ଅନ୍ତର୍ଜାତୀୟ

ଆକାଶରୁ ହେଲା ଚଢ଼େଇ ବର୍ଷା

ଫିଲାଡେଲଫିଆ, ୧୦।୧୦: ଆକାଶରୁ ମେଘ ବର୍ଷା ହେବା ଜଣାଅଛି। ତେବେ ହଠାତ୍‌ ଆକାଶରୁ ଚଢ଼େଇ ବର୍ଷା ହେବା ଶୁଣିଲେ ଯେକେହି ଆଶ୍ଚର୍ଯ୍ୟ ହେବେ। ଏଭଳି ଘଟଣା ୭୨ ବର୍ଷ ପରେ ଆମେରିକାର ଫିଲାଡେଲଫିଆ ସହରରେ ଦେଖିବାକୁ ମିଳିଛି। ଅକ୍ଟୋବର ୨...

ଆମେରିକା ରାଷ୍ଟ୍ରପତି ନିର୍ବାଚନ: ଟ୍ରମ୍ପ-ବିଡେନଙ୍କ ମଧ୍ୟରେ ହେବାକୁ ଥିବା ପ୍ରେସିଡେନ୍‌ସିଆଲ ଡିବେଟ ବାତିଲ

ୱାଶିଂଟନ,୧୦ ।୧୦: ଆମେରିକାରେ ରାଷ୍ଟ୍ରପତି ନିର୍ବାଚନ ପୂର୍ବରୁ ଅକ୍ଟୋବର ୧୫ରେ ହେବାକୁ ଥିବା ଦ୍ୱିତୀୟ ପ୍ରେସିଡେନସିଆଲ ଡିବେଟକୁ ବାତିଲ କରି ଦିଆଯାଇଛି । ଗଣମାଧ୍ୟମର ସୂଚନା ଅନୁଯାୟୀ, କମିଶନ ଅନ୍ ପ୍ରେସିଡେନସିଆଲ ଡିବେଟ୍ସ(ସିପିଡି) ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ଡେମୋକ୍ରାଟିକ...

ଏଲ୍‌ଏସିରେ ଚାଇନା ୬୦ ହଜାରରୁ ଅଧିକ ସୈନ୍ୟ ମୁତୟନ କରିଛି: ପୋମ୍ପିଓ

ଓ୍ବାଶିଂଟନ, ୧୦।୧୦: ଏଲ୍‌ଏସିରେ ଭାରତ ଚାଇନା ମଧ୍ୟରେ ଉତ୍ତେଜନା ବଢ଼ିବାରେ ଲାଗିଛି। ଏପରିସ୍ଥଳେ ଆମେରିକା ପକ୍ଷରୁ ଚାଇନା ଟାର୍ଗେଟ୍‌ କରାଯାଇଛି। ଆମେରିକା ସେକ୍ରେଟାରୀ ଅଫ୍‌ ଷ୍ଟେଟ୍‌ ମାଇକ୍‌ ପୋମ୍ପିଓ କହିଛନ୍ତି ଯେ, ଚାଇନା ଏଲ୍‌ଏସିରେ ଅଶାନ୍ତି ସୃଷ୍ଟି କରିବା ଲାଗି...

ସିରିୟଲ୍‌ କିଲରଙ୍କୁ ଫାଶୀଦଣ୍ଡ

ଆବୁଜା,୧୦।୧୦: ନାଇଜେରିଆର ସିରିୟଲ୍‌ କିଲର ଗ୍ରେସିୟସ୍‌ ଡେଭିଡ୍‌- ଓ୍ବେଷ୍ଟଙ୍କୁ ମୃତ୍ୟୁଦଣ୍ଡ ମିଳିଛି। ୨୦୧୯ ଜୁଲାଇରୁ ସେପ୍ଟେମ୍ବର ମଧ୍ୟରେ ହୋଟେଲ ରୁମ୍‌ରେ ବଳାତ୍କାର ପରେ ତଣ୍ଟିଚିପି ୯ ମହିଳାଙ୍କୁ ହତ୍ୟା କରିଥିଲେ। ପୂର୍ବରୁ ଏଭଳି ଅନେକ ଅପରାଧ ସେ ଘଟାଇଥିବାବେଳେ ପ୍ରମାଣ...

ମଶା କାମୁଡିବାର ପରିଣାମ: ଗୋଡ଼ର ଆକାର ସ୍ବାଭାବିକଠାରୁ ୫ଗୁଣ ହେଲା ବଡ଼

ମଶା କାମୁଡିବା ଆମକୁ ସାଧାରଣ ଲାଗିଥାଏ। ପ୍ରତିଦିନ ଗୋଟିଏ ମଶା ଆମକୁ ନିଶ୍ଚିନ୍ତ କାମୁଡୁଥିବ। ଡେଙ୍ଗୁ, ମେଲେରିଆ ବ୍ୟତିତ କୌଣସି ସାଧାରଣ ମଶା କାମୁଡିଲେ ସାମାନ୍ୟ କୁଣ୍ଡେଇ ହେବା ପରେ ଠିକ୍‌ ହୋଇଯାଇଥାଏ। ହେଲେ କାମ୍ବୋଡିଆ ଜଣେ ଯୁବକଙ୍କୁ ମଶା...

ବିଶ୍ୱ ଖାଦ୍ୟ କାର୍ଯ୍ୟକ୍ରମକୁ ୨୦୨୦ ବର୍ଷର ନୋବେଲ ଶାନ୍ତି ପୁରସ୍କାର

ଷ୍ଟକହୋମ,୯ ।୧୦: ବିଶ୍ୱ ଖାଦ୍ୟ କାର୍ଯ୍ୟକ୍ରମ ବା ୱାର୍ଲଡ ଫୁଡ୍ ପ୍ରୋଗ୍ରାମ(ଡପ୍ଲୁଏଫ୍‌ପି)କୁ ୨୦୨୦ ବର୍ଷ ପାଇଁ ନୋବେଲ ଶାନ୍ତି ପୁରସ୍କାର ଦେବାକୁ ଘୋଷଣା କରାଯାଇଛି । ନୋବେଲ ପୁରସ୍କାର ସମିତି ଦ୍ୱାରା ଶୁକ୍ରବାର ଏହି ଘୋଷଣା କରାଯାଇଛି । ନୋବେଲ...

ବର୍ଷକୁ ୨୦ କୋଟି ଟଙ୍କାର ମଦ ପିଅନ୍ତି ଏହି ଦେଶର ଶାସକ

ପ୍ୟୋଙ୍ଗୟାଙ୍ଗ,୯ା୧୦: ବିଶ୍ୱରେ ଏମିତି କେହି ନାହିଁ, ଯିଏ କି ଉତ୍ତରକୋରିଆର ଶାସକ କିମ୍‌-ଜୋଙ୍ଗ୍‌-ଉନ୍‌ଙ୍କୁ ନ ଜାଣିଛି। କିମ୍‌ ନିଜର ଏକଛତ୍ରବାଦ ଶାସନ ପାଇଁ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ଏମିତିରେ ଉତ୍ତରକୋରିଆକୁ ‘ଗୁପ୍ତ ଦେଶ’ ବୋଲି କୁହାଯାଏ। କାରଣ ଏଠାକାର କଥା...

ଆମେରିକା ନିର୍ବାଚନ ପୂର୍ବରୁ ନିଜର ଶକ୍ତି ପ୍ରଦର୍ଶନ କରିବେ କିମ୍‌-ଜୋଙ୍ଗ୍‌-ଉନ୍‌, ଟ୍ରମ୍ପଙ୍କ ପାଇଁ ବିପଦ

ପ୍ୟୋଙ୍ଗ୍‌ୟାଙ୍ଗ୍‌,୯ା୧୦: କରୋନା ମହାମାରୀ ସମୟରେ ଉତ୍ତରକୋରିଆର ଏକଛତ୍ରବାଦୀ ଶାସକ କିମ୍‌ ଜୋଙ୍ଗ ଉନ୍‌ ନିଜର ଶକ୍ତି ପ୍ରଦର୍ଶନ ପାଇଁ ପ୍ରସ୍ତୁତି ଚଳାଇଛନ୍ତି। ୧୦ ଅକ୍ଟୋବରରେ ଶାସକ ଦଳର ୭୫ ତମ ପ୍ରତିଷ୍ଠା ଦିବସରେ କିମ୍‌ ଜୋଙ୍ଗ୍‌ ପୁଣି ଥରେ ନିଜର...

ଇସ୍ତଫା ଦେବାକୁ ରାଜି ହେଲେ ରାଷ୍ଟ୍ରପତି

ବିଶକେକ୍‌,୯।୧୦: ପ୍ରବଳ ବିରୋଧ ମଧ୍ୟରେ କିର୍ଗିଜସ୍ଥାନର ରାଷ୍ଟ୍ରପତି ସୁରୋନବେ ଜିନବେକୋଭ ଇସ୍ତଫା ଦେବାକୁ ରାଜି ହୋଇଛନ୍ତି। ତାଙ୍କ କାର୍ଯ୍ୟାଳୟରୁ ଏହି ସୂଚନା ଦିଆଯାଇଛି। ଗତ ରବିବାର କିର୍ଗିଜସ୍ଥାନରେ ଅନୁଷ୍ଠିତ ବିଧାନସଭା ନିର୍ବାଚନ ଫଳାଫଳ ବିରୋଧରେ ବିକ୍ଷୋଭକାରୀମାନେ ସଂସଦ ଭବନରେ ଚଢ଼ାଉ...

ବିସ୍କୁଟ ବିଜ୍ଞାପନ ଉପରେ ଲାଗିଲା ପ୍ରତିବନ୍ଧକ

ଇସଲାମାବାଦ,୯।୧୦: ପାକିସ୍ତାନରେ ଏକ ବିସ୍କୁଟର ବିଜ୍ଞାପନ ଏବେ ବିବାଦ ଘେରରେ ରହିଛି। ଅକ୍ଟୋବର ୪ ତାରିଖରୁ ଟିଭି ଚ୍ୟାନେଲରେ ଏହି ବିଜ୍ଞାପନ ଦେଖାଯାଉଥିଲା । ଏହାକୁ ପାକିସ୍ତାନ ଇଲେକ୍ଟ୍ରୋନିକ ମିଡିଆ ନିୟାମକ ପ୍ରାଧୀକରଣ ଦ୍ୱାରା ନିଷେଧ କରାଯାଇଛି। ବିଜ୍ଞାପନରେ ପାକିସ୍ତାନୀ...

ସାହିତ୍ୟ ପାଇଁ ଲୁଇସଙ୍କୁ ନୋବେଲ

ଷ୍ଟକହୋମ,୮।୧୦-ଚଳିତ ବର୍ଷ ଆମେରିକାର କବୟତ୍ରୀ ଲୁଇସ ଗ୍ଲୁକ ନୋବେଲ ପୁରସ୍କାର ପାଇବେ। ସାହିତ୍ୟ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ଲାଗି ତାଙ୍କୁ ନୋବେଲ ପ୍ରଦାନ କରାଯିବ। ଏ ନେଇ ଗୁରୁବାର ନୋବେଲ ପୁରସ୍କାର କମିଟି ପକ୍ଷରୁ ଲୁଇସଙ୍କ ନାମ ଘୋଷଣା କରାଯାଇଛି।...

ପ୍ରତିଶୋଧ ମନୋଭାବ ରଖି ନିରୀହ ଲୋକଙ୍କୁ ଆତଙ୍କବାଦୀ କହିବା ଦୁର୍ଭାଗ୍ୟପୂର୍ଣ୍ଣ: ଭାରତ

ଜେନେଭା, ୮।୧୦: ଜାତିସଂଘ ସୁରକ୍ଷା ପରିଷଦର ଅପବ୍ୟବହାର କରି ପ୍ରତିଶୋଧ ମନୋଭାବ ରଖି କୌଣସି ଦେଶର ନିରୀହ ଲୋକଙ୍କୁ ଆତଙ୍କବାଦୀ କହିବା ଦୁର୍ଭାଗ୍ୟପୂର୍ଣ୍ଣ ବୋଲି ଭାରତ କହିଛନ୍ତି। ବିନା ପ୍ରମାଣରେ ଏବଂ ଆଇନଗତ ବ୍ୟବସ୍ଥାରେ ସ୍ବଚ୍ଛତା ରଖି ଏଭଳି କରାଯିବା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri