ଅନ୍ତର୍ଜାତୀୟ

କରୋନା ଆତଙ୍କ: କୋଟିଏ ୬୦ ଲକ୍ଷ ଘରେ ବନ୍ଦ; ବିବାହ-ଅନ୍ତିମ ସଂସ୍କାର ଉପରେ କଟକଣା

ରୋମ,୮।୩: ଚାଇନା ପରେ ଏବେ କରୋନା ଆତଙ୍କ ଗୋଟିଏ ପରେ ଗୋଟିଏ ଦେଶ ବ୍ୟାପିବାରେ ଲାଗିଛି। ଇତିମଧ୍ୟରେ ୯୪ଟି ଦେଶରେ କରୋନା ପହଞ୍ଚିସାରିଛି। ଇଟାଲିରେ କରୋନା ସଂକ୍ରମଣ ଭୟ ଯୋଗୁ କୋଟିଏ ୬୦ ଲକ୍ଷ ଲୋକଙ୍କୁ ଘରୁ ବାହାରିବାକୁ ବାରଣ...

କରୋନା ଭାଇରସର ନୂଆ ଠିକଣା ଇଟାଲି: ଗୋଟିଏ ଦିନରେ ୧,୨୪୭ ରୋଗୀ ଚିହ୍ନଟ

ରୋମ,୮।୩: କରୋନା ଭାଇରସ ଏବେ ପ୍ରାୟ ୯୪ ଦେଶକୁ ବ୍ୟାପିଥିବା ବେଳେ ସେ ତା’ର ଠିକଣା ବଦଳାଇ ଦେଇଛି ବୋଲି କୁହାଯାଉଛି। ଚାଇନାରେ କରୋନା ଭାଇରସ ସଂକ୍ରମଣରେ ସର୍ବାଧିକ ଲୋକ ଆକ୍ରାନ୍ତ ହୋଇଥିବା ବେଳେ ସର୍ବାଧିକ ଲୋକଙ୍କ ମୃତ୍ୟୁ ମଧ୍ୟ...

ସୌଦି ରାଜପରିବାରର ୩ ଅଟକ

ରିୟାଧ,୮।୩(ପି.ଟି.): ସୌଦି ଆରବ କ୍ରାଉନ୍‌ ପ୍ରିନ୍ସ ମହମ୍ମଦ ବିନ୍‌ ସଲ୍‌ମାନଙ୍କ ବିରୋଧରେ ବିଦ୍ରୋହ ଷଡ଼ଯନ୍ତ୍ର ରଚିଥିବା ଅଭିଯୋଗରେ ରାଜ ପରିବାରର ଦୁଇ ବରିଷ୍ଠ ଯୁବରାଜଙ୍କ ସମେତ ୩ ଜଣଙ୍କୁ ଅଟକ ରଖାଯାଇଛି। ଅନ୍ୟପକ୍ଷରେ କ୍ରାଉନ୍‌ ପ୍ରିନ୍ସ ପୁଣିଥରେ ତାଙ୍କ ହାତମୁଠା...

୯୪ ଦେଶକୁ ବ୍ୟାପିଲାଣି କରୋନା

ପ୍ୟାରିସ୍‌,୮।୩(ଏଏଫ୍‌ପି): ମାରାତ୍ମକ କରୋନା ଭୂତାଣୁ କାୟା ବିସ୍ତାର କରି ଚାଲିଛି। ବର୍ତ୍ତମାନ ସୁଦ୍ଧା ଏହା ୯୪ ଦେଶକୁ ବ୍ୟାପିଲାଣି। ଏଥିରେ ସଂକ୍ରମିତଙ୍କ ସଂଖ୍ୟା ୧,୦୧,୯୮୮ରେ ପହଞ୍ଚତ୍ଥିବାବେଳେ ୩୪୯୧ ଜଣଙ୍କ ଜୀବନ ଗଲାଣି। ଦିନକ ମଧ୍ୟରେ ୧୧୪୬ ନୂଆ ରୋଗୀ ଚିହ୍ନଟ...

ଜର୍ମାନୀରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଛୁଇଁଲା ୬୮୪

ବର୍ଲିନ,୭।୩: ଜର୍ମାନୀରେ ୪୫ ନୂଆ କରୋନା ଭାଇରସ ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ପରେ ଏବେ ସେଠାରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ଛୁଇଁଛି ୬୮୪। ଚାଇନାରୁ ପ୍ରଥମେ ଆରମ୍ଭ ହୋଇଥିବା ଏହି କରୋନା ଭାଇରସ ବିଶ୍ୱର ପାଖାପାଖି ୯୦ ଦେଶକୁ...

ଏବେଠାରୁ ସାବଧାନ ନ ହେଲେ ଭାରତକୁ ମାଡି ଆସିବ କ୍ୟାନସର ସୁନାମି!

ଓ୍ବାଶିଂଟନ,୭।୩: ଅଗାମୀ ଦିନରେ ଭାରତରେ କ୍ୟାନସରର ଭୟାବହତାକୁ ଲକ୍ଷ୍ୟ କରି ୨ ଭାରତୀୟ ମୂଳ ବାସିନ୍ଦା ଡାକ୍ତର କହିଛନ୍ତି ଏବେଠାରୁ ସାବଧାନ ନ ହେଲେ ଭାରତକୁ କ୍ୟାନସର ସୁନାମୀ ମାଡିଆସିପାରେ। ଭାରତର ବଡ ବଡ ରାଜନେତାଙ୍କ ଚିକିତ୍ସା କରିଥିବା ଏହି...

ଖବର କାଗଜ ପକ୍ଷରୁ ପ୍ରିଣ୍ଟ୍‌ ହେଲା ଟଏଲେଟ୍‌ ରୋଲ୍‌ ପେପର

ସିଡ୍‌ନୀ,୭।୩: କରୋନା ସଂକ୍ରମଣ ନେଇ ଅଷ୍ଟ୍ରେଲିଆର ଏକ ଗଣମାଧ୍ୟମ ସଂସ୍ଥା ପକ୍ଷରୁ ନିଆରା ପଦକ୍ଷେପ ଗ୍ରହଣ କରାଯାଇଛି। ବଜାରରେ ଟଏଲେଟ୍‌ ପେପର ମିଳୁ ନ ଥିବାବେଳେ ଲୋକେ କରୋନା ଭୟରେ ବାହାରକୁ ମଧ୍ୟ ବାହାରୁ ନାହାଁନ୍ତି। ତେଣୁ ଲୋକଙ୍କ ପାଖରେ...

ଇଟାଲୀରେ କରୋନା ଆତଙ୍କ: ଗୋଟିଏ ଦିନରେ ୪୯ମୃତ

ରୋମ,୭।୩: ସାରା ବିଶ୍ୱରେ କରୋନା ଭାଇରସ୍‌ କାୟା ବିସ୍ତାର କରିଚାଲିଛି। ଏଥିଯୋଗୁ ଦିନକୁ ଦିନ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଇଟାଲିରେ ଶୁକବ୍ରାର ୪୯ଜଣଙ୍କର ମୃତ୍ୟୁ ହୋଇଛି। ଏହାକୁ ମିଶାଇ ଦେଶରେ କରୋନା ସଂକ୍ରମିତ ଜନିତ...

ଲୌହ ଗ୍ରହାଣୁ ପିଣ୍ଡର ମିଳିଲା ସନ୍ଧାନ: ବିକ୍ରି କଲେ ପୃଥିବୀର ପ୍ରତି ଲୋକଙ୍କୁ ମିଳିବ ୯ ହଜାର କୋଟିରୁ ଅଧିକ ଟଙ୍କା

ଓ୍ବାଶିଂଟନ,୭।୩: ମହାକାଶ ଗବେଷଣା ସଂସ୍ଥା ନାସା ପକ୍ଷରୁ ଏକ ବୃହତ୍‌ ଲୌହ ଗ୍ରହାଣୁ ପିଣ୍ଡର ସନ୍ଧାନ କରାଯାଇଛି। ସମ୍ପୂର୍ଣ୍ଣ ଭାବେ ଲୁହାରେ ଭରପୁର ଥିବା ୧୬-ସାଇକି ନାମକ ଏହି ଗ୍ରହାଣୁ ପିଣ୍ଡ ମଙ୍ଗଳ ଏବଂ ବୃହସ୍ପତି ମଧ୍ୟରେ ଘୁରିବୁଲୁଛି। ଏଥିରେ...

୨୩ ବର୍ଷ ପରେ ପେଶାଓ୍ବର ମସଜିଦ୍‌ରେ ଇଦ୍‌ ନମାଜ ପଢ଼ିବେ ମହିଳା

ଇସଲାମାବାଦ୍‌,୭।୩: ପାକିସ୍ତାନର ପେଶାଓ୍ବରଠାରେ ଥିବା ମସଜିଦ୍‌ରେ ମହିଳାଙ୍କ ପ୍ରବେଶ ନେଇ ଜାରି ହୋଇଥିବା କଟକଣା ହଟାଇ ନିଆଯାଇଛି। ଏହାଦ୍ୱାରା ୨୩ ବର୍ଷ ପରେ ମହିଳାମାନେ ଏଠାରେ ଇଦ ନମାଜ ପଢ଼ିବାର ସୁଯୋଗ ପାଇପାରିବେ। ପୂର୍ବରୁ ଏଠାରେ ମହିଳାମାନେ ନମାଜ ପାଠକରୁଥିଲେ।...

ଶହେ ପ୍ରଭାବଶାଳୀ ମହିଳାଙ୍କ ତାଲିକାରେ ଇନ୍ଦିରା ଗାନ୍ଧୀ, ଅମୃତ କୌର

ଓ୍ବାଶିଂଟନ,୭।୩: ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀ ଓ ସ୍ବାଧିନତା ସଂଗ୍ରାମୀ ଅମୃତ କୌରଙ୍କୁ ଟାଇମ୍‌ ମାଗାଜିିନର ୧୦୦ ପ୍ରଭାବଶାଳୀ ମହିଳାଙ୍କ ତାଲିକାରେ ସାମିଲ କରାଯାଇଛି। ଟାଇମ୍‌ ମାଗାଜିନ୍‌ ଦ୍ୱାରା ୧୯୪୭ ଓ ୧୯୭୬ ପାଇଁ କ୍ରମଶଃ ଅମୃତ କୌର ଓ...

୧୦୦ତମ ଜନ୍ମ ଦିନରେ ଜେଲ୍‌ ଗଲେ ବୃଦ୍ଧା

ଓ୍ବାଶିଂଟନ,୭।୩: ନିଜ ଜନ୍ମ ଦିନକୁ କିଛି ନିଆରା ଢ଼ଙ୍ଗରେ ପାଳନ କରିବା ପାଇଁ ପ୍ରତିଟି ବ୍ୟକ୍ତି ଚିନ୍ତା କରିଥାନ୍ତି। ତେବେ ଜନ୍ମ ଦିନରେ ଜେଲ ଯିବାର ଅନୁଭୁତି ପାଇବା ଲାଗି କେହି ଇଛା କରିଥିବା ଶୁଣିଲେ ଆଶ୍ଚର୍ଯ୍ୟ ଲାଗିବା ସ୍ବାଭାବିକ।...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri