ଅନ୍ତର୍ଜାତୀୟ

ବ୍ରିଟେନରେ ପିଲାଙ୍କୁ ବିରଳ ରୋଗ

ଲଣ୍ଡନ,୨୯ା୪: କିଛିଦିନ ହେଲା ଆମେରିକା, ଇଟାଲୀ ଓ ସ୍ପେନରେ କରେନା (କୋଭିଡ୍‌-୧୯) ସଂକ୍ରମଣର ସ୍ଥିତିରେ ଧୀରେ ଧୀରେ ସୁଧାର ହେଉଥିବା ଲକ୍ଷ୍ୟ କରାଯାଉଥିବାବେଳେ ବ୍ରିଟେନରେ ଏହି ମହାମାରୀର ପ୍ରକୋପ ଜାରି ରହିଛି। ଏବେ ବ୍ରିଟେନରେ ଆଉ ଏକ ଚିନ୍ତାଜନକ ପରିସ୍ଥିତି...

କ୍ଷମତା ଲୋଭରେ ବିପଦକୁ ଆମନ୍ତ୍ରଣ: କୋଭିଡ୍‌-୧୯କୁ ଅସ୍ତ୍ରକରି ସତ୍ୟର କଣ୍ଠରୋଧ

ବେଜିଂ,୨୯।୪: କ୍ଷମତାସୀନ ନେତାମାନେ ନିଜ ଦୋଷ ଦୁର୍ବଳତା ଘୋଡ଼ାଇବାକୁ କ୍ଷମତାର ଅପବ୍ୟବହାର କରିଚାଲିଛନ୍ତି। ଏପରି କି ମୁକ୍ତ ସାମ୍ବାଦିକତାର କଣ୍ଠରୋଧ କରି ନିଜକୁ ପ୍ରଭାବଶାଳୀ ଭାବେ ଉପସ୍ଥାପନ କରିବାକୁ ଚେଷ୍ଟା କରୁଛନ୍ତି। ସମ୍ପ୍ରତି କରୋନା ଭାଇରସ୍‌ ସଙ୍କଟ ବିଭିନ୍ନ ରାଷ୍ଟ୍ରରେ...

ପେଣ୍ଟାଗନ ଜାରି କଲା ୟୁଏଫ୍‌ଓ ଭିଡିଓ

ଓ୍ବାଶିଂଟନ,୨୯ା୪: ପୃଥିବୀ ବାହାରରେ ଥିବା ଦୁନିଆ ଓ ସେଠାରେ ବସବାସ କରୁଥିବା ଏଲିଅନ୍‌ଙ୍କୁ ନେଇ ବିଭିନ୍ନ ସମୟରେ ଚର୍ଚ୍ଚା ଜୋର୍‌ ଧରିଥାଏ। ଅନେକ ସମୟରେ ଅନ୍‌ଆଇଡେଣ୍ଟିଫାଏଡ୍‌ ଫ୍ଲାଇଂ ଅବ୍‌ଜେକ୍ଟ (ୟୁଏଫ୍‌ଓ)କୁ ଦେଖିଥିବା ଲୋକେ ଦାବି କରିଥାନ୍ତି। ତେବେ ଅଦ୍ୟାବଧି ଏହାର...

ସହରୀ ବସ୍ତିକୁ ବଡ଼ ବିପଦ

ନ୍ୟୁୟର୍କ,୨୯ା୪: ମହାମାରୀ କରୋନା ସ୍ଥାନକାଳ ବାଛ ବିଚାର କରୁନାହିଁ। ଯେଉଁଠି ଯେତେବେଳେ ପାରିଲା ମାଡ଼ିଯାଉଛି। ତେବେ ଅସ୍ବଚ୍ଛ ଓ ଅଶ୍ୱସ୍ତିକର ପରିବେଶରେ ଏହି ଘାତକ ଭୂତାଣୁ ସଂକ୍ରମଣ ଆଶଙ୍କା ଅଧିକ ରହିଥାଏ। ସହରାଞ୍ଚଳର ବସ୍ତିଗୁଡ଼ିକରେ ରହୁଥିବା ଲୋକଙ୍କ ପାଇଁ କୋଭିଡ୍‌-୧୯...

କରୋନା ସଂକ୍ରମଣରୁ ମୁକ୍ତି ପାଇଁ ଟକ୍ସିକ ମିଥାନଲ ପିଇ ୭ଶହରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ!

ତେହେରାନ,୨୮।୪: କରୋନା ଭାଇରସ ଏବେ ସାରା ବିଶ୍ୱରେ କାୟା ବିସ୍ତାର କରିଥିବା ବେଳେ ଏହି ମହାମାରୀ ଯୋଗୁ ବିଶ୍ୱରେ ଦିନକୁ ହଜାର ହଜାର ଲୋକଙ୍କ ଜୀବନ ଯାଉଛି। ଏହି ସଂକ୍ରମଣରୁ ନିଜକୁ ଦୂରେଇ ରଖିବାକୁ ଇରାନର ପାଖାପାଖି ୫ ହଜାର...

ଖୁସି ଖବର: ଆମେରିକାରେ କମୁଛି କରୋନା ସଂକ୍ରମିତଙ୍କ ସଂଖ୍ୟା

ଓ୍ବାଶିଂଟନ,୨୮।୪: କରୋନା ଭାଇରସ ସଂକ୍ରମଣରେ ଆମେରିକାର ମେରୁଦଣ୍ଡ ଏକ ପ୍ରକାର ଭାଙ୍ଗି ପଡିଲାଣି ବୋଲି ଆଲୋଚନା ହେଉଛି। ଏଠାରେ ପ୍ରତିଦିନ କରୋନା ଯୋଗୁ ହଜାର ହଜାର ସଂଖ୍ୟାରେ ଲୋକଙ୍କ ମୃତ୍ୟୁ ଘଟୁଥିବାରୁ ଏହା ଆମେରିକା ସରକାରଙ୍କ ଚିନ୍ତା ବଢାଇ ଦେଇଛି।...

ଗରିବ ଦେଶରେ ୧୦୦ କୋଟିଙ୍କୁ କରୋନା ସଂକ୍ରମଣ ଆଶଙ୍କା,ମୃତକଙ୍କ ସଂଖ୍ୟା ଛୁଇଁବ ୩୦ ଲକ୍ଷ: ତାଲିକାରେ ପାକିସ୍ତାନ-ବାଂଲାଦେଶ-ମ୍ୟାନ୍‌ମାର୍‌

ଓ୍ବାଶିଂଟନ,୨୮।୪: କରୋନା ସଂକ୍ରମଣ ନେଇ ପୃଥିବୀରେ ସଙ୍କଟ ଜନକ ସ୍ଥିତି ସୃଷ୍ଟି ହୋଇଛି। ବହୁ ଦେଶରେ ସୁରକ୍ଷା ଦୃଷ୍ଟିରୁ ଲକ୍‌ ଡାଉନ୍‌ ଜାରି ହୋଇଛି। ତେବେ କରୋନା ମହାମାରୀ ଯୋଗୁ ପୃଥିବୀର ଗରିବ ଦେଶ ଅଧିକ ପ୍ରଭାବିତ ହେବେ। ଏସବୁ...

ଇଟାଲିରେ କରୋନା ମୁକାବିଲା: ୮୦୦୦ ମେୟର ଫେସ୍‌ବୁକ୍‌ ସହିତ ଡ୍ରୋନ୍‌ ଦ୍ୱାରା ଲୋକଙ୍କୁ କରୁଥିଲେ ସଚେତନ

ରୋମ୍‌,୨୮।୪: ଇଟାଲିରେ କରୋନା ସଂକ୍ରମଣ କମିବାରେ ଳାଗିଛି। ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଥିବା ଲକ୍‌ଡାଉନ୍‌ ଏବେ କେତେକାଶଂରେ ବି ଜାରି ରହିଛି। ଦିନେ କରୋନା ମହାମାରୀର ହଟ୍‌ସ୍ପଟ୍‌ ପାଲଟି ଥିବା ଇଟାଲିର ସ୍ଥିତି ସ୍ବାଭାବିକ ହେବାରେ ୮୦୦୦ ମେୟରଙ୍କ ଅବଦାନ...

କରୋନା ଭୟ: ୧୨ ପ୍ରତିଶତ ଭାରତୀୟଙ୍କ ଆଖିକୁ ନାହିଁ ନିଦ

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୮।୪: କରୋନା ସଂକ୍ରମଣ ଯୋଗୁ ଭାରତରେ ଲୋକେ ଆତଙ୍କିତ ହୋଇ ପଡ଼ିଛନ୍ତି। ସାମାଜିକ ଦୂରତା, ମାସ୍କ୍‌ ବ୍ୟବହାର, ବାରମ୍ବାର ହାତ ଧୋଇବା, ସାନିଟାଇଜର ବ୍ୟବହାର ଆଦି ନେଇ ଲୋକଙ୍କ ବ୍ୟସ୍ତ ବିବ୍ରତ ହୋଇପଡ଼ିଛନ୍ତି। ଭାରତରେ କରୋନା ଭୟ ଯୋଗୁ ୧୨...

କରୋନା ସଂକ୍ରମିତଙ୍କ ଗୁରୁତର ଅବସ୍ଥା ସମ୍ପର୍କରେ ପୂର୍ବରୁ ସୂଚିତ କରିବ ବାୟୋମାର୍କର

ଓ୍ବାଶିଂଟନ,୨୮।୪: କରୋନା ସଂକ୍ରମିତଙ୍କ ଅବସ୍ଥା ଗୁରୁତର ହେବ କି ନାହିଁ ସେନେଇ ପୂର୍ବରୁ ଜଣାପଡ଼ିବ। ଏନେଇ ଇଣ୍ଟରନ୍ୟାଶନାଲ ଇମ୍ୟୁନୋ ଫାର୍ମାକୋଲୋଜି ପତ୍ରିକାରେ ଏକ ରିପୋର୍ଟ ପ୍ରକାଶ ପାଇଛି। ଏଥିରେ ଦର୍ଶାଯାଇଛି ଯେ, ମଣିଷ ଶରୀରର ରୋଗପ୍ରତିରୋଧକ କ୍ଷମତା ମୁଖ୍ୟତଃ ନ୍ୟୁଟ୍ରୋଫିଲ୍‌...

ଇନଭର୍ଟ ମାଇସିନ୍‌ ଦ୍ୱାରା ୨ ଦିନରେ ସଂକ୍ରମିତ ହେବେ କରୋନା ମୁକ୍ତ

ଓ୍ବାଶିଂଟନ/ମେଲବୋର୍ନ,୨୮।୪: କରୋନା ମହାମାରୀ ସଂକ୍ରମଣ ଯୋଗୁ ସାରା ପୃଥିବୀରେ ଆତଙ୍କ ଦେଖାଦେଇଛି। ଏହି ମହାମାରୀକୁ କିଭଳି ରୋକା ଯିବ ସେ ନେଇ ବୈଜ୍ଞାନିକମାନେ ଉଦ୍ୟମ ଜାରି ରଖିଛନ୍ତି। ନିକଟରେ ଆମେରିକା ନର୍ଥଶୟାର ବିଶ୍ୱବିଦ୍ୟାଳୟରେ ହୋଇଥିବା ଏକ ଅଧ୍ୟୟନରୁ ଜଣାପଡ଼ିଛି ଯେ,...

କାର୍ଯ୍ୟସ୍ଥଳରେ ସୁରକ୍ଷା ଓ ସ୍ବାସ୍ଥ୍ୟରକ୍ଷା ଜରୁରୀ

ଜେନିଭା,୨୮।୪: ପ୍ରତିବର୍ଷ ଏପ୍ରିଲ ୨୮ରେ ବିଶ୍ୱବ୍ୟାପୀ କାର୍ଯ୍ୟସ୍ଥଳରେ ସୁରକ୍ଷା ଓ ସ୍ବାସ୍ଥ୍ୟ ଦିବସ ପାଳନ କରାଯାଇ ଆସୁଛି। ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ ପକ୍ଷରୁ ଜାରି ଏହି ଅଭିଯାନରେ ଏହାର ଉଚିତ ଉପଯୋଗ ଉପରେ ଗୁରୁତ୍ୱାରୋପ କରାଯାଇଛି। କାର୍ଯ୍ୟକ୍ଷେତ୍ରରେ ଘଟୁଥିବା ଦୁର୍ଘଟଣା...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri