ଅନ୍ତର୍ଜାତୀୟ

ଚାଇନା-ରୁଷିଆ ସୀମା ସିଲ୍‌

ବେଜିଂ,୮ା୪: ଚାଇନା ଓ ରୁଷିଆ ମଧ୍ୟରେ ଥିବା ସ୍ଥଳ ସୀମାକୁ ମଙ୍ଗଳବାର ସିଲ୍‌ କରିଦିଆଯାଇଛି। ଚାଇନାର ୫୯ ନାଗରିକଙ୍କଠାରେ କରୋନା ଭାଇରସ୍‌ ଚିହ୍ନଟ ହେବା ପର ଭ୍ଲାଡିଭୋଷ୍ଟକ୍‌ ସୀମାନ୍ତ ସ୍ଥଳ ଓ ନଦୀ ବନ୍ଦର ସୀମାକୁ ଉଭୟ ପଟୁ ବନ୍ଦ...

ଦିନକରେ ଗଲା ୫ ହଜାର ଜୀବନ

ଓ୍ବାଶିଂଟନ/ରୋମ୍‌/ଲଣ୍ଡନ,୮।୪: ସ୍ଥିତି କ୍ରମଶଃ ଜଟିଳରୁ ଜଟିଳତର ହେବାରେ ଲାଗିଛି। ବିଶ୍ୱର ୨୦୯ ଦେଶରେ କରୋନା ଭୂତାଣୁ କାୟାବିସ୍ତାର କରିବା ସହ ମୁଣ୍ଡ ପରେ ମୁଣ୍ଡ ନେଇଚାଲିଛି। ବିଶ୍ୱବ୍ୟାପୀ ମୃତ୍ୟୁସଂଖ୍ୟା ଏବେ ୭୯,୫୧୩୩ରେ ପହଞ୍ଚି ଥିବାବେଳେ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ...

କରୋନାକୁ ରୋକିବାରେ ଆମେରିକା ଅସମର୍ଥ: ସୈନ୍ୟବାହିନୀର ସହାୟତା ଲୋଡ଼ିଲେ ଟ୍ରମ୍ପ୍‌

ଓ୍ବାଶିଂଟନ,୭।୪: ଆମେରିକାରେ କରୋନା ସଂକ୍ରମଣ ରୋକିବାରେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ସରକାରଙ୍କ ପକ୍ଷରୁ ହୋଇଥିବା ସମସ୍ତ ଉଦ୍ୟମ ଫେଲ୍‌ ମାରିଛି। ଶେଷରେ ଟ୍ରମ୍ପ୍‌ ସୈନ୍ୟବାହିନୀର ସହାୟତା ଲୋଡ଼ିଛନ୍ତି। ନ୍ୟୁୟର୍କରେ କରୋନା ସଂକ୍ରମଣ ଉପରେ ନିୟନ୍ତ୍ରଣ ଆଣିବା ଳାଗି ସୈନ୍ୟ ବାହିନୀର...

ତବଲିଘ୍‌ ଜମାତର ୨୦ ହଜାର ଲୋକଙ୍କୁ କ୍ୱାରାଣ୍ଟାଇନ୍‌ କଲା ପାକିସ୍ତାନ

ଇସଲାମାବାଦ୍‌,୭।୪: ପାକିସ୍ତାନରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିଚାଲିଛି। ଦେଶରେ ଇତିମଧ୍ୟରେ କରୋନା ସଂକ୍ରମଣ ଯୋଗୁ ୫୫ ଜଣଙ୍କ ମୃତ୍ୟୁ ଘଟିଛି। ସେହିପରି ସଂକ୍ରମିତଙ୍କ ସଂଖ୍ୟା ୩ ହଜାର ୯୧୮ରେ ପହଞ୍ଚିଛି। ଏଠାରେ ଇସଲାମିକ୍‌ ମିଶନାରୀ ଆନ୍ଦୋଳନ ପକ୍ଷରୁ ଆୟୋଜିତ ହୋଇଥିବା...

କରୋନା ମୃତ୍ୟୁ ସଂଖ୍ୟା ୭୪ ହଜାର ଟପିଲା: ସଂକ୍ରମିତଙ୍କ ସଂଖ୍ୟା ୧୩ ଲକ୍ଷ ୪୮ ହଜାର

ନୂଆଦିଲ୍ଲୀ/ଓ୍ବାଶିଂଟନ,୭।୪: ଚାଇନାର ଉହାନରୁ ଆରମ୍ଭ ହୋଇଥିବା କରୋନା ସଂକ୍ରମଣ ଯୋଗୁ ସାରା ପୃଥିବୀରେ ଇତିମଧ୍ୟରେ ୭୪ ହଜାର ୭୯୫ ଲୋକଙ୍କ ମୃତ୍ୟୁ ଘଟିଛି। ସେହିପରି ଏଥିରେ ୧୩ ଲକ୍ଷ ୪୮ ହଜାର ୪୩୦ଜଣ ସଂକ୍ରମିତ ହୋଇଛନ୍ତି। ସେହିପରି ୨ ଲକ୍ଷ...

କରୋନା ଭାଇରସ: ବ୍ରିଟେନ ପ୍ରଧାନମନ୍ତ୍ରୀଙ୍କ ଆଶୁ ଆରୋଗ୍ୟ କାମନା କଲେ ଟ୍ରମ୍ପ

ଓ୍ବାଶିଂଟନ,୭।୪: ବ୍ରିଟେନ ପ୍ରଧାନମନ୍ତ୍ରୀ ବୋରିଶ ଜନସନ କିଛିଦିନ ତଳେ କରୋନାରେ ପୀଡ଼ିତ ହୋଇଥିବା ଜଣାପଡିଥିଲା। ପ୍ରଥମେ ସେ ସେଲ୍ଫ ଆଇସୋଲେଶନରେ ରହିଥିବା ବେଳେ ବେଳକୁ ବେଳ ତାଙ୍କ ସ୍ବାସ୍ଥ୍ୟରେ ଅବନତି ଦେଖାଦେବାରୁ ଡାକ୍ତରୀ ଟିମ୍‌ଙ୍କ ପରାମର୍ଶ କ୍ରମେ ସୋମବାର ତାଙ୍କୁ...

ଲକ୍‌ଡାଉନ୍‌ ପରେ ଉହାନ୍‌ ଛାଡ଼ିଥିବା ୫୦ ଲକ୍ଷରୁ ଅଧିକ ଲୋକଙ୍କର ଏପର୍ଯ୍ୟନ୍ତ ମିଳିନି ଖୋଜ୍‌ଖବର !

ବେଜିଂ,୭।୪: କରୋନା ସଂକ୍ରମଣରେ ଚାଇନାରେ ପ୍ରକୃତରେ କେତେ ଲୋକଙ୍କ ମୃତ୍ୟୁ ଘଟିଛି ଏନେଇ କୌଣସି ସଠିକ୍‌ ସୂଚନା ମିଳିପାରି ନାହିଁ। ସରକାରୀ ରିପୋର୍ଟରେ ଏହା ୩ ହଜାର ୨ ଶହରୁ ଅଧିକ ବୋଲି ଦର୍ଶାଯାଇଛି। ତେବେ ବେସରକାରୀ ରିପୋର୍ଟରେ ଏହା...

ଚାଇନାର ୪ ଭୁଲ୍‌: କରୋନା ସମ୍ପର୍କରେ ପୂର୍ବରୁ ମିଳିଥିଲେ ସୂଚନା ପୃଥିବୀରେ ସଂକ୍ରମଣ ୯୫ ପ୍ରତିଶତ ହୋଇଥାନ୍ତା କମ୍‌

ଓ୍ବାଶିଂଟନ,୭।୪: ଦିନକୁ ଦିନ ପୃଥିବୀରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିଚାଲିଛି। ଏହାକୁ ରୋକିବା ପାଇଁ ସମସ୍ତ ଉଦ୍ୟମ ଅସଫଳ ହେବାରେ ଲାଗିଛି। ଏପରିସ୍ଥଳେ ପୃଥିବୀର ପ୍ରାୟ ୯୯ ପ୍ରତିଶତ ଲୋକ କରୋନା ସଂକ୍ରମଣ ଲାଗି ଚାଇନାକୁ ଦାୟୀ କରିଛନ୍ତି। ଚାଇନାର...

କରୋନା ସଂକ୍ରମଣ: ବ୍ରିଟେନରେ ଭାରତୀୟ ଡାକ୍ତରଙ୍କ ମୃତ୍ୟୁ

ଲଣ୍ଡନ,୭।୪: ବ୍ରିଟେନରେ କାର୍ଯ୍ୟରତ ଜଣେ ଭାରତୀୟ ଡାକ୍ତର ଜିତେନ୍ଦ୍ର କୁମାର ରାଥୋଡଙ୍କର କରୋନା ସଂକ୍ରମଣରେ ସୋମବାର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଡାକ୍ତର ରାଥୋଡ ୧୯୭୭ରେ ବମ୍ବେ ବିଶ୍ୱବିଦ୍ୟାଳୟରୁ ମେଡିକାଲ ଡିଗ୍ରୀ ପାଇବା ପରେ ବ୍ରିଟେନ ଚାଲିଯାଇଥିଲେ। ସେଠାରେ ସେ...

କାଗଜ ଟଙ୍କାରେ ୪ ଦିନ, ସର୍ଜିକାଲ ମାସ୍କ୍‌ରେ ୭ ଦିନ ପର୍ଯ୍ୟନ୍ତ ସକ୍ରିୟ ରୁହେ କରୋନା ଭୂତାଣୁ: ଶପିଂ ବ୍ୟାଗ୍‌କୁ ଗୋଟେ ଦିନ ରଖନ୍ତୁ ଅଲଗା !

ବେଜିଂ,୭।୪: କରୋନା ସଂକ୍ରମଣ ଦେଇ ଲୋକଙ୍କ ମଧ୍ୟରେ କୋକୁଆ ଭୟ ଦେଖାଦେଇଛି। କରୋନା ଭୂତାଣୁର ସର୍ଜିକାଲ ମାସ୍କ୍‌ରେ ୭ ଦିନ ପର୍ଯ୍ୟନ୍ତ ସକ୍ରିୟ ରହିଥାଏ। ତେଣୁ ଏହାକୁ ନ ଛୁଇଁବା ପାଇଁ ହଂକଂର ବିଶେଷଜ୍ଞମାନେ କହିଛନ୍ତି। ଏନେଇ ଏକ ରିପୋର୍ଟ...

ସ୍ମେଲ୍‌ ଟେଷ୍ଟ୍‌ରୁ ଜଣାପଡୁଛି କରୋନା ସଂକ୍ରମଣ ସୂଚନା

ସିଓଲ,୭।୪: କରୋନା ସଂକ୍ରମଣ ନେଇ ସାରା ପୃଥିବୀରେ ଆତଙ୍କ ଦେଖାଦେଇଛି। ସଂକ୍ରମିତଙ୍କ ଚିହ୍ନଟ କରିବା ଲାଗି ବିଭିନ୍ନ ପ୍ରକାରର ପରୀକ୍ଷା କରାଯାଉଥିବାବେଳେ ଦକ୍ଷିଣ କୋରିଆରେ ସ୍ମେଲ୍‌ ଟେଷ୍ଟ୍‌ ଦ୍ୱାରା କରୋନା ସଂକ୍ରମଣର ପ୍ରାରମ୍ଭିକ ଲକ୍ଷଣ ସମ୍ପର୍କରେ ଜାଣି ହେଉଛି। ଦକ୍ଷିଣ...

କରୋନା ଉପରେ ଲଗାମ ନାହିଁ

ଓ୍ବାଶିଂଟନ/ରୋମ୍‌/ପ୍ୟାରିସ୍‌, ୭ା୪ : କରୋନା ଭାଇରସ୍‌ ବେଲଗାମ୍‌ ସ୍ଥିତିରେ ପହଞ୍ଚିଛି। ବିଶ୍ୱର ୨୦୯ ଦେଶରେ ଏହି ଭୂତାଣୁ ନିଜର ଅଧିକାର ଜାହିର କରିବା ପରେ ପ୍ରାୟ ୧୩ ଲକ୍ଷ ଲୋକଙ୍କୁ କବଳିତ କରିବାରେ ସକ୍ଷମ ହୋଇଛି। ଅଦ୍ୟାବଧି କରୋନା ଭାଇରସ୍‌...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri