ଅନ୍ତର୍ଜାତୀୟ

୯୦ ବର୍ଷ ପରେ ବଡ଼ ମାନ୍ଦାବସ୍ଥା

ଓ୍ବାଶିଂଟନ,୧୬।୧୦:ଗତ ବର୍ଷ ଶେଷ ଆଡ଼କୁ ଆସିଥିବା କରୋନା ଭୂତାଣୁ ମହାମାରୀ ରୂପ ନେଇ ସାରା ବିଶ୍ୱ ପାଇଁ ବିପର୍ଯ୍ୟୟ ସୃଷ୍ଟି କରିଛି। ଏହି ଭାଇରସ୍‌ କେବଳ ଲୋକଙ୍କ ଜୀବନ ନେଇନାହିଁ, ଜୀବିକା ମଧ୍ୟ ଉଜାଡ଼ିଛି। କରୋନା ଲକ୍‌ଡାଉନ ୨୦୦ରୁ ଊର୍ଦ୍ଧ୍ୱ...

କରୋନାର ଦ୍ୱିତୀୟ ଟିକା ପ୍ରସ୍ତୁତ କରିଥିବା ଦାବି କଲା ରୁଷିଆ

ମସ୍କୋ,୧୫ ।୧୦: ଗୋଟିଏ ପଟେ କରୋନା ମହାମାରୀ ସହ ସାରା ବିଶ୍ୱ ଲଢି ଚାଲିଥିବା ବେଳେ ଅନ୍ୟପଟେ ଏବେ ରୁଷିଆ କରୋନାର ଦ୍ୱିତୀୟ ଟିକା ବିକଶିତ କରିଥିବା ଦାବି କରିଛି । ଏହି ଘୋଷଣା ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ...

ବାଇଡେନ୍‌ଙ୍କ ନିର୍ବାଚନୀ ପ୍ରତିଶ୍ରୁତି: କ୍ଷମତାକୁ ଆସିଲେ କୋଟିଏରୁ ଅଧିକ ପ୍ରବାସୀଙ୍କୁ ମିଳିବ ନାଗରିକତ୍ୱ

ଓ୍ବାଶିଂଟନ, ୧୫।୧୦: ନଭେମ୍ବର ୩ରେ ଆମେରିକାରେ ରାଷ୍ଟ୍ରପତି ନିର୍ବାଚନ ହେବାକୁ ଯାଉଛି। ଭୋଟରଙ୍କ ହାତେଇବା ପାଇଁ ଡେମୋକ୍ରାର୍ଟିକ୍‌ ଦଳ ପକ୍ଷରୁ ରାଷ୍ଟ୍ରପତି ପ୍ରାର୍ଥୀ ହୋଇଥିବା ଜୋ ବାଇଡେନ୍‌ ଲୋଭନୀୟ ନିର୍ବାଚନୀ ପ୍ରତିଶ୍ରୁତି ଦେଇଛନ୍ତି। ବାଇଡେନ୍‌ କହିଛନ୍ତି ତାଙ୍କ ଦଳ କ୍ଷମତାକୁ...

ୟୁଏନ୍‌ଏଚ୍‌ଆର୍‌ସିକୁ ଚାଇନା, ପାକିସ୍ତାନ ପୁନଃ ନିର୍ବାଚିତ

ନୂଆଦିଲ୍ଲୀ/ଓ୍ବାଶିଂଟନ,୧୫ା୧୦ (ପି.ଟି./ଆଇଏଏନ୍‌ଏସ୍‌): ଜାତିସଂଘ ମାନବାଧିକାର ପରିଷଦ (ୟୁଏନ୍‌ଏଚ୍‌ଆର୍‌ସି)କୁ ପାକିସ୍ତାନ ଓ ଚାଇନା ପୁନଃ ନିର୍ବାଚିତ ହୋଇଛନ୍ତି। ଚାଇନା ଖୁବ୍‌ କମ୍‌ ଭୋଟ ବ୍ୟବଧାନରେ ୟୁଏନ୍‌ଏଚ୍‌ଆର୍‌ସିରେ ଗୋଟିଏ ଆସନ ଜିତିଥିବାବେଳେ ଏସିଆ-ପ୍ରଶାନ୍ତ ମହାସାଗରୀୟ କ୍ଷେତ୍ରର ୫ ରାଷ୍ଟ୍ର ମଧ୍ୟରୁ ସର୍ବାଧିକ ଭୋଟ...

ଯୁଦ୍ଧ ପାଇଁ ପ୍ରସ୍ତୁତ ରୁହ’

ବେଜିଂ,୧୫ା୧୦: ଭାରତ ସହିତ ଚାଇନାର ସୀମା ବିବାଦ ଚରମ ସୀମାରେ ପହଞ୍ଚତ୍ଥିବାବେଳେ ପିପୁଲ୍ସ ଲିବରେଶନ ଆର୍ମି (ପିଏଲ୍‌ଏ)କୁ ଯୁଦ୍ଧ ପାଇଁ ପ୍ରସ୍ତୁତ ରହିବାକୁ ରାଷ୍ଟ୍ରପତି ଶି ଜିନ୍‌ପିଙ୍ଗ୍‌ ନିର୍ଦ୍ଦେଶ ଦେଇଛନ୍ତି। ଚାଇନାର ନ୍ୟୁଜ୍‌ ଏଜେନ୍ସି ଶିନ୍‌ହୁଆରେ ଏ ସମ୍ପର୍କିତ ଏକ...

କରୋନାରେ ପୀଡ଼ିତ ହୋଇଥିଲେ ଡୋନାଲ୍ଡ ଟ୍ରମ୍ପଙ୍କ ପୁଅ: ଲୁଚାଇ ରଖାଯାଇଥିଲା ଖବର

ୱାଶିଂଟନ,୧୫ ।୧୦: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପୁଅ ବେରେନ ଟ୍ରମ୍ପ କରୋନାରେ ପୀଡ଼ିତ ହୋଇଥିବା ଜଣାପଡିଛି । ଯଦିଓ ଏବେ ସେ ସୁସ୍ଥ ହୋଇ ଯାଇଛନ୍ତି କିନ୍ତୁ ସେ କରୋନାରେ ପୀଡ଼ିତ ହୋଇଥିବା କଥାକୁ ପ୍ରଥମେ ଲୁଚାଇ ରଖାଯାଇଥିଲା...

୭୫ ବର୍ଷ ପରେ ବିସ୍ଫୋରଣ ହେଲା ଦ୍ୱିତୀୟ ବିଶ୍ୱଯୁଦ୍ଧରେ ବ୍ୟବହୃତ ସବୁଠାରୁ ବଡ଼ ବୋମା

ପୋଲାଣ୍ଡରେ ଦ୍ୱିତୀୟ ବିଶ୍ୱଯୁଦ୍ଧ ସମୟରେ ବ୍ୟବହୃତ ହୋଇଥିବା ସବୁଠାରୁ ବଡ଼ ବୋମା ୭୫ ବର୍ଷ ପରେ ବିସ୍ଫୋରଣ ଘଟିଛି। ନୌସେନାମାନେ ଏହାକୁ ଡିଫ୍ୟୁଜ୍‌ କରିବାକୁ ଚେଷ୍ଟା କରୁଥିବା ବେଳେ ଏହି ବିସ୍ଫୋରଣ ଘଟିଥିଲା। କେନାଲରେ ଏହି ବିସ୍ଫୋରଣ ଘଟିଥିବାରୁ କାହାର...

ନିର୍ବାଚନ ପ୍ରଚାର ରାଲିରେ ନାଚିଲେ ଟ୍ରମ୍ପ୍‌, ଭିଡିଓ ଭାଇରାଲ

ଓ୍ବାଶିଂଟନ,୧୪ା୧୦: କରୋନାରୁ ସୁସ୍ଥ ହୋଇ ହସ୍ପିଟାଲରୁ ଫେରିବା ପରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ନିର୍ବାଚନ ପ୍ରଚାର କରୁଛନ୍ତି। ନଭେମ୍ବର ୩ରେ ରାଷ୍ଟ୍ରପତି ନିର୍ବାଚନ ଅନୁଷ୍ଠିତ ହେବ। ନିର୍ବାଚନ ତାରିଖ ଯେତେ ପାଖେଇ ଆସୁଛି ସେତିକି ଉଷ୍ଣତା ବୃଦ୍ଧି ପାଉଛି।...

୨୪ ଘଣ୍ଟା ମଧ୍ୟରେ ଦ୍ୱିତୀୟ କରୋନା ଟିକା ପରୀକ୍ଷାକୁ କରାଗଲା ବନ୍ଦ

ଓ୍ବାଶିଂଟନ, ୧୪।୧୦: ପୃଥିବୀରେ କରୋନା ମହାମାରୀର ତାଣ୍ଡବ ଜାରି ରହିଛି। ଏପରିସ୍ଥଳେ ଗତ ୨୪ ଘଣ୍ଟା ମଧ୍ୟରେ ଦ୍ୱିତୀୟ କରୋନା ଟିକାର ପରୀକ୍ଷଣକୁ ସୁରକ୍ଷା କାରଣରୁ ବନ୍ଦ କରିଦିଆଯାଇଛି। ଆମେରିକାର ଔଷଧ କମ୍ପାନୀ ଇଲି-ଲିଲି ପକ୍ଷରୁ ପ୍ରସ୍ତୁତ କରାଯାଇଥିବା କରୋନା...

ମଝି ଆକାଶରେ ୨ ହେଲିକପ୍ଟର ମଧ୍ୟରେ ଧକ୍କା: ୧୫ ମୃତ

କାବୁଲ, ୧୪।୧୦: ଆଫଗାନିସ୍ତାନରେ ୨ ବାୟୁସେନା ହେଲିକପ୍ଟର ମଧ୍ୟରେ ଧକ୍କା ହୋଇଛି। ଏଥିରେ ୧୫ ଜଣଙ୍କ ମୃତ୍ୟୁ ଘଟିଥିବା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଦକ୍ଷିଣ ହେଲମଣ୍ଡ ପ୍ରଦେଶର ଲଶ୍କର ଗେହ ନିକଟସ୍ଥ ନଓ୍ବା-ଇ ବର୍କଜାୟି ଜିଲାରେ ସୈନ୍ୟବାହିନୀଙ୍କୁ ଆଣିବା...

ଜଳବାୟୁ ପରିବର୍ତ୍ତନରୁ ବିପର୍ଯ୍ୟୟ ବଢ଼ିବ

ଜେନେଭା,୧୪ା୧୦(ଏ.ପି.): ସମ୍ପ୍ରତି ଜଳବାୟୁ ପରିବର୍ତ୍ତନ ସାରା ବିଶ୍ୱ ଆଗରେ ଏକ ବଡ଼ ଆହ୍ବାନ ରୂପେ ଦଣ୍ଡାୟମାନ। ଏଥିଯୋଗୁ ଦିନକୁ ଦିନ ଗ୍ରୀଷ୍ମ ପ୍ରବାହ, ବିଶ୍ୱତାପନ, ବନାଗ୍ନି, ମରୁଡ଼ି ଓ ସାମୁଦ୍ରିକ ଝଡ଼ ଭଳି ବିପତ୍ତି ସଂଖ୍ୟା ବଢ଼ିବାରେ ଲାଗିଛି। ଏଭଳି...

ବୃଦ୍ଧଙ୍କ ଘରୁ ଉଦ୍ଧାର ହେଲା ୨୦ ଅଜଗର, ୮୮୫ ମୂଷା ଓ ୪୬ ଠେକୁଆ

ସଲ୍ଟ ଲେକ ସିଟି,୧୩।୧୦-ଆମେରିକାର ହୋଲାଡେ ସହରରେ ରହୁଥିବା ଜଣେ ବୃଦ୍ଧଙ୍କ ଘରେ ପୋଲିସ ଚଢାଉ କରି ୨୦ଟି ଅଜଗର, ୮୮୫ ମୂଷା ଓ ୪୬ ଠେକୁଆ ଜବତ କରିଛି। ଏହି ଘଟଣାରେ ମାର୍ଟିନ ବୋନ(୬୮) ନାମକ ଜଣେ ବୃଦ୍ଧଙ୍କୁ ପୋଲିସ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri