Warning: Constant DISALLOW_FILE_EDIT already defined in /var/www/html/wp-config.php on line 115
International Breaking News in Odia | Current World News

ଅନ୍ତର୍ଜାତୀୟ

ଲାଇଭ୍‌ ମ୍ୟାଚରେ ବିଜୁଳି ମାରିବାରୁ ଜିଅନ୍ତା ଜଳିଗଲେ ଫୁଟବଲ୍‌ର, ଛାତିଥରା ଭିଡିଓ ଭାଇରାଲ

ଓ୍ବେଷ୍ଟ ଜାବା,୧୪।୨: ଇଣ୍ଡୋନେସିଆରେ ଲାଇଭ୍‌ ଫୁଟବଲ୍‌ ମ୍ୟାଚ ସମୟରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ମ୍ୟାଚ ଚାଲୁଥିବାବେଳେ ବିଜୁଳି ମାରିବାରୁ ଜଣେ ଖେଳାଳୀଙ୍କ ପଡିଆରେ ହିଁ ମୃତ୍ୟୁ ହୋଇଯାଇଛି। ଯାହାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସୂଚନାଥାଉ...

Valentine Day: ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ ଲେଖୁଛି ଲଭ୍‌ ଲେଟର୍‌

ଓ୍ବାଶିଂଟନ୍‌,୧୪।୨: ଏଆଇ ଅର୍ଥାତ୍‌ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସର ବିପ୍ଲବ ମଣିଷ ସମାଜରେ ଖୁବ୍‌ ଗଭୀର ପ୍ରଭାବ ପକାଇଛି। ଏହା ମନୁଷ୍ୟର ହିତ ସାଧନ କରୁଛି ସତ ହେଲେ ଆଗକୁ ମଣିଷ ପାଇଁ ବିପଦ ଡାକି ଆଣୁଛି। ଭବିଷ୍ୟତରେ ଏଆଇ ମଣିଷର ସ୍ଥାନ...

ଏଲନ ମସ୍କଙ୍କ ଚାଞ୍ଚଲ୍ୟକର ମନ୍ତବ୍ୟ: ୟୁକ୍ରେନ ବିପକ୍ଷ ଯୁଦ୍ଧରେ ପଛକୁ ହଟିଲେ ପୁଟିନଙ୍କୁ କରାଯିବ ହତ୍ୟା

କାଲିଫର୍ନିଆ,୧୪।୨: ରୁଷିଆ-ୟୁକ୍ରେନ ଯୁଦ୍ଧର ବର୍ତ୍ତମାନ ପ୍ରାୟ ଦୁଇ ବର୍ଷ ବିତିଗଲାଣି। ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ନିକଟରେ ହୋଇଥିବା ଏକ ସାକ୍ଷାତକାର ଭାଇରାଲ ହେବାରେ ଲାଗିଛି। ଏଥିରେ ସେ ସ୍ପଷ୍ଟ ଭାବରେ କହିଛନ୍ତି, ରୁଷିଆ ୟୁକ୍ରେନ ଯୁଦ୍ଧରୁ ଆଉ ପଛକୁ...

ବିଦେଶ ମାଟିରେ ବଡ଼ ଘୋଷଣା କଲେ ମୋଦି

ଆବୁଧାବି,୧୪।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୟୁଏଇ ଗସ୍ତରେ ଅଛନ୍ତି। ଏଠାରେ ସେ ଏକ ବଡ଼ ଘୋଷଣା କରିଛନ୍ତି। ଖୁବଶୀଘ୍ର ୟୁଏଇରେ UPI ସିଷ୍ଟମ କାର୍ଯ୍ୟକ୍ଷମ ହେବ ଏବଂ ଭାରତରେ ଯେଉଁଭଳି UPI ସେବା ପାଇବେ, ସେହିଭଳି ସୁବିଧା ମଧ୍ୟ ଏଠାରେ...

ଗ୍ୟାରେଣ୍ଟି ଦେଲେ ମୋଦି: ମୋର ତୃତୀୟ କାର୍ଯ୍ୟକାଳରେ ଏହି ସ୍ବପ୍ନ ହେବ ପୂରଣ

ଆବୁଧାବି,୧୪।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜିକାଲି ସଂଯୁକ୍ତ ଆରବ ଏମିରେଟ୍ସ (ୟୁଏଇ) ଅଛନ୍ତି। ସେ ୟୁଏଇ ରାଜଧାନୀ ଆବୁଧାବିରେ ପ୍ରଥମ ହିନ୍ଦୁ ମନ୍ଦିର ଉଦଘାଟନ କରିବାକୁ ଯାଉଛନ୍ତି। ଏହାପୂର୍ବରୁ ଆବୁଧାବିର ଶେଖ ଜାଏଦ ଷ୍ଟାଡିୟମରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସ୍ବାଗତ କରିବା...

ପ୍ରୋଟୋକଲ ଭାଙ୍ଗି ମୋଦିଙ୍କୁ ଆଲିଙ୍ଗନ କଲେ ୟୁଏଇ ରାଷ୍ଟ୍ରପତି

ନୂଆଦିଲ୍ଲୀ,୧୪।୨: ୟୁଏଇ ପୁଣି ଥରେ ଭାରତ ସହିତ ବନ୍ଧୁତ୍ୱର ଝଲକ ଦେଖାଇଛି। ଆବୁଧାବିରେ ପହଞ୍ଚିବା ପରେ ରାଷ୍ଟ୍ରପତି ଶେଖ ମହମ୍ମଦ ବିନ ଜୟେଦ ଅଲ ନହ୍ୟାନ ପ୍ରୋଟୋକଲ ଭାଙ୍ଗି ବିମାନବନ୍ଦରରେ ପହଞ୍ଚି ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଆଲିଙ୍ଗନ କରିଥିଲେ। ସେ ପ୍ରଧାନମନ୍ତ୍ରୀ...

ପୁଣିଥରେ ଶେହବାଜ ଦେଶର ଶାସନ ମଙ୍ଗ ଧରିପାରନ୍ତି ଶରିଫ୍‌

ଇସ୍‌ଲାମାବାଦ,୧୪।୨:ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଶେହବାଜ ଶରିଫ୍‌ ପୁଣି ଥରେ ଦେଶର ଶାସନ ମଙ୍ଗ ଧରିପାରନ୍ତି। ପାକିସ୍ତାନ ମୁସ୍‌ଲିମ୍‌ ଲିଗ୍‌-ନଓ୍ବାଜ (ପିଏମ୍‌ଏଲ୍‌-ଏନ୍‌) ସୁପ୍ରିମୋ ତଥା ଶେହବାଜଙ୍କ ବଡ଼ଭାଇ ନଓ୍ବାଜ ଶରିଫ୍‌ ତାଙ୍କୁ ପ୍ରଧାନମନ୍ତ୍ରୀ ମନୋନୀତ କରିଛନ୍ତି। ପିଏମ୍‌ଏଲ୍‌-ଏନ୍‌ ମୁଖପାତ୍ର ମରିୟମ ଔରଙ୍ଗଜେବ...

ୟୁଏଇରେ ମୋଦିଙ୍କୁ ଗାର୍ଡ ଅଫ୍‌ ଅନର: ଶୁଭିଲା ମୋଦି-ମୋଦି ନାରା

ଆବୁଧାବି,୧୪।୨:ୟୁନାଇଟେଡ୍‌ ଆରବ ଏମିରେଟ୍ସ (ୟୁଏଇ) ଗସ୍ତରେ ଯାଇଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସେଠାର ରାଷ୍ଟ୍ରପତି ଶେଖ୍‌ ମହମ୍ମଦ ବିନ୍‌ ଜୟେଦ ଅଲ୍‌ ନହ୍ୟାନଙ୍କ ସହ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଛନ୍ତି। ଏହି ଅବସରରେ ସେମାନେ ରଣନୀତିକ ସହଭାଗିତାର ସମୀକ୍ଷା କରିବା...

ୟୁଏଇରେ ରୁପେ କାର୍ଡର ଶୁଭାରମ୍ଭ କଲେ ମୋଦି…

ଆବୁଧାବି,୧୩।୨ : ଭାରତରେ ବିକଶିତ ହୋଇଥିବା ରୁପେ କାର୍ଡ ସଂଯୁକ୍ତ ଆରବ ଏମିରେଟ୍ସ (ୟୁଏଇ) ରେ ମଧ୍ୟ ପ୍ରଚଳନ ହେବା ଆରମ୍ଭ କରିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ୟୁଏଇର ରାଷ୍ଟ୍ରପତି ଶେଖ ମହମ୍ମଦ ବିନ ଜାଏଦ ଅଲ ନାହାନ...

ସୁରକ୍ଷା ପାଇଁ ଲୋକଙ୍କୁ ଚନ୍ଦ୍ରଙ୍କୁ ପଠାଯିବ କି? ଆମେରିକା ଇସ୍ରାଏଲକୁ ବନ୍ଦ କରୁ ଅସ୍ତ୍ର ଯୋଗାଣ: ଅସନ୍ତୋଷ ବ୍ୟକ୍ତ କଲା ଇୟୁ…

ଓ୍ବାଶିଂଟନ,୧୩।୨ : ରାଫା ସହର ଉପରେ ଆକ୍ରମଣ ପରେ ସାରା ବିଶ୍ୱରୁ ଇସ୍ରାଏଲ ଉପରେ ଚାପ ପଡ଼ିବା ଆରମ୍ଭ କରିଛି। ୟୁଏଇର ବୈଦେଶିକ ନୀତି ମୁଖ୍ୟ ଜୋଶେପ ବୋରେଲ ଇସ୍ରାଏଲର ସହଯୋଗୀ ବିଶେଷ କରି ଆମେରିକା ଇସ୍ରାଏଲକୁ ଅସ୍ତ୍ରଶସ୍ତ୍ର ଯୋଗାଣ...

ଆବୁଧାବିରେ ପ୍ରଥମ ହିନ୍ଦୁ ମନ୍ଦିରର ଉଦ୍‌ଘାଟନ କରିବେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୧୩।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଦୁଇ ଦିନିଆ ସଂଯୁକ୍ତ ଆରବ ଏମିରେଟ୍ସ (ୟୁଏଇ) ଗସ୍ତ କରିବେ। ଏହି ସମୟରେ ସେ ରାଷ୍ଟ୍ରପତି ଶେଖ ମହମ୍ମଦ ବିନ ଜାଏଦ ଅଲ ନାହୟାନଙ୍କ ସହ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିବେ ଏବଂ...

ବିରୋଧୀ ଆସନରେ ବସିବାକୁ ନିଷ୍ପତ୍ତି ନେଲା ଇମ୍ରାନ୍‌ଙ୍କ ଦଳ

ଇସ୍‌ଲାମାବାଦ,୧୨।୨: ପାକିସ୍ତାନ ନ୍ୟାଶନାଲ ଆସେମ୍ବ୍ଲି ନିର୍ବାଚନରେ କାହାକୁ ସଂଖ୍ୟାଗରିଷ୍ଠତା ମିଳି ନାହିଁ। ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନ୍‌ଙ୍କ ଦଳ ପାକିସ୍ତାନ ତେହରିକ୍‌-ଇ-ଇନ୍‌ସାଫ (ପିଟିଆଇ) ଏକକ ସଂଖ୍ୟାଗରିଷ୍ଠ ଦଳ ହୋଇଥିଲେ ମଧ୍ୟ ବିରୋଧୀ ଆସନରେ ବସିବାକୁ ନିଷ୍ପତ୍ତି ନେଇଛି। ପିଏମ୍‌ଏଲ୍‌-ଏନ୍‌ କିମ୍ବା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri