ଅନ୍ତର୍ଜାତୀୟ

ଏହି ଦେଶରେ ଛୁରୀରେ ହୋଇଥାଏ ମସାଜ: ଜାଣନ୍ତୁ କ’ଣ ରହିଛି ୨ହଜାର ବର୍ଷ ତଳର ଏହାର ଇତିହାସ

ତାଇପେଇ,୨୨।୬: ଫଳ, ପନିପରିବା ଓ ମାଂସ କାଟିବାରେ ଛୁରୀକୁ ବ୍ୟବହାର କରାଯାଇଥାଏ। କିନ୍ତୁ କେବେ ଶୁଣିଛନ୍ତି କି, ଛୁରୀରେ ମସାଜ କରାଯିବା କଥା। ଶୁଣିବାରେ ଏହା ଆଶ୍ଚର୍ଯ୍ୟ ଲାଗୁଥିବ, ହେଲେ କଥାଟି ସତ। ଏଭଳି ଘଟଣା ଦେଖିବାକୁ ମିଳିଛି ପୂର୍ବ...

ଲକ୍‌ଡାଉନ ଖୋଲିବା ପରେ ପୁଣି ଫେରିଲା କରୋନା: ଚାଇନାରେ ୧୮ ନୂଆ ସଂକ୍ରମିତ ଚିହ୍ନଟ

ବେଜିଂ,୨୨।୬: କରୋନା ମହାମାରୀ ସାରା ବିଶ୍ୱରେ ତା’ର ଉପସ୍ଥିତି ଜାହିର କରି ସାରିଥିବା ବେଳେ କିଛି ଦେଶରେ ଏହା ସାଂଘାତିକ ସ୍ଥିତି ସୃଷ୍ଟି କରିଛି। ଗତ ଡିସେମ୍ବରରୁ ପ୍ରଥମ କରି ଚାଇନାରେ ଦେଖାଦେଇଥିବା ଏହି ଭାଇରସ ଧୀରେ ଧୀରେ ସାରା...

ଭାରତ ‘ବିଶ୍ୱର ଫାର୍ମାସୀ’ ଭୂମିକା ନେଇଛି: ଏସ୍‌ସିଓ

ବେଜିଂ,୨୨ା୬(ପି.ଟି.): ମେଡିସିନ କ୍ଷେତ୍ରରେ ଗଭୀର ଜ୍ଞାନକୌଶଳ, ଅଭିଜ୍ଞତା ଯୋଗୁ ଭାରତ କରୋନା ମହାମାରୀ ସମୟରେ ‘ବିଶ୍ୱର ଫାର୍ମାସୀ’ ଭୂମିକା ଗ୍ରହଣ କରିଛି ବୋଲି ସାଂଘାଇ ସହଯୋଗ ସଂଗଠନ(ଏସ୍‌ସିଓ) ମହାସଚିବ ଭ୍ଲାଦିମିର ନୋରୋଭ କହିଛନ୍ତି। ଭାରତ ନିଜ ଦେଶର କରୋନା ସଂକ୍ରମଣକୁ...

୪ ଜଣରେ ଜଣେ ଭୋକିଲା

ନ୍ୟୁୟର୍କ,୨୨ା୬(ଆଇଏଏନ୍‌ଏସ୍‌): କରୋନା ଭୂତାଣୁର ମୁକାବିଲା ପାଇଁ ବ୍ରିଟେନ ଦୀର୍ଘଦିନ ଲକ୍‌ଡାଉନରେ ରହିବା ପରେ ଏବେ ସେଠାରେ ଉତ୍କଟ ଖାଦ୍ୟାଭାବ ଦେଖାଦେଇଛି। ସେଠାରେ ପ୍ରତି ୪ ଜଣରେ ଜଣେ ବୟସ୍କ ବ୍ୟକ୍ତି କ୍ଷୁଧାରେ ରହିବା ସହ ଅପପୁଷ୍ଟିର ସମ୍ମୁଖୀନ ହୋଇଥିବା ଏକ...

ଭାରତ-ଚାଇନା ସୀମା ବିବାଦ: ଟ୍ରମ୍ପ୍‌ ସାଜିବେ କି ମଧ୍ୟସ୍ଥି !

ଓ୍ବାଶିଂଟନ, ୨୧।୬: ଭାରତ ଚାଇନା ମଧ୍ୟରେ ସୀମା ବିବାଦ ବଢ଼ିବାରେ ଲାଗିଛି। ଏପରିସ୍ଥଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଦୁଇ ଦେଶ ମଧ୍ୟରେ ମଧ୍ୟସ୍ଥି ସାଜିବା ପାଇଁ ପ୍ରସ୍ତୁତ ହୋଇ ରହିଥିବା କୁହାଯାଉଛି। ସେ କହିଛନ୍ତି ଯେ, ଭାରତ ଚାଇନା...

ଆମେରିକା ନ୍ୟାଶନାଲ ସାଇନ୍ସ ଫାଉଣ୍ଡେଶନ ମୁଖ୍ୟ ହେଲେ ଭାରତୀୟ

ଓ୍ବାଶିଂଟନ,୨୧ା୬(ପି.ଟି.): ଖ୍ୟାତନାମା ଭାରତୀୟ-ଆମେରିକୀୟ ବୈଜ୍ଞାନିକ ସେଥୁରମନ ପଞ୍ଚନାଥନ୍‌ ଆମେରିକାର ଶୀର୍ଷ ବିଜ୍ଞାନ ଗବେଷଣା ସହାୟକ ସଂସ୍ଥା ନ୍ୟାଶନାଲ ସାଇନ୍ସ ଫାଉଣ୍ଡେଶନର ନିର୍ଦ୍ଦେଶକ ନିଯୁକ୍ତ ହୋଇଛନ୍ତି। ଏହି ଫାଉଣ୍ଡେଶନର ବାର୍ଷିକ ବଜେଟ ୭.୪ ବିଲିୟନ ଡଲାର। ଆମେରିକା ସିନେଟ ତାଙ୍କ ନିଯୁକ୍ତିକୁ...

ଚାଇନାର ଚେତାବନୀ: ୨୦ ବର୍ଷ ପର୍ଯ୍ୟନ୍ତ ସକ୍ରିୟ ରହିବ କରୋନା ଭୂତାଣୁ

ବେଜିଂ, ୨୦।୬: କରୋନା ସଂକ୍ରମଣ ନେଇ ପୃଥିବୀରେ ଅଚଳାବସ୍ଥା ଦେଖାଦେଇଛି। ଏପରିସ୍ଥଳେ ଚାଇନାର ମହାମାରୀ ବିଶେଷଜ୍ଞ ଲି ଲାନଜୁଆନ୍‌ ଚେତାବନୀ ଦେଇଛନ୍ତି ଯେ, ମାଇନସ୍‌ ୨୦ ଡିଗ୍ରୀ ତାପମାତ୍ରା ମଧ୍ୟରେ କରୋନା ଭୂତାଣୁ ୨୦ ବର୍ଷ ପର୍ଯ୍ୟନ୍ତ ସକ୍ରିୟ ରହିପାରିବ।...

ଗୋଲାପି ଆଖି ହୋଇପାରେ କରୋନା ଭାଇରସର ପ୍ରାରମ୍ଭିକ ଲକ୍ଷଣ

ଟରଣ୍ଟୋ,୨୦।୬: କରୋନା ମହାମାରୀ ଏବେ ସାରା ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟି ଯାଇଥିବା ବେଳେ ଏହି ସଂକ୍ରମଣର ନୂଆ ନୂଆ ଲକ୍ଷଣ ସାମ୍ନାକୁ ଆସିବାରେ ଲାଗିଛି। ଥଣ୍ଡା, ସର୍ଦ୍ଦି, ଜ୍ୱର, ଗଳା ଦରଜ ଏହାର ପ୍ରଥମ ଲକ୍ଷଣ ହୋଇଥିବା...

ଗ୍ରାଜୁଏଟ ହେଲେ ନୋବେଲ ବିଜୟିନୀ ମଲାଲା

ଇସ୍‌ଲାମାବାଦ,୨୦।୬: ପାକିସ୍ତାନର ସାମାଜିକ କର୍ମୀ ତଥା ନୋବେଲ ଶାନ୍ତି ପୁରସ୍କାର ବିଜୟିନୀ ମଲାଲା ୟୁଶୁଫଜଇ ଅକ୍ସଫୋର୍ଡ ବିଶ୍ୱ ବିଦ୍ୟାଳୟରୁ ଗ୍ରାଜୁଏଟ ଡିଗ୍ରୀ ହାସଲ କରିଛନ୍ତି। ସେ ଦର୍ଶନଶାସ୍ତ୍ର, ରାଜନୀତି ଓ ଅର୍ଥଶାସ୍ତ୍ରରେ ଗ୍ରାଜୁଏଟ ଡିଗ୍ରୀ ହାସଲ କରିଥିବା ଟୁଇଟ କରି...

କରୋନା ଭାଙ୍ଗିଲା ରେକର୍ଡ: ଗୋଟିଏ ଦିନରେ ୫୪ ହଜାର ନୂଆ ଆକ୍ରାନ୍ତ ଚିହ୍ନଟ

ବ୍ରାସିଲିଆ, ୨୦।୬: କରୋନା ମହାମାରୀ ଯୋଗୁ ପୃଥିବୀର ବିଭିନ୍ନ ଦେଶରେ ଆତଙ୍କ ଦେଖାଦେଇଛି। ବ୍ରାଜିଲ୍‌ରେ କରୋନା ଆକ୍ରାନ୍ତଙ୍କ ଚିହ୍ନଟ ସଂଖ୍ୟା ରେକର୍ଡ ଭାଙ୍ଗିଛି। ଗୋଟିଏ ଦିନରେ ଏଠାରେ ୫୪ ହଜାର ୭୭୧ ଜଣ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ଏହି ସମୟ...

ଖୁସି ଖବର: ଆମେରିକାରେ କମିଲା କରୋନା ମୃତ୍ୟୁ ସଂଖ୍ୟା

ଓ୍ବାଶିଂଟନ,୧୯।୬: କରୋନା ସଂକ୍ରମଣ କ୍ଷେତ୍ରରେ ବ୍ରାଜିଲ, ଆମେରିକା ଓ ଭାରତର ସ୍ଥିତି ଉଦ୍‌ବେଗଜନକ ରହିଛି। ପ୍ରତିଦିନ ସଂକ୍ରମିତଙ୍କ ତାଲିକାରେ ଭାରତ ୩ ନମ୍ବରରେ ଥିବା ବେଳେ ପାକିସ୍ତାନ ବି ଏଥିରେ ସାମିଲ ହୋଇସାରିଛି। ଗୁରୁବାର ସାରା ବିଶ୍ୱରେ ୧ଲକ୍ଷ ୪୦...

୨୯ବର୍ଷ ପରେ ଏହି ଦେଶରେ ଦେଖିବାକୁ ମିଳିଲା ବିରଳ ଧଳା ହ୍ବେଲ

କାନବେରା,୧୯।୬: ଦକ୍ଷିଣ ଅଷ୍ଟ୍ରେଲିଆର ଏକ ସମୁଦ୍ରରେ ୨୯ବର୍ଷ ପରେ ଏକ ବିରଳ ଧଳା ହମ୍ପବେକ ହ୍ବେଲ ଦେଖିବାକୁ ମିଳିଛି। ଏହା ପୂର୍ବରୁ ୧୯୯୧ରେ ଏହି ହ୍ବେଲକୁ ଏଠାରେ ଦେଖିବାକୁ ମିଳିଥିଲା। ପୁଣିଥରେ ଏହି ଅଞ୍ଚଳରେ ବିରଳ ଧଳା ହମ୍ପବେକ ହ୍ବେଲ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri