ଅନ୍ତର୍ଜାତୀୟ

ଆମେରିକାର ଜଣାଶୁଣା ବିଚାରପତି ରୁଥ ବେଡରଙ୍କ ପରଲୋକ

ୱାଶିଂଟନ,୧୯ ।୯: ଆମେରିକା ସୁପ୍ରିମକୋର୍ଟର ବିଚାରପତି ଥିବା ଜଷ୍ଟିସ ରୁଥ ବେଡର ଗିନସ୍‌ବର୍ଗଙ୍କର ଶୁକ୍ରବାର ୮୭ ବର୍ଷ ବୟସରେ ୱାଶିଂଟନରେ ଥିବା ତାଙ୍କ ଘରେ ପରଲୋକ ହୋଇଛି । ମହିଳା ଅଧିକାରକୁ ନେଇ ସେ ବେଶ୍ ପରିଚିତ ଥିଲେ ।...

ଆମେରିକାରେ ନିଷିଦ୍ଧ ହେବ ଚାଇନିଜ ଆପ ଟିକ୍‌ଟକ୍‌

ଓ୍ବାଶିଂଟନ,୧୮।୯-ଆମେରିକାରେ ନିଷିଦ୍ଧ ହେବ ଚାଇନିଜ ଆପ ଟିକ୍‌ଟକ୍‌ ଏବଂ ଉଇ ଚ୍ୟାଟ। ଏ ନେଇ ଶୁକ୍ରବାର ଆମେରିକା ସରକାରଙ୍କ ପକ୍ଷରୁ ନିଷ୍ପତି ନିଆଯାଇଛି। ଆସନ୍ତା ରବିବାର ଟ୍ରମ୍ପ ସରକାର ଏହା ଉପରେ ପ୍ରତିବନ୍ଧକ ଲଗାଇବେ ବୋଲି ଜଣାପଡିଛି। ଭାରତ ସରକାର...

ରାଷ୍ଟ୍ରପତି ନିର୍ବାଚନ ପୂର୍ବରୁ ପୁଣିଥରେ ବିବାଦରେ ଟ୍ରମ୍ପ

ୱାଶିଂଟନ,୧୮ ।୯: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିରୋଧରେ ଜଣେ ପୂର୍ବତନ ମଡେଲ ପୁଣିଥରେ ଯୌନ ଉତ୍ପିଡନର ଅଭିଯୋଗ ଆଣିଛନ୍ତି । ଏମି ଡୋରିସ ନାମକ ଏହି ମଡେଲ କହିଛନ୍ତି ୨୩ ବର୍ଷ ପୂର୍ବେ ଓପନ ଟେନିସ ଚାମ୍ପିଆନଶିପ ଚାଲିଥିବା...

ପ୍ରତ୍ୟହ ଦେଢ଼ ଘଣ୍ଟା ଉତ୍ତରକୋରିଆ ତାନାଶାହ କିମ୍‌ ଜୋଙ୍ଗ ଉନ୍‌ଙ୍କ ବିଷୟରେ ପଢ଼ିବେ ଛାତ୍ରୀଛାତ୍ର: ଲାଗୁ ହେଲା ନୂଆ ନିୟମ

ପ୍ୟୋଙ୍ଗୟାଙ୍ଗ,୧୮।୯: ଉତ୍ତରକୋରିଆର ତାନାଶାହ କିମ୍‌ ଜୋଙ୍ଗ ଉନ୍‌ଙ୍କ ବିଷୟରେ ପାଠପଢ଼ିବେ ସେଠାକାର ଛାତ୍ରୀଛାତ୍ର। ନିକଟରେ ଏ ସଂକ୍ରାନ୍ତରେ ଏକ ନିୟମ ଦେଶରେ ପାରିତ ହୋଇଛି। ପ୍ରି-ପ୍ରାଇମେରୀ ସ୍କୁଲରେ ପଢ଼ୁଥିବା ପିଲାଙ୍କ ପାଠ୍ୟକ୍ରମ ସହ ଏହି ନୂତନ ଶିକ୍ଷାକୁ ଯୋଡ଼ାଯିବ। ତଦନୁଯାୟୀ...

ଶେଷରେ ମାନିଲା ଚାଇନା

ବେଜିଂ,୧୮।୯:ଭାରତ ଏବଂ ଚାଇନା ମଧ୍ୟରେ ସୀମା ବିବାଦ ତୀବ୍ର ରୂପ ଧାରଣ କରିଛି। ବାରମ୍ବାର ଚାଇନା ଏଲ୍‌ଏସି ଅନୁପ୍ରବେଶ କରିବାକୁ ଚେଷ୍ଟା କରୁଛି, ଭାରତୀୟ ସେନା ଏହାର ଉପଯୁକ୍ତ ଜବାବ ମଧ୍ୟ ଦେଉଛି। ଏହି ସମୟରେ ଚାଇନା ପ୍ରଥମ ଥର...

ଟିକ୍‌ଟକ୍‌ରେ ସ୍ବାମୀଙ୍କ ମୃତ୍ୟୁର ନକଲି ଭିଡିଓ କରୁଥିଲେ ସ୍ତ୍ରୀ, ତା’ପରେ ଘଟିଲା ଏମିତି

ଇସଲମାବାଦ,୧୮।୯:ଭାରତରେ ଟିକଟକ ବନ୍ଦ ହେବା ପରେ ଏହାର କ୍ରେଜ ଶେଷ ହୋଇଛି। କିନ୍ତୁ ପଡୋଶୀ ଦେଶ ପାକିସ୍ତାନରେ ଏହି ଚାଇନିଜ ଆପ୍‌ ଧମାଲ ମଚାଇଛି। ଟିକଟକ୍‌ରେ ଫଲୋଅର୍ସ ବଢାଇବା ପାଇଁ ୟୁଜର୍ସ ବିଭିନ୍ନ ପ୍ରକାରର କୌଶଳ ଅବଲମ୍ବନ କରୁଛନ୍ତି। ଏହିପରି...

ସଂସଦରେ ପର୍ନ ଦେଖୁଥିବାବେଳେ ଧରାପଡିଲେ ଏମ୍‌ପି

ବ୍ୟାଙ୍କ୍‌କ,୧୮।୯: ଥାଇଲାଣ୍ଡର ସଂସଦରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ଗୁରୁବାର ଏଠାରେ ବଜେଟ ଉପସ୍ଥାପନ କରାଯାଇଥିଲା। ଏହି ସମୟ ମଧ୍ୟରେ ଜଣେ ଏମ୍‌ପି ମୋବାଇଲରେ ପର୍ନ ଫଟୋ ଦେଖୁଥିବାବେଳେ ଧରାପଡିଥିଲେ। ଏମ୍‌ପିଙ୍କ ନାମ ରୋନାଥେପ ଅନୁଭତ୍‌। ଅଶ୍ଳୀଳ ଫଟୋ ଦେଖୁଥିବାବେଳେ...

ନେପାଳ-ବାଂଲାଦେଶକୁ କନ୍ଦାଉଛି ପିଆଜ: କିଲୋ ୧୫୦ ଟପିଲା

ଢାକା/ କାଠମାଣ୍ଡୁ, ୧୭।୯: ଭାରତରେ ପିଆଜ ଦାମରେ ନିୟନ୍ତ୍ରଣ ଆଣିବା ଲାଗି କେନ୍ଦ୍ର ସରକାର ଏହାର ରପ୍ତାନୀ ବନ୍ଦ କରିଛନ୍ତି। ଏହାର ପ୍ରଭାବ ଭାରତର ପଡ଼ୋଶୀ ନେପାଳ ଏବଂ ବାଂଲାଦେଶ ଉପରେ ପଡ଼ିଛି। ଏଠାରେ ଏବେ ପିଆଜ ଦାମ କିଲୋ...

ଆମେରିକାରେ ମାଗଣାରେ ଦିଆଯିବ କରୋନା ଟିକା!

ୱାଶିଂଟନ,୧୭ ।୯: ଆମେରିକାର ଟ୍ରମ୍ପ ସରକାର ଏକ ବଡ ଘୋଷଣା କରିଛନ୍ତି । ବୁଧବାର ଆମେରିକା ସଂସଦରେ କୁହାଯାଇଛି କି ଆମେରିକାବାସୀଙ୍କୁ କରୋନା ଟିକା ମାଗଣାରେ ଯୋଗାଇ ଦେବାକୁ ଯୋଜନା କରାଯାଉଛି । ଏସମ୍ପର୍କିତ ଏକ ରିପୋର୍ଟ ବୁଧବାର ଆମେରିକା...

ଉତ୍ପାତ କରୁଥିବା ୨୦୦ ମାଙ୍କଡ଼ଙ୍କ ପାଇଁ ଅଜବ ନିଷ୍ପତ୍ତି ନେଲେ ସରକାର

ଥାଇଲାଣ୍ଡରେ ଦଳେ ମାଙ୍କଡ଼ ଏଭଳି ଉତ୍ପାତ କଲେ ଯେ, ସେଠାକାର ସରକାର ଏକ ଅଜବ ନିଷ୍ପତ୍ତି ନେଇଛନ୍ତି। ସରକାରଙ୍କ ନିର୍ଦ୍ଦେଶ ପାଇବା ପରେ ବନ୍ୟଜନ୍ତୁଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁଥିବା ବିଭାଗ ୨୦୦ରୁ ଊର୍ଦ୍ଧ୍ୱ ମାଙ୍କଡ଼ଙ୍କ ବ୍ୟକ୍ତିଗତ ଅଙ୍ଗ କାଟି...

ଭାରତୀୟ ଔଷଧ କମ୍ପାନୀକୁ ୧୦ କୋଟି କରୋନା ଟିକା ଯୋଗାଇବ ରୁଷିଆ

ମସ୍କୋ,୧୬।୯-କରୋନା ମୁକାବିଲା ପାଇଁ ରୁଷିଆ ଭାରତକୁ ୧୦ କୋଟି ସ୍ପୁଟନିକ-ଭି ଟିକା ଯୋଗାଇ ଦେବ। ଏହି ଟିକା ଭାରତର ଫାର୍ମା କମ୍ପାନୀ ଡକ୍ଟର ରେଡ୍ଡୀ ଲାବୋରେଟୋରିକୁ ମିଳିବ। ଏ ନେଇ ରୁଷିଆର ଡାଇରେକ୍ଟ ଇନ୍‌ଭେଷ୍ଟମେଣ୍ଟ ଫଣ୍ଡ (ଆରଡିଆଇଏଫ) ସହ ଭାରତର...

ଯୋଶିହିଡେ ସୁଗା ହେଲେ ଜାପାନର ପ୍ରଧାନମନ୍ତ୍ରୀ: ଶୁଭେଚ୍ଛା ଜଣାଇଲେ ମୋଦି

ଟୋକିଓ,୧୬।୯: ଯୋଶିହିଡେ ସୁଗା ଜାପାନର ନୂତନ ପ୍ରଧାନମନ୍ତ୍ରୀ ଭାବରେ ନିଯୁକ୍ତ ହୋଇଛନ୍ତି। ବୁଧବାର ସୁଗା ଆନୁଷ୍ଠାନିକ ଭାବେ ଜାପାନର ନୂତନ ପ୍ରଧାନମନ୍ତ୍ରୀ ଭାବେ ନିର୍ବାଚିତ ହୋଇଥିଲେ। ଏହାପୂର୍ବରୁ ସୋମବାର ସେ ଜାପାନର ଶାସକ ଲିବରାଲ ଡେମୋକ୍ରାଟିକ ପାର୍ଟିର ନେତା ଭାବରେ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri