ଅନ୍ତର୍ଜାତୀୟ

ଟ୍ରମ୍ପଙ୍କ ପ୍ରସ୍ତାବକୁ ନେଇ ଚାଇନା କହିଲା ତୃତୀୟ ପକ୍ଷର ଆବଶ୍ୟକତା ନାହିଁ, ଆଲୋଚନା ମାଧ୍ୟମରେ ହେବ ସମାଧାନ

ବେଜିଂ,୨୯।୫: ଭାରତ ଓ ଚାଇନା ସୀମା ବିବାଦ ଉପରେ ମଧ୍ୟସ୍ଥତା କରିବାକୁ ଆମେରିକା ଆଗ୍ରହ ପ୍ରକାଶ କରିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟମ୍ପ କହିଛନ୍ତି, ଯଦି ଦୁଇ ଦେଶ ଚାହିଁବେ, ତା’ହେଲେ ମୁଁ ନିଶ୍ଚିତ ସହଯୋଗ କରିବି। ଶୁକ୍ରବାର ଚାଇନା...

ଭାରତ-ଚାଇନା ସୀମା ବିବାଦ ନେଇ ଭଲ ମୁଡ୍‌ରେ ନାହାନ୍ତି ମୋଦି: ଟ୍ରମ୍ପ୍‌

ୱାଶିଂଟନ,୨୯।୫: ଭାରତ ଓ ଚାଇନା ସୀମା ବିବାଦ ଉପରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ଫୋନରେ କଥା ହୋଇଛନ୍ତି। ଦୁଇ ଦେଶ ମଧ୍ୟରେ ସୃଷ୍ଟି ହୋଇଥିବା ବିବାଦକୁ ନେଇ ମୋଦିଙ୍କ ମୁଡ ଆଦୌ ଭଲ...

ନବମ ସ୍ଥାନକୁ ଉଠିଲା ଭାରତ

ଓ୍ବାଶିଂଟନ/ବ୍ରାଜିଲିଆ/ନୂଆଦିଲ୍ଲୀ,୨୯ା୫: ଦିନ ଗଡ଼ୁଛି, ସଂଖ୍ୟା ବଢ଼ୁଛି। ଅସମ୍ଭାଳ ହେଲାଣି କରୋନା ସ୍ଥିତି। ବିଶ୍ୱର ୨୧୩ ଦେଶରେ ଏବେ ରାଜୁତି କରୁଛି କରୋନା ଭୂତାଣୁ। ଗୋଟାଏ ପରେ ଗୋଟାଏ ମୁଣ୍ଡ ଗଡ଼ିବା ସହ ସଂକ୍ରମିତଙ୍କ ସଂଖ୍ୟା ଅହେତୁକ ଭାବେ ବଢ଼ିଚାଲିଛି। ବିଶ୍ୱରେ...

ହଂକଂ ସୁରକ୍ଷା ବିଲ୍‌କୁ ଚାଇନାର ମଞ୍ଜୁରୀ

ବେଜିଂ/ହଂକଂ,୨୯ା୫: ଚାଇନା ପାର୍ଲାମେଣ୍ଟ ଗୁରୁବାର ହଂକଂ ସୁରକ୍ଷା ବିଲ୍‌କୁ ମଞ୍ଜୁରୀ ଦେଇଛି। ବେଜିଂର କ୍ଷମତାକୁ ଦୁର୍ବଳ କରିବା ଏହି ବିବାଦୀୟ ଆଇନ ଅନୁସାରେ ଅପରାଧ ବିବେଚିତ ହେବ। ତେବେ ଅର୍ଦ୍ଧ ସ୍ବୟଂଶାସିତ ଭୂଖଣ୍ଡ ତଥା ବିଶ୍ୱ ସ୍ତରୀୟ ବ୍ୟବସାୟିକ କେନ୍ଦ୍ର...

କରୋନା ଚିକିତ୍ସା ପାଇଁ ହାଇଡ୍ରୋକ୍ସିକ୍ଲୋରୋକୁଇନ ବ୍ୟବହାର କରିବାକୁ ମନା କଲା ୟୁରୋପିୟନ ୟୁନିୟନ

ଫ୍ରାନ୍ସ,୨୮।୫: କରୋନା ଭାଇରସର ଚିକିତ୍ସା ପାଇଁ କିଛି ଦେଶ ହାଇଡ୍ରୋକ୍ସିକ୍ଲୋରୋକୁଇନ ଔଷଧ ବ୍ୟବାହର କରୁଥିବା ବେଳେ ବୁଧବାର ୟୁରୋପିୟନ ୟୁନିୟନ ଏହାକୁ ବ୍ୟାନ କରିଛନ୍ତି। ଏହାକୁ ନେଇ ଆଉ ଏକ ଗ୍ଲୋବାଲ ଟ୍ରାଏଲକୁ ମଧ୍ୟ ବନ୍ଦ କରି ଦିଆଯାଇଥିବା ଜଣାପଡିଛି।...

ବିଶ୍ୱରେ ବଢି ଚାଲିଛି କରୋନା ସଂକ୍ରମିତଙ୍କ ସଂଖ୍ୟା

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୮।୫: ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ(ଡବ୍ଲୁଏଚ୍‌ଓ)ର ଚେତାବନୀ ପରେ ଏବେ ଆମେରିକା, ବ୍ରାଜିଲ, ଭାରତ ଓ କିଛି ଲାଟିନ ଆମେରିକା ଦେଶରେ କରୋନା ସଂକ୍ରମଣ ସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି ପାଉଥିବା ଲକ୍ଷ୍ୟ କରାଯାଇଛି। ବୁଧବାର ସାରା ବିଶ୍ୱରେ ୧ ଲକ୍ଷ...

୨୭ ଦିନରେ ଏଭରେଷ୍ଟ ଗିରିଶୃଙ୍ଗର ଉଚ୍ଚତା ମାପିଲା ଚାଇନା

ବେଜିଂ,୨୮।୫: କରୋନା ମହାମାରୀ ନେଇ ପୃଥିବୀରେ ସଙ୍କଟ ଦେଖାଦେଇଛି। ଏପରିସ୍ଥଳେ କରୋନାର ଏନ୍ତୁଡ଼ିଶାଳ ପାଲଟିଥିବା ଚାଇନା ପକ୍ଷରୁ ଏଭରେଷ୍ଟ ଗିରିଶୃଙ୍ଗର ଉଚ୍ଚତା ୨୭ ଦିନରେ ମାପ କରାଯାଇଛି। ତେବେ ଏହା ନେପାଳ ଦ୍ୱାରା ହୋଇଥିବା ମାପ ଠାରୁ ୩.୭ ମିଟର...

୨୦୨୦ ଶେଷ ସୁଦ୍ଧା ଆର୍ଥିକ ସମସ୍ୟା ଯୋଗୁ ୮ କୋଟି ୬୦ ଲକ୍ଷ ଶିଶୁଙ୍କୁ ମିଳିବନି ଖାଦ୍ୟ

ଜେନେଭା,୨୮।୫: କରୋନା ମହାମାରୀ ଯୋଗୁ ପୃଥିବୀରେ ଆଗାମୀ ଦିନରେ ଖାଦ୍ୟ ସଙ୍କଟ ଦେଖାଯିବ। ଫଳରେ ୮ କୋଟି ୬୦ ଲକ୍ଷ ଶିଶୁ ଆର୍ଥିକ ସମସ୍ୟା ଯୋଗୁ ସାଧାରଣ ସୁବିଧା ସୁଯୋଗ ସହିତ ଖାଇବାକୁ ମଧ୍ୟ ପାଇବେନି ବୋଲି ୟୁନିସେଫ୍‌ ଏବଂ...

କରୋନା ସଂକ୍ରମଣକୁ ରୋକିବ କଟନ ମାସ୍କ

ଓଟଓ୍ବା, ୨୮ା୫: କରୋନା ସଂକ୍ରମଣକୁ ନେଇ ସାରା ପୃଥିବୀରେ ଆତଙ୍କର ବାତାବରଣ ସୃଷ୍ଟି ହୋଇଛି। ଏହି ସଂକ୍ରମଣଠାରୁ କିଭଳି ଦୂରେଇ ରହିହେବ ଏବଂ ସଂକ୍ରମିତଙ୍କୁ ଶୀଘ୍ର ଚିହ୍ନଟ କରିହେବ ସେଥିନେଇ ଚିକିତ୍ସା ବିଜ୍ଞାନୀମାନେ ଗବେଷଣା ଜାରି ରଖିଛନ୍ତି। ସଂକ୍ରମଣରୁ ଦୂରେଇ...

ମାନଚିତ୍ର ସଂଶୋଧନ ଆଲୋଚନା ଅଟକିଲା

କାଠମାଣ୍ଡୁ,୨୮ା୫: ନେପାଳ ମାନଚିତ୍ରରେ ପରିବର୍ତ୍ତନ ଲାଗି ବୁଧବାର ପାର୍ଲାମେଣ୍ଟରେ ସମ୍ବିଧାନ ସଂଶୋଧନ ନେଇ ଆଲୋଚନା ହେବାର ଥିଲା। ଏବେ ଆଲୋଚନାରୁ ଏହି ପ୍ରସଙ୍ଗ ବାଦ୍‌ ପଡ଼ିଛି। ଫଳରେ ଭାରତ ବିରୋଧୀ ଆଭିମୁଖ୍ୟ ଦେଖାଉଥିବା ନେପାଳ ପ୍ରଧାନମନ୍ତ୍ରୀ କେ.ପି. ଶର୍ମା ଓଲିଙ୍କୁ...

ଜାତୀୟ ସଙ୍ଗୀତ ବିଲ୍‌କୁ ହଂକଂରେ ବିରୋଧ

ହଂକଂ,୨୮ା୫(ଆଇଏଏନ୍‌ଏସ୍‌): ହଂକଂରେ ଚାଇନାର ଜାତୀୟ ସଙ୍ଗୀତକୁ ଅସମ୍ମାନ କଲେ ତାହା ଅପରାଧ ବିବେଚିତ। ଏଭଳି ଉଦ୍ଦେଶ୍ୟ ନେଇ ଲେଜିସ୍‌ଲେଟିଭ୍‌ କାଉନ୍‌ସିଲରେ ଏକ ବିଲ୍‌ ଉପସ୍ଥାପନ ପୂର୍ବରୁ ଅର୍ଦ୍ଧସ୍ବୟଂଶାସିତ ସହର ହଂକଂରେ ବିବାଦ ସୃଷ୍ଟି ହୋଇଛି। ଏହାକୁ ବିରୋଧ କରି ବୁଧବାର...

ଟୁଇଟର ଉପରେ ଟ୍ରମ୍ପ୍‌ କ୍ଷୁବ୍ଧ

ଓ୍ବାଶିଂଟନ,୨୮ା୫(ପି.ଟି.): ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ଦୁଇଟି ପୋଷ୍ଟ ଉପରେ ଟୁଇଟର ପ୍ରଥମ ଥର ଲାଗି ଫ୍ୟାକ୍ଟ ଚେକ୍‌ ଅଭିଯୋଗ ଲଗାଇଛି। ଉକ୍ତ ପୋଷ୍ଟର ତଥ୍ୟ ଯାଞ୍ଚ ପାଇଁ ଟୁଇଟର କହିବା ପରେ ଟ୍ରମ୍ପ୍‌ କ୍ଷୁବ୍ଧ ହୋଇଛନ୍ତି। ନଭେମ୍ବର ମାସରେ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri