ଅନ୍ତର୍ଜାତୀୟ

ଆମାଜନ୍‌ ଜଙ୍ଗଲରେ ପହଞ୍ଚିଲା କରୋନା: ୟାନୋମାମି ଜନଜାତି ବାଳକଙ୍କ ମୃତ୍ୟୁ

ସାଓ ପାଓଲୋ,୧୨।୪: କରୋନା ସଂକ୍ରମଣ ଏବେ ବ୍ରାଜିଲ୍‌ର ଆମାଜନ୍‌ ଜଙ୍ଗଲରେ ପହଞ୍ଚିଛି। ସଂକ୍ରମଣ ଯୋଗୁ ଏଠାରେ ଜଣେ ୧୫ ବର୍ଷ ବୟସ୍କ ୟାନୋମାମି ଜନଜାତି ବାଳକଙ୍କ ମୃତ୍ୟୁ ଘଟିଛି। ମୃତ ଯୁବକଙ୍କୁ ଏପ୍ରିଲ୍‌ ୩ରେ ଜ୍ୱର ହେବା ସହିତ ମୁଣ୍ଡବିନ୍ଧା,...

ଲକ୍‌ଡାଉନ ଖୋଲିବା ପରେ ପ୍ରିୟଜନଙ୍କ ଅନ୍ତିମ ସଂସ୍କାର ପାଇଁ ଲାଗିଲା ଲମ୍ବା ଲାଇନ୍‌ !

ବେଜିଂ,୧୨।୪: କରୋନା ଭାଇରସ ସଂକ୍ରମଣକୁ ନେଇ ଚାଇନାର ଉହାନ ସହରରେ ଲାଗିଥିବା ୭୮ ଦିନିଆ ଲକ୍‌ଡାଉନ୍‌ ଏବେ ଶେଷ ହୋଇଛି। ଏହାପରେ ସେଠାରେ ସାଧାରଣ ଜୀବନଯାତ୍ରା ସ୍ବାଭାବିକ ହେବା ସହ ସହର ବଜାର ସବୁ ଖୋଲାଥିବା ଦେଖିବାକୁ ମିଳିଛି। ଚାଇନା...

କରୋନାକୁ ଜିତିଲେ ୯୩ ବର୍ଷର ବୃଦ୍ଧା !

ଇସ୍ତାନବୁଲ,୧୨।୪: ଇରାନ ପରେ ଏବେ ତୁର୍କୀକୁ କରୋନା ସଂକ୍ରମଣର ହଟ୍‌ସ୍ପଟ ବୋଲି କୁହାଯାଉଛି। ପ୍ରତି ସପ୍ତାହରେ ଏଠାରୁ କରୋନାକୁ ନେଇ ଦୁଃଖଦ ଖବର ଆସୁଥିବା ବେଳେ ଏବେ ଏଠାରୁ ଆସିଛି ଏକ ଖୁସି ଖବର। ତୁର୍କୀର ୯୩ ବର୍ଷର ବୃଦ୍ଧା...

ନେପାଳରେ ଥିବା ୩ ଭାରତୀୟ କରୋନାରେ ସଂକ୍ରମିତ

ବିରଗୁଞ୍ଜ,୧୨।୪: ନେପାଳର ବିରଗୁଞ୍ଜ ସହରରେ ରହୁଥିବା ୩ ଭାରତୀୟ କରୋନା ଭାଇରସ ଦ୍ୱାରା ସଂକ୍ରମିତ ହୋଇଥିବା ରବିବାର ସୂଚନା ମିଳିଛି। ହେତଉଦରେ ଥିବା ଏକ ଲ୍ୟାବ୍‌ରେ ଟେଷ୍ଟ କରାଯିବା ପରେ ୩ ଜଣଙ୍କ ରିପୋର୍ଟ ପଜିଟିଭ ଆସିଥିବା ଜଣାପଡିଛି। ଏହାପରେ...

କେତେ ସଫଳ ହେବ ଆଣ୍ଟିବଡି ପରୀକ୍ଷା

ଓ୍ବାଶିଂଟନ,୧୨।୪: କୋଭିଡ୍‌-୧୯ ସଂକ୍ରମଣକୁ ନେଇ ଅଧିକାଂଶ ଦେଶ ଲକ୍‌ଡାଉନ ରହିଛି। କେବେ ଜୀବନଯାତ୍ରା ସ୍ବାଭାବିକ ହେବ ତାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। କରୋନା ଦ୍ୱାରା ସର୍ବାଧିକ ପ୍ରଭାବିତ ହୋଇଛି ଆମେରିକା। ଏବେ ବଡ଼ ପ୍ରଶ୍ନ ଉଠୁଛି, ଆମେରିକୀୟମାନେ କେବେ...

ଆମେରିକାରେ ୪୦ ଭାରତୀୟଙ୍କ ମୃତ୍ୟୁ ହେଲାଣି

ଓ୍ବାଶିଂଟନ,୧୨।୪: ଆମେରିକା କୋଭିଡ୍‌-୧୯ ସଂକ୍ରମଣର ବିଶ୍ୱ ହଟ୍‌ସ୍ପଟରେ ପରିଣତ ହୋଇଛି। ଏଠାରେ କରୋନା ସଂକ୍ରମଣରେ ୪୦ରୁ ଊର୍ଦ୍ଧ୍ୱ ଭାରତୀୟ ନାଗରିକ ତଥା ଭାରତୀୟ-ଆମେରିକୀୟଙ୍କର ମୃତ୍ୟୁ ଘଟିଲାଣି। ଏହି ଘାତକ ଭୂତାଣୁ ଦ୍ୱାରା ସେଠାରେ ୧୫୦୦ରୁ ଅଧିକ ଭାରତୀୟ ସଂକ୍ରମିତ ହୋଇଥିବା...

ଭେଣ୍ଟିଲେଟର ଯୋଗାଣ ବିଳମ୍ବରୁ ଚାଇନାରେ ବଢ଼ିଥିଲା ମୃତ୍ୟୁସଂଖ୍ୟା

ବେଜିଂ,୧୨।୪(ପି.ଟି.): ଚାଇନାରେ ଉପଯୁକ୍ତ ସମୟରେ ଯଥେଷ୍ଟ ଭେଣ୍ଟିଲେଟର ଯୋଗାଣ ହୋଇଥିଲେ କରୋନାଜନିତ ମୃତ୍ୟୁସଂଖ୍ୟାକୁ ହ୍ରାସ କରାଯାଇ ପାରିଥାନ୍ତା ବୋଲି ଏକ ଅଧ୍ୟୟନରେ କୁହାଯାଇଛି। ସେଠାରେ କରୋନାରେ ଯେତିକି ଲୋକଙ୍କ ମୃତ୍ୟୁ ଘଟିଛି ସେଥିରୁ ୨୦ ପ୍ରତିଶତଙ୍କୁ ଯାନ୍ତ୍ରିକ ଭେଣ୍ଟିଲେଟର ଓ...

କରୋନା ସହ ଲଢ଼େଇ ପାଇଁ ଅଣ୍ଟାଭିଡ଼ା: ତୁର୍କୀର ୩୧ ସହରରେ ୪୮ ଘଣ୍ଟିଆ କର୍ଫ୍ୟୁ

ଆଙ୍କରା,୧୧।୪: କରୋନା ସଂକ୍ରମିତଙ୍କ ସଂଖ୍ୟାକୁ ରୋକିବା ପାଇଁ ତୁର୍କୀର ୩୧ଟି ସହରରେ ୪୮ ଘଣ୍ଟିଆ କର୍ଫ୍ୟୁ ଜାରି ହୋଇଛି। କର୍ଫ୍ୟୁ ଜାରି ହୋଇଥିବା ଅଞ୍ଚଳ ମଧ୍ୟରେ ରାଜଧାନୀ ଆଙ୍କରା, ଆଦନା, ଅନ୍ତାଲ୍ୟା, ଆୟାଦିନ୍‌, ବାଲିକସିର୍‌, ବୁର୍ସା, ଡେନିଜିଲ୍‌ ଆଦି ସହର...

କରୋନାରୁ ଦୂରେଇ ରଖିବାକୁ ନବଜାତକଙ୍କ ପାଇଁ ରକ୍ଷାକବଚ ତିଆରି କଲା ଥାଇଲାଣ୍ଡ ହସ୍ପିଟାଲ

ବ୍ୟାଂକକ,୧୧।୪: ସାରା ବିଶ୍ୱରେ ଏବେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୫ ଲକ୍ଷ ଅତିକ୍ରମ କରିଥିବା ବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ଲକ୍ଷେ ଟପି ଗଲାଣି। ଏହାକୁ ଦେଖି ଏବେ ସମସ୍ତେ ବେଶ୍‌ ସଚେତନ ହୋଇଯାଇଛନ୍ତି। ତେବେ ଥାଇଲାଣ୍ଡର କିଛି ହସ୍ପିଟାଲରେ...

ରାଷ୍ଟ୍ରପତି ଭବନର ୨୦ କର୍ମଚାରୀ କରୋନା ପଜିଟିଭ୍‌: ଟେଷ୍ଟ୍‌ କିଟ୍‌ର ଅଭାବ ଯୋଗୁ ଆଫଗାନିସ୍ତାନରେ ବଢୁଛି ସଂକ୍ରମିତଙ୍କ ସଂଖ୍ୟା

କାବୁଲ,୧୧।୪: କରୋନା ସଂକ୍ରମଣ ନେଇ ଆଫଗାନିସ୍ତାନରେ ଆତଙ୍କ ଦେଖାଦେଇଛି। ଏଠାରେ କରୋନା ସଂକ୍ରମଣ ଯୋଗୁ ମୃତ୍ୟୁ ସଂଖ୍ୟା ବଢ଼ିଚାଲିଛି। ରାଷ୍ଟ୍ରପତିଭବନର ୨୦ ଜଣ କର୍ମଚାରୀଙ୍କ ରିପୋର୍ଟ ପଜିଟିଭ୍‌ ଆସିଥିବା କୁହାଯାଉଛି। ସେମାନଙ୍କୁ ଚିକିତ୍ସା ଲାଗି ହସ୍ପିଟାଲରେ ଭର୍ତ୍ତି କରାଯାଇଥିବାବେଳେ କେତେକଙ୍କୁ...

ସୁସ୍ଥ ହେଲା ପରେ ବି ରିପୋର୍ଟ କିପରି ଆସୁଛି କରୋନା ପଜିଟିଭ୍‌ !

ଲଣ୍ଡନ/ନୂଆଦିଲ୍ଲୀ,୧୧।୪: କରୋନା ସଂକ୍ରମଣ ଯୋଗୁ ପ୍ରତିଦିନ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। କେତେକ କରୋନା ସଂକ୍ରମିତ ସୁସ୍ଥ ହେବା ପରେ ବି ତାଙ୍କ ରିପୋର୍ଟ ପଜିଟିଭ ଆସୁଛି। ଏହାକୁ ନେଇ କରୋନା ଭଲ ହେଉଛି କି ନାହିଁ ସେ ନେଇ...

କରୋନା ସଂକ୍ରମଣରେ ସୌଦି ଆରବ ରାଜ ପରିବାରର ୧୫୦ ସଦସ୍ୟ !

ରିୟାଦ,୧୧।୪: ସୌଦି ଆରବର ରାଜ ପରିବାର ଏବେ କରୋନା କବଳରେ। ମିଳିଥିବା ଏକ ସୂଚନା ଅନୁଯାୟୀ, ଏବେ ସୌଦି ଆରବ ରାଜ ପରିବାରର ପାଖାପାଖି ୧୫୦ ଜଣ ସଦସ୍ୟ କରୋନା ଭାଇରସରେ ସଂକ୍ରମିତ ହୋଇଛନ୍ତି। ଦ ନ୍ୟୁୟର୍କ ଟାଇମ୍ସର ଏକ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri