ଅନ୍ତର୍ଜାତୀୟ

ପୃଥିବୀ ଆଡ଼କୁ ମାଡ଼ିଆସୁଛି ୧୦୧୭ ଫୁଟ ଲମ୍ବ ଉଲକାପିଣ୍ଡ

ଓ୍ବାଶିଂଟନ,୨୪।୬: ପୃଥିବୀରେ କରୋନା ଆତଙ୍କ ଦେଖାଦେଇଥିବାବେଳେ ଏବେ ମହାକାଶରୁ ବିରାଟକାୟ ଉଲକାପିଣ୍ଡ ୨୦୧୦-ଏନ୍‌ଓ୍ବାଇ-୬୫ ମାଡ଼ି ଆସୁଛି। ଜୁନ ୨୪ରେ ଏହା ପୃଥିବୀର ନିକଟ ଦେଇ ଗତି କରିବ ବୋଲି ନାସା ପକ୍ଷରୁ କୁହାଯାଇଛି। ଏହା ଘଣ୍ଟାପ୍ରତି ୪୬ ହଜାର ୫...

ଟ୍ରମ୍ପଙ୍କ ନୂଆ ଭିଜା କଟକଣା

ଓ୍ବାଶିଂଟନ, ୨୪ା୬: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମଙ୍ଗଳବାର ଏକ ନୂଆ ଭିଜା କଟକଣା ଲଗାଇଛନ୍ତି। ପ୍ରଚଳିତ ଏଚ୍‌-୧ବି ଭିଜା ସମେତ ଅନ୍ୟ ଭିଜାକୁ ସେ ଅସ୍ଥାୟୀ ଭାବେ ରଦ୍ଦ କରିଛନ୍ତି। ଫଳରେ ବିଦେଶରେ ରହୁଥିବା ଅନେକ ଲୋକ ଏହାଦ୍ୱାରା...

ମଧ୍ୟସ୍ଥତା ଲାଗି ମନାକଲା ରୁଷିଆ

ମସ୍କୋ,୨୪ା୬(ପି.ଟି.): ଗଲଓ୍ବାନ ଉପତ୍ୟକାରେ ଭାରତ-ଚାଇନା ସେନା ମଧ୍ୟରେ ରକ୍ତାକ୍ତ ସଂଘର୍ଷ ପରେ ଲାଗିରହିଥିବା ଉତ୍ତେଜନା ପରିପ୍ରେକ୍ଷୀରେ ମଧ୍ୟସ୍ଥତା କରିବାକୁ ରୁଷିଆ ମନାକରିଦେଇଛି। ଦୁଇଦେଶ ସେମାନଙ୍କ ବିବାଦର ସମାଧାନ ପାଇଁ ମସ୍କୋଠାରୁ କୌଣସି ପ୍ରକାର ସହାୟତା ଚାହୁଁ ନାହାନ୍ତି ବୋଲି ମଙ୍ଗଳବାର...

ଆକ୍ରମଣ ଲାଗି ଚାଇନା ଦେଇଥିଲା ନିର୍ଦ୍ଦେଶ

ଓ୍ବାଶିଂଟନ, ୨୪ା୬: ଗଲଓ୍ବାନ୍‌ ଉପତ୍ୟକାରେ ଭାରତ-ଚାଇନା ସେନା ମଧ୍ୟରେ ରକ୍ତାକ୍ତ ସଂଘର୍ଷ ପଛର କାରଣ ଏବେ ଜଣାପଡ଼ିଛି। ଚାଇନା ସେନାର ନେତୃତ୍ୱ ନେଉଥିବା ଜଣେ ବରିଷ୍ଠ ଜେନେରାଲ ଭାରତୀୟ ସେନା ଉପରେ ଆକ୍ରମଣ ଲାଗି ନିର୍ଦ୍ଦେଶ ଦେଇଥିଲେ ବୋଲି ଆମେରିକା...

ଦୋହଲିଲା ମେକ୍ସିକୋ: ୭.୪ ତୀବ୍ରତାର ଭୂକମ୍ପ, ସୁନାମୀ ଚେତାବନୀ

ମେକ୍ସିକୋ,୨୪।୬: ମେକ୍ସିକୋ ସିଟିରେ ୭.୪ ତୀବ୍ରତାର ଭୂକମ୍ପ ଅନୁଭୂତ ହୋଇଛି। ଏଥିରେ ୫ ଜଣଙ୍କ ମୃତ୍ୟୁ ହୋଇଥିବା ପ୍ରାଥମିକ ରିପୋର୍ଟରୁ ଜଣାପଡିଛି। ପାଖାପାଖି ୧୪୦ ଥର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ଭୂକମ୍ପରେ ଅନେକ ବଡ ବଡ କୋଠା ଭୁଶୁଡି...

କରୋନାରୁ ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ ରହିବ ଆଜୀବନ ଶାରୀରିକ ସମସ୍ୟା

ଇଂଲଣ୍ଡ,୨୩।୬: ସାରା ବିଶ୍ୱରେ କରୋନା ଭାଇରସ୍‌ ଆତଙ୍କ ଖେଳାଇ ଚାଇଛି। ଦିନକୁ ଦିନ ଆକ୍ରାନ୍ତ ଓ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି। ସେଥିମଧ୍ୟରୁ ମଧ୍ୟ କେତେକ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ କରୋନାରୁ ସୁସ୍ଥ ହୋଇ ଘରକୁ...

ପିପିଇ କିଟ୍‌ ଅଭାବରୁ କରୋନା ସଂକ୍ରମଣରେ ୪୨ ଡାକ୍ତର ମୃତ!

ଇସ୍‌ଲାମାବାଦ,୨୩।୬: କରୋନା ମହାମାରୀ ସାରା ବିଶ୍ୱରେ କାୟା ବିସ୍ତାର କରିଥିବା ବେଳେ ପାକିସ୍ତାନର ସ୍ଥିତି ମଧ୍ୟ ଉଦ୍‌ବେଗଜନକ ରହିଛି। ମିଳିଥିବା ଖବରରୁ ଜଣାପଡିଛି କି ପାକିସ୍ତାନରେ କରୋନାର ଆଗଧାଡିର ଯୋଦ୍ଧା ସାଜିଥିବା ସ୍ବାସ୍ଥ୍ୟକର୍ମୀ ଓ ଡାକ୍ତରଙ୍କୁ ମଧ୍ୟ ଏଥିରୁ ନିସ୍ତାର...

ଗାଈ ଆଣ୍ଟିବଡ଼ିରୁ କରୋନା ଔଷଧ

ଓ୍ବାଶିଂଟନ, ୨୩।୬: କରୋନା ସଂକ୍ରମଣ ନେଇ ପୃଥିବୀରେ ଆତଙ୍କ ଥମିବାର ନାଁ ଧରୁନି। ଏପରିସ୍ଥଳେ ଆମେରିକାର ଏକ କମ୍ପାନୀ ଗାଈ ଆଣ୍ଟିବଡ଼ିରୁ କରୋନା ଔଷଧ ପ୍ରସ୍ତୁତ କରିଥିବା ଦାବି କରିଛି। ଏହାର ପ୍ରୟୋଗ ମଣିଷଙ୍କ ଉପରେ ଆସନ୍ତା ମାସରୁ ଆରମ୍ଭ...

କରୋନା ପ୍ରଭାବ: ବିଦେଶୀଙ୍କୁ ହଜ୍‌ ଯାତ୍ରା ମନା

ଅବୁଧାବି, ୨୩।୬: ଚଳିତ ବର୍ଷ ବିଦେଶୀଙ୍କ ପାଇଁ ହଜ୍‌ ଯାତ୍ରାକୁ ସୌଦି ସରକାର ମନା କରିଛନ୍ତି। କରୋନା ସଂକ୍ରମଣକୁ ରୋକିବା ଲାଗି ଏଭଳି ପଦକ୍ଷେପ ଗ୍ରହଣ କରାଯାଇଥିବା କୁହାଯାଉଛି। ଏନେଇ ସୌଦି ହଜ୍‌ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। ତେବେ...

ସୀମାରେ ବାଲିଷ୍ଟିକ୍‌ ମିଶାଇଲ ମୁତୟନ କଲା ଜାପାନ

ଟୋକିଓ, ୨୩ା୬(ଆଇଏଏନ୍‌ଏସ୍‌): ଚାଇନା ଓ ଜାପାନ ମଧ୍ୟରେ ସେନ୍‌କାକୁସ ଦ୍ୱୀପପୁଞ୍ଜକୁ ନେଇ ବିବାଦ ଦେଖାଦେଇଛି। ଯଦିଓ ଏହି ଅଞ୍ଚଳ ୧୯୭୨ରୁ ଜାପାନ ପ୍ରଶାସନ ଅଧୀନରେ ରହିଆସିଛି, ତେବେ ଏହାର ଆଇନଗତ ସ୍ଥିତି ଚାଇନା ସହ ବିବାଦୀୟ ହୋଇ ରହିଛି। ଚାଇନା...

ପୁଟିନ୍‌ଙ୍କ ମାଷ୍ଟର ପ୍ଲାନ୍‌: ୨୦୩୬ ପର୍ଯ୍ୟନ୍ତ ରାଷ୍ଟ୍ରପତି ପଦରେ ରହିବା ପାଇଁ ଯୋଜନା

ମସ୍କୋ,୨୨।୬: ରୁଷ୍‌ ରାଷ୍ଟ୍ରପତି ବ୍ଲାଡ଼ିମୀର ପୁଟିନ୍‌ ୨୦୩୬ ପର୍ଯ୍ୟନ୍ତ ରାଷ୍ଟ୍ରପତି ପଦରେ ରହିବା ପାଇଁ ମାଷ୍ଟର ପ୍ଲାନ୍‌ କରିଛନ୍ତି। ତାଙ୍କର କାର୍ଯ୍ୟକାଳ ବୃଦ୍ଧି ଲାଗି ସମ୍ବିଧାନ ସଂଶୋଧନର ଆବଶ୍ୟକତା ରହିଛି। ସରକାରଙ୍କ ଏହି ପ୍ରସ୍ତାବ ଉପରେ ଦେଶବ୍ୟାପୀ ଜନସାଧାରଣ ଜୁନ୍‌...

କରୋନା ସଂକ୍ରମଣ କ୍ଷେତ୍ରରେ ଆଗକୁ ବଢୁଛି ଭାରତ: ବିଶ୍ୱରେ ୯୦ ଲକ୍ଷ ଅତିକ୍ରମ କଲା ସଂକ୍ରମିତଙ୍କ ସଂଖ୍ୟା

ଓ୍ବାଶିଂଟନ,୨୨।୬: ଆମେରିକା, ବ୍ରାଜିଲ, ଭାରତ, ରୁଷିଆ ଓ ପାକିସ୍ତାନ କରୋନା ସଂକ୍ରମଣ କ୍ଷେତ୍ରରେ ଆଗୁ ବଢିବାରେ ଲାଗିଛନ୍ତି। ରବିବାର ସାରା ବିଶ୍ୱରେ ୧ଲକ୍ଷ ୩୦ ହଜାର ନୂଆ ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ପରେ ଏବେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୯୦...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri