ଅନ୍ତର୍ଜାତୀୟ

ସୁରକ୍ଷା ଉପକରଣ ଯୋଗାଇ ନ ଦେଲେ ଧର୍ମଘଟ କରିବେ ଡାକ୍ତର

ଇସ୍‌ଲାମାବାଦ,୨୧।୩: କୋଭିଡ-୧୯ ଏବେ ସାରା ବିଶ୍ୱକୁ ବ୍ୟାପିସାରିଲାଣି। ପାକିସ୍ତାନରେ ମଧ୍ୟ ଏହା ତା’ର ଉପସ୍ଥିତି ଜାହିର କରିସାରିଛି। ଏବେ କୋଭିଡ-୧୯ ବା କରୋନା ଭାଇରସ ସଂକ୍ରମଣରେ ପାକିସ୍ତାନରେ ୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ସଂକ୍ରମିତଙ୍କ ସଂଖ୍ୟା ପହଞ୍ଚିଲାଣି ୪୯୫ରେ।...

କରୋନାକୁ ନାହିଁ ଡର: ୧୦୦ ବର୍ଷ ବୟସ୍କ ଭାରତୀୟ ଫିଲ୍ମ ନିର୍ମାତା କଲେ ବିବାହ

ଲଣ୍ଡନ,୨୧।୩: ସାରା ଦୁନିଆ କରୋନା ଆତଙ୍କରେ ଆତଙ୍କିତ ହୋଇପଡ଼ିଛି। ତେବେ ଏହାକୁ ୧୦୦ ବର୍ଷ ବୟସ୍କ ଭାରତୀୟ ଫିଲ୍ମ ନିର୍ମାତା ପାଓ୍ବ।ର ଅବାସ୍‌ ନ ଡରି ୭୦ ବର୍ଷ ବୟସ୍କା ପ୍ରେମିକା ଜୁର୍‌ ଜହିର୍‌ଙ୍କୁ ଲଣ୍ଡନର ଏକ କୋର୍ଟରେ ବିବାହ...

ଭ୍ରମରେ ରୁହନ୍ତୁନି ଯୁବବର୍ଗ; ବୟସ୍କଙ୍କ ଭଳି ସେମାନଙ୍କ ଉପରେ ବି କରୋନା ସଙ୍କଟ: ଡବ୍ଲ୍ୟୁଏଚ୍‌ଓ

ଓ୍ବାଶିଂଟନ, ୨୧।୩: ବୟସ୍କଙ୍କ ଭଳି ଯୁବବର୍ଗଙ୍କ କ୍ଷେତ୍ରରେ ବି କରୋନା ସଂକ୍ରମଣ ଆଶଙ୍କା ରହିଛି। ତେଣୁ ଯୁବବର୍ଗ ଭ୍ରମରେ ନ ରହି ଆବଶ୍ୟକ ସଚେତନତା ଏବଂ ପରିଷ୍କର ପରିଚ୍ଛନ୍ନତାକୁ ଗୁରୁତ୍ୱଦେବାର ଆକଶ୍ୟକତା ରହିଛି ବୋଲି ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍‌ଓ) ପକ୍ଷରୁ...

୧୮୫ ଦେଶରେ କରୋନା: ଇଟାଲି ଜନଶୂନ୍ୟ; ଦିନେ ଗହଳି ଥିବା ଅଞ୍ଚଳରେ ଏବେ ଉଡୁଛି ପାରା

ଓ୍ବାଶିଂଟନ,୨୧।୩: ମହାମାରୀ କରୋନା ପୃଥିବୀର ୧୮୫ଟି ଦେଶରେ ପହଞ୍ଚିଛି। ସଂକ୍ରମିତଙ୍କ ସଂଖ୍ୟା ଶନିବାର ସୁଦ୍ଧା ୨ ଲକ୍ଷ ୭୫ ହଜାର ୯୯୭ରେ ପହଞ୍ଚିଛି। ଚାଇନାରେ କରୋନା ଦୁର୍ବଳ ହେବାପରେ ଏବେ ଇଟାଲିରେ ଆତଙ୍କ ସୃଷ୍ଟି କରିଛି। ଇଟାଲିରେ ମୃତକଙ୍କ ସଂଖ୍ୟା...

ମଦ ଦୋକାନରେ ପଶି ୩୦ ଲିଟର ମଦ ପିଇଗଲେ ହାତୀ

ୟୁନାନ,୨୧।୩: ଜନସଂଖ୍ୟା ବଢ଼ିବା ଯୋଗୁ ଜଙ୍ଗଲର ପରିସୀମା କମିବାରେ ଲାଗିଛି। ଫଳରେ ଜଙ୍ଗଲର ରାଜା ହାତୀ ପାଇଁ ସ୍ଥାନ ନିଅଣ୍ଟ ପଡୁଛି। ତେଣୁ ବହୁ ସମୟରେ ହାତୀପଲ ଖାଦ୍ୟ ଅନ୍ବେଷଣରେ ଜନବସତିକୁ ପଶି ଆସୁଛନ୍ତି। ଦକ୍ଷିଣ-ପଶ୍ଚିମ ଚାଇନାର ୟୁନାନ ପ୍ରଦେଶରେ...

ବିପଦ ଆଁରେ କାନାଡ଼ା: ୧୫୦ଟି ଜାହାଜ ଆକାରର ୨ ହିମଖଣ୍ଡ ଆସୁଛି ମାଡ଼ି

ଓଟଓ୍ବା, ୨୧।୩: ବିଶ୍ୱତାପନ ଯୋଗୁ ମେରୁ ଅଞ୍ଚଳରେ ଥିବା ହିମପାହାଡ଼ ତରଳିବାରେ ଲାଗିଛି। ଏହାଯୋଗୁ ଏବେ କାନାଡ଼ା ଉପରେ ବିପଦ ମାଡ଼ି ଆସୁଛି। ୨ ହିମଖଣ୍ଡ କାନାଡ଼ା ଆଡ଼କୁ ଧୀରେଧୀରେ ବଢ଼ିବାରେ ଲାଗିଥିବା କୁହାଯାଉଛି। ଏହି ହିମଖଣ୍ଡର ଆକାର ୧୫୦ଟି...

ଫିନଲାଣ୍ଡ୍‌ ତୃତୀୟ ଥର ପାଇଁ ସୁଖୀଦେଶ ତାଲିକାରେ ପ୍ରଥମ : ଭାରତରେ କମୁଛି ସୁଖୀଙ୍କ ସଂଖ୍ୟା

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୧।୩: ଦୁନିଆର ସୁଖୀ ଦେଶ ତାଲିକା ପ୍ରକାଶ ପାଇଛି। ଏଥିରେ ୧୫୬ ଦେଶ ମଧ୍ୟରେ ଫିନ୍‌ଲାଣ୍ଡ୍‌ ଲଗାତାର ତୃତୀୟଥର ପାଇଁ ପ୍ରଥମ ସ୍ଥାନ ହାସଲ କରିଛି। ଜାତିସଂଘର ସଷ୍ଟେନବୁଲ୍‌ ଡେଭଲପ୍‌ମେଣ୍ଟ୍‌ ସୁଲ୍ୟସନ୍‌ ନେଟ୍‌ଓ୍ବାର୍କ ପକ୍ଷରୁ ଏହି ରିପୋର୍ଟ ପ୍ରକାଶ ପାଇଛି।...

କୋଭିଡ-୧୯ ସହ ଲଢିବାକୁ ଭାରତକୁ ସାହାଯ୍ୟ କରିବ ଚାଇନା

ବେଜିଂ,୨୦।୩: କୋଭିଡ-୧୯ ସହ ଲଢିବାକୁ ଶୁକ୍ରବାର ଚାଇନାଠାରୁ ପରାମର୍ଶ ନେଇଛନ୍ତି ୟୁରୋଏସିଆନ ଓ ସାଉଥ୍‌ ଏସିଆନର ପ୍ରାୟ ୧୦ ଦେଶ। ଭିଡିଓ କନଫରେନ୍‌ସିଂ ଜରିଆରେ ଏମାନେ କଥା ହୋଇଛନ୍ତି। ଏଥିରେ ଆମ ଦେଶର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ,...

ଚାଇନା ଲୁଚାଇଲା କରୋନାର ପ୍ରାରମ୍ଭିକ ସୂଚନା, ପରିଣାମ ଭୋଗୁଛି ବିଶ୍ୱ: ଟ୍ରମ୍ପ

ଓ୍ବାଶିଂଟନ୍‌,୨୦।୩: ସାରା ବିଶ୍ୱରେ କରୋନା ଭାଇରସ୍‌ର ପ୍ରକୋପ ଥମିବାର ନାଁ ନେଉନି। ଏହାରି ଭିତରେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଚାଇନାକୁ ଟାର୍ଗେଟ କରିଛନ୍ତି। ଟ୍ରମ୍ପ ଅଭିଯୋଗ କରିଛନ୍ତି ଯେ, ଚାଇନା କରୋନା ଭାଇରସ୍‌କୁ ନେଇ ପ୍ରାରମ୍ଭିକ ସୂଚନା ଲୁଚାଇବାରୁ...

କରୋନା ଭାଇରସ୍‌ର ଏହି ଲକ୍ଷଣ ବୈଜ୍ଞାନିକଙ୍କ ଚିନ୍ତା ବଢ଼ାଇଛି

ବର୍ଲିନ,୨୦।୩: କରୋନା ଭାଇରସ୍‌ର ପ୍ରକୋପ ସାରା ବିଶ୍ୱରେ ଜାରି ରହିଛି। ଦିନକୁ ଦିନ ବୃଦ୍ଧି ପାଉଥିବା ଏହି ମହାମାରୀ ସହ ମୁକାବିଲା ପାଇଁ ଏପର୍ଯ୍ୟନ୍ତ କୌଣସି ଔଷଧ ତିଆରି ହୋଇପାରି ନାହିଁ। ସୁରକ୍ଷା ଦୃଷ୍ଟିରୁ କେବଳ ଲୋକଙ୍କୁ ବିଭିନ୍ନ ପ୍ରକାରର...

ପାକିସ୍ତାନରେ କରୋନା ମୃତ୍ୟୁସଂଖ୍ୟା ୩

ସିନ୍ଧ,୨୦।୩: ପାକିସ୍ତାନର ସିନ୍ଧ ଅଞ୍ଚଳରେ ଶୁକ୍ରବାର ଜଣେ ୭୭ ବର୍ଷ ବୟସ୍କ ବ୍ୟକ୍ତିଙ୍କର କରୋନା ଭାଇରସ ସଂକ୍ରମଣରେ ମୃତ୍ୟୁ ହେବା ପରେ ଏଠାରେ ମୃତକଙ୍କ ସଂଖ୍ୟା ୩ରେ ପହଞ୍ଚିଛି। ସ୍ବାସ୍ଥ୍ୟମନ୍ତ୍ରୀ ଡା. ଆଜ୍ରା ଫାଜଲ ପେଚୁହୋ ଏହି ସୂଚନା ଦେଇଛନ୍ତି।...

ଚାଇନାକୁ ପଛରେ ପକାଇଲା ଇଟାଲି: ମୃତଦେହ ସଂସ୍କାର ପାଇଁ ନେବାକୁ ପଡୁଛି ସେନାର ସହାୟତା

ରୋମ,୨୦।୩: ଚାଇନାରୁ ଆରମ୍ଭ ହୋଇଥିବା କରୋନା ଭାଇରସ ଏବେ ତା’ର ଠିକଣା ବଦଳାଇ ଇଟାଲିରେ କାୟା ବିସ୍ତାର କରି ଚାଲିଛି। ଏବେ ପର୍ଯ୍ୟନ୍ତ ଇଟାଲିରେ କରୋନା ଭାଇରସରେ ମୃତକଙ୍କ ସଂଖ୍ୟା ପହଞ୍ଚିଛି ୩,୪୦୫ରେ ଯାହା ଚାଇନାଠାରୁ ଅଧିକ। ଚାଇନାରେ ଏବେ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri