ଅନ୍ତର୍ଜାତୀୟ

ଟ୍ରମ୍ପ୍‌ଙ୍କ ସାନଭାଇଙ୍କ ପରଲୋକ: ସ୍ନେହରେ ଡାକୁଥିଲେ ‘ହନି’

ଓ୍ବାଶିଂଟନ, ୧୬।୮: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ସାନଭାଇ ରର୍ବଟ ଟ୍ରମ୍ପ୍‌ଙ୍କର ପରଲୋକ ହୋଇଯାଇଛି। ନ୍ୟୁୟର୍କରେ ଏକ ହସ୍ପିଟାଲରେ ଚିକିତ୍ସାଧରୀନ ଅବସ୍ଥାରେ ତାଙ୍କର ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୧ ବର୍ଷ ହୋଇଥିଲା। ରର୍ବଟଙ୍କ ସ୍ବାସ୍ଥ୍ୟାବସ୍ଥା ସଙ୍କଟ ଜନକ...

ଚାଇନା କରୁଛି ଆକ୍ରମଣ ଷଡ଼ଯନ୍ତ୍ର

ଓ୍ବାଶିଂଟନ, ୧୬।୮: ଚାଇନା ଏବଂ ଆମେରିକା ମଧ୍ୟରେ ବିବାଦ ଚରମ ସୀମାରେ ପହଞ୍ଚିଛି। ଚାଇନା ତାଇଓ୍ବାନ ଉପରେ ଆକ୍ରମଣ କରିବାକୁ ଷଡ଼ଯନ୍ତ୍ର ରଚିଥିବା ଆମେରିକା ସୈନ୍ୟ ବିଭାଗ ପକ୍ଷରୁ କୁହାଯାଇଛି। ଚାଇନାକୁ ବୁଦ୍ଧି ଶିଖାଇବା ପାଇଁ ଆମେରିକା ଯୁଦ୍ଧପୋତ ଏବଂ...

କରୋନା ସମୟରେ ଏହି ଦେଶରେ ଆୟୋଜନ ହେଉଛି ଗ୍ରାଣ୍ଡ୍‌ ପାର୍ଟି: ୧୫ ମିନିଟ୍‌ରେ ଅତିଥିଙ୍କର କରାଯାଉଛି ରାପିଡ୍‌ ଟେଷ୍ଟ୍‌

ଓ୍ବାଶିଂଟନ୍‌,୧୫ା୮: ସମଗ୍ର ବିଶ୍ୱରେ କରୋନା ଆତଙ୍କ ସୃଷ୍ଟି କରି ଚାଲିଥିବା ବେଳେ ଆମେରିକାର ସବୁଠୁ ଧନୀ ଲୋକମାନେ କରୋନା ସମୟରେ ମଧ୍ୟ ଗ୍ରାଣ୍ଡ୍‌ ପାର୍ଟି କରୁଛନ୍ତି। ଏକ ରିପୋର୍ଟ ଅନୁଯାୟୀ, ଆମେରିକାର ଅନେକ କୋଟିପତିଙ୍କ ବିଳାସପୂର୍ଣ୍ଣ ଜୀବନଶୈଳୀରେ ମଧ୍ୟ କରୋନା...

ଆମେରିକା ପ୍ରସ୍ତୁତ କରୁଛି ନୂଆ କରୋନା ଭାଇରସ!

ଓ୍ବାଶିଂଟନ, ୧୫।୮: ସମଗ୍ର ବିଶ୍ୱରେ କରୋନା ମହାମାରୀ ସଙ୍କଟ ଥମିବାର ନାଁ ଧରୁନି। ଏଥିରୁ ମୁକ୍ତି ପାଇବା ପାଇଁ ସବୁ ଦେଶ ଟିକା ତିଆରି କରିବାରେ ଲାଗିପଡ଼ିଛନ୍ତି। ଆମେରିକା ମଧ୍ୟ ଅନେକ ଟିକା ଉପରେ ପରୀକ୍ଷା ଚଳାଇଛି। ଆମେରିକା ଏବେ...

ସୁସ୍ଥ ହୋଇଥିବା କରୋନା ସଂକ୍ରମିତ ୩ ମାସ ପରେ ପୁଣି ହୋଇପାରନ୍ତି ସଂକ୍ରମିତ!

ନ୍ୟୁୟର୍କ,୧୫।୮: କରୋନା ଭାଇରସ ସଂକ୍ରମଣ ଏବେ ସାରା ବିଶ୍ୱକୁ ଦୋହଲାଇ ଦେଇଛି। ଚାଇନାରୁ ପ୍ରଥମେ ଆରମ୍ଭ ହୋଇଥିବା ଏହି ସଂକ୍ରମଣ ଏବେ ବିଶ୍ୱର କୋଟି କୋଟି ଲୋକଙ୍କୁ ତା କବଳକୁ ନେଇ ସାରିଲାଣି। ଏହି ସଂକ୍ରମଣକୁ ନେଇ ପ୍ରତିଦିନ କିଛି...

ପାକିସ୍ତାନ ଓ୍ବେବ୍‌ସାଇଟ୍‌କୁ ହ୍ୟାକ୍‌ କଲେ ଭାରତୀୟ ହ୍ୟାକର୍ସ: ତ୍ରିରଙ୍ଗା ଉଡାଇ ଲେଖିଲେ ଏପରି କିଛି

ନୂଆଦିଲ୍ଲୀ,୧୫।୮: ସ୍ବାଧୀନତା ଦିବସ ଅବସରରେ ଭାରତୀୟ ହ୍ୟାକରମାନେ ପୁଣିଥରେ ପାକିସ୍ତାନୀ ୱେବ୍‌ସାଇଟକୁ ଟାର୍ଗେଟ କରିଛନ୍ତି। ସ୍ବାଧୀନତା ଦିବସର ଗୋଟିଏ ଦିନ ପୂର୍ବରୁ ଭାରତୀୟ ହ୍ୟାକର୍ସମାନେ ପାକିସ୍ତାନର ଫାତିମା ଜିନ୍ନା ମହିଳା ବିଶ୍ୱବିଦ୍ୟାଳୟର ୱେବସାଇଟ ହ୍ୟାକ କରିଥିଲେ। ‘ଇଣ୍ଡିଆନ ସାଇବର ଟ୍ରୁପ’...

ରୁଷିଆର କରୋନା ଭ୍ୟାକ୍ସିନକୁ ମାଙ୍କଡ଼ ଦେହରେ ବି ପରୀକ୍ଷା କରିବ ନାହିଁ ଆମେରିକା!

ଓ୍ବାଶିଂଟନ,୧୫।୮: କରୋନା ମହାମାରୀ ସାରା ବିଶ୍ୱକୁ ଅସ୍ତବ୍ୟସ୍ତ କରି ଦେଇଥିବା ବେଳେ ଏବେ ଏହାର ଭ୍ୟାକ୍ସିନ ଖୋଜିବାରେ ଲାଗିପଡିଛନ୍ତି ସମସ୍ତ ବିକାଶଶୀଳ ଦେଶ। ଏହାରି ମଧ୍ୟରେ ରୁଷିଆ ଚଳିତ ମାସରେ ପ୍ରଥମ କରୋନା ଟିକା ପ୍ରସ୍ତୁତ କରିଥିବା ଦାବି କରିଛି।...

ଖୁସି ଖବର: ୧୫୦ ବର୍ଷ ପରେ ଫେରିଲା ଏହି ବିଲୁପ୍ତ କୀଟ

ମହାମାରୀ କରୋନା ମଧ୍ୟରେ ବ୍ରିଟେନରୁ ଏକ ଖୁସି ଖବର ଶୁଣିବାକୁ ମିଳୁଛି। ବ୍ରିଟେନର ବିରଳ ପ୍ରଜାତିର ପ୍ରଜାପତି ୧୫୦ ବର୍ଷ ପରେ ପୁଣିଥରେ ଦେଖିବାକୁ ମିଳିଛି। ଏହି ପ୍ରଜାତିର ସବୁଠାରୁ ବଡ଼ ହେଉଛି ନୀଳ ପ୍ରଜାପତି। ଏହାକୁ କଟସ୍ବୋଲ୍ଡ ପାହାଡାରେ...

ଫଟୋ ଶେୟାର କରି ମୋଦିଙ୍କୁ ସ୍ବାଧିନତା ଦିବସର ଶୁଭେଚ୍ଛା ଜଣାଇଲେ ବନ୍ଧୁ ନେତନ୍ୟାହୁ

ଜେରୁଜେଲମ,୧୫।୮: ଇସ୍ରାଏଲର ପ୍ରଧାନମନ୍ତ୍ରୀ ବେନଜାମିନ ନେତନ୍ୟାହୁ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନିଜର ଜଣେ ଭଲ ବନ୍ଧୁ କହିବା ସହ ୭୪ତମ ସ୍ବାଧିନତା ଦିବସର ଶୁଭେଚ୍ଛା ଜଣାଇଛନ୍ତି। ମୋଦିଙ୍କ ସହ ସେ ସମସ୍ତ ଦେଶବାସୀଙ୍କୁ ମଧ୍ୟ ଶୁଭେଚ୍ଛା ଜଣାଇଛନ୍ତି। ମୋଦିଙ୍କୁ...

ଡରିଲାଣି ଚାଇନା !

ଓ୍ବାଶିଂଟନ,୧୪।୮: ବିଶ୍ୱକୁ ନିଜ ହାତମୁଠାକୁ ନେବାକୁ ଚେଷ୍ଟା କରୁଥିବା ଚାଇନା ଶେଷରେ ଆମେରିକାର ନାଲି ଆଖି ଆଗରେ ବ୍ୟାକଫୁଟକୁ ଚାଲି ଆସିଛି। ଚାଇନା ସବୁବେଳେ ସାଉଥ୍‌ ଚାଇନା ସି’ରେ ଛୋଟ ଦେଶମାନଙ୍କୁ ଧମକାଇ ଆସୁଛି। ହେଲେ ଏବେ ସେ ତା’ର...

ଏଥିପାଇଁ ଖାସ୍‌ ରହିବ ସ୍ବାଧୀନତା ଦିବସ: ଅଗଷ୍ଟ ୧୫ରେ ନିଆଗ୍ରା ଫଲ୍ସରେ ପ୍ରଥମ ଥର ପାଇଁ ଉଡିବ ତ୍ରିରଙ୍ଗା, ଆଉ..

ଟୋରୋଣ୍ଟୋ,୧୪।୮: ଚଳିତ ବର୍ଷ ସ୍ବାଧୀନତା ଦିବସ ଅବସରରେ ବିଶ୍ୱ ପ୍ରସିଦ୍ଧ ନିଆଗ୍ରା ଫଲ୍ସରେ ପ୍ରଥମ ଥର ପାଇଁ ଭାରତୀୟ ତ୍ରୀରଙ୍ଗା ଉଡିବ। ସ୍ବାଧୀନତାର ଏହି ମୂହୁର୍ତ୍ତକୁ ଆହୁରି ସ୍ମରଣୀୟ କରିବାକୁ ଯାଇ ଦୁନିଆର ଏହି ସବୁଠାରୁ ସୁନ୍ଦର ଜଳପ୍ରପାତରେ ପତାକା...

ଭାରତ ୫ ନହେଲେ ୫୦୦ ରାଫାଲ ଆଣୁ; ଆମେ ଜବାବ ଦେବାକୁ ପ୍ରସ୍ତୁତ ଅଛୁ: ପାକିସ୍ତାନ

ଇସଲାମାବାଦ,୧୪।୮:ଭାରତୀୟ ବାୟୁସେନାରେ ସାମିଲ ହୋଇଛି ରାଫାଲ ଯୁଦ୍ଧବିମାନ। ପ୍ରଥମ ପର୍ଯ୍ୟାୟରେ ଫ୍ରାନ୍ସରୁ ୫ଟି ରାଫାଲ ଭାରତ ଆସିବା ପରେ ବିଳିବିଳେଇବାରେ ଲାଗିଛି ପାକିସ୍ତାନ। ଭାରତ ସୈନ୍ୟ ଖର୍ଚ୍ଚ ବଢ଼ାଉଥିବାକୁ ନେଇ ପାକିସ୍ତାନ ଚିନ୍ତା ପ୍ରକଟ କରିବା ସହ ରାଫେଲ ବିଷୟ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri