ଅନ୍ତର୍ଜାତୀୟ

ଚାଇନାକୁ ପୁଣି ଝଟ୍‌କା: ଭାରତ ପରେ ଏହି ଦେଶ ବ୍ୟାନ୍‌ କଲା ଚାଇନା ଆପ୍‌

ତାଇପେଇ,୨୦ା୮: ଭାରତ ପରେ ତାଇଓ୍ବାନ ମଧ୍ୟ ନିଜ ଦେଶର ସୁରକ୍ଷା ପାଇଁ ଚାଇନାର ଅନେକ ଆପ୍‌ ପ୍ରତି ପ୍ରତିବନ୍ଧକ ଲଗାଇଛି। ତାଇଓ୍ବାନର ଅଧିକାରୀମାନେ ଚାଇନାର ଷ୍ଟ୍ରିମିଂ ପ୍ଲାଟଫର୍ମ iQiyi ଏବଂ Tencentକୁ ସମ୍ପୂର୍ଣ୍ଣ ଭାବେ ନିଷିଦ୍ଧ କରିଛନ୍ତି। ତାଇୱାନର ଅର୍ଥ...

୭୬ ବର୍ଷୀୟ ବୃଦ୍ଧ ୭୧ ବର୍ଷୀୟା ବୃଦ୍ଧାଙ୍କୁ କଲେ ପ୍ରେମ ନିବେଦନ: ଆଉ ତା’ପରେ…

ପ୍ରେମ ମାନେନା ଜାତି, ଧର୍ମ। ଏହାର କୌଣସି ବୟସ ନ ଥାଏ। କୌଣସି ବି ବୟସରେ ପ୍ରେମ ହୋଇପାରେ। ସେମିତି କିଛି ଘଟିଛି ଯୁକ୍ତରାଷ୍ଟ୍ର ଆମେରିକାର ଜଣେ ବ୍ୟକ୍ତିଙ୍କ କ୍ଷେତ୍ରରେ। ୭୧ ବର୍ଷୀୟା ଗ୍ଲୋରିୟା ଜଣେ ବିଧବା ମହିଳା। ୭୬...

ନିଜ ଗାଈକୁ ବଞ୍ଚାଇବା ପାଇଁ ଚାଷୀ ମଗାଇଲେ ହେଲିକାପ୍ଟର: ଆଉ ତା’ପରେ…

ଏକ ଗାଈ ହେଲିକପ୍ଟର ସହାୟତାରେ ଆକାଶରେ ଉଡୁଥିବା ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏହି ଭିଡିଓଟି ସ୍ବିଜରଲାଣ୍ଡର ଏକ ପାହାଡିଆ ଅଞ୍ଚଳର ବୋଲି ଜଣାପଡ଼ିଛି। ଏକ ଗାଈ ଚରୁଥିବା ବେଳେ ପାହାଡ ଉପରକୁ ଚଢ଼ିଯାଇଥିଲା। ସେଠାରୁ...

୧୮ମହଲାରୁ ତଳକୁ ଖସିପଡ଼ିଲା ଶିଶୁ, ତା’ପରେ…

ବେଜିଂ,୨୦।୮: ରଖେ ହରି ମାରେ କିଏ। ଅର୍ଥାତ୍‌ ଯାହାକୁ ଭଗବାନ ରକ୍ଷା କରିବାକୁ ଚାହାନ୍ତି ତା’କୁ କୌଣସି ଶକ୍ତି କ୍ଷତି ପହଞ୍ଚାଇପାରେ ନାହିଁ। ଏଭଳି କିଛି ଘଟିଛି ଜଣେ ୪ ବର୍ଷର ଶିଶୁ ସହ। ୧୮ ମହଲା ସ୍ଥିତ ଫ୍ଲାଟ୍‌ର...

ଓବାମା ଭଲକାମ ନ କରିବାରୁ ମୁଁ ହେଲି ରାଷ୍ଟ୍ରପତି: ଟ୍ରମ୍ପ

ଓ୍ବାଶିଂଟନ,୨୦।୮: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେ ଏକ ବୟାନ ଦେଇ ଆସିଛନ୍ତି ଚର୍ଚ୍ଚାକୁ। ସେ କହିଛନ୍ତି ଆମେରିକାର ପୂର୍ବତନ ରାଷ୍ଟ୍ରପତି ବାରାକ ଓବାମା ଭଲକାମ ନ କରିବାରୁ ଟ୍ରମ୍ପ ରାଜନୀତିକୁ ଆସିଥିଲେ ଓ ରାଷ୍ଟ୍ରପତି ହୋଇଥିଲେ ବି କହିଛନ୍ତି।...

ବର୍ଷା ଆଉ ବନ୍ୟା ପରେ ଏବେ ଚିନ୍ତା ବଢାଇଲାଣି ବାତ୍ୟା ‘ହିଗୋସ’

ବେଜିଂ,୨୦।୮: ପ୍ରଥମେ କରୋନା ମହାମାରୀ ଏହାପରେ ବର୍ଷା ଓ ବନ୍ୟା ଚାଇନାବାସୀଙ୍କ ନିଦ ହଜାଇ ଦେଇଥିବା ବେଳେ ଏବେ ମାଡି ଆସିଛି ବାତ୍ୟା ‘ହିଗୋସ’। ବୁଧବାର ଏହା ଚାଇନାର ଦକ୍ଷିଣ ଉପକୂଳରେ ସ୍ଥଳଭାଗ ଛୁଇଁଥିବା ବେଳେ ଏହା ସାଧାରଣ ଜୀବନ...

ଆକାଶରୁ ହେଲା ଚକୋଲେଟ ବର୍ଷା

ଜୁରିକ୍‌, ୨୦।୮: ଆକାଶରୁ ଚକୋଲେଟ ବର୍ଷା ହେବା ଶୁଣିଲେ ଯେ କେହି ଆଶ୍ଚର୍ଯ୍ୟ ହେବ। ତେବେ ଏଭଳି ସ୍ବିଜରଲାଣ୍ଡର ଓଲଟେନ୍‌ ସହରରେ ଘଟିଛି। ସାରା ସହରରେ ଚକୋଲେଟର ବରଫ ଚାଦରରେ ଘୋଡ଼େଇ ହୋଇ ଯାଇଛି। ଏଠାରେ ଥିବା ଲିଣ୍ଡିଟ୍‌ ଆଣ୍ଡ୍‌...

ଏଟିଏମ୍‌ରୁ ଟଙ୍କା ପରିବର୍ତ୍ତେ ବାହାରୁଛି ଗଞ୍ଜେଇ

କରୋନା ଯୋଗୁ ବିଶ୍ୱରେ ଅନେକ ପରିର୍ତ୍ତନ ଘଟିଛି। ଲୋକମାନେ ଏବେ ବିନା ଯୋଗାଯୋଗରେ ନିଜ କାମ ନିଜେ କରିବାକୁ ଇଚ୍ଛା ପ୍ରକାଶ କରୁଛନ୍ତି। ଏହି ସମୟରେ ଏକ ସ୍ବତନ୍ତ୍ର ଏଟିଏମ୍‌ର ଫଟୋ ସୋସିଆଲ ମିଡିଆରେ ଖୁବ୍‌ ଭାଇରାଲ ହେବାରେ ଲାଗିଛି।...

କରୋନା ଚିକିତ୍ସା ପାଇଁ ବ୍ଲିଚିଂ ପାଉଡର, ହାର୍‌ପିକ୍‌ ପିଇବାକୁ ସରକାର ଦେଲେ ଅନୁମତି

ମହାମାରୀ କରୋନା ଭାଇରସ ସମଗ୍ର ବିଶ୍ୱରେ କାୟା ବିସ୍ତାର କରିଚାରିଛି। ଏହି ଭାଇରସରୁ ରକ୍ଷା ପାଇବା ପାଇଁ ଅନେକ ଦେଶ ଟିକା ତିଆରି କରିବାରେ ଲାଗିପଡ଼ିଛନ୍ତି। ରୁଷିଆ ଏଥିରେ ସଫଳ ହୋଇଥିବା ଘୋଷଣା ମଧ୍ୟ କରିସାରିଛି। ମାତ୍ର ଏବେ ବି...

ମେଦବହୁଳତା ଯୋଗୁ ଜେଲ ଯିବାରୁ ବର୍ତ୍ତିଗଲେ ବଳାତ୍କାରୀ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

କାନବେରା: ଅପରାଧୀ ଯେତେ ଚାଲାକ ହୋଇଥାଉ ନା କାହିଁକି ଆଇନ ହାତରେ ଦିନେ ନା ଦିନେ ସେ ଧରାପଡେ। ହେଲେ ଜଣେ ଅବରାଧୀ ନିଜର ମେଦବହୁଳତା ପାଇଁ ଜେଲ ଜିବାରୁ ବଞ୍ଚିତ ହୋଇଛନ୍ତି। ଏହା ଶୁଣିବାକୁ ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ...

କରୋନା ସମୟରେ ମୃତ୍ୟୁ ବିଷୟରେ ଭାବିଲେ ଜୀବନ ହୋଇଯିବ ରଙ୍ଗହୀନ!

ବେଜିଂ: ମହାମାରୀ କରୋନା ସଂକ୍ରମଣ ସମଗ୍ର ବିଶ୍ୱରେ ବ୍ୟାପିସାରିଛି। ପ୍ରତିଦିନ ଲକ୍ଷ ଲକ୍ଷ ଲୋକ ଏଥିରେ ଆକ୍ରାନ୍ତ ହେଉଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ପ୍ରତିହତ କରିବା ଲାଗି ସାମାଜିକ ଦୂରତା...

ଭୟଙ୍କର ଅଗ୍ନି ଘୂର୍ଣ୍ଣିବଳୟ, ଚେତାବନୀ ଦେଲା ପାଣିପାଗ ବିଭାଗ

ଓ୍ବାଶିଂଟନ୍‌,୧୯ା୮: ଆମେରିକା ଜଙ୍ଗଲରେ ନିଆଁ ଲାଗିଯାଇଛି। ଏହି କାରଣରୁ ନିକଟରେ ଏକ ଘୂର୍ଣ୍ଣିବଳୟ ଦେଖିବାକୁ ମିଳିଥିଲା। ଏହି ଦୃଶ୍ୟ ଆମେରିକାର କାଲିଫର୍ନିଆର ଲୟଲଟନ ଅଞ୍ଚଳରେ ଦେଖିବାକୁ ମିଳିଥିଲା। ଇତିହାସରେ ପ୍ରଥମ ଥର ପାଇଁ ଆମେରିକାର ଜାତୀୟ ପାଣିପାଗ ବିଭାଗ ଏକ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri