ଅନ୍ତର୍ଜାତୀୟ

ବନ୍ଦହେଲା ‘ଇଣ୍ଡିଆ ଆବ୍ରୋଡ୍‌’

ନ୍ୟୁୟର୍କ,୩୧ା୩: ଆମେରିକାରେ ଗତ ୫୦ବର୍ଷ ଧରି ଭାରତୀୟ ସମାଜର ଆଇନା ପାଲଟିଥିବା ଭାରତୀୟ ଖବରକାଗଜ ‘ଇଣ୍ଡିଆ ଏବ୍ରଡ୍‌’ ସୋମବାର ଶେଷଥର ଲାଗି ଛପାଯାଇଛି। ନ୍ୟୁୟର୍କ ସହରର ଏହି ସାପ୍ତାହିକ ଖବରକାଗଜର ପ୍ରକାଶକ ଗୋପାଳ ରାଜୁ ୧୯୭୦ରେ ଏହାକୁ ପ୍ରକାଶ କରି...

ଚାଇନାରେ ୯୩%, ଆମେରିକାରେ ୩% ଆରୋଗ୍ୟ

ଓ୍ବାଶିଂଟନ/ନୂଆଦିଲ୍ଲୀ,୩୧ା୩: ସାରା ବିଶ୍ୱକୁ ଗ୍ରାସି ଚାଲିଥିବା କରୋନା ଭାଇରସ୍‌ ସୋମବାର ରାତି ୧୧ଟା ସୁଦ୍ଧା ୩୬ ହଜାର ୮୬୪ଜଣଙ୍କ ଜୀବନ ନେଇଥିବାବେଳେ ୭ ଲକ୍ଷ ୬୪ ହଜାର ୮୬୬ଲୋକଙ୍କୁ ସଂକ୍ରମିତ କରିଛି। ହେଲେ ଏହି ଭୂତାଣୁର ଜନ୍ମସ୍ଥାନ ଚାଇନାରେ ସ୍ଥିତି...

ପ୍ରିନ୍ସ ହ୍ୟାରି, ମେଘାନଙ୍କ ସୁରକ୍ଷା ଖର୍ଚ୍ଚ ବହନ କରିବନି ଆମେରିକା

ୱାଶିଂଟନ,୩୦ା୩: ଚଳିତବର୍ଷ ଆରମ୍ଭରେ ବ୍ରିଟେନ ରାଜ ପରିବାର ଛାଡ଼ିବାକୁ ଘୋଷଣା କରିଥିବା ପ୍ରିନ୍ସ ହ୍ୟାରି ଏବଂ ତାଙ୍କ ସ୍ତ୍ରୀ ମେଘାନ ମର୍କେଲ ଆମେରିକାରେ ରହିବା ପାଇଁ କାଲିଫର୍ନିଆର ଲସ୍‌ ଏଞ୍ଜେଲସ୍‌କୁ ସ୍ଥାନାନ୍ତର ହୋଇଛନ୍ତି। ହେଲେ ସେମାନଙ୍କ ସୁରକ୍ଷା ବ୍ୟବସ୍ଥାର ଖର୍ଚ୍ଚ...

ବ୍ରିଟେନରେ ୬ ମାସ ପର୍ଯ୍ୟନ୍ତ ବଢିପାରେ ଲକ୍‌ଡାଉନ୍‌ ଅବଧି

ଲଣ୍ଡନ,୩୦।୩: ବ୍ରିଟେନରେ କରୋନା ସଂକ୍ରମଣ ଥମିବାର ନାଁ ନେଉନି। ଏଠାରେ ଗୋଟିଏ ଦିନରେ ଶହ ଶହ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଉଥିବା ବେବେ ଗୋଟିଏ ଦିନରେ ଶହ ଶହ ଲୋକଙ୍କ ମୃତ୍ୟୁ ମଧ୍ୟ ହେଉଛି। ରବିବାର ଏଠାରେ ୨୪୩୩ ନୂଆ...

୯ ହଜାର ଡାକ୍ତର, ନର୍ସ କରୋନା ସଂକ୍ରମିତ: ଧ୍ୟାନର ସାହାରା ନେଲା ସ୍ପେନ୍‌ ହସ୍ପିଟାଲ!

ମ୍ୟାଡ୍ରିଡ୍‌,୩୦।୩: କରୋନା ସଂକ୍ରମଣ ଏବେ ଇଟାଲୀ ଓ ଆମେରିକାରେ ଅଧିକ ପରିମାଣରେ ଦେଖାଦେଇଥିବା ବେଳେ ସ୍ପେନ ମଧ୍ୟ କିଛି ପଛରେ ନାହିଁ। ଏବେ ସ୍ପେନରେ ୮୦ ହଜାରରୁ ଊର୍ଦ୍ଧ୍ୱ ଲୋକ କରୋନାରେ ସଂକ୍ରମିତ ଥିବା ଜଣାପଡିଛି। ଏବେସୁଦ୍ଧା ସ୍ପେନରେ କରୋନା...

କରୋନା ମାଧ୍ୟମରେ ପ୍ରକୃତି ଦେଇଛି ଆଗତ ବିପଦର ସଚେତନତା ବାର୍ତ୍ତା

ଓ୍ବାଶିଂଟନ,୩୦।୩: କରୋନା ଭୂତାଣୁ ସଂକ୍ରମଣ ନେଇ ସାରା ପୃଥିବୀରେ ଆତଙ୍କ ଦେଖାଦେଇଛି। ଇତିମଧ୍ୟରେ ପୃଥିବୀର ୧୯୯ ଦେଶରେ କରୋନା ସଂକ୍ରମିତ ହୋଇସାରିଛି। ସେହିପରି ମୃତ୍ୟୁ ସଂଖ୍ୟା ୩୩ ହଜାର ଟପିଛି। ତେବେ କରୋନା ଭଳି ମହାମାରୀ ମାଧ୍ୟମରେ ପୃଥିବୀ ଉପରେ...

୨୧ ଦିନକୁ ବୃଦ୍ଧି ହେଲା କ୍ୱାରାଣ୍ଟାଇନ୍‌ ପିରିୟଡ

ଭୂଟାନ,୩୦।୩: କରୋନା ଭାଇରସର କ୍ୱାରାଣ୍ଟାଇନ୍‌ ପିରିୟଡକୁ ଭୂଟାନରେ ୨୧ ଦିନ ପାଇଁ ବୃଦ୍ଧି କରାଯାଇଛି। ଏଠାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଏତେ ଅଧିକ ନ ଥିଲେ ବି ସତର୍କତା ଦୃଷ୍ଟିରୁ ଏବେ କ୍ୱାରାଣ୍ଟାଇନ୍‌ ପିରିୟଡକୁ ୨୧ ଦିନ ବୃଦ୍ଧି କରାଯାଇଥିବା...

ପ୍ରିନ୍ସ ହ୍ୟାରୀ, ମେଘନ ମାର୍କେଲଙ୍କ ସୁରକ୍ଷା ଖର୍ଚ୍ଚ ଉଠାଇବାକୁ ମନାକଲା ଆମେରିକା !

ଓ୍ବାଶିଂଟନ, ୩୦।୩: କରୋନା ସଂକ୍ରମଣର ଲଗାତାର ବୃଦ୍ଧିକୁ ଦେଖି ବ୍ରିଟେନ ରାଜ ପରିବାରର ପ୍ରିନ୍ସ ହ୍ୟାରୀ ଓ ମେଘନ ମାର୍କେଲ ନିକଟରେ କାନାଡାରୁ କାଲିଫର୍ନିଆ ଚାଲି ଆସିଥିବା କୁହାଯାଉଛି। ଏହାକୁ ଦେଖି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରବିବାର କହିଛନ୍ତି...

୨୨୫ ଟଙ୍କାରେ ମାତ୍ର ୧୫ ମିନିଟରେ ହୋଇପାରିବ କରୋନା ଚିହ୍ନଟ !

ଢାକା,୩୦।୩: ସାରା ପୃଥିବୀରେ କରୋନା ସଂକ୍ରମଣ ଯୋଗୁ କୋକୁଆ ଭୟ ସୃଷ୍ଟି ହୋଇଛି। ପ୍ରତି ଦେଶର ବୈଜ୍ଞାନିକ କରୋନାକୁ ରୋକିବା ଲାଗି ଔଷଧ ତଥା ଯାଞ୍ଚ୍‌ କିଟ୍‌ ପ୍ରସ୍ତୁତିରେ ଲାଗି ରହିଛନ୍ତି। ଏପରିସ୍ଥଳେ ବାଂଲାଦେଶ। ଏକ ନୂଆ କରୋନା ଯାଞ୍ଚ୍‌...

୬ ମହାଦେଶର ୧୯୯ ଦେଶରେ କରୋନାର ମୃତ୍ୟୁ ତାଣ୍ଡବ: ଆମେରିକା-ୟୁରୋପ-ଇରାନରେ ଆତଙ୍କ

ଓ୍ବାଶିଂଟନ,୩୦।୩: କରୋନା ସଂକ୍ରମଣ ଯୋଗୁ ସାରା ପୃଥିବୀରେ ଅଚଳାବସ୍ଥା ସୃଷ୍ଟି ହୋଇଛି। ଏହାକୁ ରୋକିବାରେ କୌଣସି ରାଷ୍ଟ୍ର ସକ୍ଷମ ହୋଇପାରୁ ନାହାଁନ୍ତି। ଇତିମଧ୍ୟରେ ଆଣ୍ଟାର୍କଟିକାକୁ ଛାଡ଼ି ଅନ୍ୟ ୬ଟି ମହାଦେଶର ୧୯୯ଟି ଦେଶରେ କରୋନା ମୃତ୍ୟୁର ତାଣ୍ଡବ ରଚିଛି। ସାରା...

ସୋସିଆଲ ଡିଷ୍ଟାନସିଂ ଗାଇଡ୍‌ ଲାଇନ୍ସକୁ ଏପ୍ରିଲ ୩୦ ପର୍ଯ୍ୟନ୍ତ ବୃଦ୍ଧି କଲେ ଟ୍ରମ୍ପ

ଓ୍ବାଶିଂଟନ,୩୦।୩: ଆମେରିକାରେ କରୋନା ଭାଇରସ କାୟା ବିସ୍ତାର କରି ଚାଲିଥିବା ବେଳେ ଏବେ ସେଠାରେ ମୃତ୍ୟୁ ସଂଖ୍ୟା ୨ ହଜାର ଅତିକ୍ରମ କରି ସାରିଲାଣି। ଏହାକୁ ଦେଖି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋସିଆଲ ଡିଷ୍ଟାନସିଂ ଗାଇଡ୍‌ ଲାଇନକୁ ଏପ୍ରିଲ...

ମୋଦିଙ୍କ ୨୧ ଦିନ ଲକ୍‌ଡାଉନ୍‌: କରୋନା ସଂକ୍ରମିତ ଦେଶଙ୍କ ପାଇଁ ଏକ ଆଦର୍ଶ

ଓ୍ବାଶିଂଟନ,୩୦।୩: ଏବେ ବିଶ୍ୱର ଅଧିକାଂଶ ଦେଶ କରୋନା ଭାଇରସ ସହ ଲଢେଇ କରି ଚାଲିଛନ୍ତି। ତେବେ କରୋନା ସଂକ୍ରମଣକୁ ରୋକିବାକୁ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯେଉଁ ପଦକ୍ଷେପ ନେଇଛନ୍ତି ତାହାକୁ ଏବେ ପ୍ରଶଂସା କରୁଛନ୍ତି କେତେଜଣ ସମାଜିକ କର୍ମୀ।...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri