ଅନ୍ତର୍ଜାତୀୟ

ଇସ୍ରାଏଲ୍‌ରେ ଅବସ୍ଥାପିତ ଚାଇନା ରାଷ୍ଟ୍ରଦୂତଙ୍କ ସନ୍ଦେହ ଜନକ ମୃତ୍ୟୁ

ଜେରୁଜେଲମ୍‌,୧୭।୫: ଇସ୍ରାଏଲ୍‌ରେ ଅବସ୍ଥାପିତ ଥିବା ଚାଇନା ରାଷ୍ଟ୍ରଦୂତ ଡୁ ଓ୍ବେଇଙ୍କ ସନ୍ଦେହ ଜନକ ଭାବେ ମୃତ୍ୟୁ ଘଟିଛି। ବାସଭବନରେ ତାଙ୍କ ମୃତଦେହ ପଡ଼ି ରହିଥିବା କୁହାଯାଉଛି। ୫୮ ବର୍ଷ ବୟସ୍କ ଡୁ ଓ୍ବେଇଙ୍କୁ ଫେବୃୟାରୀରେ ଇସ୍ରାଏଲ୍‌ର ରାଷ୍ଟ୍ରଦୂତ ଭାବେ ଚାଇନା...

ଅଶରଫ୍‌ ଘନି-ଅବଦୁଲ୍ଲାଙ୍କ କ୍ଷମତା ଭାଗବଣ୍ଟା ଶେଷ

କାବୁଲ,୧୭।୫: ଆଫଗାନିସ୍ତାନରେ ରାଷ୍ଟ୍ରପତି ଅଶରଫ୍‌ ଘନି ଏବଂ ଅବଦୁଲ୍ଲା ଅବଦୁଲ୍ଲାଙ୍କ ମଧ୍ୟରେ ଜାରି ରହିଥିବା ରାଜନୈତିକ ସଙ୍କଟର ସମାଧାନ ହୋଇଛି। ଆମେରିକା ଚାପରେ ଶେଷରେ ଅଶରଫ୍‌ ଏବଂ ଅବଦୁଲ୍ଲାଙ୍କ ଭିତରେ ବୁଝାମଣା ହୋଇଛି। ବୁଝାମଣା ଅନୁସାରେ ଅଶରଫ୍‌ ରାଷ୍ଟ୍ରପତି ଭାବେ...

ବିଶୋଧକ ସ୍ପ୍ରେ କରିବା କ୍ଷତି କାରକ: ଡବ୍ଲ୍ୟୁଏଚ୍‌ଓ

ଜେନେଭା,୧୭।୫: ପୃଥିବୀରେ କରୋନା ସଂକ୍ରମିତ ଏବଂ ମୃତକଙ୍କ ସଂଖ୍ୟା ବଢ଼ିଚାଲିଛି। କରୋନା ସଂକ୍ରମଣକୁ ରୋକିବା ପାଇଁ ସ୍ପ୍ରେ କରାଯାଉଥିବା ବିଶୋଧକ କ୍ଷତି କାରକ ବୋଲି ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍‌ଓ) ପକ୍ଷରୁ ସୂଚନା ଦିଆଯାଇଛି। ସର୍ବସାଧାରଣ ସ୍ଥଳ ଅବା ଘରେ ଏହାକୁ...

କରୋନା ସହ ଲଢିବାକୁ ଆମେରିକାରେ ନେତୃତ୍ୱର ଅଭାବ ରହିଛି: ଓବାମା

ଓ୍ବାଶିଂଟନ,୧୭।୫: ଆମେରିକାର ପୂର୍ବତନ ରାଷ୍ଟ୍ରପତି ବାରାକ ଓବାମା ଆମେରିକାରେ ଦେଖାଦେଇଥିବା କରୋନା ଭାଇରସ ସଂକ୍ରମଣକୁ ନେଇ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନେତୃତ୍ୱକୁ ଉପରେ ପରୋକ୍ଷରେ ପ୍ରଶ୍ନ ଉଠାଇଛନ୍ତି। ସେ କଲେଜ ଗାଜୁଏଟ୍ସ ଛାତ୍ରଙ୍କୁ ଅନ୍‌ଲାଇନରେ ସମ୍ବୋଧନ କରିବା ସମୟରେ କହିଛନ୍ତି...

କରୋନା ଭ୍ୟାକ୍ସିନକୁ ନେଇ ଖୁବ୍‌ଶୀଘ୍ର ମିଳିପାରେ ଖୁସି ଖବର

ଜେନେଭା,୧୭।୫: କରୋନା ଭାଇରସ ଏବେ ମହାମାରୀର ରୂପ ନେଇ ସାରା ବିଶ୍ୱକୁ ତା’କବଳକୁ ନେଇ ଯାଇଛି। ଏଥିରୁ ମୁକ୍ତି ପାଇବା ପାଇଁ ପ୍ରାୟତଃ ସବୁ ବିକାଶଶୀଳ ଦେଶ ଭ୍ୟାକ୍ସିନ ପ୍ରସ୍ତୁତି କାମରେ ଲାଗି ଯାଇଛନ୍ତି। ଇତିମଧ୍ୟରେ ଓ୍ବାର୍ଲଡ ହେଲ୍‌ଥ ଅର୍ଗାନାଇଜେଶନ(ଡବ୍ଲୁଏଚ୍‌ଓ)କହିଛି...

କରୋନା ସଂକ୍ରମିତଙ୍କୁ ଭଲ କରିବ ‘ଇଣ୍ଟରଫେରନ’

ଟରଣ୍ଟୋ,୧୭।୫(ପି.ଟି.): ସାରା ବିଶ୍ୱରେ କରୋନା ସଂକ୍ରମଣର ଭୟାବହତା ବଢ଼ିବାରେ ଲାଗିଛି। ଏହାକୁ ନିୟନ୍ତ୍ରଣରେ ରଖିବାକୁ ଚେଷ୍ଟା କରାଯାଉଥିଲେ ସୁଦ୍ଧା ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା କମିବାର ନାଁ ନେଉନାହିଁ। ବିଶେଷକରି କୋଭିଡ୍‌-୧୯ର କୌଣସି ନିର୍ଦ୍ଦିଷ୍ଟ ଔଷଧ ବାହାରି ନ ଥିବାରୁ...

ଅନ୍‌ଲାଇନ ବାଇବେଲ୍‌ କ୍ଲାସ୍‌ରେ ଚାଲିଲା ଅଶ୍ଳୀଳ ଭିଡିଓ

ସାନ୍‌ ଫ୍ରାନ୍ସିସ୍କୋ,୧୭।୫: ସାରା ବିଶ୍ୱରେ ସମ୍ପ୍ରତି ଲୋକପ୍ରିୟତା ସାଉଣ୍ଟୁଥିବା ଭିଡିଓ କନ୍‌ଫରେନ୍ସିଂ ଆପ୍‌ ‘ଜୁମ୍‌’ ବିରୋଧରେ ମକଦ୍ଦମା ରୁଜୁ କରିଛି ଆମେରିକା କାଲିଫର୍ନିଆର ଏକ ଚର୍ଚ୍ଚ। କାରଣ ଜୁମ୍‌ ଆପ୍‌ ଜରିଆରେ ଅନ୍‌ଲାଇନ ବାଇବେଲ୍‌ ଅଧ୍ୟୟନ କ୍ଲାସ୍‌ ଚାଲିଥିବାବେଳେ ହଠାତ୍‌...

୨୪ ଘଣ୍ଟାରେ ୪୬ ହଜାର ନୂଆ ମାମଲା

ଓ୍ବାଶିଂଟନ/ଲଣ୍ଡନ/ବ୍ରାଜିଲିଆ, ୧୭।୫: କରୋନା ଭୂତାଣୁ ଲୋକଙ୍କ ନିଦ ହଜାଇ ଦେଇଛି। ପ୍ରାଣଘାତୀ କରୋନା କବଳରୁ ବର୍ତ୍ତିବା ଲାଗି କାହାରିକୁ ବାଟ ଦେଖାଯାଉ ନାହିଁ। ଗତ ୪ ମାସରୁ ଊର୍ଦ୍ଧ୍ୱକାଳ ବିଶ୍ୱବାସୀ ଭୂତାଣୁର ଚକ୍ରବୂ୍ୟହ ଭିତରେ ଫସି ରହିଛନ୍ତି। ଏବେ ବିଶ୍ୱରେ...

ଭାରତକୁ ୨୦୦ ଭେଣ୍ଟିଲେଟର ଯୋଗାଇ ଦେବ ଆମେରିକା

ଓ୍ବାଶିଂଟନ,୧୬।୫: ଆମେରିକା ଭାରତକୁ ଭେଣ୍ଟିଲେଟର ଯୋଗାଇ ଦେବ। ଏନେଇ ଆମେରିକା ରାଷ୍ଟ୍ରପତି ଡ୍ରୋନାଲ୍ଡ୍‌ ଟ୍ରମ୍ପ୍‌ ଟୁଇଟ୍‌ କରି ସୂଚନା ଦେଇଛନ୍ତି। ଭାରତକୁ ଆମେରିକା ୨୦୦ ମୋବାଇଲ୍‌ ଭେଣ୍ଟିଲେଟର ଯୋଗାଇଦେବ। ଆସନ୍ତା ୩ ସପ୍ତାହ ମଧ୍ୟରେ ଏହା ଭାରତରେ ପହଞ୍ଚିବ। ପ୍ରତି...

ସାଇଟୋକାଇନ୍‌ ଷ୍ଟର୍ମ: କରୋନା ମୁକାବିଲାରେ ମଣିଷ ପାଇଁ ଶତ୍ରୁ ପାଲଟୁଛି ଆଣ୍ଟିବଡ଼ି

ଓ୍ବାଶିଂଟନ/ନୂଆଦିଲ୍ଲୀ,୧୬।୫: କରୋନା ସଂକ୍ରମଣରେ ମଣିଷ ଶରୀର ପାଇଁ କିଭଳି ରୋଗ ପ୍ରତିରୋଧକ ଶକ୍ତି ହିଁ ଶତ୍ରୁ ପାଲଟି ଥାଏ ସେ ନେଇ ଏକ ରିପୋର୍ଟ ପ୍ରକାଶ ପାଇଛି। ମଣିଷର ରୋଗ ପ୍ରତିରୋଧକ ଶକ୍ତିି ସୁଦୃଢ଼ ଥିଲେ ବାହାରର କୌଣସି ରୋଗ...

କରୋନା ମୃତ୍ୟୁ: ୬୫ ବର୍ଷରୁ କମ୍‌ ବୟସ୍କଙ୍କ ପାଇଁ ବିପଦ ୩୪ଗୁଣ କମ୍‌

ଲଣ୍ଡନ,୧୬ା୫: ବ୍ରିଟେନ୍‌ରେ କରୋନା ଭାଇରସ୍‌ ଜନିତ ମୃତ୍ୟୁ ତଥ୍ୟକୁ ଅନୁଧ୍ୟାନ କଲେ ୬୫ ବର୍ଷରୁ କମ୍‌ ବୟସ୍କଙ୍କ ଜୀବନହାନି ଆଶଙ୍କା ୩୪ଗୁଣ କମ୍‌ ବୋଲି ଜଣାପଡ଼ିଛି। ବ୍ରିଟେନରେ ଏପର୍ଯ୍ୟନ୍ତ ପ୍ରାୟ ୩୪,୦୦୦ ଲୋକଙ୍କ ଏହି ମହାମାରୀ ଭୂତାଣୁରେ ମୃତ୍ୟୁ ଘଟିଛି।...

ସ୍ଲୋଭେନିଆ କରୋନା ମୁକ୍ତ

ଲୁବଲଜାନା, ୧୬ା୫ : ମହାମାରୀ କରୋନା କବଳରେ ବିଶ୍ୱର ସ୍ଥିତି ଜଟିଳ ଥିବାବେଳେ ପ୍ରଥମ ୟୁରୋପୀୟ ଦେଶ ଭାବେ ସ୍ଲୋଭେନିଆ ନିଜକୁ କରୋନା ମହାମାରୀ ମୁକ୍ତ ଘୋଷଣା କରିଛି। ଇଟାଲୀକୁ ଲାଗି ରହିଥିବା ଏହି ପାର୍ବତ୍ୟାଞ୍ଚଳରେ ୨୦ ଲକ୍ଷ ଲୋକ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri