ଅନ୍ତର୍ଜାତୀୟ

ଇଜିପ୍ଟରେ ଦୁର୍ଘଟଣା: ୩ ଭାରତୀୟ ମୃତ

କାଇରୋ,୩୦।୧୨(ପି.ଟି.): ଇଜିପ୍ଟର ସୁଏଜ୍‌ ଗଭର୍ନୋରେଟ୍‌ରେ ଦୁଇଟି ପର୍ଯ୍ୟଟକ ବସ୍‌ ଓ ଗୋଟିଏ ଟ୍ରକ୍‌ ମଧ୍ୟରେ ଧକ୍କା ହେବା ଫଳରେ ୩ ଭାରତୀୟଙ୍କ ମୃତ୍ୟୁ ହେବା ସହ ଅନ୍ୟ ୧୩ ଜଣ ଆହତ ହୋଇଛନ୍ତି। ଶନିବାର ବସ୍‌ ଦୁଇଟି ହୁର୍‌ଘାଡ଼ାର ବ୍ରିଚ୍‌-ରିସର୍ଟ...

କଶ୍ମୀର ଉପରେ ଚର୍ଚ୍ଚା ପାଇଁ ରିୟାଧ ଡାକିଲା ଆଇଓସି ବୈଠକ: ଭାରତକୁ ସୌଦି ଝଟକା

ଇସ୍‌ଲାମାବାଦ/ନୂଆଦିଲ୍ଲୀ,୩୦।୧୨: ପାକିସ୍ତାନକୁ ଖୁସି କରିବା ପାଇଁ ଇସ୍‌ଲାମିକ ସହଯୋଗ ସଙ୍ଗଠନ (ଆଇଓସି)ର ବହିର୍ବ୍ୟାପାର ମନ୍ତ୍ରୀମାନଙ୍କ ବୈଠକ ଡାକିବାକୁ ରାଜି ହୋଇଯାଇଛି ସୌଦି ଆରବ। ଏହି ବୈଠକ କେବେ ହେବ ସେନେଇ କିଛି ଜଣାପଡ଼ି ନ ଥିଲେ ବି ଏଥିରେ କଶ୍ମୀର...

ତାଲିବାନ ଆତଙ୍କବାଦୀ ଆକ୍ରମଣ: ୧୭ ମୃତ

ତଖର,୨୯।୧୨: ଆଫଗାନିସ୍ତାନର ଉତ୍ତରପୂର୍ବରେ ଥିବା ତଖର ଅଞ୍ଚଳରେ ତାଲିବାନ ଆତଙ୍କବାଦୀଙ୍କ ଦ୍ୱାରା ହୋଇଥିବା ଆକ୍ରମଣରେ ୧୭ ଜଣ ସାଧାରଣ ଜନତାଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ସ୍ଥାନୀୟ ଟେଳିଭିଜନ ଚ୍ୟାନେଲର ସୂଚନା ଅନୁଯାୟୀ ଏଥିରେ ଆହତ ୪ ଜଣଙ୍କୁ ଚିକିତ୍ସା ପାଇଁ...

ଆତଙ୍କବାଦୀ ତାଲିମ୍‌ ନେଉଥିବା ମଦ୍ରାସା ସହିତ ଘନିଷ୍ଠତା ବଢ଼ାଇଲା ପାକିସ୍ତାନ

ଇସଲାମାବାଦ୍‌,୨୯।୧୨: ପାକିସ୍ତାନ ସୈନ୍ୟ ବାହିନୀର ଅଧିକାରୀମାନେ ଗତ କିଛିଦିନ ଧରି ଦେଶର କେତେକ ପ୍ରତିବନ୍ଧିତ ମଦ୍ରାସାର ମୁଖ୍ୟଙ୍କ ସହିତ ସାକ୍ଷାତ୍‌ ଜାରି ରଖିଛନ୍ତି। ସୈନ୍ୟବାହିନୀ ମୁଖ୍ୟ ଜେନେରାଲ ଆସିଫ୍‌ ଗଫୁର ଏହି ମର୍ମରେ କେତେକ ମଦ୍ରାସାର ମୌଲାନାଙ୍କ ସହିତ ସାକ୍ଷାତ୍‌...

ଟୁଇଟର୍‌ରେ ରହିଛନ୍ତି ଓବାମାଙ୍କର ସର୍ବାଧିକ ଫଲୋୟର୍ସ

ଓ୍ବାଶିଂଟନ,୨୯।୧୨: ଆମେରିକାର ପୂର୍ବତନ ରାଷ୍ଟ୍ରପତି ବାରାକ ଓବାମାଙ୍କର ସୋସିଆଲ ମିଡିଆ ଆକାଉଣ୍ଟ ଟୁଇଟର୍‌ରେ ସର୍ବାଧିକ ଫଲୋୟର୍ସ ରହିଥିବା ଜଣାପଡିଛି। ଓବାମାଙ୍କର ରହିଛନ୍ତି ପ୍ରାୟ ୧୧୧ ମିଲିୟନ୍‌ ଫଲୋୟର୍ସ। ଏହି ତାଲିକାରେ ଓବାମା ବର୍ତ୍ତମାନ ଆମେରିକାର ରାଷ୍ଟ୍ରପତି ଥିବା ଡୋନାଲ୍ଡ ଟ୍ରମ୍ପଙ୍କୁ...

ଚାଇନା ସରକାର ନିଜ ଇଛା ଅନୁସାରେ ଲେଖିବେ କୋରାନ୍‌ ଓ ବାଇବେଲ୍‌

ବେଜିଂ,୨୯।୧୨: ଚାଇନାରେ ଉଇଗର ମୁସଲମାନ୍‌ ସମ୍ପ୍ରଦାୟ ଉପରେ ନାନା ପ୍ରକାର ନିର୍ଯାତନା ଜାରି ରହିଛି। ଏବେ ଚାଇନା ସରକାର ନିଜ ଇଛା ଅନୁସାରେ ଧର୍ମଗ୍ରନ୍ଥ କୋରାନ୍‌ ଏବଂ ବାଇବେଲ୍‌କୁ ଲେଖିବା ପାଇଁ ଯୋଜନା କରିଛନ୍ତି। ଚାଇନାର ସମାଜବାଦୀ ମୂଲ୍ୟବୋଧ ଆଧାରରେ...

ଜଙ୍ଗଲରେ ନିଆଁ: ସାଇକେଲ ଆରୋହୀଙ୍କୁ ଅଟକାଇ ପାଣି ପିଇଲା କୋଆଲା; ଭିଡ଼ିଓ ଭାଇରାଲ

ଏଡ଼ିଲେଡ୍‌,୨୯।୧୨: ଅଷ୍ଟ୍ରେଲିଆ ଜଙ୍ଗଲରେ ଲାଗିଥିବା ନିଆଁ ଲିଭିବାର ନା ଧରୁନି। ବହୁ ବନ୍ୟପ୍ରାଣୀଙ୍କ ଏହାଦ୍ୱାରା ମୃତ୍ୟୁ ଘଟିଥିବା କୁହାଯାଉଛି। ସମ୍ପ୍ରତି ସୋସିଆଲ୍‌ ମିଡ଼ିଆରେ ଜଙ୍ଗଲ ନିଆଁ ଯୋଗୁ କିଭଳି ବନ୍ୟପ୍ରାଣୀ ହନ୍ତସନ୍ତ ହେଉଛନ୍ତି ତାହାର କିଛି ଫଟୋ ଓ ଭିଡ଼ିଓ...

ନୂଆବର୍ଷରେ ମଙ୍ଗଳରେ ଜୀବନର ସନ୍ଧାନ କରିବ ନାସା ରୋଭର

ପାସାଡ଼େନା, ୨୯।୧୨: ନୂଆବର୍ଷରେ ମଙ୍ଗଳରେ ଜୀବନ ସନ୍ଧାନ ପାଇଁ ନାସା ପକ୍ଷରୁ ସ୍ବତନ୍ତ୍ର କାର୍ଯ୍ୟକ୍ରମ ପ୍ରସ୍ତୁତ କରାଯାଇଛି। ୨୦୨୦ ଜୁଲାଇରେ ନାସା ପକ୍ଷରୁ ଏକ ସ୍ବତନ୍ତ୍ର ରୋଭର ମଙ୍ଗଳରେ ଜୀବନ ଖୋଜିବା ଲାଗି ଛଡ଼ାଯିବ। ଗତ ସପ୍ତାହରେ ଏହାର ପରୀକ୍ଷଣ...

ତାଲିବାନ ଆକ୍ରମଣରେ ୧୦ ଆଫଗାନ ସୈନ୍ୟ ନିହତ

କାନ୍ଦାହାର,୨୯ା୧୨(ଏଏଫ୍‌ପି): ଆଫଗାନିସ୍ତାନର ହେଲମଣ୍ଡ ପ୍ରଦେଶର ଏକ ସାମରିକ ଘାଟି ଉପରେ ତାଲିବାନ ଆତଙ୍କବାଦୀ ଆକ୍ରମଣ କରିବାରୁ ୧୦ ଜଣ ସୈନ୍ୟ ନିହତ ହୋଇଛନ୍ତି। ତାଲିବାନମାନେ ସାଙ୍ଗିନ୍‌ ଜିଲାରେ ଥିବା ସେନା ଘାଟି ପଯର୍ର୍‌ୟନ୍ତ ସୁଡ଼ଙ୍ଗ ଖୋଳି ଏହାକୁ ବିସ୍ଫୋରଣରେ ଉଡାଇଦେଇଥିଲେ।...

ସୋମାଲିଆ କାର୍‌ ବୋମା ବିସ୍ଫୋରଣ: ୭୬ ମୃତ

ମୋଗାଡିସୁ,୨୮।୧୨: ସୋମାଲିଆର ରାଜଧାନୀ ମୋଗାଡିସୁରେ ଶନିବାର ହୋଇଥିବା କ୍ରମାଗତ କାର୍‌ ବୋମା ବିସ୍ଫୋରଣରେ ଏପର୍ଯ୍ୟନ୍ତ ୭୬ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ସରକାରୀ ପ୍ରବକ୍ତା ଇସ୍‌ମାଇଲ ମୁଖ୍‌ତାର କହିଛନ୍ତି, ମୋଗାଡିସୁର ଆଫଗୋଇ ରୋଡରେ ଥିବା ସିକ୍ୟୁରିଟି ଚେକ୍‌ ପଏଣ୍ଟରେ କାର୍‌...

ରୋହିଙ୍ଗ୍ୟାଙ୍କ ଉପରେ ହୋଇଥିବା ଅତ୍ୟାଚାର ବିରୋଧରେ ପ୍ରସ୍ତାବ: ଜାତିସଙ୍ଘରେ ୧୩୪ ଦେଶ କଲେ ସମର୍ଥନ

ଜେନେଭା,୨୮।୧୨: ମ୍ୟାନ୍‌ମାର୍‌ରେ ରୋହିଙ୍ଗ୍ୟା ମୁସଲମାନ୍‌ଙ୍କ ଉପରେ ହୋଇଥିବା ଅତ୍ୟାଚାରକୁ ଜାତିସଂଘରେ ବିରୋଧ କରାଯାଇଛି। ଏନେଇ ଜାତିସଙ୍ଘର ୧୯୩ ଦେଶ ମଧ୍ୟରୁ ଏହି ପ୍ରସ୍ତାବକୁ ୧୩୪ ଦେଶଙ୍କ ସମର୍ଥନ ମିଳିଛି। ୯ ଦେଶ ପ୍ରସ୍ତାବ ବିରୋଧରେ ଭୋଟ ଦେଇଥିବାବେଳେ ୨୮ ଦେଶ...

ମୁଶରଫଙ୍କ ଆବେଦନକୁ ଫେରାଇ ଦେଲେ କୋର୍ଟ

ଇସ୍‌ଲାମାବାଦ,୨୮।୧୨: ପାକିସ୍ତାନର ପୂର୍ବତନ ସେନା ଶାସକ ତଥା ରାଷ୍ଟ୍ରପତି ପରଭେଜ ମୁଶରଫଙ୍କ ଆବେଦନକୁ ଲାହୋର ହାଇକୋର୍ଟ ଶନିବାର ଫେରାଇ ଦେଇଥିବା ଜଣାପଡିଛି। ଦେଶଦ୍ରୋହ ମାମଲାରେ ପାକିସ୍ତାନର ସ୍ପେଶାଲ କୋର୍ଟ ତାଙ୍କୁ ମୃତ୍ୟୁ ଦଣ୍ଡାଦେଶ ଦେଇଥିବା ବେଳେ ସେ ଏହାକୁ ନେଇ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri