ଅନ୍ତର୍ଜାତୀୟ

ପୋଲାଣ୍ଡରେ ଗର୍ଭପାତ ଆଇନକୁ ବିରୋଧ

ଓ୍ବାର୍ସା,୩ା୧୧: ଭ୍ରୂଣଗତ ତ୍ରୁଟି କାରଣରୁ ଗର୍ଭପାତ ଅସାମ୍ବିଧାନିକ ବୋଲି ପୋଲାଣ୍ଡର ଏକ ଅଦାଲତ ରାୟ ଦେବା ପରେ ଏହା ବିରୋଧରେ ସେଠାରେ ବିକ୍ଷୋଭ ଜୋର୍‌ଦାର ହୋଇଛି। ରାଜଧାନୀ ଓ୍ବାର୍ସାରେ ଗତ ଶୁକ୍ରବାର ଲକ୍ଷାଧିକ ମହିଳା ଏକାଠି ହୋଇ ଦୀର୍ଘ ୭...

ଜନମତ ସର୍ଭେରେ ବାଇଡେନ୍‌ ଆଗରେ

ଓ୍ବାଶିଂଟନ,୩ା୧୧: ଆମେରିକା ରାଷ୍ଟ୍ରପତି ନିର୍ବାଚନ ମଙ୍ଗଳବାର ଅନୁଷ୍ଠିତ ହେବାକୁ ଯାଉଥିବାବେଳେ ପ୍ରଚାର ଜୋର୍‌ଦାର ହୋଇଛି। ରିପବ୍ଲିକାନ ପ୍ରାର୍ଥୀ ତଥା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ପ୍ରଚାର ଶେଷ ଦିନରେ ମିଚିଗାନ, ନର୍ଥ କାରୋଲିନ୍‌ରେ ରାଲି କରିଥିଲେ। ସେହିପରି ଡେମୋକ୍ରାଟିକ୍‌ ପାର୍ଟି ପ୍ରାର୍ଥୀ...

ବାଂଲାଦେଶରେ ପ୍ୟାରିସ୍‌ ତାତି

କୋଲକାତା,୩ା୧୧: ବାଂଲାଦେଶର କୋମିଲା ଜିଲାରେ ଏକ ଫେସ୍‌ବୁକ୍‌ ପୋଷ୍ଟରେ ଇସ୍‌ଲାମ ଧର୍ମକୁ ନିନ୍ଦା କରାଯାଇଥିବା ନେଇ ଗୁଜବ ପ୍ରଚାରିତ ହେବା ପରେ ମୌଳବାଦୀ ମୁସଲମାନମାନେ ଶତାଧିକ ହିନ୍ଦୁ ପରିବାରର ଘରେ ପଶି ଭଙ୍ଗାରୁଜା କରିବା ସହ ଜାଳିଦେଇଛନ୍ତି। ଏଥିସହିତ କେତେକ...

ବଡ ଧରଣର ଆତଙ୍କବାଦୀ ଆକ୍ରମଣ: ୭ ମୃତ

ଭିଏନା, ୩।୧୧: ଅଷ୍ଟ୍ରିଆର ଭିଏନା ସହରର ବିଭିନ୍ନ ସ୍ଥାନରେ ଆତଙ୍କବାଦୀ ଆକ୍ରମଣ ହୋଇଛି। ଏହି ଘଟଣାରେ ଜଣେ ଆତଙ୍କବାଦୀଙ୍କ ସମେତ ୭ ଜଣଙ୍କର ମୃତ୍ୟୁ ଘଟିଛି। ଭିଏନା ପୋଲିସ ବିଭାଗ ଅନୁଯାୟୀ ଏହି ଆକ୍ରମଣରେ ଅନେକ ଲୋକ ଆହତ ହୋଇଛନ୍ତି।...

ନେପାଳ: ଶାସକ କମ୍ୟୁନିଷ୍ଟ ପାର୍ଟିରେ ବିଭାଜନ ଆଶଙ୍କା ଘନେଇଲା

କାଠମାଣ୍ଡୁ,୨।୧୧: ନେପାଳରେ ଶାସକ କମ୍ୟୁନିଷ୍ଟ ପାର୍ଟିରେ ବିଭାଜନ ଆଶଙ୍କା ଘନେଇବାରେ ଲାଗିଛି। ପ୍ରଧାନମନ୍ତ୍ରୀ କେ.ପି ଶର୍ମା ଓଲି ଏବଂ ପାର୍ଟିର ବରିଷ୍ଠ ନେତା ପୁଷ୍ପ କମଲ ଦହଲଙ୍କ ମଧ୍ୟରେ ବିବାଦ ବଢ଼ିବାରେ ଲାଗିଛି। ଓଲି ପାର୍ଟିର ବିଭାଜନ ପାଇଁ ମାନସିକସ୍ତରରେ...

ସମୟ ପୂର୍ବରୁ ବିଜୟ ଘୋଷଣା କରିବେ ନାହିଁ ଟ୍ରମ୍ପ !

ୱାଶିଂଟନ,୨ ।୧୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୂର୍ବରୁ କହିଥିଲେ କି ସମୟ ପୂର୍ବରୁ ସେ ବିଜୟ ଘୋଷଣା କରିବେ । ହେଲେ ମଙ୍ଗଳବାର ସେ ଏହାକୁ ଭୁଲ ବୋଲି କହିଛନ୍ତି । ସେ କହିଛନ୍ତି ସମୟ ପୂର୍ବରୁ ସେ...

କରୋନା ସଂକ୍ରମିତଙ୍କ ସଂସ୍ପର୍ଶରେ ଆସିଥିଲେ ଡବ୍ଳୁଏଚ୍‌ଓ ମୁଖ୍ୟ, ଟୁଇଟ୍‌ କରି ଦେଲେ ସ୍ବାସ୍ଥ୍ୟ ସୂଚନା

ଜେନିଭା,୨।୧୧: ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଳୁଏଚ୍‌ଓ) ମୁଖ୍ୟ ଟେଡ୍ରୋସ ଆଧାନୋମ ଗ୍ରେବେସିୟସ କରୋନା ସଂକ୍ରମିତ ବ୍ୟକ୍ତିଙ୍କ ସଂସ୍ପର୍ଶରେ ଆସିବା ପରେ ଏବେ କ୍ୱାରାଣ୍ଟାଇନରେ ଥିବା ଟୁଇଟ୍‌ ଯୋଗେ ସୂଚନା ଦେଇଛନ୍ତି। ଡବ୍ଲୁଏଚ୍‌ଓ ମୁଖ୍ୟ ଟୁଇଟ କରି କହିଛନ୍ତି ଯେ କରୋନା...

ପ୍ରିନ୍ସ ୱିଲିୟମଙ୍କୁ ହୋଇଥିଲା କରୋନା, ୭ ମାସ ପରେ କଲେ ଖୁଲାସା

ଲଣ୍ଡନ,୨।୧୧: ସାରା ବିଶ୍ୱରେ ଅନେକ ସେଲିବ୍ରିଟିମାନେ ମହାମାରୀ କରୋନା ଆକ୍ରାନ୍ତ ହେବା ନଜିର ରହିଛି। ଏହି କ୍ରମରେ ବ୍ରିଟେନର ରାଜ ପରିବାରର ସଦସ୍ୟ ପ୍ରିନ୍ସ ୱିଲିୟମ ଗତ ଏପ୍ରିଲରେ କରୋନା ସଂକ୍ରମିତ ହୋଇଥିଲେ ବୋଲି ଜଣାପଡିଛି। ତାଙ୍କ ପିତା ପ୍ରିନ୍ସ...

୪ ରାଜ୍ୟ ଶେଷ ଭରସା

ଓ୍ବାଶିଂଟନ,୨ା୧୧: ଆମେରିକା ରାଷ୍ଟ୍ରପତି ନିର୍ବାଚନକୁ ଆଉ ଦୁଇଦିନ ବାକି ଥିବାବେଳେ ପ୍ରଚାର ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ବିଜୟ ସମ୍ଭାବନା ଥିବା ନେଇ ବିଶ୍ଳେଷକମାନେ କହୁଥିବାବେଳେ ଡେମୋକ୍ରାଟିକ୍‌ ପ୍ରାର୍ଥୀ ଜୋ ବାଇଡେନ୍‌ ୪ ବର୍ଷ ତଳେ ହିଲାରୀ...

କରୋନା ଆତଙ୍କ: ୪ ଲକ୍ଷ ନାବିକ ୧୬ ମାସ ଧରି ଘର ଠୁଁ ଦୂରରେ

ମାନିଲା,୧।୧୧: ପୃଥିବୀରେ ଦେଖାଦେଇଥିବା କରୋନା ମହାମାରୀ ଯୋଗୁ ବିଭିନ୍ନ ଦେଶର ୪ ଲକ୍ଷରୁ ଅଧିକ ନାବିକ ୧୬ ମାସ ଧରି ଘରକୁ ଫେରି ନାହାନ୍ତି। ନାବିକଙ୍କ ସମେତ ବହୁ ଅଧିକାରୀ ଏବଂ ବନ୍ଦର କର୍ମଚାରୀ ଅଟକି ରହିଛନ୍ତିି। ସେମାନେ ବନ୍ଦର...

ବିରୋଧ ସତ୍ତ୍ୱେ ଗିଲଗିଟ୍‌-ବଲ୍ଟିସ୍ତାନକୁ ଅସ୍ଥାୟୀ ପ୍ରଦେଶ ମାନ୍ୟତା ଦେଲେ ଇମ୍ରାନ୍‌ ସରକାର

ଇସଲାମାବାଦ,୧।୧୧: ଦେଶବ୍ୟାପି ବିରୋଧ ସତ୍ତ୍ୱେ ଗିଲଗିଟ୍‌-ବଲ୍ଟିସ୍ତାନକୁ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାଁ ସରକାର ଅସ୍ଥାୟୀ ପ୍ରଦେଶ ମାନ୍ୟତା ଦେଇଛନ୍ତି। ଏନେଇ ସରକାରଙ୍କ ପକ୍ଷରୁ ରବିବାର ଘୋଷଣା କରାଯାଇଛି। ଏସମ୍ପର୍କିତ ପ୍ରସ୍ତାବକୁ ସରକାର ଅନୁମୋଦନ ଦେଇଥିବା ସେ କହିଛନ୍ତି। ସରକାର ଏହି ଅଞ୍ଚଳର...

ସତ କହିବା ପଡ଼ିଲା ମହଙ୍ଗା: ଅୟାଜ ସିଦ୍ଧିକ୍‌ଙ୍କୁ ଦେଶଦ୍ରୋହୀ ଘୋଷଣା କରାଯିବା ନେଇ ପ୍ରସ୍ତୁତି ଆରମ୍ଭ

ଇସଲାମାବାଦ,୧।୧୧: କୁହାଯାଏ ସତ କହିବା ସବୁବେଳେ ଭଲ। ମାତ୍ର ପାକିସ୍ତାନରେ ସତ କହିଥିବା ସାଂସଦ ଅୟାଜ ସିଦ୍ଧିକ୍‌ଙ୍କୁ ଦେଶଦ୍ରୋହୀ ଘୋଷଣା କରାଯିବା ନେଇ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାଁ ସରକାର ପ୍ରସ୍ତୁତି ଆରମ୍ଭ କରିଛନ୍ତି। ସେ ଭାରତୀୟ ଓ୍ବିଙ୍ଗ୍‌ କମାଣ୍ଡର ଅଭିନନ୍ଦନ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri