ଅନ୍ତର୍ଜାତୀୟ

ଖାଦ୍ୟ ଲାଳସାକୁ ନିୟନ୍ତ୍ରଣକରେ ମସ୍ତିଷ୍କ କୋଷିକା

ଲୋଓ୍ବା: ମିଠା ଏବଂ ସ୍ବାଦଯୁକ୍ତ ଖାଦ୍ୟପ୍ରତି କେତେକଙ୍କର ଅଧିକ ଲାଳସା ରହିଥାଏ। ତେବେ ଏଭଳି ଲାଳସାକୁ ମସ୍ତିଷ୍କର ଏକ ପ୍ରକାର କୋଷିକା ନିୟନ୍ତ୍ରିତ କରିଥାଏ। ଏସମ୍ପର୍କରେ ଆମେରିକାର ଲୋଓ୍ବା ବିଶ୍ୱବିଦ୍ୟାଳୟର କାର୍ଭର ମେଡ଼ିସିନ୍‌ କଲେଜରେ ହୋଇଥିବା ଏକ ଗବେଷଣାରୁ ଜଣାଯାଇଛି।...

ଭାରତର ଜନସଂଖ୍ୟା କମିଯିବ ୨୬ କୋଟି

ଓ୍ବାଶିଂଟନ, ୧୬।୭: ଆଗାମୀ ୨୧୦୦ ବେଳକୁ ଭାରତର ଜନସଂଖ୍ୟା ୩୨ ପ୍ରତିଶତ କମିଯିବ। ଏନେଇ ଲାସେଣ୍ଟ୍‌ ପ୍ରତିକାରେ ଏକ ରିପୋର୍ଟ ପ୍ରକାଶ ପାଇଛି। ୨୦୪୮ ବେଳକୁ ଭାରତର ଜନସଂଖ୍ୟା ୧୬୦ କୋଟିରେ ପହଞ୍ଚିବାର ସମ୍ଭାବନା ରହିଛି। ତେବେ ପରବର୍ତ୍ତୀ ସମୟରେ...

ବିଲ୍‌ ଗେଟସ୍‌-ଜେଫ୍‌ ବେଜୋସ୍‌-ଏଲନ ମସ୍କ୍‌ଙ୍କ ଟୁଇଟର ଆକାଉଣ୍ଟ୍‌ ହ୍ୟାକ୍‌

ଓ୍ବାଶିଂଟନ, ୧୬।୭: ବିଲ୍‌ ଗେଟସ୍‌,ଜେଫ୍‌ ବେଜୋସ୍‌ ଏବଂ ଏଲନ ମସ୍କ୍‌ଙ୍କ ସମେତ ବହୁ ଶିଳ୍ପପତି ତଥା ରାଜନେତାଙ୍କ ଟୁଇଟର ଆକାଉଣ୍ଟ୍‌କୁ ହ୍ୟାକ୍‌ କରାଯାଇଛି। ଏହାକୁ କିଙ୍ଗ୍‌ ବିଟ୍‌କ୍ୱାଇନ୍‌ ସ୍କାମ୍‌ କୁହାଯାଉଛି। ଏସବୁ ପ୍ରତିଷ୍ଠିତ ବ୍ୟକ୍ତିଙ୍କ ଆକାଉଣ୍ଟ ହ୍ୟାକ୍‌ କରି ଏହା...

ଜବାବୀ କାର୍ଯ୍ୟାନୁଷ୍ଠାନ ନେବ ଚାଇନା

ବେଜିଂ,୧୬ା୭: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ଏହି ପଦକ୍ଷେପ ପରେ ବୁଧବାର ଚାଇନା ଜବାବୀ କାର୍ଯ୍ୟାନୁଷ୍ଠାନ ପାଇଁ ଧମକ ଦେଇଛି। ଚାଇନା ବହିର୍ବ୍ୟାପାର ମନ୍ତ୍ରଣାଳୟ ମୁଖପାତ୍ର ହୁଆ ଚୁନିଙ୍ଗ୍‌ କହିଛନ୍ତି, ଆମେରିକା ଏହାକୁ କାର୍ଯ୍ୟକାରୀ କରିବା ଅନୁଚିତ। ନିଜ ଭୁଲ୍‌କୁ...

ହଂକଂକୁ ସ୍ବତନ୍ତ୍ର ସୁବିଧା ବାତିଲ

ଓ୍ବାଶିଂଟନ,୧୬ା୭(ପି.ଟି.): ହଂକଂରେ ଚାଇନା ନୂଆ ଆଇନ ଲାଗୁ କରିବା ପରେ ଏବେ ଆମେରିକା ଏହି ସହରର ସ୍ବତନ୍ତ୍ର ମାନ୍ୟତାକୁ ଶେଷ କରିଦେଇଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ମଙ୍ଗଳବାର ହଂକଂ ସ୍ବାୟତ୍ତତା ଆଇନରେ ସ୍ବାକ୍ଷର କରିଛନ୍ତି। ଏହାସହ ହଂକଂକୁ ଆମେରିକାଠାରୁ...

ଚାଇନାରୁ ଆମେରିକାରେ ପହଞ୍ଚିଲା ଏହି ରୋଗ, ଚିନ୍ତାରେ ବୈଜ୍ଞାନିକ

ନ୍ୟୁୟର୍କ,୧୫।୭:ଚାଇନାରୁ ଆରମ୍ଭ ହୋଇଥିବା କରୋନା ଭାଇରସ୍‌ ସାରା ବିଶ୍ୱରେ କାୟା ବିସ୍ତାର କରିଛି। ଏବେ ଚାଇନାରୁ ଆଉ ଏକ ରୋଗ ଆମେରିକା ମୁହାଁ ହୋଇଛି। ଆମେରିକାର କୋଲୋରାଡୋ ଏକ ଗୁଣ୍ଡୁଚି ମୂଷା ବ୍ୟୁବୋନିକ୍‌ ପ୍ଲେଗ୍‌ ରୋଗରେ ସଂକ୍ରମିତ ହୋଇଥିବା ଜଣାପଡିଛି।...

ଖୁସି ଖବର: କରୋନା ଟୀକା ପ୍ରସ୍ତୁତିରେ ଆମେରିକାକୁ ସଫଳତା

ଓ୍ବାଶିଂଟନ, ୧୫।୭: ଆମେରିକାରୁ ଖୁସି ଖବର ମିଳିଛି। କରୋନା ସଂକ୍ରମଣ ରୋକିବା ପାଇଁ ଆମେରିକା ଟୀକା ପ୍ରସ୍ତୁତିରେ ସଫଳତା ହାସଲ କରିଛି। ଏହାର ପ୍ରୟୋଗ ମନୁଷ୍ୟଙ୍କଠାରେ କରାଗଲେ ଶରୀରର ରୋଗ ପ୍ରତିଷେଧକ ଶକ୍ତି ବୃଦ୍ଧି ପାଉଥିବା କୁହାଯାଉଛି। ଆମେରିକା ନ୍ୟାଶନାଲ...

ଭାରତରେ ଅପପୁଷ୍ଟି କମୁଛି

ଜାତିସଂଘ,୧୫ା୭: ଭାରତରେ ୧୦ ବର୍ଷ ମଧ୍ୟରେ ଅପପୁଷ୍ଟିରେ ପୀଡ଼ିତଙ୍କ ସଂଖ୍ୟା ୬ କୋଟି ହ୍ରାସ ପାଇଛି। ଅନ୍ୟପକ୍ଷରେ ବୟସ୍କଙ୍କଠାରେ ମେଦବହୁଳତା ବୃଦ୍ଧି ପାଉଥିବା ଜାତିସଂଘ ରିପୋର୍ଟରେ କୁହାଯାଇଛି। ଜାତିସଂଘ ପକ୍ଷରୁ ସୋମବାର ପ୍ରକାଶ ପାଇଥିବା ବିଶ୍ୱରେ ଖାଦ୍ୟ ନିରାପତ୍ତା ଓ...

ନିଜ ଯବାନଙ୍କ ଅନ୍ତିମ ସତ୍କାର କରୁନାହିଁ ଚାଇନା: ଲୋକମାନଙ୍କୁ ଦେଉଛି ଏଭଳି ଧମକ

ଚାଇନା ସରକାର ଗଲଓ୍ବାନ ଘାଟିରେ ପ୍ରାଣ ହରାଇଥିବା ନିଜ ଯବାନମାନଙ୍କ ଅନ୍ତିମ ସତ୍କାର କରିବାକୁ ମନା କରୁଛନ୍ତି। କେବଳ ଏତିକି ନୁହେଁ ଉକ୍ତ ଯବାନମାନଙ୍କ ପରିବାରଲୋକଙ୍କୁ ଏଭଳି କରିବାକୁ ମନା କରାଯିବା ସହ ତାଙ୍କ ସ୍ମୃତିରେ କୌଣସି ସମାରୋହ ଆୟୋଜନ...

ଓଲିଙ୍କ ବିବାଦୀୟ ମନ୍ତବ୍ୟ: ଶ୍ରୀରାମ ନେପାଳୀ

କାଠମାଣ୍ଡୁ, ୧୪।୭: ନେପାଳର ପ୍ରଧାନମନ୍ତ୍ରୀ କେପି ଶର୍ମା ଓଲିଙ୍କ ବିବାଦୀୟ ମନ୍ତବ୍ୟ ନେଇ ଚର୍ଚ୍ଚା ଜାରି ରହିଛି। ଚାଇନା ଏବଂ ପାକିସ୍ତାନର ସମର୍ଥକ ପାଲଟି ଥିବା ଓଲି ଏବେ ଭାରତୀୟଙ୍କୁ ଆଘାତ ଦେବାଭଳି କଥା କହିଛନ୍ତି। ଏଭଳି କରି ଓଲି...

ବିନା ମାସ୍କରେ ବିମାନ ଯାତ୍ରା କଲେ ଆମେରିକୀୟ ସାଂସଦ; ଫଟୋ ଭାଇରାଲ

ଓ୍ବାଶିଂଟନ,୧୪।୭: ଆମେରିକୀୟ ସିନେଟର ଟେଡ କ୍ରୁଜ ଏବେ ଚର୍ଚ୍ଚାରେ। ଏବେ ସାରା ବିଶ୍ୱରେ କରୋନା ମହାମାରୀ ଦ୍ରୁତ ବେଗରେ ବଢି ଚାଲିଥିବା ବେଳେ ସମସ୍ତଙ୍କୁ ମାସ୍କ ପିନ୍ଧିବା ଜରୁରୀ ବୋଲି କୁହାଯାଉଛି। ହେଲେ ନିକଟରେ ଆମେରିକୀୟ ସିନେଟର ଟେଡ କ୍ରୁଜ...

ଚାଇନାର ନାହିଁ ବିବେକ: ନିଜ ସୈନ୍ୟଙ୍କ ମୃତଦେହ ଚିହ୍ନିବାକୁ କଲା ମନା

ବେଜିଂ, ୧୪।୭: ଚାଇନାର ଯେ, ବିବେକ ନାହିଁ ତାହା ଏବେ ଜଣାପଡ଼ିଛି। ଗଲଓ୍ବାନ ଘାଟିରେ ଜୁନ୍‌ ୧୫ରେ ଭାରତ ଏବଂ ଚାଇନା ସୈନ୍ୟଙ୍କ ମଧ୍ୟରେ ହିଂସ୍ରକ ସଂଘର୍ଷ ଘଟିଥିଲା। ଏଥିରେ ୨୦ ଜଣ ଭାରତୀୟ ଯବାନ ଶହୀଦ୍‌ ହୋଇଥିଲେ। ତେବେ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri