ଅନ୍ତର୍ଜାତୀୟ

ପ୍ରଚାର ପାଇଁ ଟ୍ରମ୍ପ୍‌ ପାଖରେ ଟଙ୍କା ଅଭାବ

ଓ୍ବାଶିଂଟନ, ୯।୯: ନଭେମ୍ବର ୩ରେ ଆମେରିକାରେ ରାଷ୍ଟ୍ରପତି ନିର୍ବାଚନ ହେବାକୁ ଯାଉଛି। ତେବେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ପାଖରେ ନିର୍ବାଚନ ପ୍ରଚାର ପାଇଁ ଟଙ୍କାର ଅଭାବ ଦେଖା ଦେଇଛି। ନିର୍ବାଚନ ପ୍ରଚାର ଲାଗି କ୍ୟାମ୍ପେନ୍‌ ଦଳ ପାଖରେ ୧୧୦ କୋଟି...

ଉପରାଷ୍ଟ୍ରପତିଙ୍କ ଉପରେ ଆତଙ୍କବାଦୀ ଆକ୍ରମଣ

କାବୁଲ, ୯।୯: ଆଫଗାନିସ୍ତାନ ଉପରାଷ୍ଟ୍ରପତି ଅମରୁଲ୍ଲା ସାଲେହଙ୍କ ଉପରେ ବୁଧବାର ସକାଳ ୭ଟା ୩୦ରେ ଆତଙ୍କବାଦୀ ଆକ୍ରମଣ ହୋଇଛି। ଅମରୁଲ୍ଲା ରାଜଧାନୀ କାବୁଲରେ ସୁରକ୍ଷାକର୍ମୀଙ୍କ ସହିତ ଯାଉଥିବାବେଳେ ଆତଙ୍କବାଦୀମାନେମାନେ ଆକ୍ରମଣ କରିଛନ୍ତି। ଆତଙ୍କବାଦୀ ଅମରୁଲ୍ଲା ଘରୁ ବାହାରି କାର୍ଯ୍ୟାଳୟକୁ ଯାଉଥିବା...

ସୁପର ସ୍ପ୍ରେଡ଼ର ମୋଟର ସାଇକେଲ ରାଲି: ୨ ଲକ୍ଷ ୬୦ ହଜାରରେ ହେଲେ କରୋନା ଆକ୍ରାନ୍ତ

ଓ୍ବାଶିଂଟନ, ୯।୯: ଆମେରିକାରେ ହୋଇଥିବା ଏକ ମୋଟର ସାଇକେଲ ରାଲି କରୋନା ସଂକ୍ରମଣର ସୁପର ସ୍ପ୍ରେଡ଼ର ପାଲଟି ଥିବା ପ୍ରକାଶିତ ଏକ ରିପୋର୍ଟରେ ଉଲ୍ଲେଖ କରାଯାଇଛି। ସାଉଥ୍‌ ଡକୋଟା ରାଜ୍ୟରେ ହୋଇଥିବା ଏହି ରାଲି ପରେ ୨ଲକ୍ଷ ୬୦ ହଜାରରୁ...

ଖୋଲିଲା ସ୍କୁଲ: ପ୍ଲାଷ୍ଟିକ ଟେଣ୍ଟରେ ପାଠ ପଢ଼ିଲେ ଛାତ୍ରୀଛାତ୍ର

କରୋନା ମହାମାରୀ କବଳରେ ସମଗ୍ର ବିଶ୍ୱ। କରୋନା ପାଇଁ ଏବେ ସବୁକିଛି ବଦଳିଯାଇଛି। ସ୍କୁଲ, କଲେଜ, ମଲ, ପବ୍ଲିକ ଟ୍ରାନ୍ସପୋର୍ଟ, ପବ୍‌ ଆଦି। ଲୋକମାନେ ଧୀରେ ଧୀରେ କରୋନା ସହ ବଞ୍ଚିବା ଶିଖିଗଲେଣି। ଏହିପରି ଇରାନରେ ଗତ କିଛି ଦିନ...

ଭାରତ-ଚାଇନା ମଧ୍ୟରେ ମଧ୍ୟସ୍ଥତା କରିବାକୁ ମନା କଲା ରୁଷ

ମସ୍କୋ,୯।୯:ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କର ରୁଷର ରାଜଧାନୀ ମସ୍କୋରେ ପହଞ୍ଚିଛନ୍ତି। ବୈଦେଶିକ ମନ୍ତ୍ରୀ ଏଠାରେ ସାଂଘାଇ ସହଯୋଗ ସଂଗଠନ (ଏସସିଓ) ବୈଦେଶିକ ମନ୍ତ୍ରୀ ବୈଠକରେ ଯୋଗଦେବେ। ଏହି ବୈଠକ ବ୍ୟତୀତ ଜୟଶଙ୍କର ମଧ୍ୟ ରୁଷର ବୈଦେଶିକ ମନ୍ତ୍ରୀ ସର୍ଗେଇ ଲାଭରୋଭଙ୍କ...

ଧୋକା ଦେଲା କରୋନା ଟିକା: ଅଧାରୁ ପରୀକ୍ଷଣ ବନ୍ଦ

ଓ୍ବାଶିଂଟନ, ୯।୯: ପୃଥିବୀ କରୋନା ମହାମାରୀ ସଂକ୍ରମଣ ଜାରି ରହିଥିବାବେଳେ ଏବେ ଲୋକଙ୍କ ଆଶା ନିରାଶାରେ ପରିଣତ ହୋଇଛି। ଏଷ୍ଟ୍ରାଜେନିକା ଏବଂ ଅକ୍ସଫୋର୍ଡ଼ ବିଶ୍ୱବିଦ୍ୟାଳୟ ଦ୍ୱାରା ପ୍ରସ୍ତୁତ ହୋଇଥିବା କରୋଟା ଟିକାର ମାନବ ଉପରେୀ ପରୀକ୍ଷଣ ଅଧାରୁ ବନ୍ଦ କରି...

ଗର୍ଭବତୀ ମହିଳାଙ୍କ ପେଟରୁ ଶିଶୁ ଚୋରି

ଅପରାଧ ଦୁନିଆରେ ଜଡିତ ଲୋକଙ୍କ ମନରେ ଭିନ୍ନ ପ୍ରକାରର ଚିନ୍ତାଧାରା ଚାଲିଥାଏ। ସେମାନଙ୍କ ଭିତରେ ଅନୁଭବ ବୋଲି କିଛି ନ ଥାଏ। ଏମିତି ଏକ ଭୟଙ୍କର ଅପରାଧ ବ୍ରାଜିଲରେ ଘଟିଛି। ଜଣେ ମହିଳା ନିଜ ସନ୍ତାନକୁ ହରାଇବା ପରେ ନିଜର...

ଖୁସି ଖବର: ଚଳିତ ମାସରେ ଭାରତରେ ଟ୍ରାଏଲ କରାଯିବ ରୁଷିଆ ଟିକା !

ମସ୍କୋ,୮।୯: ରୁଷିଆର କରୋନା ଭାଇରସ ଟିକା ସ୍ପୁଟନିକ-୫ର ଅନ୍ତିମ ପର୍ଯ୍ୟାୟର କ୍ଲିନିକାଲ ଟ୍ରାଏଲ ଚଳିତ ମାସରେ ଭାରତରେ ଆରମ୍ଭ କରାଯିବ ବୋଲି ଜଣାପଡିଛି। ତେବେ ଭ୍ୟାକ୍ସିନ ପ୍ରସ୍ତୁତ କରିବାକୁ ଅର୍ଥ ଯୋଗଇ ଦେଉଥିବା ଏଜେନ୍ସି ରଷିୟାନ ଡାଇରେକ୍ଟର ଇନଭେଷ୍ଟ ଫଣ୍ଡ(ଆର୍‌ଡିଆଇଏଫ୍‌)ର...

ବିଡେନଙ୍କ ଉପରେ ବର୍ଷିଲେ ଟ୍ରମ୍ପ

ଓ୍ବାଶିଂଟନ,୮।୯: ଆମେରିକାରେ ରାଷ୍ଟ୍ରପତି ନିର୍ବାଚନ ଯେତେ ପାଖେଇ ଆସୁଛି ପରସ୍ପର ମଧ୍ୟରେ ପ୍ରତିଯୋଗୀତା ସେତେ ବୃଦ୍ଧି ପାଇବାରେ ଲାଗିଛି। ରାଷ୍ଟ୍ରପତି ନିର୍ବାଚନ ପ୍ରଚାର ସମୟରେ ପୁଣିଥରେ ବିପକ୍ଷ କରୋନା ଟିକାକୁ ନେଇ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଟାର୍ଗେଟ କରିଛନ୍ତି। ଅନ୍ୟପଟେ...

ଚାଇନା ବିରୋଧରେ ପିଓକେରେ ମଶାଲ ରାଲି

ମୁଜାଫରବାଦ୍‌, ୮।୯: ପାକିସ୍ତାନ ଅଧିକୃତ କଶ୍ମୀର(ପିଓକେ)ରେ ଚାଇନା ବିରୋଧୀ ପ୍ରଦର୍ଶନ ଜାରି ରହିଛି। ସ୍ଥାନୀୟ ମୁଜାଫରବାଦ୍‌ରେ ନୀଲମ୍‌ ଏବଂ ଝେଲମ୍‌ ନଦୀରେ ନିର୍ମିତ ହେଉଥିବା ବନ୍ଧକୁ ସ୍ଥାନୀୟ ବାସିନ୍ଦା ବିରୋଧ କରି ମଶାଲ ରାଲି କରିଛନ୍ତି। ଏହି ବନ୍ଧ ଚାଇନା...

ଡବ୍ଲୁଏଚ୍‌ଓର ଚେତାବନୀ, ଆଉ ଗୋଟିଏ ମହାମାରୀ ପାଇଁ ପ୍ରସ୍ତୁତ ରହୁ ବିଶ୍ୱ

ଜେନେଭା,୮।୯: ସମଗ୍ର ବିଶ୍ୱ ଏବେ କରୋନା ମହାମାରୀ କବଳରେ ରହିଛି। କରୋନା ଯୋଗୁ ଅନେକ ଦେଶର ଅର୍ଥନୀତି ଖରାପ ଅବସ୍ଥାକୁ ଚାଲିଯାଇଛି। ଏଭଳି ପରିସ୍ଥିତିରେ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲୁଏଚ୍‌ଓ) ଚେତାବନୀ ଦେଇଛି ଯେ ପରବର୍ତ୍ତୀ ମହାମାରୀ ପାଇଁ ମଧ୍ୟ...

ମାଛି ମାରୁ ମାରୁ ଘର ଜାଳିଦେଲେ ବୃଦ୍ଧ

ନୂଆଦିଲ୍ଲୀ, ୭।୯: ଜଣେ ୮୦ ବର୍ଷୀୟ ବୃଦ୍ଧ ରାତ୍ରୀ ଭୋଜନ ପାଇଁ ବସିଥିଲେ। ଏହି ସମୟରେ ଗୋଟିଏ ମାଛି ତାଙ୍କ ଖାଇବା ଚାରିପାଖେ ଘୂରି ବୁଲିବା ସହ ଗୁଞ୍ଜରଣ ସୃଷ୍ଟି କରିଥିଲା। ଫଳରେ ଏଥିରେ ବିରକ୍ତି ପ୍ରକାଶ କରି ବୃଦ୍ଧ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri