ଅନ୍ତର୍ଜାତୀୟ

ବସ୍‌କୁ ଅଧ କିଲୋମିଟର ଘୋଷାଡି ନେଲା ଟ୍ରେନ :୧୨ ମୃତ , ୬ ଗୁରୁତର

ଢାକା,୧୯।୧୨-ବାଂଲାଦେଶରେ ଶନିବାର ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଟ୍ରେନ ଯାତ୍ରୀବାହୀ ବସ୍‌କୁ ଧକ୍କା ଦେବାରୁ ୧୨ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୬ ଜଣ ଗୁରୁତର ହୋଇଛନ୍ତି। ଜୟପୁରହାଟ ଜିଲା ପୁରାଣପୋଇଲ ରେଳ କ୍ରସିଂରେ ଏହି ଘଟଣା ଘଟିଛି। ଗୁରୁତରଙ୍କୁ ଉଦ୍ଧାର...

ପିଲା କାନ୍ଦିବାରୁ ପଡ଼ୋଶୀଙ୍କୁ ଏମିତି ଚିଠି ଲେଖିଲେ ମାତା ପିତା

ନବଜାତ ଶିଶୁମାନେ ଅଧିକ କାନ୍ଦନ୍ତି, କିନ୍ତୁ ଆମେରିକାରେ ଜଣେ ପିତାମାତା ଯାହା କରିଛନ୍ତି ତାହା ଜାଣି ଆପଣ ସେମାନଙ୍କୁ ପ୍ରଶଂସା ନ କରି ରହିପାରିବେନି। ଯୁକ୍ତରାଷ୍ଟ୍ରରେ, ଏକ ଦମ୍ପତି ରାତିରେ କାନ୍ଦୁଥିବା ଶିଶୁ ଲାଗି ପଡ଼ୋଶୀମାନଙ୍କୁ କ୍ଷମା ମାଗିଛନ୍ତି। ବର୍ତ୍ତମାନ...

ବୋକୋ ହାରାମ ଆତଙ୍କବାଦୀଙ୍କ ନିର୍ଯାତନା: ଦିନରେ ୨ ଥର ମାଡ଼,ଥରେ ଖାଦ୍ୟ

ଆବୁଜା,୧୯।୧୨: ନାଇଜେରିଆର ସେକେଣ୍ଡାରୀ ସ୍କୁଲରୁ ବୋକୋ ହାରାମ ଆତଙ୍କବାଦୀଙ୍କ ଦ୍ୱାରା ଅପହୃତ ହୋଇଥିବା ୩୪୪ ଶିକ୍ଷାର୍ଥୀ ଏବେ ଘରକୁ ଫେରିଛନ୍ତି। ଆତଙ୍କବାଦୀମାନେ ସେମାନଙ୍କୁ ଦେଇଥିବା ନିର୍ଯାତନ ସମ୍ପର୍କରେ ଅପହୃତ ଶିକ୍ଷାର୍ଥୀମାନେ ପ୍ରକାଶ କରିଛନ୍ତିି। ସେମାନଙ୍କ ଦିନରେ ୨ ଥର ପିଟା...

କରୋନା ଟୀକା ନେବାର ଅଳ୍ପ ସମୟ ପରେ ବେହୋସ ହୋଇଗଲେ ନର୍ସ: ଭିଡିଓ ଭାଇରାଲ

ଆମେରିକାର ଏକ ହସ୍ପିଟାଲର ନର୍ସଙ୍କ ମଧ୍ୟରେ ମୁଖ୍ୟ ଟିଫାନି ଡୋଭର କରୋନା ଟିକା ନେବା ପରେ ଏକ ସାମ୍ବାଦିକ ସମ୍ମିଳନୀରେ ବେହୋସ ହୋଇଥିଲେ। ଫାଇଜର ବାୟୋନୋଟେକର କୋଭିଡ ୧୯ ଟିକା ନେବାର ୧୭ ମିନିଟ୍‌ ପରେ ଟିଫାନି ଲାଇଭ କ୍ୟାମେରା...

ଝିଅଙ୍କ ପ୍ରେମିକଙ୍କୁ ଘରେ ରଖିଥିଲେ ଓବାମା: ଅଧିକ ଖାଉଥିବା ଦେଖି..

ଓ୍ବାଶିଂଟନ,୧୯।୧୨: ମହାମାରୀ କରୋନା ସମୟରେ କ୍ୱାରାଣ୍ଟାଇନ୍‌ରେ ଥିଲେ ଆମେରିକାର ପୂର୍ବ ରାଷ୍ଟ୍ରପତି ବାରାକ ଓବାମା ଓ ତାଙ୍କ ପରିବାର। ଏହି ସମୟରେ ବଡ଼ଝିଅ ମାଲିଆଙ୍କ ପ୍ରେମିକ ମଧ୍ୟ ତାଙ୍କ ଘରେ ରହିଥିଲେ। ତେବେ ସେ ଅତ୍ୟଧିକ ଖାଇବା କାରଣରୁ ତାଙ୍କ...

କରୋନାରେ ପୀଡ଼ିତ ସ୍ଲୋଭାକିଆ ପ୍ରଧାନମନ୍ତ୍ରୀ

ବ୍ରାତିସ୍ଲାଭା,୧୯ ।୧୨: ୟୁରୋପୀୟ ଦେଶ ସ୍ଲୋଭାକିଆର ପ୍ରଧାନମନ୍ତ୍ରୀ ଇଗୋର ମୋତାଭିକ ବି କରୋନାରେ ସଂକ୍ରମିତ ହୋଇଥିବା ଜଣାପଡିଛି । ସୋସିଆଲ ମିଡିଆ ଜରିଆରେ ସେ ନିଜେ ଏହି ସୂଚନା ଦେଇଛନ୍ତି । ବ୍ରସଲସରେ ଆୟୋଜିତ ଇୟୁ ସମ୍ମିଳନୀରେ ଯୋଗଦେବା ପରେ...

କରୋନା ଟିକା ନେଲେ ଲୋକେ ହୋଇଯିବେ କୁମ୍ଭୀର, ମହିଳାଙ୍କର ଉଠିବ ନିଶ ଦାଢ଼ି: ବ୍ରାଜିଲ ରାଷ୍ଟ୍ରପତି

ବ୍ରାସିଲିଆ,୧୯।୧୨: କରୋନା ପ୍ରତିଷେଧକ ଟିକା ନେଇ ବ୍ରାଜିଲ ରାଷ୍ଟ୍ରପତି ଜାଏର ବୋଲସୋନାରୋ ବିବାଦୀୟ ମନ୍ତବ୍ୟ ନେଇଛନ୍ତି। ସେ କହିଛନ୍ତି ଯେ, କରୋନା ଟିକା ନେଲେ ଲୋକେ କୁମ୍ଭୀର ହୋଇଯିବେ। ସେହିପରି ମହିଳାଙ୍କର ନିଶ ଦାଢ଼ି ଉଠିବ। ଏହାସହିତ କିଛି ପୁରୁଷଙ୍କ...

କରୋନା ଭୂତାଣୁ ଉତ୍ପତ୍ତି ସନ୍ଧାନ: ଡବ୍ଲ୍ୟୁଏଚ୍‌ଓ ବିଶେଷଜ୍ଞ ଦଳ ଜାନୁୟାରୀରେ ଯିବେ ଚାଇନା

ଜେନେଭା,୧୯।୧୨: କରୋନା ଭୂତାଣୁର ଉତ୍ପତ୍ତି ସନ୍ଧାନ ପାଇଁ ଜାନୁୟାରୀର ପ୍ରଥମ ସପ୍ତାହରେ ବିଶ୍ୱସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ)ର ବିଶେଷଜ୍ଞ ଦଳ ଚାଇନା ଗସ୍ତରେ ଯିବେ। ଏନେଇ ଡବ୍ଲ୍ୟୁଏଚ୍‌ଓ ଜରୁରୀକାଳୀନ ସ୍ବାସ୍ଥ୍ୟ କାର୍ଯ୍ୟକ୍ରମ ମୁଖ୍ୟ ଡ. ମାଇକେଲ ରୟାନ ସୂଚନା ଦେଇଛନ୍ତି। ବିଶେଷଜ୍ଞ...

ପ୍ରଧାନମନ୍ତ୍ରୀଙ୍କ ରାଲି ଉପରେ ଆତଙ୍କବାଦୀ ଆକ୍ରମଣ: ୧୫ ମୃତ

ମୋଗାଦିସୁ,୧୯।୧୨: ସୋମାଲିଆରେ ନୂଆ ପ୍ରଧାନମନ୍ତ୍ରୀ ମହମ୍ମଦ ହୁସେନ ରୋବେଲଙ୍କ ରାଲି ଉପରେ ଆତ୍ମଘାତୀ ଆତଙ୍କବାଦୀ ଆକ୍ରମଣ ହୋଇଛି। ଏହି ଘଟଣାରେ ରୋବେଲ ଅଳ୍ପକେ ରକ୍ଷା ପାଇଯାଇଛନ୍ତି। ତେବେ ଏଥିରେ ୧୫ ଜଣଙ୍କ ମୃତ୍ୟୁ ଘଟିଛି। ପ୍ରଧାନମନ୍ତ୍ରୀ ଏକ ଷ୍ଟାଡ଼ିୟମ୍‌ରେ କାର୍ଯ୍ୟକ୍ରମରେ...

ଭୂତ ଡଙ୍ଗାରେ ଡ୍ରଗ୍ସ

ଓ୍ବାଶିଂଟନ,୧୯ା୧୨: ସମୁଦ୍ରରେ ବହୁ ସଂଖ୍ୟକ ‘ଭୂତ ଜାହାଜ’ ଅଛି। ଅତଳ ସାଗରରେ ଜାହାଜ ଓ ଡଙ୍ଗାଗୁଡ଼ିକରୁ ନାବିକମାନେ ରହସ୍ୟଜନକ ଭାବେ ଉଭାନ ହୋଇଯିବା ପଛରେ ଅନେକ କାହାଣୀ ଥାଏ। ପ୍ରତ୍ୟେକ କାହାଣୀ ସହ ଗୋଟିଏ ଗୋଟିଏ ନିର୍ଦ୍ଦିଷ୍ଟ ପ୍ରହେଳିକା ଜଡ଼ିତ...

ଫସିଛନ୍ତି ହଜାରେ ଡ୍ରାଇଭର

ଟୋକିଓ,୧୯ା୧୨: ବରଫ ଝଡ଼ ଯୋଗୁ ଜାପାନର ବିଭିନ୍ନ ସ୍ଥାନରେ ବହୁ ଲୋକ ଫସିରହିଛନ୍ତି। ୧୦,୦୦୦ରୁ ଊର୍ଦ୍ଧ୍ୱ ଘରର ବିଦ୍ୟୁତ୍‌ ସଂଯୋଗ କଟିଯାଇଛି। ରାଜଧାନୀ ଟୋକିଓ ସହ ନିଗାଟାକୁ ସଂଯୋଗ କରୁଥିବା କାନେଟ୍‌ସୁ ଏକ୍ସପ୍ରେସ୍‌ଓ୍ବେ ବରଫ ଦ୍ୱାରା ଆଚ୍ଛାଦିତ ହୋଇଛି। ସେଠାରେ...

୧୨ ବର୍ଷର ବାଳକ ସ୍କୁଲ୍‌ ଟଏଲେଟ୍‌ରେ କରୁଥିଲେ ପାର୍ଟି, ଆଉ ତା ପରେ

ଇଂଲଣ୍ଡର ଜଣେ ୧୨ ବର୍ଷର ବାଳକ ସମସ୍ତ ସାମଗ୍ରୀ ସହିତ ବିଦ୍ୟାଳୟର ବାର୍ଥରୁମରେ ଏକ ପାର୍ଟିର ଆୟୋଜନ କରିଥିଲା। ଡିସ୍କୋ ଲାଇଟ, ସ୍ପିକର ଏବଂ ଡିଜେ ସେଟ୍‌ ସହିତ, କାଲ ବେଲ ନାମକ ଏହି ବାଳକ ତାଙ୍କ ସ୍କୁଲ ପିଲାମାନଙ୍କ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri