ଅନ୍ତର୍ଜାତୀୟ

ଗ୍ବାଦରରେ ନୌସେନା ଘାଟି ଗଢ଼ୁଛି ଚାଇନା

ଗ୍ବାଦର,୪ା୬: ପାକିସ୍ତାନର ବେଲୁଚିସ୍ତାନ ପ୍ରଦେଶସ୍ଥିତ ଗ୍ବାଦର ବନ୍ଦରରେ ଚାଇନା ଗୋପନରେ ଏକ ହାଇ ସିକ୍ୟୁରିଟି କମ୍ପାଉଣ୍ଡ ନିର୍ମାଣ କରୁଛି। ଏହାକୁ ଚାଇନା ନୌସେନା ଘାଟି ଭାବେ ବ୍ୟବହାର କରିବ ବୋଲି ଜଣାପଡ଼ିଛି। ଫୋର୍ବସ ମାଗାଜିନ୍‌ର ରିପୋର୍ଟ ଅନୁସାରେ ବିଶ୍ଳେଷକମାନେ ଏହାକୁ...

ଛାଡ଼ପତ୍ର ଦାବିକଲେ ଡେରେକ୍‌ଙ୍କ ସ୍ତ୍ରୀ

ଓ୍ବାଶିଂଟନ,୪ା୬(ପି.ଟି.): ଜର୍ଜ ଫ୍ଲୟଡ୍‌ଙ୍କ ହତ୍ୟା ଅଭିଯୁକ୍ତ ପୋଲିସ ଅଧିକାରୀ ଡେରେକ୍‌ ଶଉଭିନ୍‌ (୪୪)ଙ୍କୁ ଚାକିରିରୁ ନିଲମ୍ବନ କରାଯାଇ ଗିରଫ କରାଯାଇଛି। ଡେରେକ୍‌ଙ୍କ ସ୍ତ୍ରୀ କିଲିଏ ମେ ଶଉଭିନ୍‌ (୪୫) ଏହି ଥାର୍ଡ-ଡିଗ୍ରୀ ହତ୍ୟାକାଣ୍ଡକୁ ନେଇ ମର୍ମାହତ ହୋଇ ତାଙ୍କଠାରୁ ଛାଡ଼ପତ୍ର...

ହିରୋ ସାଜିଲେ ଭାରତୀୟ ବ୍ୟବସାୟୀ

ଓ୍ବାଶିଂଟନ,୪ା୬(ପି.ଟି.): ମିନେସୋଟା ରାଜ୍ୟସ୍ଥିତ ମିନିଆପଲିସରେ କୃଷ୍ଣକାୟ ଜର୍ଜ ଫ୍ଲୋଏଡ୍‌ ହତ୍ୟା ଘଟଣାର ପ୍ରତିବାଦରେ ଆମେରିକାରେ ଆନ୍ଦୋଳନ ହିଂସାତ୍ମକ ରୂପ ନେଇଥିବାବେଳେ ଜଣେ ଭାରତୀୟ ବ୍ୟବସାୟୀ ୭୫ ବିକ୍ଷୋଭକାରୀଙ୍କୁ ନିଜ ଘରେ ସୁରକ୍ଷା ଦେଇ ନିଜ ପାଇଁ ଜଣେ ହିରୋର ପରିଚୟ...

ବର୍ଣ୍ଣବୈଷମ୍ୟ ପ୍ରତି ଆଖି ବୁଜିଦେଇପାରିବା ନାହିଁ

ଭାଟିକାନ୍‌ ସିଟି,୪ା୬: କୃଷ୍ଣକାୟ ଆମେରିକୀୟ ଜର୍ଜ ଫ୍ଲୟଡ୍‌ଙ୍କ ମୃତ୍ୟୁକୁ ନେଇ କ୍ୟାଥୋଲିକ୍‌ ଧର୍ମଗୁରୁ ପୋପ୍‌ ଫ୍ରାନ୍ସିସ୍‌ ଶୋକବ୍ୟକ୍ତ କରିଛନ୍ତି। ପୋପ୍‌ ଫ୍ଲୟଡ୍‌ଙ୍କ ମୃତ୍ୟୁକୁ ବର୍ଣ୍ଣବୈଷମ୍ୟ ପାପର ପରିଣାମ ଭାବେ ଅଭିହିତ କରି ତାଙ୍କ ଆମତ୍ାର ସତ୍‌ଗତି ନିମନ୍ତେ ପ୍ରାର୍ଥନା କରିଛନ୍ତି।...

ଆଉ ଜଣେ କରୋନା ପ୍ରଘଟକାରୀ ଡାକ୍ତରଙ୍କ ମୃତ୍ୟୁ

ବେଜିଂ,୪ା୬: କରୋନା ସଂକ୍ରମଣରେ ଚାଇନାର ଆଉ ଜଣେ ଡାକ୍ତରଙ୍କ ମଙ୍ଗଳବାର ମୃତ୍ୟୁ ଘଟିଛି। ସେ ହେଲେ ଉହାନ ସେଣ୍ଟ୍ରାଲ ହସ୍ପିଟାଲରେ ୟୁରୋଲୋଜିଷ୍ଟ ଭାବେ କାର୍ଯ୍ୟରତ ୪୨ ବର୍ଷୀୟ ଡା. ହୁ ଉଇଫେଙ୍ଗ୍‌। ଡା.ହୁଙ୍କ ଶରୀର ରଙ୍ଗ କଳା ପଡ଼ିଯାଇଥିବା ଦେଖିବାକୁ...

ଆମେରିକାକୁ ଚାଇନାର କଡ଼ା ଜବାବ: ଭାରତ-ଚାଇନା ସୀମା ସ୍ଥିତି ସ୍ଥିର, ତୃତୀୟପକ୍ଷର ହସ୍ତକ୍ଷେପ ଅନାବଶ୍ୟକ

ବେଜିଂ, ୩।୬: ଭାରତ-ଚାଇନା ସୀମାରେ କିଛି ଦିନ ଧରି ଉତ୍ତେଜନା ଲାଗି ରହିଛି। ଏହାର ସମାଧାନ ପାଇଁ ଆମେରିକା ନିଜେ ହସ୍ତକ୍ଷେପ କରିବା ସମ୍ପର୍କରେ ସୂଚନା ଦେଇଥିଲା। ସୀମା ଉତ୍ତେଜନାକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକା ରାଷ୍ଟ୍ରପତି...

ଅତ୍ୟଧିକ ଆଣ୍ଟିବାୟୋଟିକ୍ସ୍‌ ବ୍ୟବହାର କ୍ଷତିକାରକ: ଡବ୍ଲ୍ୟୁଏଚ୍‌ଓ

ଜେନେଭା, ୩।୬: ପୃଥିବୀରେ କରୋନା ମହାମାରୀ ସଂକ୍ରମଣ ଆତଙ୍କ ସୃଷ୍ଟି କରିଛି। ସୁସ୍ଥ ହେବା ପାଇଁ ସଂକ୍ରମିତଙ୍କୁ ବିଭିନ୍ନ ଆଣ୍ଟିବାୟୋଟିକ୍ସ୍‌ ଦିଆଯାଉଛି। ତେବେ ଅତ୍ୟଧିକ ଆଣ୍ଟିବାୟୋଟିକ୍ସ୍‌ ବ୍ୟବହାର କ୍ଷତିକାରକ ବୋଲି (ବିଶ୍ୱସ୍ବାସ୍ଥ୍ୟ ସଂଗଠନ) ଡବ୍ଲ୍ୟୁଏଚ୍‌ଓ ପକ୍ଷରୁ କୁହାଯାଇଛି। ଏନେଇ ଡବ୍ଲ୍ୟୁଏଚ୍‌ଓ...

ଆମେରିକାରେ ହିଂସା ଜାରି: ୨୩ ରାଜ୍ୟରେ ୧୭ ହଜାର ସୈନ୍ୟ ମୁତୟନ

ୱାଶିଂଟନ,୩।୬: ଆମେରିକାର ମିନେପୋଲିସ୍‌ ସହରରେ ପୋଲିସ ହେପାଜତରେ ଥିବା ଜଣେ କୃଷ୍ଣକାୟଙ୍କ ମୃତ୍ୟୁ ହେବା ପରେ ସାରା ଦେଶରେ ପ୍ରତିବାଦ ନିଆଁ ଜଳୁଛି। ଜର୍ଜ ଫ୍ଲୋୟଡ୍‌ ନାମକ କୃଷ୍ଣକାୟ ବ୍ୟକ୍ତିଙ୍କୁ ଜଣେ ପୋଲିସ ଅଧିକାରୀ ଆଣ୍ଠୁରେ ଚାପି ରଖି ମାରିଦେବାର...

୨୪ ଘଣ୍ଟାରେ ୧ ଲକ୍ଷରୁ ଅଧିକ ନୂଆ ସଂକ୍ରମିତ: ବ୍ରିଟେନରେ ଖୋଲିଲା ପ୍ରାଇମେରୀ ସ୍କୁଲ

ଲଣ୍ଡନ,୨।୬: କରୋନା ସଂକ୍ରମଣକୁ ରୋକିବାକୁ ବିଶ୍ୱର ଅଧିକାଂଶ ଦେଶରେ ଲାଗୁ କରାଯାଇଥିବା ଲକ୍‌ଡାଉନ ନିୟମରେ କୋହଳ କରାଯାଇଥିବା ବେଳେ କେବଳ ସୋସିଆଲ ଡିଷ୍ଟାନସିଂକୁ ଗୁରୁତ୍ୱ ଦିଆଯାଉଛି। ଅନ୍ୟପଟେ କରୋନା ସଂକ୍ରମଣ କମ୍‌ ହେବା ପରିବର୍ତ୍ତେ ଦିନକୁ ଦିନ ଏହା ବୃଦ୍ଧି...

ଚାଇନା ନୁହେଁ ୟୁରୋପରୁ ଆରମ୍ଭ ହୋଇଥିଲା କରୋନା ସଂକ୍ରମଣ !

ବେଜିଂ, ୨।୬: ଚାଇନାର ଉହାନ ସହର କରୋନାର ଏନ୍ତୁଡ଼ିଶାଳ ବୋଲି କୁହାଯାଉଥିଲା। ୨୦୧୯ ଡିସେମ୍ବର ୩୧ରେ ଚାଇନା ସରକାର କରୋନା ସଂକ୍ରମଣ ସମ୍ପର୍କରେ ଜଣାଇଥିଲେ। ତେବେ ଏହାକୁ ଏକ ସର୍ଭେ ରିପୋର୍ଟରେ ଭୁଲ ଦର୍ଶାଯାଇଛି। ଫ୍ରାନ୍ସ୍‌ରେ କରୋନା ସଂକ୍ରମଣ ୨୦୨୦...

ଏସିଆର ମହଙ୍ଗା ଛାଡ଼ପତ୍ର: ରାତାରାତି କୋଟିପତି ପାଲଟିଲେ ମହିଳା

ବେଜିଂ, ୨।୬: ଏସିଆର ଏକ ମହଙ୍ଗା ଛାଡ଼ପତ୍ରରେ ଜଣେ ମହିଳା ରାତାରାତି କୋଟିପତି ପାଲଟି ଯାଇଛନ୍ତି। ଚାଇନା ଶେଜ୍ନେନର କାଙ୍ଗଟଇ ବାୟୋଲୋଜିକାଲ ପ୍ରଡକ୍ଟର ଅଧ୍ୟକ୍ଷ ଡ୍ୟୁ ଓ୍ବେଇମିନ୍‌ ତାଙ୍କ ପୂର୍ବତନ ସ୍ତ୍ରୀ ୟୁଆନ୍‌ ଲିପିଂଙ୍କୁ ଛାଡ଼ପତ୍ର କ୍ଷତିପୂରଣ ବାବଦରେ ଭାକସିନ୍‌...

ଜୁନ୍‌ ୧୭ରେ ଜାତିସଂଘ ସୁରକ୍ଷା ପରିଷଦ ନିର୍ବାଚନ

ଜେନେଭା, ୨।୬: ଜାତିସଂଘ ସୁରକ୍ଷା ପରିଷଦ ନିର୍ବାଚନ ଜୁନ୍‌ ୧୭ରେ ହେବ। ଏନେଇ ସୂଚନା ପ୍ରକାଶ ପାଇଛି। ଫ୍ରାନ୍ସ୍‌ର ଅଧ୍ୟକ୍ଷତାରେ ହୋଇଥିବା ବୈଠକରେ ଏହି ସୂଚନା ପ୍ରକାଶ ପାଇଛି। ପରିଷଦର ୫ ଅସ୍ଥାୟୀ ସଦସ୍ୟତା ପାଇଁ ହେବାକୁ ଥିବା ଏହି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri