ଅନ୍ତର୍ଜାତୀୟ

ତଳେ ମୁଁହ ମାଡ଼ି ଶୋଇଥିବା ପିଲାଙ୍କ ଉପରେ ଚାଲିଲେ ଚାଇନା ରାଷ୍ଟ୍ରଦୂତ: ଅମାନବୀୟ ବୋଲି କହିଲା ଆମେରିକା

ବେଜିଂ, ୨୨।୮: ଚାଇନା ରାଷ୍ଟ୍ରଦୂତଙ୍କ ଏକ ଫଟୋ ଏବେ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ଏଥିରେ ରାଷ୍ଟ୍ରଦୂତ ତଳେ ମୁଁହ ମାଡ଼ି ଶୋଇଥିବା ଛୋଟ ପିଲାଙ୍କ ଉପରେ ଚାଲିଛନ୍ତି। ରେଡ୍‌ କାର୍ପେଟ୍‌ ବଦଳରେ ଛୋଟ ପିଲାଙ୍କ ଉପରେ ରାଷ୍ଟ୍ରଦୂତ...

କରୋନାର ନୂଆ ଔଷଧ: ନାକରେ ଲଗାଇଲେ ମରିଯିବ ଭାଇରସ!

ଓ୍ବାଶିଂଟନ,୨୨।୮: କରୋନା ଭାଇରସ ସଂକ୍ରମଣରେ ପ୍ରତିଦିନ ହଜାର ହଜାର ଲୋକଙ୍କ ଜୀବନ ଯାଉଥିବା ବେଳେ ଏବେ କରୋନା ସଂକ୍ରମଣକୁ ନେଇ ଆମେରିକାର ସ୍ଥିତି ସବୁଠାରୁ ଖରାପ ରହିଛି। ଏଠାରେ ଲକ୍ଷାଧିକ ଲୋକ କରୋନା କବଳରେ ପଡି ଛଟପଟ ହେଉଛନ୍ତି। ସାରା...

କରୋନା ପରେ ଏବେ ଆମେରିକା ଉପରେ ମାଡି ଆସୁଛି ଆଉ ଏକ ବିପଦ!

ଓ୍ବାଶିଂଟନ,୨୨।୮: ଆମେରିକାର ଫ୍ଲୋରିଡା ଉପକୂଳ ଓ ଗଲ୍ଫ କୋଷ୍ଟରେ ସୋମବାର କିମ୍ବା ମଙ୍ଗଳବାର ସୁଦ୍ଧା ବାତ୍ୟା(ଲଉରା) ସ୍ଥଳଭାଗ ଛୁଇଁବାର ଅନୁମାନ କରିଛି ପାଣିପାଗ ବିଭାଗ। ଏବେ ଏହି ସାଇକ୍ଲୋନିକ ଷ୍ଟର୍ମ ପୂର୍ବ କୈରେବିୟାରେ ଥିବା ବେଳେ ଏହା ବ୍ୟତୀତ ଆଉ...

ଦୁଇ ବର୍ଷ ମଧ୍ୟରେ ଶେଷ ହୋଇଯିବ କରୋନା ଭାଇରସ: ଡବ୍ଲୁଏଚ୍‌ଓ !

ଜେନେଭା,୨୨।୮: ଏବେ କରୋନାକୁ ହରାଇବା ପାଇଁ ସବୁ ବିକାଶଶୀଳ ଦେଶ ଏହାର ଭ୍ୟାକ୍ସିନ ବା ଟିକା ଉପରେ ଗୁରୁତ୍ୱ ଦେଉଛନ୍ତି। ଏପଟେ କିନ୍ତୁ ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ(ଡବ୍ଲୁଏଚ୍‌ଓ) ମୁଖ୍ୟ ଟେଡ୍ରସ୍‌ ଅଧାନମ ଘେବ୍ରିୟେସସ କହିଛନ୍ତି ମାତ୍ର ଦୁଇ ବର୍ଷ ମଧ୍ୟରେ...

ଅଢ଼େଇ କୋଟିରେ ନିଲାମ ହେଲା ଚଷମା…

ଲଣ୍ଡନ, ୨୨।୮: ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଚଷମା ନିଲାମ କରାଯାଇଛି। ଏହା ୨ କୋଟି ୫୫ ଲକ୍ଷ ଟଙ୍କାରେ ନିଲାମ କରାଯାଇଛି। ଏହାକୁ ଆମେରିକାର ଜଣେ କଲେକ୍ଟର କିଣିଛନ୍ତି। ଏନେଇ ଇଷ୍ଟ ବିଷ୍ଟଲ ନିଲାମ ହାଉସ୍‌ ପକ୍ଷରୁ ସୂଚନା...

ଅନ୍ଧାରରେ ରଖିଛନ୍ତି ଟ୍ରମ୍ପ୍‌

ଓ୍ବାଶିଂଟନ,୨୨ା୮: ଡେମୋକ୍ରାଟିକ୍‌ ପାର୍ଟି ପ୍ରାର୍ଥୀ ଜୋ ବିଡେନ୍‌ ଓ ଉପରାଷ୍ଟ୍ରପତି ପ୍ରାର୍ଥୀ କାଲିଫର୍ନିଆ ସିନେଟର କମଲା ହାରିସ୍‌ ନିଜ ନିଜ ପ୍ରାର୍ଥତ୍ତ୍ୱକୁ ଗ୍ରହଣ କରିଛନ୍ତି। ଡେମୋକ୍ରାଟିକ୍‌ ନ୍ୟାଶନାଲ କନ୍‌ଭେନଶନ (ଡିଏନ୍‌ସି)ର ଚତୁର୍ଥ ଦିନରେ ବିଡେନ୍‌ ତାଙ୍କ ରନିଂ ମେଟ୍‌ ହାରିସ୍‌ଙ୍କୁ...

ଜିନିଷ କିଣିବାର ୨୪ ଘଣ୍ଟା ମଧ୍ୟରେ କରୋନା ପଜିଟିଭ ଜଣାପଡ଼ିଲେ ୫୦ ହଜାର ଟଙ୍କାର କ୍ୟାଶବ୍ୟାକ୍‌: ଏଭଳି ଅଫର ଦେଇ ଦୋକାନ ସିଲ୍‌

ବ୍ୟବସାୟୀମାନେ ନିଜର ଲାଭ ପାଇଁ କିଛି ବି କରିପାରନ୍ତି। କରୋନା ସମୟରେ କେରଳର ଜଣେ ଦୋକାନୀ ନିଜ ବ୍ୟବସାୟ ପାଇଁ ଏକ ଅଦ୍ଭୁତ ଅଭିନବ ଅଫର୍‌ ଦେଇଛନ୍ତି। ଅଫର୍‌ର ବିଜ୍ଞାପନ ଅନୁଯାୟୀ, ତାଙ୍କ ଦୋକାନରୁ ଜିନିଷ ନେବାର ୨୪ ଘଣ୍ଟା...

ଖୁସି ଖବର: ବେଜିଂ ହେଲା ମାସ୍କ ଫ୍ରି

ବେଜିଂ,୨୧।୮: ଚାଇନାରୁ ଆରମ୍ଭ ହୋଇଥିବା କରୋନା ମହାମାରୀ ଏବେ ସାରା ବିଶ୍ୱକୁ ଅସ୍ତବ୍ୟସ୍ତ କରି ସାରିଲାଣି। ଏବେ କିନ୍ତୁ ଚାଇନା ଏଥିରୁ ସାମାନ୍ୟ ଆଶ୍ୱସ୍ତି ପାଇଥିବା କହୁଛି। ରାଜଧାନୀ ବେଜିଂରେ ଏବେ ମାସ୍କ ନ ପିନ୍ଧିଲେ ବି କରୋନା ସଂକ୍ରମଣ...

କାହିଁକି ସାନ ଭଉଣୀଙ୍କୁ ଶକ୍ତିଶାଳୀ କରିବାକୁ ଚାହୁଁଛନ୍ତି କିମ୍‌

ପ୍ୟୋଙ୍ଗୟାଙ୍ଗ,୨୧।୮: ଉତ୍ତର କୋରିଆର ଏକଛତ୍ରବାଦୀ ଶାସକ କିମ୍‌ ଜୋଙ୍ଗ ଉନଙ୍କ ସାନ ଭଉଣୀ କିମ୍‌ ୟୋ ଜୋଙ୍ଗ ଦେଶର ଦ୍ୱିତୀୟ ଶକ୍ତିଶାଳୀ ନେତା ପାଲଟି ଯାଇଛନ୍ତି। ଦକ୍ଷିଣ କୋରିଆର ଗୁଇନ୍ଦା ସଂସ୍ଥା ପକ୍ଷରୁ ମିଳିଥିବା ସୂଚନାରୁ ଜଣାପଡିଛି କି ଭଉଣୀ...

ସର୍ବସାଧାରଣଙ୍କ ପାଇଁ କାଚରେ ତିଆରି ହେଲା ଶୌଚାଳୟ: ଏହାର ଉଦ୍ଦେଶ୍ୟ ଜାଣିଲେ କରିବେ ପ୍ରଶଂସା

ନିଜର ଉନ୍ନତମାନର ଏବଂ ଜ୍ଞାନ କୌଶଳ ପାଇଁ ସାରା ବିଶ୍ୱରେ ପରିଚିତ ଜାପାନ। ଏବେ ସେ ଏମିତି ଏକ ଶୌଚାଳୟ ତିଆରି କରିଛି, ଯାହା ବିଷୟରେ ଜାଣିବା ପରେ ଯେ କେହିବି ଆଶ୍ଚର୍ଯ୍ୟ ହୋଇଯିବେ। ଜାପାନର ରାଜଧାନୀ ଟୋକିଓସ୍ଥିତ ଏକ...

ଏହି ସୁନ୍ଦରୀଙ୍କୁ ଫେସ୍‌ବୁକ୍‌ରେ ମିଳିଲାନି ଅଧିକ ଲାଇକ୍‌: ଘଟାଇଲେ ଏମିତି କାଣ୍ଡ, ଶୁଣିଲେ ହୋଇଯିବେ ଆଶ୍ଚର୍ଯ୍ୟ

ସୋସିଆଲ ମିଡିଆ ଏପରି ଏକ ସ୍ଥାନ ଯେଉଁଠାରେ ଲୋକେ ନିଜ ସୁଖ, ଦୁଃଖକୁ ପ୍ରତିମୁହୂର୍ତ୍ତରେ ବନ୍ଧୁଙ୍କ ସହ ଶେୟାର କରିଥାନ୍ତି। ଏହି କାରଣରୁ ଦୂରରେ ଥିବା ଲୋକମାନେ ପାଖରେ ଥିବାଭଳି ମନେ ହୁଏ। କିନ୍ତୁ ସୋସିଆଲ ନେଟଓ୍ବାର୍କିଂ ସାଇଟ୍‌ଗୁଡିକର ଅନେକ...

ଧନୀ ତାଲିକାର ତୃତୀୟ ସ୍ଥାନରେ ପହଞ୍ଚିଲେ ମାର୍କ ଜୁକରବର୍ଗ

ନ୍ୟୁୟର୍କ,୨୧।୮: ଫେସ୍‌ବୁକ୍‌ ସିଇଓ ମାର୍କ ଜୁକରବର୍ଗ ବିଶ୍ୱର ତୃତୀୟ ଧନୀ ହେବାର ସୌଭାଗ୍ୟ ଲାଭ କରିଛନ୍ତି। ତାଙ୍କ ମୋଟ ସମ୍ପତ୍ତିର ପରିମାଣ ୧୦୦ ବିଲିୟନ୍‌ ଡଲାର ଟପିଛି। ସୋସିଆଲ୍‌ ନେଟଓ୍ବାର୍କିଂ କମ୍ପାନୀ ଫେସବୁକ୍‌ର ଶେୟାର ଗୁରୁବାର ୨.୫ ପ୍ରତିଶତ ବୃଦ୍ଧି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri