ଅନ୍ତର୍ଜାତୀୟ

କରୋନା ଡର: କର୍ମଚାରୀ ଛିଙ୍କିବାରୁ ଅଫିସରୁ ଦୌଡ଼ି ପଳାଇଲେ ଟ୍ରମ୍ପ୍‌

ଓ୍ବାଶିଂଟନ, ୧୬।୯: କରୋନା ମହାମାରୀ ଆତଙ୍କ ସାରା ପୃଥିବୀରେ ଜାରି ରହିଛି। କେହି ଜଣେ ଛିଙ୍କିଲେ ଏବେ ସଭିଏଁ ସମ୍ପୃକ୍ତ ବ୍ୟକ୍ତିଙ୍କୁ ଆଡ଼କୁ ବୁଲି ଚାହୁଁଛନ୍ତି। ସତେ ଯେପରି ବ୍ୟକ୍ତି ଜଣକ ବଡ଼ ଅପରାଧ କରିଦେଇଛନ୍ତି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ...

ପିଓକେରେ ଚାଇନା ସୈନ୍ୟ ଶିବିର

ଇସଲାମାବାଦ୍‌, ୧୫।୯: ଏଲ୍‌ଓସି ଏବଂ ଏଲ୍‌ଏସିରେ ଭାରତକୁ ହଇରାଣରେ ପକାଇବା ପାଇଁ ଚାଇନା ଏବଂ ପାକିସ୍ତାନ ଯୋଜନାବଦ୍ଧ ଭାବେ କାର୍ଯ୍ୟ ଜାରି ରଖିଛନ୍ତି। ଭାରତ ଉପରେ ନଜର ରଖିବା ଲାଗି ଚାଇନା ପାକ୍‌ ଅଧିକୃତ କଶ୍ମୀର(ପିଓକେ) ରେ ସୈନ୍ୟ ଶିବିର...

ମାସ୍କ ନ ପିନ୍ଧିଲେ ଖୋଳିବାକୁ ପଡିବ କରୋନା ସଂକ୍ରମିତ ମୃତକଙ୍କ ପାଇଁ କବର

ଜାକର୍ତ୍ତା,୧୫ ।୯: କରୋନା ସଂକ୍ରମଣ ସାରା ବିଶ୍ୱକୁ ଥରହର କରାଇ ଦେଇଥିବା ବେଳେ ଏହାକୁ ରୋକିବାକୁ ବିଭିନ୍ନ ଦେଶରେ ଭିନ୍ନ ଭିନ୍ନ ନିୟମମାନ ଲାଗୁ କରାଯାଇଛି । ତେବେ କରୋନା ସଂକ୍ରମଣ ରୋକିବାକୁ ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନ(ଡବ୍ଲୁଏଚ୍‌ଓ) ଓ ସ୍ୱାସ୍ଥ୍ୟ...

ବଳାତ୍କାର ଅଭିଯୁକ୍ତଙ୍କୁ ସର୍ବସାଧାରଣରେ ଫାଶୀ ଦିଆଯାଉ: ଇମ୍ରାନ ଖାନ୍‌

ଇସଲାମାବାଦ,୧୫।୯: ପାକିସ୍ତାନରେ ଜଣେ ବିଦେଶୀ ମହିଳାଙ୍କୁ ବଳାତ୍କାର ଘଟଣାକୁ ନେଇ ବିରୋଧ ଲାଗିରହିଛି। ଏହି ଘଟଣାକୁ ନେଇ ଇମ୍ରାନ ସକରକାରଙ୍କୁ ସମାଲୋଚନା କରାଯାଇଛି। ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ଏକ ବଡ଼ ବିବୃତ୍ତି ଦେଇ କହିଛନ୍ତି ଏହି ଘଟଣାର ଅଭିଯୁକ୍ତଙ୍କୁ ସର୍ବସାଧାରଣରେ...

ପାକିସ୍ତାନ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ

ଇସ୍‌ଲାମାବାଦ,୧୫ ।୯: ପାକିସ୍ତାନ ବାୟୁସେନାର ଏକ ବିମାନ ମଙ୍ଗଳବାର ଦୁର୍ଘଟଣାଗ୍ରସ୍ତ ହୋଇଛି । ପାକିସ୍ତାନ ଗଣମାଧ୍ୟମର ସୂଚନା ଅନୁଯାୟୀ, ନିୟମିତ ପ୍ରଶିକ୍ଷଣ ସମୟରେ ବିମାନଟି ଆଟୋକର ପିଣ୍ଡିଘେବ ନିକଟରେ ଦୁର୍ଘଟଣାଗ୍ରସ୍ତ ହୋଇଛି । ଏଥିରେ ପାଇଲଟ ସୁରକ୍ଷିତ ଭାବେ ବାହାରି...

ଶୁକ୍ର ଗ୍ରହରେ ଏଲିଅନ !

ଓ୍ବାଶିଂଟନ, ୧୫।୯: ଶୁକ୍ର ଗ୍ରହରେ ଜୀବନର ସନ୍ଧାନ ମିଳିଛି। ଏନେଇ ମହାକାଶ ବିଜ୍ଞାନୀ ସୂଚନା ଦେଇଛନ୍ତି। ଏଠାକାର ବାୟୁମଣ୍ଡଳରେ ଫସଫିନ୍‌ ଗ୍ୟାସ୍‌ର ଆସ୍ତରଣ ଥିବା ଜଣାପଡ଼ିଛି। ହୁଏତ ଏଠାକାର ବାୟୁମଣ୍ଡଳରେ ଏଲିଅନ ବାସ କରୁଥାଇ ପାରନ୍ତି ବୋଲି ମହାକାଶ ବିଜ୍ଞାନୀ...

ଜଳବାୟୁ ପରିବର୍ତ୍ତନକୁ ନେଇ ତଥ୍ୟ ଦେଇପାରିବ ନାହିଁ ବିଜ୍ଞାନ: ଟ୍ରମ୍ପ

ୱାଶିଂଟନ,୧୫ ।୯: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ବେଳେ ବେଳେ ତାଙ୍କ ବୟାନକୁ ନେଇ ଆସିଥାଆନ୍ତି ଚର୍ଚ୍ଚାକୁ । ଏଥର ବି ଏମିତି ଏକ ବୟାନ ତାଙ୍କ ପୁଣିଥରେ ଚର୍ଚ୍ଚାକୁ ନେଇ ଆସିଛି । ଜଳବାୟୁ ପରିବର୍ତ୍ତନକୁ ନେଇ ଏବେ...

ସୁଗା ହେବେ ଜାପାନ ପ୍ରଧାନମନ୍ତ୍ରୀ

ଟୋକିଓ,୧୪।୯-ଜାପାନର ସର୍ବାଧିକ କାଳ ମୁଖ୍ୟ କ୍ୟାବେନେଟ ସଚିବ ରହି ଆସିଥିବା ୟୋଶିହିଡେ ସୁଗା ଦେଶର ପରବର୍ତ୍ତୀ ପ୍ରଧାନମନ୍ତ୍ରୀ ହେବାକୁ ଯାଉଛନ୍ତି। ସୋମବାର ଶାସକ ଲିବେରାଲ ଡେମୋକ୍ରାଟିକ ପାର୍ଟିର(ଏଲଡିପି)ର ସଭାପତି ନିର୍ବାଚିତ ହେବା ପରେ ସେ ସିଞ୍ଜୋ ଆବେଙ୍କ ସ୍ଥାନରେ ସେପ୍ଟେମ୍ବର...

କରୋନା ଭାଇରସକୁ ନେଇ ଟ୍ରମ୍ପଙ୍କ କାମକୁ ପ୍ରଶଂସା କରିଛନ୍ତି ମୋଦି!

ୱାଶିଂଟନ,୧୪ ।୯: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାବି କରିଛନ୍ତି ଯେ ସେ କରୋନା ଭାଇରସକୁ ନେଇ ଯେଉଁସବୁ କାମ କରିଛନ୍ତି ତାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଖୁବ୍ ପ୍ରଶଂସା କରିଛନ୍ତି । ଆମେରିକାରେ ରାଷ୍ଟ୍ରପତି ନିର୍ବାଚନ ପାଖେଇ ଆସୁଥିବା...

କରୋନା ସଂକ୍ରମଣ ବୃଦ୍ଧିକୁ ଦେଖି ଏଠି ପୁଣିଥରେ ଲାଗୁ ହେବ ଲକ୍‌ଡାଉନ

ଜାକର୍ତ୍ତା,୧୪ ।୯: କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଉଥିବା ବେଳେ ଆମେରିକା ଓ ଭାରତରେ ଦିନକୁ ପାଖାପାଖି ୧ ଲକ୍ଷ ନୂଆ ସଂକ୍ରମିତ ଚିହ୍ନଟ ହେବା ଏବେ ଉଭୟ ସରକାର ଓ ଜନତାଙ୍କ ପାଇଁ ଚିନ୍ତାର କାରଣ ପାଲଟି...

ଭାରତୀୟ ନାଗରିକଙ୍କ ସଚ୍ଚୋଟତା; ଫେରାଇଲେ ୧୦ ଲକ୍ଷ ଟଙ୍କା ସହ ସୁନା ଭର୍ତ୍ତି ବ୍ୟାଗ୍‌

ନୂଆଦିଲ୍ଲୀ, ୧୩।୯: ଜଣେ ଭାରତୀୟ ନାଗରିକଙ୍କ ସଚ୍ଚୋଟତାକୁ ନେଇ ଦୁବାଇରେ ବେଶ୍‌ ଚର୍ଚ୍ଚା। ରିତେଶ ଜେମ୍ସ ଗୁପ୍ତା ନାମକ ଏହି ଭାରତୀୟ ନାଗରିକଜଣଙ୍କ ଏକ ବ୍ୟାଗ୍‌ ପାଇଥିଲେ। ଯେଉଁଥିରେ ସାଢ଼େ ୧୦ ଲକ୍ଷ ଟଙ୍କାର ନଗଦ ରାଶି ଏବଂ ସୁନା...

ଘରେ ପାର୍ଟି ଆୟୋଜନ କରି ୯ ଲକ୍ଷ ଜରିମାନା ଦେଲେ ଏହି ଛାତ୍ର

ଲଣ୍ଡନ,୧୩ା୯: ଘରେ ପାର୍ଟି କରିବା ଜଣେ ୧୯ ବର୍ଷୀୟ ଛାତ୍ରଙ୍କୁ ମହଙ୍ଗା ପଡ଼ିଛି। କରୋନା ମହାମାରୀ ସମୟରେ କୋଭିଡ୍‌ ନିୟମ ଉଲ୍ଲଂଘନ କରି ଶୁକ୍ରବାର  ଘରେ ୫୦ ଲୋକଙ୍କୁ ନେଇ ପାର୍ଟିର ଆୟୋଜନ କରିଥିବାରୁ ୯.୪ ଲକ୍ଷ ଟଙ୍କା ଜରିମାନା...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri