ଅନ୍ତର୍ଜାତୀୟ

ଆତ୍ମବିଶ୍ୱାାସ ବୃଦ୍ଧି ପାଇଁ ଏପରି କରନ୍ତି ଏହି ବ୍ୟକ୍ତି: ଶୁଣିଲେ ଉଡିଯିବ ହୋସ୍‌

ଦୁନିଆରେ ଅନେକ ପ୍ରକାରର ଲୋକ ଅଛନ୍ତି। ସୁନ୍ଦର ଦେଖାଯିବା ପାଇଁ ପ୍ଲାଷ୍ଟିକ ସର୍ଜରୀ ଦ୍ୱାରା ନିଜ ଶରୀରକୁ ପରିବର୍ତ୍ତନ କରିବାକୁ କିଛି ଲୋକ ପସନ୍ଦ କରନ୍ତି। ମାତ୍ର ସମସ୍ତେ ସୀମା ମଧ୍ୟରେ ରହି ଏପରି କରିଥାନ୍ତି। ହେଲେ ଜର୍ମାନର ସୈଣ୍ଡ୍ରୋ...

ରୁଷିଆ ଜାରିକଲା ବିଶ୍ୱର ସବୁଠାରୁ ବଡ ପରମାଣୁ ବୋମା ପରୀକ୍ଷଣର ଭିଡିଓ!

ମସ୍କୋ,୨୭।୮: ଆମେରିକା ସହ ତୁତୁ ମେମେ ଭିତରେ ରୁଷିଆ ବିଶ୍ୱର ସବୁଠାରୁ ବଡ ପରମାଣୁ ବୋମା ପରୀକ୍ଷଣର ଭିଡିଓ ଜାରି କରିଛି। ଏହି ପରମାଣୁ ବୋମା ବିସ୍ଫୋରଣକୁ ସବୁଠାରୁ ଶକ୍ତିଶାଳୀ ବୋଲି କୁହାଯାଉଛି। ଏମିତିକି ଆମେରିକା ମଧ୍ୟ କେବେ ଏତେବଡ...

ପୋଲିଓ ଟିକା ଚୋରୀ କରୁଥିଲେ ସ୍ବାସ୍ଥ୍ୟ ଅଧିକାରୀ: ପରେ ଘଟିଲା ଏପରି…

ଇସଲାମାବାଦ୍‌, ୨୭।୮: ଆଫ୍ରିକା ଏବେ ପୋଲିଓ ମୁକ୍ତି ହୋଇଛି। ଏନେଇ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ ଘୋଷଣା କରାଯାଇଛି। ପାକିସ୍ତାନ ଏବଂ ଆଫଗାନିସ୍ତାନରେ ଏବେ ବି ପୋଲିଓ ରହିଥିବା ସଂଗଠନ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ପାକିସ୍ତାନରେ ଜାରି ରହିଥିବା...

ଅନ୍ତର୍ଜାତୀୟ ବୁକର ପୁରସ୍କାର ଜିତିବାରେ ସବୁଠାରୁ କମ୍‌ ବୟସର ଲେଖକ ହେଲେ ମାରିକେ

ଲଣ୍ଡନ,୨୭।୮: ନେଦରଲ୍ୟାଣ୍ଡସର ୨୯ ବର୍ଷୀୟ ମାରିକେ ଲୁକାସ ରେଜନେବେଲ୍ଡ ଅନ୍ତରାଷ୍ଟ୍ରୀୟ ବୁକର ପୁରସ୍କାର ଜିତିଥିବା ସବୁଠାରୁ କମ୍‌ ବୟସର ଲେଖକ ପାଲଟି ଯାଇଛନ୍ତି। ତେବେ ଏହି ପୁରସ୍କାର ମୂଳ ବୁକର ପୁରସ୍କାରଠାରୁ ଭିନ୍ନ। ଏହାର ମୂଳ ଉଦ୍ଦେଶ୍ୟ ହେଲା ବିଶ୍ୱରେ...

କରୋନା ପରେ ଦାଉ ସାଧିଲା ବନ୍ୟା: ୧୦୦ ମୃତ

ଇସ୍‌ଲାମାବାଦ,୨୭।୮: ପାକିସ୍ତାନରେ ପ୍ରଥମେ ଅର୍ଥ ବ୍ୟବସ୍ଥା ବିଗିଡି ଯିବା ସହ କରୋନା ସଂକ୍ରମଣ ସରକାରଙ୍କୁ ଅଡୁଆରେ ପକାଇଥିଲା। ଆଉ ଏବେ ପୁଣିଥରେ ଚିନ୍ତା ବଢାଇଛି ମୌସୁମୀ ବର୍ଷା। ଅତ୍ୟଧିକ ବର୍ଷା ଫଳରେ ପାକିସ୍ତାନର ଅଧିକାଂଶ ଅଞ୍ଚଳରେ ବନ୍ୟା ହେବା ସହ...

ମହିଳାମାନେ ଟପ୍‌ଲେସ୍‌ ହୋଇ ବୁଲିପାରିବେ: ସମର୍ଥନ କଲେ ଗୃହମନ୍ତ୍ରୀ !

ପ୍ୟାରିସ୍‌, ୨୭।୮: ଫ୍ରାନ୍ସ୍‌ରେ ସମୁଦ୍ର କୂଳରେ ଟପ୍‌ ଲେସ୍‌ ହୋଇ ବୁଲିବା ଆଇନର ଉଲ୍ଲଂଘନ ନୁହେଁ। ଏହା ନାଗରିକ ଅଧିକାର ଅନ୍ତର୍ଗତ। ଏହାକୁ କେହି ବାରଣ କରିପାରିବେ ନାହିଁ। ଫ୍ରାନ୍ସ୍‌ର ଗୃହମନ୍ତ୍ରୀ ଗର୍ଲାଡ ଡାରମାନିନ୍‌ ମହିଳାଙ୍କୁ ସମର୍ଥନ କରି ଏଭଳି...

ଟ୍ରମ୍ପ୍‌ ପେଚା ଭଳି ଚାଲାକ୍‌: ପ୍ରଶଂସା କରୁ କରୁ ଭୁଲ୍‌ କଲେ ଏହି ମହିଳା…

ଓ୍ବାଶିଂଟନ, ୨୭।୮: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ନେଇ ଏବେ ସୋସିଆଲ୍‌ ମିଡ଼ିଆରେ ଚର୍ଚ୍ଚା ଜାରି ରହିଛି। ଜଣେ ଟିଭି ଉପସ୍ଥାପିକା ଟ୍ରମ୍ପ୍‌ଙ୍କୁ ପେଚା ଭଳି ଚାଲାକ୍‌ କହିଛନ୍ତି। ଟାମି ଲେହରନ ନାମକ ଏହି ଟିଭି ଉପସ୍ଥାପିିକା ଟମ୍ପ୍‌ ପ୍ରଶଂସା...

ଚାଇନା ବାୟୁସୀମାରେ ଆମେରିକା ଗୁପ୍ତଚର ବିମାନ

ବେଜିଂ, ୨୭।୮: ସମରାଭ୍ୟାସ ବେଳେ ଆମେରିକା ସୈନ୍ୟବାହିନୀର ଏକ ବିମାନ ଚାଇନା ବାୟୁସୀମା ମଧ୍ୟରେ ପ୍ରବେଶ କରିବାରୁ ବେଜିଂ ପ୍ରତିବାଦ ଜଣାଇଛି। ଏଭଳି କାର୍ଯ୍ୟ ଉତ୍ତେଜନା ବଢ଼ାଇବ ଏବଂ ଭୁଲ୍‌ ଆକଳନ କିମ୍ବା ଦୁର୍ଘଟଣା ଘଟାଇପାରେ ବୋଲି ଚାଇନା ପକ୍ଷରୁ...

ପୋଲିସ ଗୁଳିରେ ୨ କୃଷ୍ଣକାୟ ମୃତ

କେନୋଶା, ୨୭ା୮: ଆମେରିକାର କେନୋଶାରେ ମଙ୍ଗଳବାର ପୁଣି ପୋଲିସ ଗୁଳିରେ ୨ କୃଷ୍ଣକାୟ ପ୍ରାଣ ହରାଇଥିବାବେଳେ ଜଣେ ଆହତ ହୋଇଛନ୍ତି। କେନୋଶା ପୋଲିସ ଗତ ରବିବାର ଦିନ କୃଷ୍ଣକାୟ ଯୁବକ ଜାକୋବ ବ୍ଲେକଙ୍କ ଉପରକୁ ଓ୍ବିସ୍‌କନ୍‌ସିନରେ ଗୁଳିମାଡ଼ କରିଥିଲା। ସେ...

ପାର୍କିଂ ସ୍ଥାନରେ ଚାଲିଛି ପାଠପଢ଼ା, ଫିସ୍‌ ଶୁଣିଲେ ଉଡିଯିବ ହୋସ୍‌

କରୋନା ଯୋଗୁ ଜାରି ରହିଥିବା ଲକ୍‌ଡାଉନ୍‌ ଏବଂ ଶଟ୍‌ଡାଉନ୍‌ ପାଇଁ ସମସ୍ତ ସ୍କୁଲ, କଲେଜ ବନ୍ଦ ରହିଥିଲା। ଏବେ ଧୀରେ ଧୀରେ ଅନ୍‌ଲକ୍‌ ଚାଲୁ ହେଲାଣି। କିଛି କିଛି ସ୍ଥାନରେ ପାଠପଢ଼ା ମଧ୍ୟ ଆରମ୍ଭ ହୋଇଯାଇଛି। ସେହିପରି ଆମେରିକାର ସାନ...

ପୃଥିବୀକୁ ଧ୍ୱଂସ କରିବା ଲାଗି ପାକିସ୍ତାନ ସହିତ ହାତ ମିଳାଇଛି ଚାଇନା: ପ୍ରସ୍ତୁତ ହେଉଛି ଜୈବିକ-ରାସାୟନିକ ଅସ୍ତ୍ର !

ନୂଆଦିଲ୍ଲୀ/ଓ୍ବାଶିଂଟନ, ୨୬।୮: ପୃଥିବୀରୁ କରୋନା ମହାମାରୀ ସଂକ୍ରମଣ ହଟିବାର ନାଁ ଧରୁନି। ଏପରିସ୍ଥଳେ କରୋନା ସଂକ୍ରମଣର ଏନ୍ତୁଡ଼ିଶାଳ ପାଲଟିଥିବା ଚାଇନା ଜୈବିକ ଅସ୍ତ୍ର ଏବଂ ରାସାୟନିକ ଅସ୍ତ୍ର ପ୍ରସ୍ତୁତ କରି ପୃଥିବୀ ଉପରେ ଅଧିକାର ସାବ୍ୟସ୍ତ କରିବାର ଷଡ଼ଯନ୍ତ୍ର ରଚିଛି।...

କୋକୋକୋଲାରେ ମିଶାଇଥିଲେ ବେକିଂ ସୋଢ଼ା: ୪ ବର୍ଷ ପରେ ଘଟିଲା ଏମିତି କିଛି

ବେକିଂ ସୋଡା କିମ୍ବା ମେଣ୍ଟୋସକୁ କୋକୋକୋଲା ସହ ମିଶ୍ରଣକରି ଏକ ମିନି ବିସ୍ଫୋରଣ କରିବା ଏକ ଲୋକପ୍ରିୟ ବୈଜ୍ଞାନିକ ପ୍ରୟୋଗ। ନିକଟରେ ରୁଷିଆର ଏକ ୟୁଟ୍ୟୁବର ମ୍ୟାକ୍ସିମ ମୋନାଖୋଭ ଏହି ପ୍ରୟୋଗକୁ ଏକ ନୂଆ ଦିଶା ଦେଇଛନ୍ତି। ଏକ ଟିମ୍‌ର...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri