ଅନ୍ତର୍ଜାତୀୟ

ଚର୍ଚ୍ଚର ଭୁଲ ଯୋଗୁ ସାରା ଦେଶରେ କରୋନା ବ୍ୟାପିବାର ଆଶଙ୍କା !

ସିଓଲ,୨୫।୮: କରୋନା ଭାଇରସ ସଂକ୍ରମଣ ବେଳକୁ ବେଳ ବଢି ଚାଲିଥିବାରୁ ଦକ୍ଷିଣ କୋରିଆରେ ରେଡ ଆଲର୍ଟ ଜାରି କରାଯାଇଛି। ଏବେ ଦକ୍ଷିଣ କୋରିଆର ଅଧିକାରୀଙ୍କ ସୂଚନା ମୁତାବକ ଦକ୍ଷିଣ କୋରିଆରେ ପୁଣିଥରେ କରୋନା ବ୍ୟାପିବାର ଆଶଙ୍କା କରାଯାଉଛି। ଗୋଟିଏ ଚର୍ଚ୍ଚରେ...

ମାଟି ତଳୁ ମିଳିଲା ୧୧ ଶହ ବର୍ଷ ପୁରୁଣା ସ୍ବର୍ଣ୍ଣମୁଦ୍ରା…

ଜେରୁଜେଲମ୍‌, ୨୫।୮: ମାଟି ତଳୁ ୧୧ ଶହ ବର୍ଷ ପୁରୁଣା ସ୍ବର୍ଣ୍ଣମୁଦ୍ରା ମିଳିଛି। ଇସ୍ରାଏଲ୍‌ର ୟବନେ ସହରରେ ପ୍ରତ୍ନତତ୍ତ୍ୱ ବିଭାଗ ପକ୍ଷରୁ ଖନନ ଜାରି ରହିଥିବାବେଳେ ମାଟି ପାତ୍ରରେ ରହିଥିବା ଏହି ପୋତାଧନ ମିଳିଛି। ମାଟିପାତ୍ରରେ ୪୨୫ଟି ସ୍ବର୍ଣ୍ଣମୁଦ୍ରା ରହିଥିବା...

କୋମାରେ କିମ୍‌

ପ୍ୟୋଙ୍ଗ୍‌ୟାଙ୍ଗ୍‌, ୨୫ା୮: ଉତ୍ତର କୋରିଆର ନେତା କିମ୍‌ ଜଙ୍ଗ୍‌ ଉନ୍‌ କୋମାରେ ଥିବା ଜଣାପଡ଼ିଛି। ତାଙ୍କ ଭଉଣୀ କିମ୍‌ ୟୋ ଜଙ୍ଗ୍‌ ବିଭିନ୍ନ ଜାତୀୟ ଓ ଅନ୍ତର୍ଜାତୀୟ ଘଟଣା ସମ୍ପର୍କରେ ବୁଝାଶୁଝା କରୁଥିବା ମିଡିଆ ରିପୋର୍ଟରୁ ପ୍ରକାଶ। ଆମେରିକା ଓ...

୨୩ବର୍ଷ ଧରି ପାକିସ୍ତାନରେ ଲୁଚି ରହିଛନ୍ତି ମୋଷ୍ଟ ଓ୍ବାଣ୍ଟେଡ୍‌ ଅଣ୍ଡରଓ୍ବାର୍ଲ୍‌ଡ ଡନ୍‌

ଇସ୍‌ଲାମାବାଦ,୨୪।୮: ପ୍ରଥମ ଥର ପାକିସ୍ତାନ ସ୍ବୀକାର କରିଛି ଯେ, ମୋଷ୍ଟ ଓ୍ବାଣ୍ଟେଡ୍‌ ଅଣ୍ଡରଓ୍ବାଲର୍‌ଡ ଡନ୍‌ ଦାଉଦ୍‌ ଇବ୍ରାହିମ୍‌ କରାଚିରେ ଲୁଚିଛନ୍ତି। ସେଠାରେ ପାକିସ୍ତାନ ଦାଉଦଙ୍କ ଉପରେ ଏବେ ପ୍ରତିବନ୍ଧକ ଲଗାଇଥିବା ଜଣାପଡ଼ିଛି। ଏଥିସହ ଦାଉଦଙ୍କ ବ୍ୟାଙ୍କ ଆକାଉଣ୍ଟକୁ ମଧ୍ୟ ସିଲ୍‌...

ଭାରତ ବିରୋଧରେ ଲଢିବାକୁ ପାକିସ୍ତାନକୁ ଶକ୍ତିଶାଳୀ କରୁଛି ଚାଇନା!

ବେଜିଂ,୨୪।୮: ଚାଇନା ଓ ପାକିସ୍ତାନର ଭାରତ ବିରୋଧୀ ଅଭିଯାନ ଚରମ ସୀମାରେ ପହଞ୍ଚିବାକୁ ଯାଉଛି। ଚାଇନା ପ୍ରଥମେ ଭାରତ ବିରୋଧରେ ନେପାଳକୁ ଉସକାଉଥିବା ବେଳେ ଏଥିରେ ଫେଲ୍‌ ମାରିଥିଲା। ଆଉ ଏବେ ଭାରତର ଚୀର ଶତ୍ରୁ ପାକିସ୍ତାନକୁ ଭାରତ ବିରୋଧରେ...

କୋମାରେ କିମ୍‌!

ପ୍ୟୋଙ୍ଗୟାଙ୍ଗ,୨୪।୮: ଉତ୍ତର କୋରିଆର ଏକଛତ୍ରବାଦୀ ଶାସକ କିମ୍‌ ଜୋଙ୍ଗ ଉନ କୋମାରେ ଥିବା ଚର୍ଚ୍ଚା ହେଉଛି। ଦକ୍ଷିଣ କୋରିଆର ପୂର୍ବତନ ରାଷ୍ଟ୍ରପତି ସ୍ବର୍ଗତଃ କିମ ଦା ଜଙ୍ଗଙ୍କ ପୂର୍ବତନ ସହଯୋଗୀ ଚାଙ୍ଗ ସୋଙ୍ଗ ମିନଙ୍କ ସୂଚନା ଅନୁଯାୟୀ କିମ୍‌ ଏବେ...

ଏସବୁ ପ୍ରଶ୍ନର ଉତ୍ତର ଦେଲେ ମିଳିବ ୧.୪୧ ଲକ୍ଷ ଟଙ୍କା: ଜାଣନ୍ତୁ କ’ଣ ରହିଛି ପ୍ରଶ୍ନ…

କିଛି କାମ ନ କରି ଖାଲି ଘରେ ବସି ରହିବା, ଆଉ ଏଟିଏମ୍‌ ଆକାଉଣ୍ଟକୁ ମାସ ଶେଷକୁ ଟଙ୍କା ଆସିଯିବ। ଏମିତି ଭାବନା ଅଧିକାଂଶ ଲୋକଙ୍କ ମନରେ ଆସିଥାଏ। ହେଲେ ଏହା କେବେ ସତ ହୋଇ ନ ଥାଏ। ମାତ୍ର...

ସହଧର୍ମିଣୀଙ୍କ ସମ୍ପର୍କରେ ପ୍ରଶ୍ନ କରିବାରୁ ଖବରଦାତାଙ୍କୁ ମାରିବାକୁ ଧମକ ଦେଲେ ରାଷ୍ଟ୍ରପତି

ବ୍ରାସିଲିୟା,୨୪।୮: ବ୍ରାଜିଲ ରାଷ୍ଟ୍ରପତି ଜେୟର ବୋଲସୋନାରେ ଏବେ ଆସିଛନ୍ତି ଚର୍ଚ୍ଚାକୁ। ନିକଟରେ ଜଣେ ଖବରଦାତା ରାଷ୍ଟ୍ରପତିଙ୍କ ସହଧର୍ମିଣୀଙ୍କ ସମ୍ପର୍କରେ କିଛି ପ୍ରଶ୍ନ କରିବାରୁ ଜେୟର ବୋଲସୋନାରେ ରାଗିଯାଇ ଉକ୍ତ ଖବରଦାତାଙ୍କୁ ମାରିବାକୁ ଧମକ ଦେଇଥିଲେ। ସୂଚନାଯୋଗ୍ୟ,ରାଷ୍ଟ୍ରପତିଙ୍କ ସହଧର୍ମିଣୀ ଏକ ଭ୍ରଷ୍ଟାଚାର...

୧୦ ଲକ୍ଷ ଏକର ଜଙ୍ଗଲ ପାଉଁଶ

ସାନ୍‌ ଫ୍ରାନ୍‌ସିସ୍କୋ,୨୪।୮ : ଆମେରିକାର କାଲିଫର୍ନିଆ ଜଙ୍ଗଲରେ ଲାଗିଥିବା ନିଆଁ ଭୟାବହ ରୂପ ନେଇଛି। ଏହି ବନାଗ୍ନି ମାତ୍ର ସପ୍ତାହେ ମଧ୍ୟରେ ୧୦ ଲକ୍ଷ ଏକର ଜଙ୍ଗଲକୁ ମାଡ଼ି ପାଉଁଶ କରିଦେଇଛି। ଅଗ୍ନିକାଣ୍ଡରେ ୫ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଶତାଧିକ...

ପୂର୍ବତନ ପାକିସ୍ତାନ ପ୍ରଧାନମନ୍ତ୍ରୀ ନଓ୍ବାଜ ସରିଫ୍‌ ପଳାତକ ଘୋଷିତ

ଇସଲାମାବାଦ,୨୩।୮: ପାକିସ୍ତାନ ସରକାର ପୂର୍ବତନ ପ୍ରଧାନମନ୍ତ୍ରୀ ନୱାଜ ସରିଫଙ୍କୁ ‘ପଳାତକ’ ଘୋଷିତ କରିଛନ୍ତି। ତାଙ୍କ ପ୍ରତ୍ୟର୍ପଣ ପାଇଁ ଇଂଲଣ୍ଡ ସରକାରଙ୍କ ସହ ଯୋଗାଯୋଗ କରାଯାଇଥିବା ସୂଚନା ମିଳିଛି। ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ପରାମର୍ଶଦାତା ଶାହାଜାଦ ଆକବର କହିଛନ୍ତି ଯେ, ନଓ୍ବାଜ୍‌...

ରାଷ୍ଟ୍ରପତି ଭାଇଙ୍କୁ ‘ନିଷ୍ଠୁର’ କହିଲେ ଭଉଣୀ, ଜାଣନ୍ତୁ କାହିଁକି

ଓ୍ବାଶିଂଟନ୍‌,୨୩।୮:ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ନିଷ୍ଠୁର କହିଛନ୍ତି ତାଙ୍କ ଭଉଣୀ ମାରିୟାନ ଟ୍ରମ୍ପ। ମାରିୟାନଙ୍କ ଏକ ରେକର୍ଡିଂ ଭାଇରାଲ ହୋଇଛି। ରେକର୍ଡିଂ ଅନୁଯାୟୀ ନିଜ ଭାଇ ଟ୍ରମ୍ପଙ୍କୁ ସମାଲୋଚନା କରିଛନ୍ତି ମାରିୟାନ। ୨୦୧୮-୨୦୧୯ରେ ମାରିୟାନଙ୍କ ଅଜାଣତରେ ତାଙ୍କ ଝିଆରୀ ମେରୀ...

କିଏ ସେହି ପର୍ନ ଷ୍ଟାର୍‌, ଯାହାଙ୍କ ନାମ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଯୋଡାଯାଉଛି

ଓ୍ବାଶିଂଟନ୍‌,୨୩।୮: ଚଳିତବର୍ଷ ନଭେମ୍ବରରେ ଆମେରିକାରେ ରାଷ୍ଟ୍ରପତି ନିର୍ବାଚନ ଅନୁଷ୍ଠିତ ହେବ ବୋଲି ଅନୁମାନ କରାଯାଉଛି। ଏହା ପୂର୍ବରୁ ରାଷ୍ଟ୍ରପତି ଟ୍ରମ୍ପଙ୍କୁ ନେଇ ଅନେକ ବିବାଦ ମଧ୍ୟ ଦେଖାଦେଇଛି। ଜଣେ ପର୍ଣ୍ଣ ତାରକା ଷ୍ଟୋର୍ମି ଡାନିଏଲ୍ସଙ୍କୁ ୩୩ ଲକ୍ଷ କ୍ଷତିପୂରଣ ଦେବେ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri