ଅନ୍ତର୍ଜାତୀୟ

ଇଟାଲୀରେ ଲକ୍‌ଡାଉନ୍‌ ଅବଧି ମେ’ ୩କୁ ବୃଦ୍ଧି

ରୋମ,୧୧।୪: ଇଟାଲୀରେ କରୋନା ଭାଇରସ୍‌ ବେଲଗାମ୍‌ ହୋଇପଡ଼ିଛି। ଦିନକୁ ଦିନ କରୋନାଜନିତ ମୃତ୍ୟୁ ଓ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଇଟାଲୀରେ ଏପର୍ଯ୍ୟନ୍ତ କରୋନାରେ ମୃତ୍ୟୁ ସଂଖ୍ୟା ୧୮,୮୪୯ ଟିପିଛି। ଯାହା ଅନ୍ୟ ଦେଶ ତୁଳନାରେ ସର୍ବାଧିକ। ଫଳରେ...

ଲକ୍‌ଡାଉନ ଉଠିବା ପରେ ରେକର୍ଡ ସଂଖ୍ୟକ ରେଜିଷ୍ଟ୍ରେଶନ ଯୋଗୁ କ୍ରାସ୍‌ ହେଲା ମାଟ୍ରିମୋନିଆଲ୍‌ ସାଇଟ୍‌

ବେଜିଂ,୧୧।୪: କରୋନା ଭାଇରସ ଯୋଗୁ ବେଶି ପ୍ରଭାବିତ ହୋଇଥିବା ଚାଇନାର ଉହାନ ସହରରେ ଦୀର୍ଘ ଅଢେଇ ମାସର ଲକ୍‌ଡାଉନ ଖୋଲିବା ପରେ ଏବେ ସାଧାରଣ ଜୀବନଯାତ୍ରା ସ୍ବାଭାବିକ ହେବାରେ ଲାଗିଛି। ଏବେ ସେଠାକାର ରାସ୍ତାରେ ଜନ ଗହଳି ଦେଖାଯାଇଛି। ହେଲେ...

ଆବେଗ ଉପରେ କରୋନା ଲଗାମ୍‌: ଡ୍ୟୁଟିରୁ ଫେରି ଥିବା ଝିଅଙ୍କୁ ଚାଦରରେ ଗୁଡ଼ାଇ ଆଲିଙ୍ଗନ କଲେ ମା’

ଓ୍ବାଶିଂଟନ,୧୧।୪: ସାରା ପୃଥିବୀରେ କରୋନା ସଙ୍କଟର ମୁକାବିଲା ଲାଗି ପ୍ରସ୍ତୁତି ଜାରି ରହିଛି। ଏପରିସ୍ଥଳେ କରୋନା ମହାମାରୀକୁ ନେଇ ଲୋକଙ୍କ ମଧ୍ୟରେ ସଚେତନତା ବୃଦ୍ଧି ପାଇଛି। ମନର ଆବେଗ ଉପରେ କରୋନା ଏବେ ଲଗାମ ଲଗାଇଛି। ଏହାର ସଦ୍ୟତମ ଉଦାହରଣ...

କରୋନା ଭାଇରସ: ପ୍ରଥମ ଦେଶ ଭାବେ ଆମେରିକାରେ ଗୋଟିଏ ଦିନରେ ଗଲା ୨ ହଜାରରୁ ଊର୍ଦ୍ଧ୍ୱ ମୁଣ୍ଡ

ଓ୍ବାଶିଂଟନ,୧୧।୪: ସାରା ବିଶ୍ୱରେ ଏବେ କାୟା ବିସ୍ତାର କରିଛି କରୋନା ଭାଇରସ। ଆମେରିକାରେ ଏହା ଥମିବାର ନାଁ ନେଉ ନ ଥିବା ବେଳେ ଏବେ ସେଠାରେ କରୋନାକୁ ନେଇ ହୋଇ ଚାଲିଛି ଗୋଟିଏ ପରେ ଗୋଟିଏ ରେକର୍ଡ। ଗତ ୨୪...

୯୨ ଦିନରେ କରୋନା ମୃତ୍ୟୁ ସଂଖ୍ୟା ଲକ୍ଷେ ଟପିଲା: ୨୨ ଦିନରେ ୯୦ ହଜାରରୁ ଅଧିକ ଲୋକଙ୍କ ଗଲାଣି ଜୀବନ !

ଓ୍ବାଶିଂଟନ/ରୋମ୍‌/ବେଜିଂ,୧୧।୪: କରୋନା ସଂକ୍ରମଣ ଯୋଗୁ ଗତ ୯୨ ଦିନରେ ସାରା ପୃଥିବୀରେ ଲକ୍ଷେରୁ ଅଧିକ ଲୋକଙ୍କ ମୃତ୍ୟୁ ଘଟିଛି। ଚାଇନାର ଉହାନ ସହରର ମାଂସ ବଜାରରୁ କରୋନା ସଂକ୍ରମିତ ହୋଇଥିବା ପ୍ରଥମ ଘଟଣା ୨୦୧୯ ନଭେମ୍ବର ୧୭ରେ ଚିହ୍ନଟ ହୋଇଥିଲା।...

କରୋନା ମୁକ୍ତ ହୋଇଥିବା ୯୧ ଜଣ ପୁଣି ପଜିଟିଭ୍‌

ସିଓଲ,୧୧।୪: ସାରା ପୃଥିବୀରେ କରୋନା ସଂକ୍ରମଣ ଦେଇ ଲୋକଙ୍କ ମଧ୍ୟରେ କୋକୁଆ ଭୟ ଦେଖାଦେଇଛି। କରୋନା ଭୂତାଣୁ ସଂକ୍ରମଣକୁ କିପରି ରୋକାଯିବ ସେନେଇ ବହୁ ପରୀକ୍ଷା ନିରୀକ୍ଷା ଜାରି ରହିଛି। କରୋନା ଲକ୍ଷଣ ଦେଖାଦେଉଥିବା ଲୋକଙ୍କୁ ଚିକିତ୍ସା ପାଇଁ ହସ୍ପିଟାଲରେ...

ଲକ୍‌ଡାଉନରେ କୁଇଜ୍‌ ପ୍ରତିଯୋଗିତା

ପ୍ୟାରିସ୍‌: ସବୁ ଦେଶରେ ଏବେ କରୋନାକୁ ହରାଇବା ପାଇଁ ଏକମାତ୍ର ଉପାୟ ଭାବେ ପାଳନ କରାଯାଉଛି ଲକ୍‌ଡାଉନ୍‌। ସେଥିପାଇଁ ଲୋକେ ଏବେ ଘର ଭିତରେ ସବୁବେଳେ ରହୁଛନ୍ତି। ତେବେ ପୂରାଦିନ ଘରେ ବସି ବସି ଅନେକ ବୋର୍‌ ହୋଇ ଯାଉଛନ୍ତି।...

କରୋନାରେ ଅଧିକ ମରୁଛନ୍ତି ଅଣଶ୍ୱେତାଙ୍ଗ ଆମେରିକୀୟ

ଓ୍ବାଶିଂଟନ,୧୧ା୪: ମହାମାରୀ କରୋନା ସଂକ୍ରମଣରେ ଯୁକ୍ତରାଷ୍ଟ୍ର ଆମେରିକା ସର୍ବାଧିକ ପ୍ରଭାବିତ ହୋଇଛି। ସେଠାରେ ସଂକ୍ରମିତଙ୍କ ସଂଖ୍ୟା ୪,୬୮,୮୯୫ରେ ପହଞ୍ଚତ୍ଥିବାବେଳେ ୧୬ ହଜାରରୁ ଅଧିକ ଲୋକଙ୍କ ଜୀବନ ଗଲାଣି। ସାଧାରଣତଃ ରୋଗ କେବେ ଜାତି,ଧର୍ମ, କଳା ଗୋରା ଭେଦଭାବ ଦେଖି ନ...

ନ୍ୟୁୟର୍କରେ ସର୍ବାଧିକ ସଂକ୍ରମିତ

ନ୍ୟୁୟର୍କ,୧୧ା୪: କରୋନା ଭାଇରସ୍‌ ସଂକ୍ରମିତଙ୍କ ସଂଖ୍ୟାରେ ବିଶ୍ୱର ସମସ୍ତ ଦେଶଠାରୁ ଆମେରିକାର ନ୍ୟୁୟର୍କ ପ୍ରଦେଶ ଟପିଯାଇଛି। କେବଳ ନ୍ୟୁୟର୍କରେ ଗୁରୁବାର ୧୦,୩୩୩ ଜଣ ସଂକ୍ରମିତ ହେବା ସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୬୦ ହଜାର ଛୁଇଁଛି। ଏହି...

ସର୍ଭିଲାନ୍ସ ଜରିଆରେ ପ୍ରିଭେସି ଉଲ୍ଲଂଘନ

ଅଦୃଶ୍ୟ ରାକ୍ଷସ କରୋନା ବିଶ୍ୱର ୨୦୯ ରାଷ୍ଟ୍ରକୁ କବଳିତ କରିଛି। ଏହି ଘାତକ ଭୂତାଣୁ ସଂକ୍ରମଣ ରୋକିବା ପାଇଁ ବିଭିନ୍ନ ଦେଶ ଭିନ୍ନ ଭିନ୍ନ ପନ୍ଥା ଆପଣାଇବାରେ ଲାଗିଛନ୍ତି। ଏହି କ୍ରମରେ ୨୫ଟି ଦେଶର ସରକାର କରୋନା ମୁକାବିଲା ଲାଗି...

ମୃତ୍ୟୁସଂଖ୍ୟା ଲକ୍ଷେ ଟପିଲା

ଓ୍ବାଶିଂଟନ/ରୋମ୍‌/ ଲଣ୍ଡନ,୧୧ା୪: କରୋନା ଭୂତାଣୁ ଯୋଗୁ ବିଶ୍ୱବ୍ୟାପୀ ମୃତ୍ୟୁସଂଖ୍ୟା ଲକ୍ଷେ ଟପିଛି। ୧୬.୫୦ ଲକ୍ଷ ଲୋକ ଏହି ଭୂତାଣୁ କବଳରେ ଅଛନ୍ତି। ଶୁକ୍ରବାର ମୋଟ ୪,୫୭୦ ଲୋକଙ୍କ ଜୀବନ ଯାଇଥିବା ବେଳେ ୪୪ ହଜାର ନୂଆ ରୋଗୀ ଚିହ୍ନଟ ହୋଇଛନ୍ତି।...

ଗୁରୁତର ସଙ୍କଟରେ ଆମେରିକାର ଖବରକାଗଜ ଶିଳ୍ପ

ନ୍ୟୁୟର୍କ,୧୧ା୪: କରୋନା ଭାଇରସ୍‌ ସଂକ୍ରମଣ ଖବର ସାଉଁଟିବାକୁ ପ୍ରବଳ ଆଗ୍ରହ ଦେଖାଉଥିବା ଆମେରିକା ସାମ୍ବାଦିକଙ୍କ ପାଇଁ ଏବେ ବିପଦ ଘନେଇ ଆସିଛି। ଏହା ଖବରକାଗଜ ଶିଳ୍ପ ପ୍ରତି ଏକ ବଡ଼ ବିଡ଼ମ୍ବନା ବୋଲି କୁହାଗଲାଣି। ବର୍ତ୍ତମାନ ପରିପ୍ରେକ୍ଷୀରେ ପାଠିକାପାଠକଙ୍କ ନିକଟରେ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri