ଅନ୍ତର୍ଜାତୀୟ

ପଦ ଛାଡିବେ ସିଙ୍ଗାପୁର ପ୍ରଧାନମନ୍ତ୍ରୀ

ସିଙ୍ଗାପୁର,୧୫।୪: ସିଙ୍ଗାପୁର ପ୍ରଧାନମନ୍ତ୍ରୀ ଲି ସିନ ଲୁଙ୍ଗ ସୋମବାର କହିଛନ୍ତି ଯେ ସେ ଆସନ୍ତା ୧୫ମେ’ ରେ ନିଜ ପଦରୁ ଇସ୍ତଫା ଦେବେ। ପରବର୍ତ୍ତୀ ପ୍ରଧାନମନ୍ତ୍ରୀ ଭାବରେ ଲରେନ୍ସ ୱଙ୍ଗ ନିଯୁକ୍ତ ହେବେ। ସେ ବର୍ତ୍ତମାନ ଦେଶର ଉପପ୍ରଧାନମନ୍ତ୍ରୀ ଅଟନ୍ତି।...

ଓମାନରେ ପ୍ରଳୟଙ୍କରୀ ବନ୍ୟା, ଏବେ ପର୍ଯ୍ୟନ୍ତ ୧୩ ମୃତ

ମସ୍କଟ,୧୫।୪: ପ୍ରକୃତି ବର୍ତ୍ତମାନ ମଧ୍ୟ ପୂର୍ବର ଓମାନ ସହରରେ ତାଣ୍ଡବ ସୃଷ୍ଟି କରୁଛି। ସୋମବାର ପ୍ରବଳ ବର୍ଷା ଯୋଗୁଁ ସେଠାରେ ୧୩ ଜଣଙ୍କର ମୃତ୍ୟୁ ହେଲାଣି। ୟୁଏଇ ସ୍ଥିତ ଖାଲିଜ ଟାଇମ୍ସ ଅନୁଯାୟୀ ଓମାନର ସିଭିଲ ଡିଫେନ୍ସ ଏବଂ ଆମ୍ବୁଲାନ୍ସ...

ଏହି ୫ ସୁରକ୍ଷା କବଚ ସହାୟତାରେ ଇରାନକୁ ପାଣି ପିଆଇଲା ଇସ୍ରାଏଲ

ଜେରୁଜେଲମ୍‌,୧୫ା୪:୬ ମାସ ଧରି ଲାଗି ରହିଥିବା ହମାସ୍‌ ବିରୋଧୀ ଯୁଦ୍ଧ ବେଳେ ଇସ୍ରାଏଲ୍‌ର ଏୟାର ଡିଫେନ୍ସ ସିଷ୍ଟମ୍‌ ରକେଟ, ଡ୍ରୋନ୍‌ ଓ ମିଶାଇଲ୍‌ ଆକ୍ରମଣକୁ ପ୍ରତିହତ କରିବା ପାଇଁ କାର୍ଯ୍ୟରତ ଥିବାବେଳେ ୩୦୦ରୁ ଊର୍ଦ୍ଧ୍ୱ ଇରାନୀୟ ଡ୍ରୋନ୍‌ ଓ ଦୂରଗାମୀ...

ଇସ୍ରାଏଲ-ଇରାନ ବିବାଦ ମଧ୍ୟରେ ଆନନ୍ଦ ମହିନ୍ଦ୍ରାଙ୍କୁ ପସନ୍ଦ ଆସିଗଲା ଏହି ଗୋଟିଏ ଜିନିଷ: କହିଲେ, ଭାରତକୁ ବି ଏହା ଆବଶ୍ୟକ

ନୂଆଦିଲ୍ଲୀ,୧୫।୪: ଅନେକ ଦିନ ପରେ ନୀରବ ରହିବା ପରେ ଶେଷରେ ଇସ୍ରାଏଲ ଏବଂ ଇରାନ ମଧ୍ୟରେ ବିବାଦ ଆରମ୍ଭ ହୋଇଛି। ଏହି ବିବାଦ ଉପରେ ସମଗ୍ର ବିଶ୍ୱର ନଜର ରହିଛି। ଏହି ସମୟ ମଧ୍ୟରେ ମହିନ୍ଦ୍ରା ଗ୍ରୁପର ଚେୟାରମ୍ୟାନ ଆନନ୍ଦ...

ଇରାନ ଆକ୍ରମଣ ପରେ ଆକ୍ସନ ମୋଡରେ ଆମେରିକା

ଓ୍ବାଶିଂଟନ,୧୫।୪: ଇସ୍ରାଏଲ ଉପରେ ଇରାନର ଆକ୍ରମଣ ପରେ ଆମେରିକା ପରିସ୍ଥିତି ଉପରେ କଡା ନଜର ରଖିଛି। ପଶ୍ଚିମ ଏସିଆରେ ବଢୁଥିବା ଉତ୍ତେଜନା ମଧ୍ୟରେ ଆମେରିକାର ବୈଦେଶିକ ସଚିବ ଆଣ୍ଟୋନି ବ୍ଲିଙ୍କେନ ତୁର୍କୀ ବୈଦେଶିକ ମନ୍ତ୍ରୀ ହକନ ଫିଦାନଙ୍କ ସହ କଥା...

ଆମ ପାଖରେ ଆଉ କୌଣସି ବାଟ ନ ଥିଲା; ସଫେଇ ଦେଲା ଇରାନ

ତେହରାନ,୧୫।୪: ଇସ୍ରାଏଲ ଉପରେ ଇରାନର ଆକ୍ରମଣ ପରେ ମିଳିତ ଜାତିସଂଘ ସୁରକ୍ଷା ପରିଷଦର ଏକ ଜରୁରୀ ବୈଠକ ଡକାଯାଇଥିଲା। ଏହି ବୈଠକରେ ଇରାନର କୂଟନୀତିଜ୍ଞମାନେ ମଧ୍ୟ ଯୋଗ ଦେଇଥିଲେ। ଏହି ବୈଠକରେ ଇରାନର କୂଟନୀତିଜ୍ଞ ଇସ୍ରାଏଲ ଉପରେ ହୋଇଥିବା ଆକ୍ରମଣକୁ...

ସଠିକ୍ ସମୟରେ ମିଳିବ ଆକ୍ରମଣର ଜବାବ, ଇରାନ ଆକ୍ରମଣ ପରେ ଇସ୍ରାଏଲ ମନ୍ତ୍ରୀଙ୍କ ପ୍ରତିଜ୍ଞା

ମୁମ୍ବାଇ,୧୫ା୪: ଇସ୍ରାଏଲର ମନ୍ତ୍ରୀ ବେନି ଗାଣ୍ଟଜ ରବିବାର ଶପଥ ନେଇଛନ୍ତି ଯେ ସମୟ ଆସିଲେ ଇରାନ କରିଥିବା କ୍ଷେପଣାସ୍ତ୍ର ଏବଂ ଡ୍ରୋନ୍ ଆକ୍ରମଣର ଜବାବରେ ଦେବ। ଇରାନ ଆକ୍ରମଣ ଉପରେ ଦେଶର ପ୍ରତିକ୍ରିୟା ବିଷୟରେ ଆଲୋଚନା କରିବା ପାଇଁ ଇସ୍ରାଏଲ...

ଘନେଇଲା ଯୁଦ୍ଧ ସଙ୍କଟ:ବଢ଼ିବ ଅତ୍ୟାବଶ୍ୟକ ସାମଗ୍ରୀ ଦରଦାମ୍‌

ତେଲ୍‌ ଆଭିଭ୍‌/ତେହରାନ୍‌/ଓ୍ବାଶିଂଟନ୍‌,୧୪ା୪:୨୦୨୨ ଫେବୃଆରୀ ୨୪ରୁ ରୁଷିଆ-ୟୁକ୍ରେନ୍‌ ଏବଂ ୨୦୨୩ ଅକ୍ଟୋବର ୭ରୁ ଇସ୍ରାଏଲ୍‌-ହମାସ୍‌ ଯୁଦ୍ଧ ଲାଗି ରହିଥିବାବେଳେ ସାରା ବିଶ୍ୱର ମୁଣ୍ଡବ୍ୟଥା ବଢ଼ାଇବା ଭଳି ଆଉ ଏକ ବଡ଼ ସଂଘର୍ଷର ସୂତ୍ରପାତ ହୋଇଛି। ଡାମସ୍କସ୍‌ରେ ଥିବା ନିଜ ଦୂତାବାସ ଉପରେ...

ମାଳଦ୍ୱୀପ ଛାଡ଼ିଲେ ଦ୍ୱିତୀୟ ବ୍ୟାଚ୍‌ ଭାରତୀୟ ସୈନ୍ୟ

ମାଲେ,୧୪ା୪:ମାଳଦ୍ୱୀପ ରାଷ୍ଟ୍ରପତି ମୋହମ୍ମଦ ମୁଇଜୁଙ୍କ ଦାବି କ୍ରମେ ସେଠାରେ ଥିବା ଭାରତୀୟ ସୈନ୍ୟଙ୍କର ଦ୍ୱିତୀୟ ବ୍ୟାଚ୍‌ ରବିବାର ଉକ୍ତ ଦ୍ୱୀପଦେଶ ଛାଡ଼ିଛନ୍ତି। ମାଳଦ୍ୱୀପ ଜନସାଧାରଣଙ୍କ ସେବାରେ ନିୟୋଜନ ପାଇଁ ଭାରତ ଦେଇଥିବା ହେଲିକପ୍ଟରକୁ ଏହି ସୈନ୍ୟମାନେ ପରିଚାଳନା କରୁଥିଲେ। ମାଲେରେ...

ରୁଷିଆରେ ବନ୍ୟା, ସୁରକ୍ଷିତ ସ୍ଥାନକୁ ଲୋକେ ସ୍ଥାନାନ୍ତର

ମସ୍କୋ,୧୪।୪: ରୁଷିର କୁର୍ଗାନ ଅଞ୍ଚଳରେ ବନ୍ୟା ପରିସ୍ଥିତି ବେଳକୁ ବେଳ ଭୟଙ୍କର ହେବାରେ ଲାଗିଛି। ପରିସ୍ଥିତି ବିଗିଡିବା ପୂର୍ବରୁ ବନ୍ୟା ପ୍ରଭାବିତ ଅଞ୍ଚଳରୁ ବାହାରକୁ ଆସିବାକୁ ରାଜ୍ୟପାଳ ଲୋକମାନଙ୍କୁ ନିବେଦନ କରିଛନ୍ତି। ରାଜ୍ୟପାଳ ଭାଡିମ ଶୁମକୋଭ ଟେଲିଗ୍ରାମରେ ଲେଖିଛନ୍ତି ଯେ...

ଉପହାର ସ୍ବରୂପ ନେପାଳକୁ ଭାରତ ଦେଲା ୩୫ ଆମ୍ବୁଲାନ୍ସ, ୬୬ ସ୍କୁଲ ବସ

କାଠମାଣ୍ଡୁ,୧୪।୪: କାଠମାଣ୍ଡୁରେ ଥିବା ଭାରତର ଦୂତାବାସ ନେପାଳର ବିଭିନ୍ନ ଜିଲାରେ ସ୍ବାସ୍ଥ୍ୟ ଏବଂ ଶିକ୍ଷା କ୍ଷେତ୍ରରେ କାର୍ଯ୍ୟ କରୁଥିବା ବିଭିନ୍ନ ସଂଗଠନକୁ ୩୫ ଟି ଆମ୍ବୁଲାନ୍ସ ଏବଂ ୬୬ ଟି ସ୍କୁଲ ବସ ଉପହାର ଦେଇଛନ୍ତି। ନେପାଳରେ ଭାରତର ରାଷ୍ଟ୍ରଦୂତ...

ଅପସରା ଅବତାରରେ ନଜର ଆସିଲେ କାମ୍ବୋଡିଆରେ ଥିବା ଭାରତର ରାଷ୍ଟ୍ରଦୂତ ଦେବଯାନି

କାମ୍ବୋଡିଆ,୧୪।୪: କାମ୍ବୋଡିଆରେ ଭାରତର ରାଷ୍ଟ୍ରଦୂତ ଥିବା ଦେବଯାନି ଖୋବ୍ରାଗଡେ ତାଙ୍କ ନୂଆ ଲୁକ ପାଇଁ ଏବେ ଚର୍ଚ୍ଚାରେ ଅଛନ୍ତି। କାମ୍ବୋଡିଆରେ ଥିବା ଭାରତୀୟ ଦୂତାବାସ ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସରେ ଦେବଯାନିଙ୍କ ଫଟୋ ଶେୟାର କରିଛି। ଏହି ଫଟୋଗୁଡ଼ିକରେ ସେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri