ଅନ୍ତର୍ଜାତୀୟ

ନାଗରିକତା ସଂଶୋଧନ ଆଇନ ନେଇ ମୁହଁ ଖୋଲିଲା ଆମେରିକା: ଅଳ୍ପସଂଖ୍ୟକଙ୍କ ଅଧିକାରକୁ ସୁରକ୍ଷା ଦିଅନ୍ତୁ ଭାରତ ସରକାର

ଓ୍ବାଶିଂଟନ,୧୭।୧୨: ନାଗରିକତା ସଂଶୋଧନ ଆଇନ ନେଇ ଦେଶରେ ହିଂସା ଦେଖାଦେଇଛି। ଏନେଇ ଏବେ ଆମେରିକା ମୁହଁ ଖୋଲିଛି। ଆମେରିକା ଏବଂ ଭାରତ ସବୁବେଳେ ଧାର୍ମିକ ସ୍ବତନ୍ତ୍ରତାକୁ ଗୁରୁତ୍ୱ ଦେଇ ଆସିଛନ୍ତି। ଏହା ଦୁଇ ଦେଶର ମୌଳିକ ସିଦ୍ଧାନ୍ତ। ତେଣୁ ଭାରତ...

ଆଫଗାନିସ୍ତାନ: ପୃଥକ ପୃଥକ ବିସ୍ଫୋରଣରେ ୧୦ ମୃତ, ୧୭ ଆହତ

ଖୋଷ୍ଟ,୧୭।୧୨: ରାଜୌକ ଆଫଗାନ ନ୍ୟୁଜର ସୂଚନା ଅନୁଯାୟୀ ମଙ୍ଗଳବାର ସକାଳେ ଆଫଗାନିସ୍ତାନର ଖୋଷ୍ଟ ଅଞ୍ଚଳରେ ରାସ୍ତାକଡ଼ରେ ଖଞ୍ଜାଯାଇଥିବା ବୋମା ବିସ୍ଫୋରଣରେ ଅତିକମ୍‌ରେ ୧୦ ଜଣ ସାଧାରଣ ନାଗରିକଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ସେହିପରି ବଲ୍‌ଖ ଅଞ୍ଚଳରେ ଥିବା ମଜାର-ଇ-ଶରିଫରେ...

ଲିଙ୍ଗଗତ ତାରତମ୍ୟ ତାଲିକା: ୧୧୨ ସ୍ଥାନରେ ଭାରତ; ପ୍ରଥମ ସ୍ଥାନରେ ଆଇସ୍‌ଲାଣ୍ଡ

ଜେନେଭା/ନୂଆଦିଲ୍ଲୀ,୧୭।୧୨: ଲିଙ୍ଗଗତ ତାରତମ୍ୟ ତାଲିକାରେ ଭାରତ ଚଳିତ ବର୍ଷ ୧୧୨ ସ୍ଥାନ ହାସଲ କରିଛି। ଗତ ବର୍ଷ ତୁଳନାରେ ଏହା ୪ ସ୍ଥାନ ତଳକୁ ଖସି ଆସିଛି। ଗତ ବର୍ଷ ଏହା ୧୦୮ ସ୍ଥାନରେ ଥିଲା। ଏନେଇ ଜେନେଭାର ଓ୍ବାଲର୍‌ଡ...

ମାଗଣାରେ ଖାଇବାକୁ ବାଂଲାଦେଶ ଆସୁଛନ୍ତି ଭାରତୀୟ: ବୈଦେଶିକ ମନ୍ତ୍ରୀ

ଢାକା,୧୭।୧୨: ନାଗରିକତା ସଂଶୋଧନ ଆଇନ (ସିଏଏ) ଓ ଜାତୀୟ ନାଗରିକ ପଞ୍ଜିକା (ଏନ୍‌ଆର୍‌ସି)କୁ ନେଇ ସାରା ଦେଶରେ ନିଆଁ ଜଳୁଛି। ଏହାରି ଭିତରେ ବାଂଲାଦେଶ ବୈଦେଶିକ ମନ୍ତ୍ରୀଙ୍କର ଏକ ଚାଞ୍ଚଲ୍ୟକର ବୟାନ ସାମ୍ନାକୁ ଆସିଛି। ରବିବାର ବାଂଲାଦେଶ ବୈଦେଶିକ ମନ୍ତ୍ରୀ...

୩ ହଜାର ୬ ଶହ ବର୍ଷ ତଳେ ବ୍ୟବହୃତ ହେଉଥିଲା ସିଙ୍ଗଲ୍‌ ୟୁଜଡ୍‌ ମାଟିପାତ୍ର: କରାଯାଉଥିଲା ମଦ୍ୟପାନ

ଲଣ୍ଡନ,୧୭।୧୨: ଲଣ୍ଡନ ମ୍ୟୁଜିୟମ୍‌ରେ ୩ ହଜାର ୬ ଶହ ବର୍ଷ ପୁରୁଣା ଏକ ଅଧାଭଙ୍ଗା ମାଟିପାତ୍ର ରହିଛି। ଏହା ଖ୍ରୀଷ୍ଟପୂର୍ବ ୨୭୦୦ରୁ ୧୪୫୦ ମଧ୍ୟରେ ନିର୍ମାଣ କରାଯାଇଥିବା କୁହାଯାଉଛି। ଏଭଳି ମାଟିପାତ୍ର ଗ୍ରୀସ୍‌ର ମିନୋଅନ ସଭ୍ୟତା ସମୟରେ କ୍ରେତେ ଦ୍ୱୀପରେ...

ଚାଇନା କୋଇଲା ଖଣି ବିସ୍ଫୋରଣ: ୧୪ ମୃତ

ବେଜିଂ,୧୭।୧୨: ଚାଇନାରେ ଏକ କୋଇଲା ଖଣିରେ ବିସ୍ଫୋରଣ ହେବା ଫଳରେ ୧୪ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ଖଣିରେ ପାଖାପାଖି ୩୪୬ ଶ୍ରମିକ କାମ କରୁଥିବା ବେଳେ ଏହି ବିସ୍ଫୋରଣ ହୋଇଥିବା କହିଛି ଚାଇନାର ଗଣମାଧ୍ୟମ ସିନୁଆ ନ୍ୟୁଜ। ଏମାନଙ୍କ...

ମଡେଲଙ୍କ ବଙ୍ଗଳାରୁ ଚୋରି

ଲଣ୍ଡନ,୧୬।୧୨: ଲଣ୍ଡନର ଜଣାଶୁଣା ମଡେଲ ତଥା ଟିଭି ପର୍ସନାଲିଟି ତମାରା ଏକଲେଷ୍ଟୋନଙ୍କ ଘରୁ ଚୋରି ହୋଇଥିବା ଖବର ସାମ୍ନାକୁ ଆସିଛି। ମାତ୍ର ୫୦ ମିନିଟ୍‌ରେ ଚୋରମାନେ ୪୭୫ କୋଟି ଟଙ୍କାର ଗହଣା ଚୋରି କରିନେଇଥିବା ଜଣାପଡ଼ିଛି। ତେବେ ତମାରାଙ୍କ ଘର...

ମୁଶରଫ୍‌ଙ୍କୁ ଆଶ୍ୱସ୍ତି: ଦେଶଦ୍ରୋହ ମାମଲା ଉପରେ ରୋକ ଲଗାଇଲେ ଲାହୋର ହାଇକୋର୍ଟ

ଇସଲାମାବାଦ୍‌,୧୬।୧୨: ପାକିସ୍ତାନର ପୂର୍ବତନ ରାଷ୍ଟ୍ରପତି ପରଭେଜ୍‌ ମୁଶରଫ୍‌ଙ୍କୁ ଲାହୋର ହାଇକୋର୍ଟ ପକ୍ଷରୁ ଆଶ୍ୱସ୍ତି ମିଳିଛି। ତାଙ୍କ ବିରୋଧରେ ହୋଇଥିବା ଦେଶଦ୍ରୋହ ମାମଲା ଉପରେ କୋର୍ଟ ରୋକ ଲଗାଇଛନ୍ତି। ଏନେଇ ସରକାରଙ୍କୁ କୋର୍ଟ ପକ୍ଷରୁ ସୋମବାର ନିର୍ଦ୍ଦେଶ ଜାରି ହୋଇଛି। ଏହି...

ସୌଦି ଆରବରେ ଏବେ ଆଉ ନଷ୍ଟ ହେବନାହିଁ ଖାଦ୍ୟ

ରିୟାଦ,୧୬।୧୨: ସୌଦି ଆରବରେ ବହୁପରିମାଣରେ ଖାଦ୍ୟ ନଷ୍ଟ ହେଉଥିବା ଦେଖାଯାଏ। ଏହାର କାରଣ ହେଉଛି ଏମାନେ ଖାଇବା ସମୟରେ ବଡ ବଡ ଥାଳି ବ୍ୟବହାର କରିବା ସହ ଆଭିଜାତ୍ୟର ପ୍ରତୀକ ସ୍ବରୂପ ଏଥିରେ ବହୁ ପରିମାଣରେ ଖାଦ୍ୟ ପରସନ୍ତି। ଯାହା...

ଭାରତରେ ଅବୈଧ ଭାବେ ରହୁଥିବା ବାଂଲାଦେଶୀଙ୍କ ତାଲିକା ମାଗିଲେ ସରକାର

ଢାକା,୧୬।୧୨: ଭାରତରେ ଅବୈଧ ଭାବେ ରହୁଥିବା ବାଂଲାଦେଶୀଙ୍କ ତାଲିକା ମାଗିଛନ୍ତି ବାଂଲାଦେଶ ସରକାର। ଯଦି କେହି ବାଂଲାଦେଶୀ ନାଗରିକ ଅବୈଧଭାବେ ଭାରତରେ ରହୁଥିବେ ତେବେ ଦେଶ ତାଙ୍କୁ ଫେରାଇ ନେବ ବୋଲି କହିଛନ୍ତି ସରକାର। ଭାରତର ରାଷ୍ଟ୍ରୀୟ ନାଗରିକତା ରେଜିଷ୍ଟର(ଏନ୍‌ଆର୍‌ସି)କୁ...

ଚାଇନା ମହାକାଶକୁ ପଠାଇବ କୃତ୍ରିମ ଚନ୍ଦ୍ର: ଷ୍ଟ୍ରିଟ୍‌ ଲାଇଟ୍‌ ଆଉ ହେବନି ଆବଶ୍ୟକ

ବେଜିଂ,୧୫।୧୨: ଚାଇନା ମହାକାଶକୁ କୃତ୍ରିମ ଚନ୍ଦ୍ର ପଠାଇବ। ଏନେଇ ୨୦୧୮ରେ ଚାଇନା ଘୋଷଣା କରି ସମସ୍ତଙ୍କୁ ଚକିତ କରିଦେଇଥିଲା। ତେବେ ଏହି ଯୋଜନା ଅନ୍ତଗର୍ର୍ତ ପ୍ରଥମ ଉପଗ୍ରହ ୨୦୨୦ରେ ମହାକାଶକୁ ପ୍ରେରଣ କରାଯିବ। ୨୦୨୨ ସୁଦ୍ଧା ଚାଇନା ଅନ୍ୟ ୩ଟି...

୨୦୫୦ ସୁଦ୍ଧା ପୃଥିବୀ ଜନସଂଖ୍ୟାରେ ଯୋଡ଼ି ହେବେ ୨ ଶହ କୋଟି: ଭାରତ ଛୁଇଁବ ୧୬୭ କୋଟି

ଜେନେଭା,୧୫।୧୨: ପୃଥିବୀର ଜନସଂଖ୍ୟା କ୍ରମାଗତ ବଢ଼ିବାରେ ଲାଗିଛି। ୨୦୫୦ ସୁଦ୍ଧା ପୃଥିବୀ ଜନସଂଖ୍ୟାରେ ଅଧିକ ୨ କୋଟି ଯୋଡ଼ି ହେବେ ବୋଲି ଜାତିସଂଘ ରିପୋର୍ଟରେ ପ୍ରକାଶ ପାଇଛି। ଜାତିସଂଘ ପକ୍ଷରୁ ପ୍ରକାଶିତ ‘ ଦ ଓ୍ବାଲ୍ଡ ପପୁଲେଶନ ପ୍ରସପେକ୍ଟସ୍‌-୨୦୧୯’ ରିପୋର୍ଟରେ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri