ଅନ୍ତର୍ଜାତୀୟ

ଘରେ ପହଞ୍ଚୁଛି ଆଲ୍‌କୋହଲ

ଦୁବାଇ,୧୦।୪: କରୋନା ସଂକ୍ରମଣ ଭୟରେ ରାସ୍ତାଘାଟ ଶୂନ୍‌ଶାନ୍‌, ସବୁକିଛି ଠପ୍‌। ବ୍ୟବସାୟିକ କାରବାର ବନ୍ଦ ହୋଇଯାଇଥିବାରୁ ଅନ୍ୟ ଦେଶଗୁଡ଼ିକ ଭଳି ବିପୁଳ ରାଜସ୍ବ ହରାଇବାରେ ଲାଗିଛି ଉପସାଗରୀୟ ଦ୍ୱୀପପୁଞ୍ଜ ସଂଯୁକ୍ତ ଆରବ ଏମିରେଟସ୍ସ (ୟୁଏଇ)। ଏହି କ୍ଷତିର ଭରଣା ଏବେ...

ଡବ୍ଲ୍ୟୁଏଚ୍‌ଓ ମୁଣ୍ଡରେ ଦୋଷ ଲଦିଲେ ଟ୍ରମ୍ପ୍‌

ଓ୍ବାଶିଂଟନ,୧୦।୪: କରୋନା ସାରା ବିଶ୍ୱକୁ କବଳିତ କରିଥିବାବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଏଥିପାଇଁ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ)କୁ ଦୋଷ ଦେଇଛନ୍ତି। ଡବ୍ଲ୍ୟୁଏଚ୍‌ଓ ମୁଖ୍ୟ ଚାଇନା ପକ୍ଷ ନେଇ କରୋନା ମହାମାରୀର ରାଜନୀତୀକରଣ କଲେ ବୋଲି ଟ୍ରମ୍ପ୍‌ ଅଭିଯୋଗ...

୨୦୯ ଦେଶ କଲବଲ

ଓ୍ବାଶିଂଟନ,୯।୪: ବିଶ୍ୱ ସ୍ଥିତି ଏବେ ଅସମ୍ଭାଳ ହୋଇପଡ଼ିଛି। ୨୦୯ ଦେଶରେ କରୋନା ଭୂତାଣୁର ରାଜୁତି ଚାଲିଛି। ମୁଣ୍ଡ ପରେ ମୁଣ୍ଡ ଗଡ଼ିଚାଲିଥିବା ବେଳେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ୧୫ ଲକ୍ଷ ୫୦ ହଜାର ଛୁଇଁଲାଣି। ଗୁରୁବାର ୩୨ ହଜାର ଲୋକ...

କରୋନା ୫୦ କୋଟି ଲୋକଙ୍କୁ ଗରିବ କରିପାରେ

ଲଣ୍ଡନ,୧୦।୪: କରୋନା ଭାଇରସ୍‌ ଏବେ ପୃଥିବୀର ୨୦୯ ରାଷ୍ଟ୍ରକୁ ବ୍ୟାପି ୮୩ ହଜାରରୁ ଅଧିକ ଲୋକଙ୍କ ଜୀବନ ନେଇ ସାରିଲାଣି। ଏହା ବିଶ୍ୱ ଅର୍ଥନୀତି ଉପରେ ନକାରାତ୍ମକ ପ୍ରଭାବ ପକାଇଥିବାରୁ ଆଗାମୀ ଦିନରେ ପ୍ରାୟ ୫୦ କୋଟି ଲୋକ ଗରିବ...

କରୋନା ସଂକ୍ରମିତଙ୍କ ଚିକିତ୍ସା ଫଳରେ ଏଠି ଅବହେଳିତ ହେଉଛନ୍ତି କ୍ୟାନସର ରୋଗୀ !

ଲଣ୍ଡନ,୯।୪: କରୋନା ସଂକ୍ରମଣ ଏବେ ସାରା ବିଶ୍ୱ ପାଇଁ ଚିନ୍ତାର କାରଣ ହୋଇଥିବା ବେଳେ କେତେ ଗୁଡିଏ ଦେଶରେ ଏହି ମହାମାରୀର ସଂକ୍ରମଣ ଫଳରେ ଦିନକୁ ଶହ ଶହ ଲୋକଙ୍କ ଜୀବନ ଯାଉଛି। ଏହି ଦେଶମାନଙ୍କ ମଧ୍ୟରୁ ବ୍ରିଟେନ ଅନ୍ୟତମ।...

ନ୍ୟୁୟର୍କରେ କରୋନାର ମୃତ୍ୟୁତାଣ୍ଡବ: ୧୧ ଭାରତୀୟ ମୃତ; ୧୬ ପଜିଟିଭ୍‌

ନୂଆଦିଲ୍ଲୀ/ଓ୍ବାଶିଂଟନ,୯।୪: କରୋନା ସଂକ୍ରମଣ ନେଇ ଆମେରିକାରେ ଆତଙ୍କ ଦେଖାଦେଇଛି। ଏଠାରେ କରୋନା ସଂକ୍ରମଣ ଯୋଗୁ ୧୧ ଜଣ ଭାରତୀୟଙ୍କ ମୃତ୍ୟୁ ଘଟିଛି। ସେମାନଙ୍କ ମଧ୍ୟରୁ ଅଧିକାଂଶ ନ୍ୟୁୟର୍କରେ ବାସ କରୁଥିବା ସ୍ଥାନୀୟ ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ସେହିପରି ଆମେରିକାରେ...

ବ୍ରିଟେନ ସୋସିଆଲ୍‌ ମିଡ଼ିଆରେ ଗୁଜବ: ୫-ଜି ମୋବାଇଲ୍‌ ଜ୍ଞାନକୌଶଳ ଯୋଗୁ ବ୍ୟାପୁଛି କରୋନା !

ଲଣ୍ଡନ,୯।୪: କରୋନା ସଂକ୍ରମଣ ଯୋଗୁ ବ୍ରିଟେନରେ ପ୍ରତିଦିନ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏଠାକାର ସୋସିଆଲ୍‌ ମିଡ଼ିଆରେ ୫-ଜି ମୋବାଇଲ୍‌ ଜ୍ଞାନକୌଶଳ ଯୋଗୁ କରୋନା ବ୍ୟାପୁଥିବା ନେଇ ବହୁ ଭ୍ରମାତ୍ମକ ପୋଷ୍ଟ ସୋସିଆଲ୍‌ ମିଡ଼ିଆରେ ଶେୟାର କରାଯାଇଛି। ଫଳରେ ଲୋକଙ୍କ...

ଗୋଟିଏ ଦିନରେ ଆମେରିକାରେ ୧,୯୭୩ ଜଣଙ୍କ ମୃତ୍ୟୁ; ୩୩ ହଜାର ନୂଆ ସଂକ୍ରମିତ ଚିହ୍ନଟ

ଓ୍ବାଶିଂଟନ,୯।୪: କରୋନା ସଂକ୍ରମଣ ନେଇ ଆମେରିକାରେ ସଙ୍କଟ ସୃଷ୍ଟି ହୋଇଛି। ଏଠାରେ ଗୋଟିଏ ଦିନରେ କରୋନା ସଂକ୍ରମିତଙ୍କ ମୃତ୍ୟୁ ସଂଖ୍ୟା ୧,୯୭୩ରେ ପହଞ୍ଚିଛି। ସେହିପରି ୨୪ ଘଣ୍ଟା ମଧ୍ୟରେ ଏଠାରେ ୩୩ ହଜାର ନୂଆ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି। ବର୍ତ୍ତମାନ...

କରୋନା ମହାମାରୀ ନେଇ ଆରୋପ ପ୍ରତ୍ୟାରୋପକୁ କ୍ୱାରାଣ୍ଟାଇନ୍‌ରେ ରଖ; ପ୍ରଥମେ ଜଳୁଥିବା ଘରକୁ ସୁରକ୍ଷିତ କର: ଡବ୍ଲ୍ୟୁଏଚ୍‌ଓ

ଓ୍ବାଶିଂଟନ,୯।୪: ସାରା ପୃଥିବୀରେ ଦେଖାଦେଇଥିବା କରୋନା ସଙ୍କଟର ମୁକାବିଲା ଲାଗି ପ୍ରସ୍ତୁତି ଜାରି ରହିଛି। ଏପରିସ୍ଥଳେ କରୋନା ମହାମାରୀ ନେଇ ଆମେରିକା ଏବଂ ଚାଇନା ମଧ୍ୟରେ ଆରୋପ ପ୍ରତ୍ୟାରୋପ ଜାରି ରହିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଓ ଚାଇନା...

ମୋଦିଙ୍କୁ ‘ଟେରିଫିକ୍‌’ ବୋଲି କହିଲେ ବିଶ୍ୱର ଶକ୍ତିଶାଳୀ ଦେଶର ରାଷ୍ଟ୍ରପତି

ଓ୍ବାଶିଂଟନ,୯।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ପ୍ରଶଂସା କରି ‘ଟେରିଫିକ୍‌’ ବୋଲି କହିଛନ୍ତି। ଭାରତ ପକ୍ଷରୁ ଆମେରିକାକୁ ଆଣ୍ଟି ମ୍ୟାଲେରିଆ ଡ୍ରଗ ହାଇଡ୍ରୋକ୍ସିକ୍ଲୋରୋକୁଇନ୍‌ ଯୋଗାଇ ଦିଆଯାଇଥିବାରୁ ଟ୍ରମ୍ପ ମୋଦିଙ୍କର ଏହି ସାହାଯ୍ୟକୁ ନେଇ ତାଙ୍କୁ ଟେରିଫିକ୍‌ ବୋଲି...

କରୋନାର ଏନ୍ତୁଡ଼ିଶାଳ ପାଲଟିଥିବା ଚାଇନା ଏବେ ପ୍ରତିଷେଧକ ଟୀକା କରିବ ବିକ୍ରି !

ବେଜିଂ,୯।୪: କରୋନା ସଂକ୍ରମଣ ଯୋଗୁ ସାରା ପୃଥିବୀରେ ଇତିମଧ୍ୟରେ ହଜାର ହଜାର ଲୋକଙ୍କ ମୃତ୍ୟୁ ଘଟିଛି। ସେହିପରି ଏଥିରେ ୧୪ ଲକ୍ଷରୁ ଅଧିକ ସଂକ୍ରମିତ ହୋଇଛନ୍ତି। କରୋନା ଭୂତାଣୁର ଏନ୍ତୁଡ଼ିଶାଳ ପାଲଟିଥିବା ଚାଇନାର ସ୍ଥିତି ଏବେ ସ୍ବାଭାବିକ ହେବାରେ ଲାଗିଛି।...

ବକେଟ୍‌ ଟ୍ରକ୍‌ରେ ଗଲେ ମା’ ପାଖକୁ

ଓହିଓ: ମା’ର ମମତାରେ ଏତେ ଆକର୍ଷଣ ଅଛି ଯେ, ବେଳେବେଳେ ଅସମ୍ଭବ ମନେ ହେଉଥିବା କାମ ବି ସହଜରେ ହୋଇଯାଏ। ଏହାର ଏକ ନିଛକ ଉଦାହରଣ ଦେଖିବାକୁ ମିଳିଛି ଆମେରିକାର ଓହିଓଠାରେ। ଏଠାରେ ୟଙ୍ଗ୍‌ସଟାଉନରେ ଥିବା ଚାର୍ଲି ଆଡାମ୍‌ସ ତାଙ୍କ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri