ଅନ୍ତର୍ଜାତୀୟ

ନାଗରିକତା ସଂଶୋଧନ ବିଲ୍‌କୁ ନେଇ ବିଚଳିତ ପାକିସ୍ତାନ

ଇସ୍‌ଲାମାବାଦ,୧୦।୧୨: ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ଉଚ୍ଛେଦକୁ ନେଇ ପାକିସ୍ତାନ ଯେଉଁଭଳି ଭାବେ ବିଳିବିଳାଉ ଥିଲା ଏବେ ପୁଣିଥରେ ନାଗରିକତା ସଂଶୋଧନ ବିଲ୍‌କୁ ନେଇ ବିଚଳିତ ହୋଇ ପଡିଛି ପାକିସ୍ତାନ। ସୋମବାର ଲୋକ ସଭାରେ ନାଗରିକତା ସଂଶୋଧନ ବିଲ୍‌ ଗୃହୀତ ହେବା...

ପାକିସ୍ତାନର ମହଙ୍ଗା ମାଡରେ ଅସ୍ତବ୍ୟସ୍ତ କିନ୍ନର ସମାଜ

ଇସ୍‌ଲାମାବାଦ,୧୦।୧୨: ପାକିସ୍ତାନର ଇମ୍ରାନ ଖାଁ ସରକାର ଏବେ ଘୋର ଆର୍ଥିକ ସଙ୍କଟ ଦେଇ ଗତି କରୁଛି। ଏବେ ଏଠାକାର ମହଙ୍ଗା ମାଡ ବିଶେଷ ଭାବେ କିନ୍ନର ସମାଜ ଉପରେ ପଡିଛି ବୋଲି କୁହାଯାଉଛି। କିନ୍ନରମାନଙ୍କର କହିବା କଥା ହେଲା ଏବେ...

ଦୁନିଆରେ ହାହାକାର: ବିପଦରେ ମାନବାଧିକାର; ୧୧୯ ଦେଶରେ ଲୋକଙ୍କ ସ୍ବାଧୀନତା ଉପରେ ପହରା

ଓ୍ବାଶିଂଟନ,୧୦।୧୨: ପ୍ରତିବର୍ଷ ଡିସେମ୍ବର ୧୦ରେ ବିଶ୍ୱ ମାନବାଧିକାର ଦିବସ ପାଳିତ ହୋଇଥାଏ। ଲୋକଙ୍କ ମଧ୍ୟରେ ମାନବାଧିକାର ସମ୍ପର୍କରେ ସଚେତନତା ସୃଷ୍ଟି ପାଇଁ ଏହା କରାଯାଇଥାଏ। ତେବେ ଏବେ ଦୁନିଆରେ ହାହାକାର ସୃଷ୍ଟି ହୋଇଛି। ମାନବାଧିକାର ବିପଦରେ ପଡ଼ିଛି। ୧୧୯ଟି ଦେଶରେ...

ଭୂକମ୍ପ ପୀଡ଼ିତଙ୍କ ପାଇଁ ସହାୟତା ଅଭିଯାନ: ୭୩ ବୟସ୍କା ମହିଳା ଦୌଡ଼ି ଦୌଡ଼ି ଭ୍ରମଣ କଲେଣି ୧୨ ଦେଶ

ଇସ୍ତାନବୁଲ୍‌,୧୦।୧୨: ଭୂକମ୍ପ ପୀଡ଼ିତଙ୍କ ପାଇଁ ସହାୟତା ଅଭିଯାନ ଆରମ୍ଭ କରିଛନ୍ତି ବ୍ରିଟେନ୍‌ର ୭୩ ବର୍ଷ ବୟସ୍କା ମହିଳା ରୋଜି ସ୍ବେଲ ପୋପ୍‌। ସେ ଅଣ୍ଟାରେ ଟ୍ରଲି ବାନ୍ଧି ଦୌଡ଼ି ଦୌଡ଼ିି ଇତିମଧ୍ୟରେ ୧୨ ଦେଶ ଭ୍ରମଣ କଲେଣି। ସେ ଇଂଲଣ୍ଡରୁ...

ଶାହଙ୍କ ଉପରେ ଆମେରିକା ପ୍ରତିବନ୍ଧକ ଲଗାଉ: ଦାବି କଲା ଅନ୍ତର୍ଜାତୀୟ ଧାର୍ମିକ ସ୍ବତନ୍ତ୍ରତା ଆୟୋଗ

ଓ୍ବାଶିଂଟନ,୧୦।୧୨: ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କ ଉପରେ ଆମେରିକା ପ୍ରତିବନ୍ଧକ ଲଗାଉ ବୋଲି ଆମେରିକା ଅନ୍ତର୍ଜାତୀୟ ଧାର୍ମିକ ସ୍ବତନ୍ତ୍ରତା ଆୟୋଗ ପକ୍ଷରୁ ଦାବି ହୋଇଛି। ନାଗରିକ ସଂଶୋଧନ ବିଲ୍‌ ନେଇ ଆୟୋଗ ପକ୍ଷରୁ ଏଭଳି କୁହାଯାଇଛି। ଏହି ବିଲ୍‌ ଦ୍ୱାରା...

ସୈନ୍ୟ ବାହିନୀ ବିମାନ ନିଖୋଜ: ୩୮ ଜଣଙ୍କ ପତ୍ତା ମିଳୁନି

ସାଣ୍ଟିଆଗୋ,୧୦।୧୨: ଚିଲିର ଏକ ସୈନ୍ୟ ବାହିନୀ ବିମାନ ନିଖୋଜ ହୋଇଛି। ବିମାନଟି ଚିଲିରୁ ଆଣ୍ଟାର୍କଟିକା ଉଡ଼ାଣ କରୁଥିଲା ବୋଲି କୁହାଯାଉଛି। ଏଥିରେ ୩୮ ଜଣ ଲୋକ ଯାତ୍ରା କରୁଥିଲେ। ସେମାନଙ୍କ ମଧ୍ୟରୁ ୧୭ ବିମାନ କର୍ମଚାରୀ ଥିତ୍ବାବେଳେ ୨୧ ଜଣ...

କଦଳୀର ଦାମ୍‌ ୮୫ଲକ୍ଷ ଟଙ୍କା

ଟଙ୍କାଏ କି ଦୁଇ ଟଙ୍କା ନୁହେଁ ବରଂ ୮୫ଲକ୍ଷ ଟଙ୍କାର କଦଳୀ ଖାଇ ଏବେ ଜଣେ ବ୍ୟକ୍ତି ଚର୍ଚ୍ଚାକୁ ଆସିଛନ୍ତି। ଆଉ ଏହାକୁ ଖାଇବା ପରେ କୌଣସି ବିବାଦ ମଧ୍ୟ ଉପୁଜି ନ ଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ଆମେରିକାର ଏକ...

ଏବେ ଏହି ଦେଶର ସର୍ବୋଚ୍ଚ ନାଗରିକ ସମ୍ମାନରେ ସମ୍ମାନୀତ ହେବେ ଇମ୍ରାନ

ମାନାମା,୯।୧୨: ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁଙ୍କୁ ମୁସ୍‌ଲିମ ଦେଶ ବାହରିନ ତାଙ୍କୁ ନିଜ ଦେଶର ସର୍ବୋଚ୍ଚ ନାଗରିକ ସମ୍ମାନରେ ସମ୍ମାନୀତ କରିବ। ‘କିଙ୍ଗ୍‌ ହମାଦ ଅର୍ଡର ଅଫ୍‌ ରେନେସା’ ନାମକ ଏହି ଆଓ୍ବାର୍ଡରେ ଇମ୍ରାନଙ୍କୁ ଏକ ସ୍ବତନ୍ତ୍ର ପୁରସ୍କାର ଦିଆଯିବ।...

ଫିନ୍‌ଲ୍ୟାଣ୍ଡର ସର୍ବକନିଷ୍ଠ ପ୍ରଧାନମନ୍ତ୍ରୀ

ହେଲ୍‌ସିନ୍‌କି,୯।୧୨: ଫିନ୍‌ଲ୍ୟାଣ୍ଡରେ ସୋସିଆଲ ଡେମୋକ୍ରାଟିକ୍‌ ପାର୍ଟି ରବିବାର ପ୍ରଧାନମନ୍ତ୍ରୀ ପଦ ପାଇଁ ସର୍ବକନିଷ୍ଠ ମନ୍ତ୍ରୀଙ୍କୁ ଚୟନ କରିଥିବା ଜଣାପଡ଼ିଛି। ୩୪ବର୍ଷୀୟ ପୂର୍ବତନ ପରିବହନ ମନ୍ତ୍ରୀ ସନା ମାରିନ୍‌ ପ୍ରଧାନମନ୍ତ୍ରୀ ଭାବେ ନିର୍ବାଚିତ ହୋଇଛନ୍ତି। ଏଥିସହ ସେ ଦେଶର ଇତିହାସରେ ସବୁଠାରୁ...

ନ୍ୟୁଜିଲାଣ୍ଡ ହ୍ବାଇଟ୍‌ ଆଇଲାଣ୍ଡରେ ଜ୍ୱାଳାମୁଖୀ ବିସ୍ଫୋରଣ, ବହୁ ପର୍ଯ୍ୟଟକ ଆହତ

ଓ୍ବେଲିଂଟନ୍‌,୯।୧୨: ନ୍ୟୁଜିଲାଣ୍ଡର ସମ୍ବେଦନଶୀଳ ହ୍ବାଇଟ ଆଇଲାଣ୍ଡରେ ସୋମବାର ଜ୍ୱାଳାମୁଖୀ ବିସ୍ଫୋରଣ ହୋଇଛି। ଏହା ଆଖପାଖ ଅଞ୍ଚଳ ପାଇଁ କ୍ଷତିକାରକ ବୋଲି କୁହାଯାଉଛି। ବିସ୍ଫୋରଣ ସମୟରେ ଆଖ ପାଖରେ ପର୍ଯ୍ୟଟକ ଥିବା ବେଳେ ସେଥିରୁ କେତେକ ଲୋକ ଆହତ ହୋଇଛନ୍ତି। ଅନ୍ୟ...

ବେଘରଙ୍କ ପାଇଁ ଖୋଲା ଆକାଶ ତଳେ ଶୋଇ ସଚେତନତା ବାର୍ତ୍ତା ଦେଲେ ୬୦ ହଜାର ଲୋକ

ନ୍ୟୁୟର୍କ,୯।୧୨: ବେଘରଙ୍କ ପାଇଁ ସଚେତନତା ବାର୍ତ୍ତା ଦେଇଛନ୍ତି ୬୦ ହଜାର ଲୋକ। ସେମାନେ ଖୋଲା ଆକାଶ ତଳେ ଶୋଇ ଏଭଳି ଏକ ନିଆରା ଢ଼ଙ୍ଗରେ ବାର୍ତ୍ତା ଦେଇଛନ୍ତି। ନ୍ୟୁୟର୍କର ଟାଇମ୍ସ୍‌ ସ୍କୋୟାର, ଲଣ୍ଡନର ଟ୍ରାଫଲଗର ସ୍କୋୟାର, ଇଡେନବର୍ଗର ପ୍ରିନ୍ସ୍‌ ଷ୍ଟ୍ରିଟ୍‌...

ଏକେଲା ରେସ୍ତୋରାଁ ଯାଇପାରିବେ ସୌଦି ମହିଳା

ରିୟାଦ,୯।୧୨: ଧିରେ ଧିରେ ସୌଦି ମହିଳାଙ୍କୁ ନେଇ ଥିବା କଟକଣା ହଟିବାରେ ଲାଗିଛି। ପୂର୍ବରୁ ଜଣେ ସୌଦି ମହିଳା ଏକେଲା ରେସ୍ତାରାଁ ଯିବାକୁ ବାରଣ କରାଯାଉଥିଲା। କେବଳ ସେ ତାଙ୍କର ଯେକୌଣସି ସମ୍ପର୍କୀୟ ପୁରୁଷଙ୍କ ସହ ରେସ୍ତୋରାଁ ଯାଇ ପାରିବେ।...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri