ଅନ୍ତର୍ଜାତୀୟ

ବିଶ୍ୱ ସ୍କାଉଟ ଦିବସ: ଚିନ୍ତା ଓ ପ୍ରତିଜ୍ଞାର ସମୟ

ବିଶ୍ୱବ୍ୟାପୀ ଫେବୃୟାରୀ ୨୨କୁ ସ୍କାଉଟ ଦିବସ ଭାବେ ପାଳନ କରାଯାଇଥାଏ। କୋଟି କୋଟି ସ୍କାଉଟ ଏହି ଦିନଟିକୁ ବିଭିନ୍ନ ସ୍ଥାନରେ ପାଳନ କରିଥାନ୍ତି। ଏହି ଦିନ ବ୍ରିଟେନର ଲ୍ୟୁଟନାଣ୍ଟ ଜେନେରାଲ ବଡେନ୍‌ ପାଓ୍ବେଲ ଜନ୍ମଗ୍ରହଣ କରିଥିଲେ। ଜଣେ ସେନା ଅଧିକାରୀ,...

ଆୟୁଷ୍ମାନ ଖୁରାନାଙ୍କ ‘ଶୁଭ ମଙ୍ଗଳ ଜ୍ୟାଦା ସାବଧାନ‘ର ତାରିଫ୍‌ କଲେ ଟ୍ରମ୍ପ୍‌

ଓ୍ବାଶିଂଟନ,୨୨।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଭାରତ ଗସ୍ତ ପୂର୍ବରୁ ଆୟୁଷ୍ମାନ ଖୁରାନାଙ୍କ ଫିଲ୍ମ ‘ଶୁଭ ମଙ୍ଗଳ ଜ୍ୟାଦା ସାବଧାନ’ର ତାରିଫ୍‌ କରିଛନ୍ତି। ସେ ଟୁଇଟ୍‌ କରି ଫିଲ୍ମକୁ ପ୍ରଶଂସା କରିଛନ୍ତି। ଏହାକୁ ନେଇ ଆୟୁଷ୍ମାନଙ୍କ ଛାତି କୁଣ୍ଡେମୋଟ ହୋଇଯାଇଥିବା...

ଗ୍ରେଟାଙ୍କ ନାମରେ ନୂଆ ପ୍ରଜାତି ଗେଣ୍ଡାର ହେଲା ନାମକରଣ

ବନ୍ଦର ସେରି ବେଗାଓ୍ବନ,୨୨।୨: ବ୍ରୁନେଇରେ ଗବେଷକ ଗେଣ୍ଡାର ଏକ ନୂଆ ପ୍ରଜାତି ସମ୍ପର୍କରେ ସନ୍ଧାନ ପାଇଛନ୍ତି। ଏହି ଗେଣ୍ଡା ପ୍ରଜାତିର ନାମକରଣ ପରିବେଶବିତ୍‌ ଗ୍ରେଟା ଥନବର୍ଗଙ୍କ ନାମ ଅନୁସାରେ କରାଯାଇଛି। ଗବେଷକ ଏହି ପ୍ରଜାତିକୁ କାସ୍ପେଡୋଟ୍ରୋପିସ୍‌ ଗ୍ରେଟା ଥନବର୍ଗ ଭାବେ...

୧୮ ଶତାବ୍ଦୀର ସୁନା ମୁକୁଟ ଫେରି ପାଇଲା ଇଥୋପିଆ

ଆମଷ୍ଟରଡାମ୍‌,୨୨।୨: ନେଦରଲାଣ୍ଡ ସରକାର ଇଥୋପିଆକୁ ୧୮ ଶତାବ୍ଦୀର ଏକ ସେରିମୋନିଆଲ୍‌ କ୍ରାଉନ୍‌ ଫେରାଇଛନ୍ତି। ସୁନାରେ ତିଆରି ଏହି ମୁକୁଟ ୨୧ ବର୍ଷ ତଳେ ୧୯୯୯ରେ ଏକ ଚର୍ଚ୍ଚରୁ ଚୋରି ହୋଇଯାଇଥିଲା। ଏହାକୁ ଧାର୍ମିକ ଉତ୍ସବରେ ପାଦ୍ରୀଙ୍କ ଦ୍ୱାରା ବ୍ୟବହୃତ କରାଯାଇଥାଏ।...

ଆଣ୍ଟି କରୋନା ଟେଣ୍ଟ୍‌ ତିଆରି କଲେ ମହିଳା

ଉହାନ, ୨୨।୨: ଚାଇନାରେ କରୋନା ଆତଙ୍କ ସୃଷ୍ଟି କରିଛି। ଲୋକଙ୍କୁ ଘରୁ ବାହାରକୁ ନ ବାହାରିକୁ ସରକାର କଟକଣା ଜାରି କରିଛନ୍ତି। ଫଳରେ ପିଲାମାନଙ୍କ ସ୍କୁଲ ଯିବା ମଧ୍ୟ ବନ୍ଦ ହୋଇଯାଇଛି। ଏପରିସ୍ଥଳେ ହୁବେଇ ପ୍ରଦେଶର ଜଣେ ମହିଳା ତାଙ୍କ...

କରୋନା ଟିକା ଉଦ୍ଭାବନରେ କୁଇନ୍ସଲାଣ୍ଡ ବିଶ୍ୱବିଦ୍ୟାଳୟକୁ ସଫଳତା

କୁଇନ୍ସଲାଣ୍ଡ,୨୨ା୨(ପି.ଟି.) କରୋନା ଭୂତାଣୁ ସଂକ୍ରମଣ ରୋକିବା ପାଇଁ ଟିକା ବାହାର କରିବାରେ ଅଷ୍ଟ୍ରେଲିଆର ବିଶ୍ୱବିଦ୍ୟାଳୟର ଏକ ଟିମ୍‌କୁ ସଫଳତା ମିଳିଛି। ଏହି ଟିମ୍‌ ଗବେଷଣାଗାରରେ ପ୍ରସ୍ତୁତ କରିଥିବା ପ୍ରଥମ ଟିକାର ଚୂଡାନ୍ତ ଯାଞ୍ଚ ପରେ ପ୍ରି-କ୍ଲିନିକାଲ ପରୀକ୍ଷା ପାଇଁ ପଠାଯାଇଛି।...

ଜୁନ୍‌ ପର୍ଯ୍ୟନ୍ତ ପାକିସ୍ତାନକୁ ମହଲତ

ନୂଆଦିଲ୍ଲୀ, ୨୨ା୨: ଆତଙ୍କବାଦୀଙ୍କୁ ଅର୍ଥ ଯୋଗାଣ ବନ୍ଦକରିବା ସହ ତୁରନ୍ତ ଏଫ୍‌ଏଟିଏଫ୍‌ (ଫାଇନାନ୍ସିଆଲ୍‌ ଆକ୍ସନ୍‌ ଟାସ୍କଫୋର୍ସ) ପକ୍ଷରୁ ଦିଆଯାଇଥିବା ନିର୍ଦ୍ଦେଶନାମା ପାଳନ କରିବାକୁ ପାକିସ୍ତାନକୁ ଚେତାବନୀ ଦିଆଯାଇଛି। ୨୦୧୮ ଜୁନ୍‌ରେ ପାକିସ୍ତାନ ‘ଗ୍ରେ ଲିଷ୍ଟ’ରେ ରହିଥିବା ବେଳେ ପୁଣି ଡେ୍‌ଲାଇନ୍‌...

ସ୍ବାଭାବିକ ହେଉଛି ଚାଇନାର ଜୀବନଯାତ୍ରା

ବେଜିଂ,୨୧।୨: କରୋନା ଭାଇରସରେ ଚାଇନାରେ ହାହାକାର ପଡିଯାଇଥିବା ବେଳେ ଏଠାରେ ହଜାର ହଜାର ସଂଖ୍ୟାରେ ଲୋକଙ୍କ ମୃତ୍ୟୁ ସାରା ଦେଶରେ ଚହଳ ସୃଷ୍ଟି କରିଛି। ଏହାର ଭୟାବହତାକୁ ଦେଖି ପ୍ରାୟ ସମସ୍ତ ସରକାରୀ କାର୍ଯ୍ୟାଳୟ, ସ୍କୁଲ କଲେଜକୁ ଅନିର୍ଦ୍ଦିଷ୍ଟକାଳ ପାଇଁ...

ଚିନ୍ତା ବଢାଇଲା ଚାଇନା ଜେଲରେ କରୋନା ଭାଇରସ

ବେଜିଂ,୨୧।୨: କରୋନା ଭାଇରସ ଏବେ ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟି ଯାଇଥିବା ବେଳେ ଏଥିରେ ଅଧିକ ପରିମାଣରେ କ୍ଷତିଗ୍ରସ୍ତ ହୋଇଛି ଚାଇନା। ଏବେସୁଦ୍ଧା ଏଠାରେ କରୋନା ଭାଇରସ ସଂକ୍ରମଣରେ ୨୧ହଜାରରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ ହୋଇଥିବା ବେଳେ ୭୪...

କରୋନା ଭାଇରସ: ଚାଇନାର ହୁବଇ ଅଞ୍ଚଳରେ ମୃତ୍ୟୁ ସଂଖ୍ୟା ୨୧ଶହ ଟପିଲା

ବେଜିଂ,୨୧।୨: ଚାଇନାରେ କରୋନା ଭାଇରସ ମହାମାରୀର ରୂପ ନେଇଥିବା ବେଳେ ଏବେ ଏହା ବିଶ୍ୱର କିଛି ଦେଶକୁ ମଧ୍ୟ ବ୍ୟାପିସାରିଛି। ତେବେ ଚାଇନାର ହୁବଇ ଅଞ୍ଚଳରେ ଗୁରୁବାର ସୁଦ୍ଧା ମୃତକଙ୍କ ସଂଖ୍ୟା ପହଞ୍ଚିଛି ୨,୧୧୪ରେ। ସେହିଭଳି ଗୁରୁବାର ୪୧୧ ନୂଆ...

ଦକ୍ଷିଣ କୋରିଆରେ ଶହେ ଟପିଲା କରୋନା ଭାଇରସ ସଂକ୍ରମିତଙ୍କ ସଂଖ୍ୟା

ସିଓଲ,୨୧।୨: ଦକ୍ଷିଣ କୋରିଆରେ କରୋନା ଭାଇରସ ସଂକ୍ରମିତଙ୍କ ସଂଖ୍ୟା ଶହେ ଟପିଯାଇଥିବା ଶୁକ୍ରବାର ସୂଚନା ମିଳିଛି। ଏଠାରେ ପ୍ରାୟ ୨୦୪ ଜଣ ସଂକ୍ରମିତଙ୍କ ପରୀକ୍ଷା ପରେ ଏମାନଙ୍କ ମଧ୍ୟରୁ ଶହେରୁ ଊର୍ଦ୍ଧ୍ୱ କରୋନା ଭାଇରସ ପଜିଟିଭ ଭାବେ ଚିହ୍ନଟ ହୋଇଛନ୍ତି।...

ଟ୍ରମ୍ପଙ୍କ ସହ ଭାରତ ଆସିବେ ଝିଅ ଇଭାଙ୍କା

ଓ୍ବାଶିଂଟନ୍‌,୨୧।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦୁଇଦିନିଆ ଭାରତ ଗସ୍ତରେ ଆସୁଛନ୍ତି। ଏହି ଗସ୍ତ କାଳରେ ତାଙ୍କ ସହ ସ୍ତ୍ରୀ ମେଲାନିଆ ମଧ୍ୟ ଭାରତ ଆସୁଛନ୍ତି। କେବଳ ଏତିକି ନୁହେଁ ଟ୍ରମ୍ପଙ୍କ ଝିଅ ଇଭାଙ୍କା ଏବଂ ଜ୍ୱାଇଁ ଜେରେଡ ମଧ୍ୟ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri