ଅନ୍ତର୍ଜାତୀୟ

ଜୁନ୍‌ ୧୭ରେ ଜାତିସଂଘ ସୁରକ୍ଷା ପରିଷଦ ନିର୍ବାଚନ

ଜେନେଭା, ୨।୬: ଜାତିସଂଘ ସୁରକ୍ଷା ପରିଷଦ ନିର୍ବାଚନ ଜୁନ୍‌ ୧୭ରେ ହେବ। ଏନେଇ ସୂଚନା ପ୍ରକାଶ ପାଇଛି। ଫ୍ରାନ୍ସ୍‌ର ଅଧ୍ୟକ୍ଷତାରେ ହୋଇଥିବା ବୈଠକରେ ଏହି ସୂଚନା ପ୍ରକାଶ ପାଇଛି। ପରିଷଦର ୫ ଅସ୍ଥାୟୀ ସଦସ୍ୟତା ପାଇଁ ହେବାକୁ ଥିବା ଏହି...

କରୋନା ପରେ ଡରାଇଲାଣି ଇବୋଲା

କିନସାସା,୨।୬: ବିଶ୍ୱରେ ଏବେ କରୋନା ସଂକ୍ରମଣ ଚିନ୍ତାର କାରଣ ପାଲଟିଥିବା ବେଳେ ଏବେ ଆଫ୍ରିକାବାସୀଙ୍କ ପାଇଁ ବୋଝ ଉପରେ ନଳିତା ବିଡା ସାଜିଲାଣି ଇବୋଲା ଭାଇରସ। ଆଫ୍ରିକାରେ ଏବେସୁଦ୍ଧା ଦେଢ ଲକ୍ଷରୁ ଊର୍ଦ୍ଧ୍ୱ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଥିବା ବେଳେ...

୬ ବର୍ଷରେ ପୋଲିସ ଗୁଳିରେ ୭,୬୬୬ କୃଷ୍ଣକାୟଙ୍କ ଯାଇଛି ଜୀବନ: କାଲିଫର୍ନିଆରେ ସର୍ବାଧିକ

ଓ୍ବାଶିଂଟନ, ୨।୬: ଆମେରିକାରେ ପୋଲିସ ନିର୍ଯାତନାରେ କୃଷ୍ଣକାୟ ଜର୍ଜ ଫ୍ଲୋୟଡ୍‌ଙ୍କର ମୃତ୍ୟୁ ପରେ ଦେଶରେ ବର୍ଣ୍ଣବୈଷମ୍ୟ ବିରୋଧୀ ଆନ୍ଦୋଳନ ଥମିବାର ନାଁ ଧରୁନି। ମିନିଆପଲିସ ସହରରେ ପୋଲିସ ବର୍ବରତା ବିରୋଧରେ ପ୍ରଦର୍ଶନ ଆରମ୍ଭ ହୋଇଥିତ୍ଲା। ଏବେ ଏହା ଦେଶର ୪୦ଟି...

ବ୍ରିଟେନକୁ ବ୍ୟାପିଲା ବର୍ଣ୍ଣବୈଷମ୍ୟ ବିକ୍ଷୋଭ: ଆମେରିକାର ୪୦ ସହରରେ କର୍ଫ୍ୟୁ,ବଙ୍କରରେ ଲୁଚିଲେ ଟ୍ରମ୍ପ୍‌

ଲଣ୍ଡନ,୨ା୬: ଆମେରିକାରେ ଜର୍ଜ ଫ୍ଲୋୟଡ୍‌ ନାମକ ଜଣେ କୃଷ୍ଣକାୟଙ୍କର ପୋଲିସ ନିର୍ଯାତନାରେ ମୃତ୍ୟୁ ପରେ ଦେଶରେ ବର୍ଣ୍ଣବୈଷମ୍ୟ ବିରୋଧୀ ଆନ୍ଦୋଳନ ତେଜିବାରେ ଲାଗିଛି। ପୋଲିସ ବର୍ବରତା ବିରୋଧରେ ଆମେରିକାର ମିନିଆପଲିସ ସହରରେ ଆରମ୍ଭ ହୋଇଥିତ୍ବା ଆନ୍ଦୋଳନର ନିଆଁ ସାରା ଆମେରିକାକୁ...

ଆର୍ମେନିଆ ପ୍ରଧାନମନ୍ତ୍ରୀଙ୍କ ସମେତ ପରିବାର ସଦସ୍ୟ କରୋନା ସଂକ୍ରମିତ

ୟେରେଭାନ,୧।୬: ଆର୍ମେନିଆର ପ୍ରଧାନମନ୍ତ୍ରୀ ନିକୋଲ ପାସିନିଆନ ଓ ତାଙ୍କ ପରିବାରଣ ସମସ୍ତ ସଦସ୍ୟ କରୋନାରେ ସଂକ୍ରମିତ ହୋଇଥିବା ସୂଚନା ମିଳିଛି। ଏକ ଫେସ୍‌ବୁକ ଷ୍ଟେଟମେଣ୍ଟରେ ପ୍ରଧାନମନ୍ତ୍ରୀ କହିଛନ୍ତି, ତାଙ୍କ ନିକଟରେ କରୋନାର କୌଣସି ଲକ୍ଷଣ ନ ଥିଲେ ମଧ୍ୟ ସେ...

ଭାରତୀୟ ଉଚ୍ଚାୟୁକ୍ତଙ୍କୁ ସମନ ଜାରି କଲା ପାକିସ୍ତାନ

ଇସଲାମାବାଦ୍‌,୧।୬: ଦିଲ୍ଲୀ ପୋଲିସ ପକ୍ଷରୁ ପାକିସ୍ତାନ ଦୂତାବାସରେ ଭିଜା ସହାୟକ ଭାବେ କାର୍ଯ୍ୟ କରୁଥିବା ୨ ଅଧିକାରୀଙ୍କୁ ଗୁପ୍ତଚର କାର୍ଯ୍ୟ କରୁଥିବା ଅଭିଯୋଗରେ ଗିରଫ କରାଯାଇଥିଲା। ସେମାନେ ପାକିସ୍ତାନ ଗୁପ୍ତଚରୀ ସଂସ୍ଥା ଆଇଏସ୍‌ଆଇ ପାଇଁ କାମ କରୁଥିବା ଜଣାପଡ଼ିବା ପରେ...

ଦୀର୍ଘ ଦିନ ଧରି ଭାରତ ପ୍ରତି ବିପଦ ସୃଷ୍ଟି କରୁଛି ଚାଇନା: ପୋମ୍ପିଓ

ଓ୍ବାଶିଂଟନ,୧।୬: ଚାଇନା ଦୀର୍ଘ ଦିନ ଧରି ଭାରତ ପାଇଁ ବିପଦ ସୃଷ୍ଟି କରୁଛି। ଚାଇନାର ସୈନ୍ୟବଳର ମୁକାବିଲା ଲାଗି ଅନ୍ୟ ଦେଶଙ୍କ ସହାୟତା ନିଆଯିବାର ଆବଶ୍ୟକତା ରହିିଛି। ଆମେରିକା ବହିର୍ବ୍ୟାପାର ମନ୍ତ୍ରୀ ମାଇକ୍‌ ପୋମ୍ପିଓ ଏଭଳି କହିଛନ୍ତି। ଚାଇନାର ସୈନ୍ୟ...

ସମୁଦ୍ର ପତ୍ତନଠାରୁ ଉଚ୍ଚରେ ବାସ କରୁଥିବା ଲୋକଙ୍କୁ କରୋନା ସଂକ୍ରମଣ ଆଶଙ୍କା କମ୍‌

ଓ୍ବାଶିଂଟନ,୧।୬: କରୋନା ସଂକ୍ରମଣ ନେଇ ପୃଥିବୀର ବିଭିନ୍ନ ଦେଶରେ ନାନା ପ୍ରକାର ଗବେଷଣା ଜାରି ରହିଛି। ସମୁଦ୍ର ପତ୍ତନଠାରୁ ଅଧିକ ଉଚ୍ଚରେ ବାସ କରୁଥିବା ଲୋକଙ୍କୁ କରୋନା ସଂକ୍ରମଣ ଆଶଙ୍କା କମ୍‌ ରହିଥାଏ ବୋଲି ଏକ ଗବେଷଣାରୁ ଜଣାପଡ଼ିଛି। ଏନେଇ...

ଅପରେଶନ୍‌ ସମୁଦ୍ର ସେତୁ: ଆଇଏନ୍‌ଏସ୍‌ ଜଲାଶ୍ୱରେ କଲୋମ୍ବୋରୁ ୭୦୦ ଭାରତୀୟ ଫେରିବେ ସ୍ବଦେଶ

କଲୋମ୍ବୋ,୧।୬: କରୋନା ସଂକ୍ରମଣ ଯୋଗୁ ପୃଥିବୀରେ ସଙ୍କଟ ଜାରି ରହିଛି। ସଂକ୍ରମଣରୁ ଦୂରେଇ ରହିବା ପାଇଁ ବହୁ ଦେଶରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଏପରିସ୍ଥଳେ ବିଭିନ୍ନ ଦେଶରେ ବିଦେଶୀମାନେ ଅଟକି ରହିଛନ୍ତି। ବିଦେଶରେ ଅଟକି ରହିଥିବା ଭାରତୀୟଙ୍କୁ ସ୍ବଦେଶ ଫେରାଇ...

କ୍ରୋଧର ନିଆଁରେ ଆମେରିକା

ଓ୍ବାଶିଂଟନ,୧ା୬: କୃଷ୍ଣକାୟ ଆମେରିକୀୟ ଜର୍ଜ ଫ୍ଲୋୟଡ୍‌ଙ୍କୁ ଜଣେ ପୋଲିସ ଅଧିକାରୀ ଆଣ୍ଠୁରେ ଚପାଇରଖି ମାରିଦେବା ପରେ ଦେଶରେ ବର୍ଣ୍ଣବୈଷମ୍ୟ ବିରୋଧୀ ପ୍ରଦର୍ଶନ ତେଜିବାରେ ଲାଗିଛି। ପୋଲିସ ବର୍ବରତା ବିରୋଧରେ ଆମେରିକାର ମିନିଆପଲିସ ସହରରେ ଆରମ୍ଭ ହୋଇଥିତ୍ବା ବିକ୍ଷୋଭ ପ୍ରଥମେ ହିଂସା...

ଦାରିଦ୍ର୍ୟ ମଧ୍ୟକୁ ଠେଲି ହୋଇଯିବେ ୮.୬ କୋଟି ପିଲା

ନୂଆଦିଲ୍ଲୀ,୧ା୬:ମହାମାରୀ କରୋନା ଯୋଗୁ ସାରା ବିଶ୍ୱରେ ଘୋର ଆର୍ଥିକ ଅବନତି ଘଟିଛି। ଏହାର ପ୍ରଭାବରେ ୨୦୨୦ ଶେଷ ସୁଦ୍ଧା ସ୍ବଳ୍ପ ଏବଂ ମଧ୍ୟମ ଆୟକାରୀ ଦେଶଗୁଡ଼ିକର ଗରିବ ପରିବାରରେ ରହୁଥିବା ପିଲାଙ୍କ ସଂଖ୍ୟା ୮.୬ କୋଟି (୧୫%) ବୃଦ୍ଧି ହୋଇ...

ମହାକାଶଚାରୀଙ୍କୁ ଅନ୍ତରୀକ୍ଷରେ ପହଞ୍ଚାଇଲା ସ୍ପେସ୍‌ଏକ୍ସ

ଓ୍ବାଶିଂଟନ,୧ା୬: ଆମେରିକା ଏହାର ଦୁଇଜଣ ମହାକାଶଚାରୀଙ୍କୁ ଅନ୍ତରୀକ୍ଷକୁ ପଠାଇ ଇତିହାସ ରଚିଛି। ଶନିବାର ରାତିରେ ଫ୍ଲୋରିଡାର କେନେଡି ମହାକାଶ କେନ୍ଦ୍ରରୁ ଘରୋଇ ବ୍ୟବସାୟିକ ସଂସ୍ଥା ସ୍ପେସ୍‌ଏକ୍ସର କ୍ରିଉ ଡ୍ରାଗନ ମହାକାଶଯାନ ସଫଳତାର ସହ ନାସାର ଦୁଇ ମହାକାଶଚାରୀଙ୍କୁ ନେଇ ଅନ୍ତର୍ଜାତୀୟ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri