ଅନ୍ତର୍ଜାତୀୟ

ପାକିସ୍ତାନରେ ପବ୍‌ଜି ହେଲା ବ୍ୟାନ୍‌, ଜାଣନ୍ତୁ କାରଣ

ଲାହୋର,୩।୭: ପାକିସ୍ତାନରେ ଅସ୍ଥାୟୀ ଭାବେ ଲୋକପ୍ରିୟ ଅନ୍‌ଲାଇନ୍‌ ଗେମ୍‌ ପବ୍‌ଜି ଉପରେ ରୋକ ଲଗାଯାଇଛି। ବିଶେଷକରି ଶିଶୁ ତଥା ନାବାଳକମାନେ ଏହାକୁ ଖେଳିବା ଲାଗି ପାଗଳ ପ୍ରାୟ ହୋଇଯାଉଛନ୍ତି। ଏପରିକି କେହି କେହି ଆତ୍ମହତ୍ୟା କରିବାକୁ ପଛାଉ ନାହାନ୍ତି। ଏ...

୨ ମାସରେ ମଲେଣି ୩୫୦ ହାତୀ

ଗବୋରୋନ୍‌,୩।୭(ଆଇଏଏନ୍‌ଏସ୍‌):ହାତୀ ସୁରକ୍ଷା ଉପରେ ଗୁରୁତ୍ୱ ଦିଆଯାଉଥିବା ବେଳେ ଗତ ୨ ମାସ ମଧ୍ୟରେ ଆଫ୍ରିକୀୟ ରାଷ୍ଟ୍ର ବୋତୋସ୍ବାନାରେ ୩୫୦ରୁ ଅଧିକ ହାତୀଙ୍କ ମୃତ୍ୟୁ ଘଟିଥିବା ମିଡିଆ ରିପୋର୍ଟରୁ ଜଣାପଡ଼ିଛି। ତେବେ କିଭଳି ଏମାନଙ୍କ ମୃତ୍ୟୁ ଘଟିଲା, ସେନେଇ କିଛି ତଥ୍ୟ...

ଧୂମପାନକାରୀଙ୍କ ପ୍ରତି କରୋନା ବିପଦ ଅଧିକ

ଲଣ୍ଡନ,୩।୭:ଧୂମପାନ କରୁଥିବା ବ୍ୟକ୍ତିଙ୍କ କ୍ଷେତ୍ରରେ କରୋନା ସଂକ୍ରମଣ ପ୍ରାଣଘାତୀ ହୋଇପାରେ ବୋଲି ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ) ପକ୍ଷରୁ କୁହାଯାଇଛି। ତେବେ ଏହି ବିପଦ ପ୍ରକୃତରେ କେତେ ଅଧିକ ତାହା କୁହାଯାଇନାହିଁ। ଧୂମପାନ ଓ କୋଭିଡ୍‌-୧୯ ମଧ୍ୟରେ ଥିବା ସମ୍ପର୍କକୁ...

ଖଣି ଭୁଶୁଡ଼ି ୧୧୩ ମୃତ

ୟାଙ୍ଗୁନ୍‌,୩।୭:ଉତ୍ତର ମ୍ୟାନ୍‌ମାରରେ ଥିବା ଏକ ମୂଲ୍ୟବାନ୍‌ ରତ୍ନପଥର (ମଣି) ଖଣି ଗୁରୁବାର ଭୁଶୁଡ଼ି ପଡ଼ିବାରୁ ୧୧୩ ଜଣଙ୍କର ମୃତ୍ୟୁ ଘଟିଛି। ଆହୁରି କେତେଜଣ ପୋତିହୋଇପଡ଼ିଥିବାରୁ ମୃତ୍ୟୁସଂଖ୍ୟା ବଢ଼ିବା ଆଶଙ୍କା କରାଯାଉଛି। କଚିନ ରାଜ୍ୟର ହାପାକାଣ୍ଟ ଅଞ୍ଚଳରେ ଥିବା ଉକ୍ତ ଖଣିରୁ...

କାଦୁଅରେ ପଡ଼ି ୩୫୦ରୁ ଅଧିକ ହାତୀ ମୃତ: ଚିନ୍ତାରେ ସରକାର

ଗାବ୍ରୋନେ, ୨।୭: ଦକ୍ଷିଣ ଆଫ୍ରିକାର ବୋଷ୍ଟଓ୍ବାନାରେ ଗତ ୨ ମାସ ମଧ୍ୟରେ କାଦୁଅରେ ପଡ଼ି ୩୫୦ରୁ ଅଧିକ ହାତୀଙ୍କ ମୃତ୍ୟୁ ଘଟିଛି। ଦେଶର ଅଧିକାଂଶ ଜଳାଶୟ ଶୁଖି ଯାଇଥିବାବେଳେ ଏଥିରେ କାଦୁଅ ଭରି ରହିଛି। କାଦୁଅରେ ପଶିବା ଏବଂ ବାହାରିବା...

୨୦୩୬ ପର୍ଯ୍ୟନ୍ତ ରାଷ୍ଟ୍ରପତି ପଦରେ ବସିବେ ପୁଟିନ !

ମସ୍କୋ,୨।୭: ସମ୍ବିଧାନ ସଂଶୋଧନକୁ ନେଇ ହୋଇଥିବା ଭୋଟିଂରେ ପ୍ରମାଣିତ ହୋଇଛି ଯେ ରୁଷିଆର ରାଷ୍ଟ୍ରପତି ପଦ ପାଇଁ ଭ୍ଲାଡିମିର ପୁଟିନ ହେଉଛନ୍ତି ଦାବିଦାର। ଆଜିବି ତାଙ୍କ ଆଧିପତ୍ୟ ଅତୁଟ ରହିଛି। ବୁଧବାର ରୁଷିଆର ସମ୍ବିଧାନ ସଂଶୋଧନ ପାଇଁ ହୋଇଥିବା ଜନମତ...

କରୋନା ଯୁଦ୍ଧରେ ହାରିଯାଇଥିବା ଯୋଦ୍ଧାଙ୍କ ପୋଟ୍ରେଟ ତିଆରି କଲା ଏହି ଦେଶ

ମେକ୍ସିକୋ,୨।୭: କରୋନା ଭାଇରସ୍‌ ମହାମାରୀ ସାରା ବିଶ୍ୱରେ ଆତଙ୍କ ଖେଳାଇ ଚାଲିଛି। ପ୍ରତିଦିନ ନୂଆ ନୂଆ ପଜିଟିଭ୍‌ ଚିହ୍ନଟ ହେଉଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବୃଦ୍ଧି ପାଇବାରେ ଲାଗିଛି। ଏହି କ୍ରମରେ ମେକ୍ସିକୋରେ ମଧ୍ୟ କରୋନା ପ୍ରକୋପ ଜାରି...

ସୋସିଆଲ ମିଡିଆରେ ଟ୍ରମ୍ପ୍‌ଙ୍କ ପାଇଁ ବାସନ୍ଦ ସ୍ଥିତି

ସାନ୍‌ ଫ୍ରାନ୍ସିସ୍କୋ,୨ା୭: ଆମେରିକା ରାଷ୍ଟ୍ରପତି ନିର୍ବାଚନ ଯେତିକି ପାଖେଇ ଆସୁଛି ରିପବ୍ଲିକାନ୍‌ ଡୋନାଲ୍ଡ ଟ୍ରମ୍ପ୍‌ ଓ ତାଙ୍କ ସହଯୋଗୀମାନେ ସେତିକି ମୁଖର ହେବାରେ ଲାଗିଛନ୍ତି। ସୋସିଆଲ ମିଡିଆରେ ଟ୍ରମ୍ପ୍‌ଙ୍କ ଘୃଣା ମନ୍ତବ୍ୟ ଅନ୍ୟମାନଙ୍କ ପାଇଁ ପ୍ରଦୂଷଣ ଓ ଅଶ୍ୱସ୍ତିକର ପରିବେଶ...

ଚାଇନାକୁ ଡବଲ ଝଟ୍‌କା: ଭାରତ ପରେ ଚାଇନା ଆପ୍‌ ଉପରେ ପ୍ରତିବନ୍ଧକ ଲଗାଇପାରେ ଏହି ଦେଶ

ଓ୍ବାଶିଂଟନ୍‌,୧।୭: ଭାରତରେ ଟିକ୍‌ଟକ୍‌ ସମେତ ୫୯ ଚାଇନା ଆପ୍‌ ଉପରେ ପ୍ରତିବନ୍ଧକ ଲଗାଯିବା ପରେ ଏବେ ଆମେରିକାରେ ଏହାର ବ୍ୟାନ ନେଇ ଚର୍ଚ୍ଚା ହେଉଛି। ଏହାକୁ କେତେକ ସାଂସଦ ସମର୍ଥନ କରୁଥିବା ଜଣାପଡ଼ିଛି। ଦେଶରେ ଚାଇନା ଆପ୍‌ ଉପରେ ପ୍ରତିବନ୍ଧକ...

ଭାରତ ଉପରେ ମିଥ୍ୟା ଅଭିଯୋଗ ଲଗାଇଲେ ଇମ୍ରାନ୍‌: କରାଚି ଷ୍ଟକ୍‌ ଏକ୍ସଚେଞ୍ଜ ବିସ୍ଫୋରଣ ପାଇଁ କଲେ ଦାୟୀ

ଇସଲାମାବାଦ୍‌, ୧।୭: ଆତଙ୍କବାଦୀଙ୍କୁ ଆଶ୍ରୟ ଦେଇଥିବା ପାକିସ୍ତାନ ଉପରେ ଆକ୍ରମଣ ହେବାପରେ ସରକାରଙ୍କ ବୁଦ୍ଧି ହଜି ଯାଇଛି। ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାଁ ଭାରତ ଉପରେ ମିଥ୍ୟା ଅଭିଯୋଗ ଲଗାଇଛନ୍ତି। ସେ କହିଛନ୍ତି ଯେ, କରାଚି ଷ୍ଟକ୍‌ ଏକ୍ସଚେଞ୍ଜରେ ହୋଇଥିବା...

ବିଡେନ୍‌ଙ୍କ କ୍ୟାମ୍ପେନ୍‌ ଡିଜିଟାଲ ଚିଫ୍‌ ମେଧା ରାଜ୍‌

ଓ୍ବାଶିଂଟନ,୧।୭: ପ୍ରବାସୀ ଭାରତୀୟ ମେଧା ରାଜ୍‌ଙ୍କୁ ଆମେରିକାର ରାଷ୍ଟ୍ରପତି ଦୌଡ଼ରେ ଥିବା ଡେମୋକ୍ରାଟିକ୍‌ ପାର୍ଟି ନେତା ଜୋ ବିଡେନ୍‌ଙ୍କ ଡିଜିଟାଲ ପ୍ରଚାର ମୁଖ୍ୟ ଭାବେ ନିଯୁକ୍ତି ଦିଆଯାଇଛି। କରୋନା ଯୋଗୁ ଆମେରିକାରେ ଭର୍ଚୁଆଲ ପ୍ରଚାର ଉପରେ ପ୍ରାଧାନ୍ୟ ଦିଆଯାଉଥିବାରୁ ମେଧାଙ୍କ...

ଚିନ୍ତାବ୍ୟକ୍ତ କଲା ଚାଇନା

ନୂଆଦିଲ୍ଲୀ/ବେଜିଂ,୧।୭: କେନ୍ଦ୍ର ସରକାର ଦେଶରେ ଚାଇନା ଭିଡିଓ ଆପ୍‌ ଟିକ୍‌ଟକ୍‌ ସମେତ ୫୯ଟି ଆପ୍ଲିକେଶନ ଉପରେ ସୋମବାର କଟକଣା ଜାରି କରିଛନ୍ତି। ଟିକ୍‌ଟକ୍‌କୁ ଗୁଗଲ ପ୍ଲେ ଷ୍ଟୋର ଓ ଆପ୍‌ ଷ୍ଟୋରରୁ ହଟାଇ ଦିଆଯାଇଛି। ଫଳରେ ଏହା କାମ କରିବା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri