ଅନ୍ତର୍ଜାତୀୟ

ଦିନେଶ ତ୍ରିପାଠୀ କିଏ? ଯାହାଙ୍କ ଯୁଦ୍ଧ ଦକ୍ଷତା ବେଶ୍‌ ପ୍ରସିଦ୍ଧ, ଜାଣନ୍ତୁ ତାଙ୍କ ବିଷୟରେ…

ନୂଆଦିଲ୍ଲୀ,୧୯ା୪: ଦିନେଶ ତ୍ରିପାଠୀଙ୍କୁ କେନ୍ଦ୍ର ସରକାର ପରବର୍ତ୍ତୀ ନୌସେନା ମୁଖ୍ୟ ଭାବରେ ନିଯୁକ୍ତ କରିଛନ୍ତି। ଦିନେଶ ଏପ୍ରିଲ ୩୦ରେ ତାଙ୍କର ନୂତନ ଦାୟିତ୍ୱ ଗ୍ରହଣ କରିବେ ଏବଂ ବର୍ତ୍ତମାନର ନୌସେନା ମୁଖ୍ୟ ଆର୍‌ ହରି କୁମାର ସେହିଦିନ ଅବସର ନେବେ।...

ଇସ୍ରାଏଲ ଜାହାଜରେ ଥିବା ୧୬ ଭାରତୀୟ ଘରକୁ ଫେରିବେ

ଜେରୁଜେଲମ୍‌,୧୯ା୪: ଭାରତରେ ଇରାନର ରାଷ୍ଟ୍ରଦୂତ ଇରାଜ ଇଲାହୀ କହିଛନ୍ତି, ତାଙ୍କ ଦେଶ ଦ୍ୱାରା ଧରାଯାଇଥିବା ମାଲ୍‌ବାହୀ ଜାହାଜର ଅବଶିଷ୍ଟ ୧୬ ଜଣ ଭାରତୀୟ କ୍ରୁ ସଦସ୍ୟଙ୍କୁ ଇରାନ ଗିରଫ କରିନାହିଁ ଏବଂ ସେମାନେ ଆରାମରେ ଦେଶ ଛାଡ଼ି ପାରିବେ। ଏକ...

ତେହେରାନ ଯାଉଥିବା ସମସ୍ତ ବିମାନ ବାତିଲ, ଇରାନ କହିଲା ପାଓ୍ବାର ଓ ନ୍ୟୁକ୍ଲିୟର ପ୍ଲାଣ୍ଟ ସମ୍ପୂର୍ଣ୍ଣ ଭାବେ ସୁରକ୍ଷିତ

ତେହେରାନ,୧୯।୪: ସିରିଆର ରାଜଧାନୀ ଦମିଶ୍କରେ ଇରାନ ଦୂତାବାସ ଉପରେ ଏୟାର ଷ୍ଟ୍ରାଇକ ପରେ ପଶ୍ଚିମ ଏସିଆର ଅବସ୍ଥା କ୍ରମାଗତ ଭାବେ ଖରାପ ହେବାରେ ଲାଗିଛି। ସମଗ୍ର ଅଞ୍ଚଳ ଯୁଦ୍ଧର ପଥରେ ଠିଆ ହୋଇଛି। କିଛି ଦିନ ପୂର୍ବରୁ ଇରାନ ୩୦୦ରୁ...

ମାନିଲେନି ନେତାନ୍ୟାହୁ: ଇରାନ ଉପରେ ଗୋଟିଏ ପରେ ଗୋଟିଏ ମିଶାଇଲ ମାଡ଼

ଜେରୁଜେଲମ୍‌,୧୯।୪: ଶେଷରେ ଇସ୍ରାଏଲ ଇରାନ ଉପରେ ଆକ୍ରମଣ କରିଛି। ଇରାନର ଅନେକ ସହର ଉପରେ ଇସ୍ରାଏଲ ମିଶାଏଲ ମାଡ କରିଛି। ଇରାନ ଶୁକ୍ରବାର ଏନେଇ ସୂଚନା ଦେଇଛି। ଇରାନର ଇସଫହାନ ସହରରେ ଏକ ବଡ଼ ଧରଣର ବିସ୍ଫୋରଣ ହୋଇଛି। ଇସଫହାନରେ...

ମିଡଲ ଇଷ୍ଟରେ ହେବ ମହାଯୁଦ୍ଧ! ଇସ୍ରାଏଲ ଆକ୍ରମଣର ଜବାବ ଦେଲା ଇରାନ

ଦୁବଇ,୧୯।୪: ମଧ୍ୟ ପୂର୍ବରେ ଯୁଦ୍ଧର ନିଆଁ ପୁଣି ଜଳିଛି। ଇରାନ ଉପରେ ଆକ୍ରମଣ କରି ଇସ୍ରାଏଲ ଯୁଦ୍ଧ ଘୋଷଣା କରିଛି। ତେବେ ଇରାନ ମଧ୍ୟ ଇସ୍ରାଏଲର ଆକ୍ରମଣକୁ ପ୍ରତିହତ କରି ପ୍ରତିଶୋଧ ନେଇ କ୍ଷେପଣାସ୍ତ୍ର ନିକ୍ଷେପ କରିଛି। ନ୍ୟୁଜ ଏଜେନ୍ସି...

ହେଲିକପ୍ଟର ଦୁର୍ଘଟଣାରେ କେନିଆର ପ୍ରତିରକ୍ଷା ମୁଖ୍ୟଙ୍କ ସମେତ ୯ ମୃତ୍ୟୁ

ନୈରୋବି,୧୯।୪: ଏକ ହେଲିକପ୍ଟର ଦୁର୍ଘଟଣାରେ ଗୁରୁବାର କେନିଆର ପ୍ରତିରକ୍ଷା ମୁଖ୍ୟ ଫ୍ରାନସିସ ଓମୋଣ୍ଡି ଓଗୋଲାଙ୍କ ମତ୍ୟୁ ଘଟିଛି। ତାଙ୍କ ସହ ହେଲିକପ୍ଟରରେ ଥିବା ୯ଜଣ ଲୋକ ମଧ୍ୟ ପ୍ରାଣ ହରାଇଛନ୍ତି। କେନିଆର ରାଷ୍ଟ୍ରପତି ୱିଲିୟମ ରୁଟୋ ଏହି ଘଟଣା ସମ୍ପର୍କରେ...

ଇରାନ୍‌ ଉପରେ ବଦ୍‌ଲା ନେଲା ଇସ୍ରାଏଲ୍‌

ଜେରୁଜେଲମ୍‌,୧୯।୪: ଇସ୍ରାଏଲ ଶୁକ୍ରବାର ଇରାନ ଉପରେ ବଦ୍‌ଲା ନେଇଛି। ଇରାନର ଅନେକ ସହର ଉପରେ ମିଶାଇଲ ମାଡ କରିଛି ଇସ୍ରାଏଲ। ଇରାନର ନ୍ୟୁକ୍ଲିୟର୍‌ ପ୍ଲାଣ୍ଟ ଉପରେ ମଧ୍ୟ ମିଶାଇଲ ମାଡ ହୋଇଛି। ଇରାନର ସରକାରୀ ନ୍ୟୁଜ୍‌ ଏଜେନ୍ସି ମୁତାବକ,ଇରାନର ଇସାଫହାନ...

ଜାତିସଂଘରେ ସଂସ୍କାର ପ୍ରସ୍ତାବକୁ ଆମେରିକାର ସମର୍ଥନ

ଓ୍ବାଶିଂଟନ,୧୮ା୪: ଏକବିଂଶ ଶତାବ୍ଦୀର ବିଶ୍ୱର ପ୍ରତିଫଳନ ପାଇଁ ସୁରକ୍ଷା ପରିଷଦ ସମେତ ଜାତିସଂଘରେ ସଂସ୍କାର ପ୍ରସ୍ତାବକୁ ଆମେରିକା ସମର୍ଥନ ଜଣାଇଛି। ଜାତିସଂଘ ସୁରକ୍ଷା ପରିଷଦ (ୟୁଏନ୍‌ଏସ୍‌ସି)ରେ ଭାରତକୁ ସ୍ଥାୟୀ ସଦସ୍ୟ ଭାବେ ସାମିଲ କରିବା ପାଇଁ ଦାବି ବଢ଼ୁଥିବା ବେଳେ...

ଦୁବଇରେ ଦେଖିବାକୁ ମିଳିଲା ଅଦ୍ଭୁତ ଦୃଶ୍ୟ, ଦେଖୁ ଦେଖୁ ଆକାଶ ହୋଇଗଲା ସବୁଜ, ଦେଖନ୍ତୁ ଭିଡିଓ

ଦୁବଇ,୧୮।୪: ଗତ କିଛି ଦିନ ହେବ ଦୁବଇର ପାଗରେ ଅନେକ ପରିବର୍ତ୍ତନ ଦେଖାଯାଉଛି । ଯେଉଁଠାରେ ୭୫ ବର୍ଷ ମଧ୍ୟରେ ପ୍ରବଳ ବର୍ଷା ସହରକୁ ବୁଡ଼ାଇ ଦେଇଥିଲା, ଯାହା ପରେ ଦେଶ ଯେମିତି ସ୍ଥିର ହୋଇଗଲା। ପ୍ରବଳ ବର୍ଷା ପରେ...

ପ୍ରତିଦିନ ଚୋରି ହେଉଛି ୬ ଲକ୍ଷ ଲିଟର ପାଣି

ମେକ୍ସିକୋ ସିଟି,୧୮।୪: ଚୋରମାନଙ୍କ ଦ୍ୱାରା ଜଳର କଳାବଜାରି ଯୋଗୁଁ ମେକ୍ସିକୋରେ ହ୍ରଦ ଶୁଖିଯାଉଛି। ଚୋରମାନେ ସମଗ୍ର ହ୍ରଦକୁ ନିଷ୍କାସନ କରି ଦିନକୁ ପ୍ରାୟ ୬ଲକ୍ଷ ଲିଟର ପାଣି ଚୋରି କରୁଛନ୍ତି। ସିଏନଏନର ଏକ ରିପୋର୍ଟ ଅନୁଯାୟୀ, ଯେତେବେଳେ ଅଧିକାରୀମାନେ ହ୍ରଦର...

ଭୂକମ୍ପର ଜୋରଦାର ଝଟ୍‌କାରେ ଥରିଲା ଜାପାନ, ୯ ଆହତ, ନାହିଁ ସୁନାମି ଚେତାବନୀ

ଟୋକିଓ,୧୮।୪: ବୁଧବାର ବିଳମ୍ବିତ ରାତିରେ ଦକ୍ଷିଣ-ପଶ୍ଚିମ ଜାପାନରେ ହୋଇଥିବା ଏକ ଶକ୍ତିଶାଳୀ ଭୂକମ୍ପରେ ୯ଜଣ ଆହତ ହୋଇଛନ୍ତି। ଗତକାଲି ଅର୍ଥାତ୍‌ ବୁଧବାର ରାତିରେ ୬.୬ ମ୍ୟାଗ୍ନିଚ୍ୟୁଡର ଏକ ଭୂକମ୍ପ ଅନୁଭୂତ ହୋଇଥିଲା, କିନ୍ତୁ ସୁନାମି ହେବାର କୌଣସି ବିପଦ ନାହିଁ।...

‘ପ୍ରଧାନମନ୍ତ୍ରୀ ମୋଦିଙ୍କୁ ରୋକିବା କଷ୍ଟକର’

ଇସଲାମାବାଦ,୧୮।୪: କେବଳ ଭାରତରେ ନୁହେଁ ସମଗ୍ର ବିଶ୍ୱରେ ଭାରତର ଲୋକ ସଭା ନିର୍ବାଚନ ବିଷୟରେ ଆଲୋଚନା ହେଉଛି। ଦେଶରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ହେବା ପାଇଁ ଭାଜପା ଲାଗି ପ୍ରଚାର କରୁଥିବା ବେଳେ ବିରୋଧୀମାନେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri