନ ଯାତ୍ରା କଲେ ଏହି ଯୁବକ, କାରଣ ଜାଣିଲେ ଆଶ୍ଚର୍ଯ୍ୟ ହେବେ

ମସ୍କୋ,୫ା୧୧: ବିମାନଯାତ୍ରା ସମୟରେ ଅନେକ ଅଜବ କଥା ସବୁ ଦେଖିଥିବେ ବା ଶୁଣିଥିବେ। ମାତ୍ର ଆଜି ଏମିିତି ଏକ ଘଟଣା ଜଣାଇବୁ ଯାହା ଶୁଣିଲେ ଆଶ୍ଚର୍ଯ୍ୟ ହେବେ। ଜଣେ ବିମାନଯାତ୍ରୀ ଉଲଗ୍ନ ହୋଇ ଯାତ୍ରା କରିଥିଲେ। ଏହି ଘଟଣା ମସ୍କୋରେ...

ଗିଲଗିଟ୍‌-ବଲ୍ଟିସ୍ତାନକୁ ନେଇ ମୁହଁ ଖୋଲିଲା ଡ୍ରାଗନ

ବେଜିଂ,୫।୧୧: ପାକିସ୍ତାନରେ ଦେଶବ୍ୟାପି ବିରୋଧ ସତ୍ତ୍ୱେ ଗିଲଗିଟ୍‌-ବଲ୍ଟିସ୍ତାନକୁ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାଁ ସରକାର ଅସ୍ଥାୟୀ ପ୍ରଦେଶ ମାନ୍ୟତା ଦେଇଛନ୍ତି। ଏନେଇ ସରକାରଙ୍କ ପକ୍ଷରୁ ରବିବାର ଘୋଷଣା କରାଯାଇଥିଲା। ଏହାକୁ ଭାରତ ପକ୍ଷରୁ ବିରୋଧ କରାଯାଇଥିଲା। ପାକିସ୍ତାନ ଭାରତର କିଛି ଅଞ୍ଚଳରେ...

ଜାତିସଂଘରେ ଭାରତର ପ୍ରସ୍ତାବକୁ ସମର୍ଥନ: ଆତଙ୍କବାଦ ବିରୋଧରେ ୭୫ ଦେଶ ଏକଜୁଟ

ଜେନେଭା,୫।୧୧: ଆତଙ୍କବାଦ ବିରୋଧରେ ଜାତିସଂଘରେ ଭାରତକୁ ବଡ଼ ସଫଳତା ମିଳିଛି। ଭାରତ ପକ୍ଷରୁ ଜାତିସଂଘ ବାର୍ଷିକ ବୈଠକରେ ଆଗତ କରାଯାଇଥିବା ଏସମ୍ପର୍କିତ ପ୍ରସ୍ତାବକୁ ୭୫ରୁ ଅଧିକ ଦେଶ ସମର୍ଥନ କରିଛନ୍ତି। ଏନେଇ ଜାତିସଂଘରେ ଭାରତର ସ୍ଥାୟୀ ପ୍ରତିନିଧି ଥିବା ଟି.ଏସ୍‌.ତିରୁମୂର୍ତ୍ତି...

ରେକର୍ଡ ଭାଙ୍ଗିଲା ଆମେରିକା: ୧୨୦ ବର୍ଷ ମଧ୍ୟରେ ହୋଇଛି ସର୍ବାଧିକ ମତଦାନ

ୱାଶିଂଟନ,୫ ।୧୧: ଏଥର ଆମେରିକାରେ ଅନୁଷ୍ଠିତ ହୋଇଥିବା ରାଷ୍ଟ୍ରପତି ନିର୍ବାଚନରେ ଭୋଟରଙ୍କ ଖୁବ୍ ଉତ୍ସାହ ଦେଖିବାକୁ ମିଳିଥିଲା । ଏମିତିକି ଗତ ୧୨୦ ବର୍ଷର ରେକର୍ଡକୁ ଏଥର ଭାଙ୍ଗି ଦେଇଛନ୍ତି ଆମେରିକାବାସୀ । ପ୍ରତିଥର ଆମେରିକାରେ ପ୍ରାୟ ୫୦-୬୦ ପ୍ରତିଶତ...

୩୬ ବର୍ଷ ହେବ ଆମେରିକା ରାଷ୍ଟ୍ରପତି ନିର୍ବାଚନ ଉପରେ ସଠିକ୍‌ ଭବିଷ୍ୟବାଣୀ କରୁଛନ୍ତି ଏହି ବ୍ୟକ୍ତି

ବିଶିଷ୍ଟ ଐତିହାସିକ ଏବଂ ଆମେରିକାନ ୟୁନିଭରସିଟିର ପ୍ରଫେସର ଆଲନ ଲିଚମ୍ୟାନ୍‌ ୩୬ ବର୍ଷ ହେବ ଆମେରିକା ରାଷ୍ଟପ୍ରତି ନିର୍ବାଚନକୁ ନେଇ ସଠିକ୍‌ ଭବିଷ୍ୟବାଣୀ କରୁଛନ୍ତି। ୨୦୧୬ରେ ଡୋନାଲ୍ଡ ଟ୍ରମ୍ପ ରାଷ୍ଟ୍ରପତି ହେବା ଭବିଷ୍ୟବାଣୀ ମଧ୍ୟ ଲିଚ୍‌ମ୍ୟାନ୍‌ କରିଥିଲେ। ସେତେବେଳେ ସେ...

ଚାଇନା ସ୍କୁଲ ପାଠ୍ୟକ୍ରମରେ କରୋନା ଲଢ଼େଇ ସାମିଲ

ବେଜିଂ,୫।୧୧: ଏଣିକି ଛୋଟ ପିଲା କରୋନା ବିରୋଧରେ ହୋଇଥିବା ଲଢ଼େଇ ବିଷୟରେ ପଢ଼ିବେ। ଚାଇନାର ସ୍କୁଲ ପାଠ୍ୟକ୍ରମରେ କରୋନା ଲଢ଼େଇକୁ ସାମିଲ କରାଯାଇଛି। ଏନେଇ ଚାଇନା ଶିକ୍ଷାମନ୍ତ୍ରଣାଳୟ ପକ୍ଷରୁ ଏସମ୍ପର୍କିତ ଏକ ପ୍ରସ୍ତାବକୁ ମଞ୍ଜୁରୀ ଦିଆଯାଇଛି। ଏହାଦ୍ୱାରା ଛୋଟ ପିଲା...

କ୍ଷମତା ଦଖଲ ପାଇଁ ବାଇଡେନ ପ୍ରସ୍ତୁତ: ପରାଜୟ ସ୍ବୀକାର କରିବାକୁ ଅରାଜି ଟ୍ରମ୍ପ୍‌

ଓ୍ବାଶିଂଟନ,୫।୧୧: ଆମେରିକା ରାଷ୍ଟ୍ରପତି ନିର୍ବାଚନରେ ଡେମୋକ୍ରାଟିକ୍‌ ପାର୍ଟି ପ୍ରାର୍ଥୀ ଜୋ ବାଇଡେନ୍‌ ଏବେ କ୍ଷମତା ଦଖଲ ମୁହାଁ ହେବାରେ ଲାଗିଛନ୍ତି। ଇତିମଧ୍ୟରେ ୫୦ ରାଜ୍ୟ ମଧ୍ୟରୁ ୪୩ ରାଜ୍ୟର ଫଳାଫଳ ମିଳିଛି। ମିଳିଥିବା ଫଳାଫଳ ଅନୁସାରେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri