ବେଜିଂ,୨୨ା୬(ପି.ଟି.): ମେଡିସିନ କ୍ଷେତ୍ରରେ ଗଭୀର ଜ୍ଞାନକୌଶଳ, ଅଭିଜ୍ଞତା ଯୋଗୁ ଭାରତ କରୋନା ମହାମାରୀ ସମୟରେ ‘ବିଶ୍ୱର ଫାର୍ମାସୀ’ ଭୂମିକା ଗ୍ରହଣ କରିଛି ବୋଲି ସାଂଘାଇ ସହଯୋଗ ସଂଗଠନ(ଏସ୍ସିଓ) ମହାସଚିବ ଭ୍ଲାଦିମିର ନୋରୋଭ କହିଛନ୍ତି। ଭାରତ ନିଜ ଦେଶର କରୋନା ସଂକ୍ରମଣକୁ...
ନ୍ୟୁୟର୍କ,୨୨ା୬(ଆଇଏଏନ୍ଏସ୍): କରୋନା ଭୂତାଣୁର ମୁକାବିଲା ପାଇଁ ବ୍ରିଟେନ ଦୀର୍ଘଦିନ ଲକ୍ଡାଉନରେ ରହିବା ପରେ ଏବେ ସେଠାରେ ଉତ୍କଟ ଖାଦ୍ୟାଭାବ ଦେଖାଦେଇଛି। ସେଠାରେ ପ୍ରତି ୪ ଜଣରେ ଜଣେ ବୟସ୍କ ବ୍ୟକ୍ତି କ୍ଷୁଧାରେ ରହିବା ସହ ଅପପୁଷ୍ଟିର ସମ୍ମୁଖୀନ ହୋଇଥିବା ଏକ...
ଓ୍ବାଶିଂଟନ, ୨୧।୬: ଭାରତ ଚାଇନା ମଧ୍ୟରେ ସୀମା ବିବାଦ ବଢ଼ିବାରେ ଲାଗିଛି। ଏପରିସ୍ଥଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଦୁଇ ଦେଶ ମଧ୍ୟରେ ମଧ୍ୟସ୍ଥି ସାଜିବା ପାଇଁ ପ୍ରସ୍ତୁତ ହୋଇ ରହିଥିବା କୁହାଯାଉଛି। ସେ କହିଛନ୍ତି ଯେ, ଭାରତ ଚାଇନା...
Page 1,392 of 1,654« First«...102030...1,3901,3911,3921,3931,394...1,4001,4101,420...»Last »
Archives
Model This Week
ପିଲାଙ୍କ ଧରିତ୍ରୀ