ଅନ୍ତର୍ଜାତୀୟ

୩୫୭ କୋଟି ବର୍ଷ ତଳେ ଦକ୍ଷିଣ ଆଫ୍ରିକାର ପାହାଡ଼ରେ ହୋଇଥିଲା ମାନବ ସୃଷ୍ଟି

ଜୋହାନ୍ସ୍‌ବର୍ଗ,୧୩।୨: ମାନବ ସୃଷ୍ଟିକୁ ଇତିମଧ୍ୟରେ କୋଟି କୋଟି ବର୍ଷ ବିତିଯାଇଛି। ଗବେଷକଙ୍କ ଅନୁସାରେ ପ୍ରାୟ ୩୫୭ କୋଟି ବର୍ଷ ତଳେ ଦକ୍ଷିଣ ଆଫ୍ରିକାର ମଖଞ୍ଜଓ୍ବା ପାହାଡ଼ରେ ମାନବ ସୃଷ୍ଟି ହୋଇଥିଲା। ପୃଥିବୀ ସୃଷ୍ଟିର କିଛି କାଳ ପରେ ସମଗ୍ର ଅଞ୍ଚଳ...

ନାଚ ଗୀତ ମାଧ୍ୟମରେ ମନ ଭୁଲାଇବାକୁ ଚାହୁଁଛନ୍ତି କରୋନାଭାଇରସ ସଂକ୍ରମିତ !

ବେଜିଂ,୧୩।୨: କରୋନାଭାଇରସରେ ଏବେ ଚାଇନାରେ ମୃତ୍ୟୁସଂଖ୍ୟା ୧୩ଶହ ଛୁଇଁଲାଣି। ବେଳକୁ ବେଳ କରୋନାଭାଇରସରେ ମୃତ ଓ ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି। ଚାଇନାର ଉହାନ ସହରରେ ସର୍ବାଧିକ ଲୋକଙ୍କ ମୃତ୍ୟୁ ହୋଇଥିବା ବେଳେ ଏବେ ଏହି ସହର ଏକ ପ୍ରକାର...

କରୋନାଭାଇରସ ଭୟ: ବନ୍ଦ ରହିଲା ମୋବାଇଲ ଓ୍ବାର୍ଲଡ କଂଗ୍ରେସ ୨୦୨୦

ବାର୍ସିଲୋନା,୧୩।୨: କରୋନାଭାଇରସର ଭୟାବହତା ଏବେ ସାରା ବିଶ୍ୱକୁ ଏକ ପ୍ରକାର ଭୟଭିତ କରି ରଖିଛି। ଏହି ପ୍ରାଣଘାତୀ ଭୂତାଣୁ ଯୋଗୁ ପ୍ରତିଦିନ ମୃତକ ଓ ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି। ଏବେସୁଦ୍ଧା ଚାଇନାରେ କରୋନାଭାଇରସରେ ୧୩ଶହଙ୍କ ମୃତ୍ୟୁ ହୋଇଥିବା ବେଳେ...

୩୨ଦିନ ମୃତ୍ୟୁ ସହ ଛକାପଞ୍ଝା

ଓ୍ବେଲିଂଟନ: ସମୁଦ୍ରର ଅଥଳ ଜଳରାଶି। ଦୀର୍ଘ ୩୨ଦିନ ମୃତ୍ୟୁ ସହ ଛକାପଞ୍ଝା। ଶେଷରେ ବଞ୍ଚିବାର ଇଚ୍ଛା ଆଗରେ ହାରିଯାଇଛି ମୃତ୍ୟୁ। ହଲିଉଡ୍‌ ଚଳଚ୍ଚିତ୍ରର କାହାଣୀ ପରି ଲାଗୁଥିବା ଏଭଳି ଏକ ଘଟଣା ଘଟିଛି ପ୍ରଶାନ୍ତ ମହାସାଗରରେ। ମୃତ୍ୟୁପଞ୍ଝାରୁ ବଞ୍ଚତ୍ୟାଇଥିବା ପାପୁଆ...

ମୋଦିଙ୍କୁ ଧନ୍ୟବାଦ ଦେଲେ ମେଲାନିଆ

ଓ୍ବାଶିଂଟନ,୧୩।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ତାଙ୍କ ପତ୍ନୀ ମେଲାନିଆ ଟ୍ରମ୍ପ ଚଳିତ ମାସ ଶେଷ ସପ୍ତାହରେ ଭାରତ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ଏହା ପୂର୍ବରୁ ମେଲାନିଆଙ୍କ ଟୁଇଟ୍‌ ସାମ୍ନାକୁ ଆସିଛି। ଏଥିରେ ସେ ଭାରତ ଆସିବା...

ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିବା କରୋନାଭାଇରସ ସଂକ୍ରମିତଙ୍କ ଖର୍ଚ୍ଚ ବହନ କରିବେ ସରକାର

ସିଙ୍ଗାପୁର,୧୩।୨: କରୋନାଭଇରସ ଏବେ ସାରା ବିଶ୍ୱରେ କାୟା ବିସ୍ତାର କରି ଚାଲିଛି। ଚାଇନା ପରେ ବିଶ୍ୱର ଅନ୍ୟ ଦେଶରେ ମଧ୍ୟ କରୋନାଭାଇରସ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ପ୍ରାୟ ସବୁ ଦେଶର ସରକାର ଆକ୍ରାନ୍ତଙ୍କୁ...

୨ ଭାରତୀୟ ନାବିକ କରୋନା ସଂକ୍ରମିତ

ଟୋକିଓ,୧୩ା୨(ପି.ଟି.): ଜାପାନ ଉପକୂଳରେ ଅଟକି ରହିଥିବା ଜାହାଜରେ ୨ ଜଣ ଭାରତୀୟ କର୍ମଚାରୀ କରୋନା ଆକ୍ରାନ୍ତ ହୋଇଥିବା ପରୀକ୍ଷାରୁ ଜଣାପଡିଛି। ଡାଇମଣ୍ଡ ପ୍ରିନ୍ସେସ ଜାହାଜରେ ମୋଟ ୩୭୧୧ ଯାତ୍ରୀ ଓ କର୍ମଚାରୀ ରହିଥିବାବେଳେ ସେମାନଙ୍କ ମଧ୍ୟରୁ ୧୭୪ ଜଣ କରୋନା...

ହାଫିଜ୍‌ ସୟିଦଙ୍କୁ ୧୧ ବର୍ଷ ଜେଲ

ଲାହୋର,୧୩ା୨(ପି.ଟି.): ୨୬/୧୧ ମୁମ୍ବାଇ ଆକ୍ରମଣର ମାଷ୍ଟରମାଇଣ୍ଡ ଜମାତ୍‌-ଉଦ୍‌-ଦାଓ୍ବା (ଜେୟୁଡି) ମୁଖ୍ୟ ହାଫିଜ ସୟିଦଙ୍କୁ ପାକିସ୍ତାନର ଏକ ଅଦାଲତ ୧୧ ବର୍ଷ ଜେଲ୍‌ଦଣ୍ଡାଦେଶ ଶୁଣାଇଛନ୍ତି। ଆତଙ୍କବାଦୀଙ୍କୁ ପାଣ୍ଠି ଯୋଗାଣ ସମ୍ପର୍କିତ ଦୁଇଟି ମାମଲାରେ ହାଫିଜଙ୍କୁ ଦୋଷୀସାବ୍ୟସ୍ତ କରାଯାଇ ଏହି ଦଣ୍ଡାଦେଶ ଦିଆଯାଇଛି।...

ହାଫିଜ୍‌ ସଇଦଙ୍କୁ ୫ ବର୍ଷ ଜେଲ

ଇସଲାମାବାଦ୍‌,୧୨।୨: ଆତଙ୍କବାଦୀଙ୍କୁ ପାଣ୍ଠି ଯୋଗାଣ ମାମଲାରେ ହାଫିଜ୍‌ ସଇଦଙ୍କୁ ପାକିସ୍ତାନର ଏକ କୋର୍ଟ ୫ ବର୍ଷ ଜେଲ ଦଣ୍ଡାଦେଶ କରିଛନ୍ତି। ହାଫିଜ୍‌ଙ୍କ ସଂଗଠନ ଜମାତ୍‌-ଉଦ୍‌-ଦାଓ୍ବା ସହାୟତାରେ ପାଣ୍ଠି ଯୋଗାଣ ହେଉଥିବା ଅଭିଯୋଗ ହୋଇଥିଲା। ପାକିସ୍ତାନର ଆତଙ୍କବାଦ ବିରୋଧୀ କୋର୍ଟ ପକ୍ଷରୁ...

ବ୍ରିଟେନରୁ ମିଳିଲା ଅରୁଣାଚଳ ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ପୁଅଙ୍କ ମୃତଦେହ

ଲଣ୍ଡନ, ୧୨।୨: ଅରୁଣାଚଳ ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ କଲିଖୋ ପୁଲଙ୍କ ପୁଅଙ୍କ ମୃତଦେହ ବ୍ରିଟେନର ବ୍ରାଇଟେନ ସହରର ଏକ ଫ୍ଲାଟରୁ ସନ୍ଦିଗ୍ଧ ଅବସ୍ଥାରେ ଉଦ୍ଧାର କରାଯାଇଛି। କଲିଖୋଙ୍କ ପୁଅ ଶୁବାଂଶୋ ପୁଲ(୨୦) ଆତ୍ମହତ୍ୟା କରିଥିବା ପୋଲିସ ସନ୍ଦେହ କରୁଛି। ଫ୍ଲାଟରେ...

କରୋନା ଆତଙ୍କବାଦଠାରୁ ବି ଭୟଙ୍କର: ଡବ୍ଲୁଏଚ୍‌ଓ

ଜେନେଭା,୧୨।୨: ଚାଇନାରେ କରୋନା ଆତଙ୍କ ସୃଷ୍ଟି କରିଛି। ଏହାଯୋଗୁ ୨୭ରୁ ଅଧିକ ଦେଶର ଲୋକେ ମଧ୍ୟ ସଂକ୍ରମିତ ହୋଇଛନ୍ତି। ଇତିମଧ୍ୟରେ ଚାଇନାର ୩୦ରୁ ଅଧିକ ସହରରେ କରୋନା ସଂକ୍ରମଣ ଯୋଗୁ ୧୧୦୦ରୁ ଅଧିକ ଲୋକଙ୍କର ମୃତ୍ୟୁ ଘଟିଛି। କରୋନା ଆତଙ୍କବାଦଠାରୁ...

୧୨ ବର୍ଷ ପରେ ଇରାକରେ ପୁଣି ତୁଷାରପାତ

ବାଗଦାଦ୍‌,୧୨।୨: ଇରାକରେ ପୁଣି ୧୨ ବର୍ଷ ପରେ ତୁଷାରପାତ ହୋଇଛି। ଫଳରେ ରାଜରାସ୍ତା ଧଳା ଚାଦରରେ ଘୋଡ଼ି ହେବା ଭଳି ଦୃଶ୍ୟ ସୃଷ୍ଟି ହୋଇଛି। ବାଗଦାଦ୍‌ ସହିତ କର୍ବଲା ସହରରେ ମଧ୍ୟ ତୁଷାରପାତ ହୋଇଛି। ଅନ୍ୟ କେତେକ ସହରରେ ମଧ୍ୟ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri