ଅନ୍ତର୍ଜାତୀୟ

ଜାତିସଂଘ ଅର୍ଥନୀତି ବିଶେଷଜ୍ଞଙ୍କ ପ୍ରଶଂସା

ଜାତିସଂଘ,୧୫।୫(ପି.ଟି.): କରୋନା ମହାମାରୀ ଯୋଗୁ କ୍ଷତିଗ୍ରସ୍ତ ହୋଇଥିବା ଅର୍ଥନୀତିକୁ ସଜାଡିବା ଲାଗି ଭାରତ ସରକାର ଆଣିଥିବା ୨୦ ଲକ୍ଷ କୋଟି ଟଙ୍କାର ଆର୍ଥତ୍କ ପ୍ୟାକେଜକୁ ଜାତିସଂଘର ଅର୍ଥନୀତି ବିଶେଷଜ୍ଞମାନେ ଉଚ୍ଚ ପ୍ରଶଂସା କରିଛନ୍ତି। ବିକାଶଶୀଳ ରାଷ୍ଟ୍ରଗୁଡ଼ିକ ମଧ୍ୟରେ ବର୍ତ୍ତମାନ ସୁଦ୍ଧା...

କରୋନା ପରେ ଆସୁଛି ନୂଆ ମହାମାରୀ: ଆମାଜନ ଜଙ୍ଗଲରେ ଜୁନୋଟିକ୍‌ ସଂକ୍ରମଣ ଆଶଙ୍କା

ଓ୍ବାଶିଂଟନ,୧୪।୫: ପୃଥିବୀରେ କରୋନା ସଂକ୍ରମଣ ଯୋଗୁ ସଙ୍କଟ ଦେଖାଦେଇଛି। ସଂକ୍ରମଣରୁ ଦୂରେଇ ରହିବା ଲାଗି ସମସ୍ତ ଦେଶ ଏକଜୁଟ ହୋଇ ଲଢ଼େଇ ଜାରି ରଖିଛନ୍ତି। ତେବେ କରୋନା ପରେପରେ ଆମାଜନର ଜଙ୍ଗଲରେ ଏକ ନୂଆ ମାରାତ୍ମକ ରୋଗ ଦେଖାଯିବାର ଆଶଙ୍କା...

ପୃଥିବୀରୁ ଶେଷ ହୋଇ ନ ପାରେ କରୋନା ମହାମାରୀ: ଡବ୍ଲ୍ୟୁଏଚ୍‌ଓ

ଜେନେଭା,୧୪।୫: କରୋନା ମହାମାରୀ ଯୋଗୁ ପୃଥିବୀରେ ସଙ୍କଟଜନକ ସ୍ଥିତି ସୃଷ୍ଟି ହେବାରେ ଲାଗିଛି। ସଂକ୍ରମିତ ଏବଂ ମୃତକଙ୍କ ସଂଖ୍ୟା ବଢୁଥିବାରୁ ଅନ୍ତର୍ଜାତୀୟସ୍ତରରେ ଚିନ୍ତା ବଢୁଛି। ଏପରିସ୍ଥଳେ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍‌ଓ) ପକ୍ଷରୁ କୁହାଯାଇଛି ଯେ, ସମ୍ଭବତଃ କରୋନା ମହାମାରୀ ଶେଷ...

ପିପିଇ କିଟ୍‌ ସିଲେଇ କରୁଛନ୍ତି ୯ ବର୍ଷର ଝିଅ

ସେରେମ୍ବାନ୍‌: କରୋନା ଯୁଦ୍ଧରେ କୋଭିଡ୍‌ ଯୋଦ୍ଧାଙ୍କୁ ଲୋକେ ସମ୍ମାନ ଜଣାଇବାକୁ ସବୁଆଡ଼େ କୁହାଯାଉଛି। ତେବେ ଏହି କୋଭିଡ୍‌ ଯୋଦ୍ଧାଙ୍କ ମଧ୍ୟରେ ଜଣେ ୯ ବର୍ଷର ଝିଅ ଏବେ ସୋସିଆଲ୍‌ ମିଡିଆରେ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ଝିଅଟିର ନାଁ ହେଉଛି...

ହସ୍ପିଟାଲକୁ ଆତଙ୍କବାଦୀଙ୍କ ଟାର୍ଗେଟ: ୧୬ ନିହତ

କାବୁଲ,୧୪ା୫: ଆଫଗାନିସ୍ତାନ ରାଜଧାନୀ କାବୁଲର ପଶ୍ଚିମପାର୍ଶ୍ୱରେ ଥିବା ଏକ ହସ୍ପିଟାଲ ଉପରେ ଆତଙ୍କବାଦୀ ଆକ୍ରମଣ କରିବାରୁ ୧୬ ଜଣଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ଦୁଇଜଣ ନବଜାତ ଶିଶୁ, ସେମାନଙ୍କ ମାଆ ଓ କେତେଜଣ ନର୍ସ ଅଛନ୍ତି। ସୁରକ୍ଷା କର୍ମୀ...

ମନ୍ଦିରରେ ଅସହାୟ ଲୋକଙ୍କୁ ସହାୟତାର ହାତ ବଢ଼ାଇଲେ ପାକିସ୍ତାନ ଖେଳାଳି

ଇସ୍‌ଲାମାବାଦ୍‌,୧୩।୫: ସାରା ବିଶ୍ୱରେ କରୋନା ଭାଇରସ୍‌ ଆତଙ୍କ ଖେଳାଇ ଚାଲିଛି। ଦିନକୁ ଦିନ ଆକ୍ରାନ୍ତ ଓ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି। କରୋନା ସହ ମୁକାବିଲା ପାଇଁ ସବୁ ଦେଶରେ ସରକାର ଏକତ୍ରିତ ହୋଇଥିବା ବେଳେ ସରକାରଙ୍କ ସହ ସବୁ...

ସ୍ବାସ୍ଥ୍ୟ ସେବା ଉପରେ କରୋନା ପ୍ରଭାବ: ଆସନ୍ତା ୬ ମାସରେ ୧୨ ଲକ୍ଷ ଶିଶୁଙ୍କ ହେବ ମୃତ୍ୟୁ

ଜେନେଭା,୧୩।୫: ପୃଥିବୀରେ କରୋନା ସଂକ୍ରମଣ ଯୋଗୁ ସଙ୍କଟ ଦେଖାଦେଇଛି। ଏପରି ସ୍ଥଳେ ବହୁ ଦେଶରେ ଲକ୍‌ଡାଉନ୍‌ ଜାରି ହୋଇଛି। ଫଳରେ ସାଧାରଣ ସ୍ବାସ୍ଥ୍ୟ ସେବା ଯୋଗାଣ ବାଧାପ୍ରାପ୍ତ ହେଉଥିବା ୟୁନିସେଫ୍‌ ପକ୍ଷରୁ ପ୍ରକାଶିତ ଏକ ରିପୋର୍ଟରେ କୁହାଯାଇଛି। ଏହି ଧାରା...

କରୋନା ସମ୍ପର୍କରେ ସୂଚନା ନ ଦେବାକୁ ଡବ୍ଲ୍ୟୁଏଚ୍‌ଓ ଉପରେ ଚାପ ପକାଇଥିଲା ଚାଇନା: ସିଆଇଏ

ଓ୍ବାଶିଂଟନ,୧୩।୫: ପୃଥିବୀରେ କରୋନା ସଂକ୍ରମଣ ବ୍ୟାପିବା ପଛରେ ଚାଇନାର ହାତ ରହିଛି। କରୋନା ସମ୍ପର୍କରେ ଆବଶ୍ୟକ ତଥ୍ୟ ଚାଇନା ଲୁଚାଇବା ସହିତ ଏନେଇ କୌଣସି ସୂଚନା ନ ଦେବାକୁ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍‌ଓ) ଉପରେ ଚାପ ପକାଇଥିବା ଆମେରିକା କହିଛି।...

୨୦ ବର୍ଷରେ ଚାଇନାରୁ ଆରମ୍ଭ ହୋଇଛି ୫ ପ୍ରକାର ଭୂତାଣୁ ସଂକ୍ରମଣ: ଏହାର ସମାଧାନ ଜରୁରୀ, କହିଲା ଆମେରିକା

ଓ୍ବାଶିଂଟନ,୧୩।୫: ଗତ ୨୦ ବର୍ଷ ମଧ୍ୟରେ ଚାଇନାରୁ ୫ ପ୍ରକାର ଭୂତାଣୁ ସଂକ୍ରମଣ ହୋଇଛି। ଏସବୁ ଦ୍ୱାରା ପୃଥିବୀ ଉପରେ ସଙ୍କଟ ଦେଖାଦେଇଛି। ଏଭଳି ସଂକ୍ରମଣର ସମାଧାନ ଜରୁରୀ ବୋଲି ଆମେରିକା କହିଛି। ଆମେରିକାର ଜାତୀୟ ସୁରକ୍ଷା ପରାମର୍ଶଦାତା ରବର୍ଟ...

କରୋନାକୁ ପରାସ୍ତ କଲେ ୧୧୩ ବର୍ଷ ବୟସ୍କା ବୃଦ୍ଧା

ମାଦ୍ରିଦ୍‌,୧୩।୫: କରୋନା ସଂକ୍ରମିତ ସଂଖ୍ୟା ଅନୁସାରେ ସ୍ପେନ୍‌ ପୃଥିବୀରେ ଦ୍ୱିତୀୟ ସ୍ଥାନରେ ରହିଛି। ଏଠାରେ ୨ଲକ୍ଷ ୬୯ ହଜାର ୫୨୦ ଜଣ ସଂକ୍ରମିତ ହୋଇଥିବାବେଳେ ମୃତକଙ୍କ ସଂଖ୍ୟା ୨୬ ହଜାର ୯୨୦ ରହିଛି। ସ୍ପେନ୍‌ର ଜଣେ ୧୩୩ ବର୍ଷ ବୟସ୍କା...

କରୋନା ପ୍ରତିଷେଧକ ଟୀକା: ୪୦୦ ଗବେଷକ ଦିନରାତି କରୁଛନ୍ତି ଗବେଷଣା, ୮୦୦ କୋଟି ଡଲାର ଅନୁଦାନ ଦେଇଛନ୍ତି ୪୦ ଦେଶ

ଜେନେଭା,୧୩।୫: କରୋନା ସଂକ୍ରମଣ ଯୋଗୁ ପୃଥିବୀରେ ଅଚଳାବସ୍ଥା ଦେଖାଦେଇଛି। ସଂକ୍ରମଣ ରୋକିବା ଏବଂ ପ୍ରତିଷେଧକ ଟୀକା ପ୍ରସ୍ତୁତି ପାଇଁ ୪୦୦ ଗବେଷକ ଦିନରାତି ଗବେଷଣା କରୁଛନ୍ତି। ଏଥିରେ ୧୦୦ଟି ସଂସ୍ଥା କାମ କରୁଛି। ଗବେଷଣା ଜାରି ରଖିବା ପାଇଁ ପୃଥିବୀର...

କରୋନା ମୃତ୍ୟୁ ସଂଖ୍ୟା: ଇଟାଲିକୁ ଟପିଲା ବ୍ରିଟେନ୍‌

ଲଣ୍ଡନ,୧୩।୫: କରୋନା ସଂକ୍ରମଣ ଯୋଗୁ ସାରା ପୃଥିବୀରେ ଆତଙ୍କ ଦେଖାଦେଇଛି। ପୃଥିବୀରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୩ ଲକ୍ଷ ୪୨ ହଜାର ୬୮୫ରେ ପହଞ୍ଚିଛି। ସେହିପରି ମୃତକଙ୍କ ସଂଖ୍ୟା ୨ ଲକ୍ଷ ୯୨ ହଜାର ୮୯୩ ଛୁଇଁଛି। ୧୬ ଲକ୍ଷ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri