ଅନ୍ତର୍ଜାତୀୟ

ଫୁଲଦାନି କିଣିଥିଲେ ମାତ୍ର ୯୦ଟଙ୍କାରେ, ବିକିଲେ ୪.୪ କୋଟିରେ

କୁହାଯାଏ, ଭାଗ୍ୟ କେତେବେଳେ କାହାର ପରିବର୍ତ୍ତନ ହୋଇଯିବ, ତାହା କେହି ଜାଣିପାବେ ନାହିଁ। ଏହାର ସଦ୍ୟତମ ଉଦାହରଣ ଦେଖିବାକୁ ମିଳିଛି ବ୍ରିଟେନରେ। ଏଠାରେ ଜଣେ ବ୍ୟକ୍ତି ଏକ ଦୋକାନରୁ ମାତ୍ର ୯୦ ଟଙ୍କାରେ ଏକ ଫୁଲଦାନି କିଣି ୪.୪ କୋଟିରେ...

ବୁଲାକୁକୁରଙ୍କୁ ସାହାରା ଦେବା ପାଇଁ ୧୪ ଶହ କିମି ପାଦରେ ଚାଲିଲେ ଏହି ବ୍ୟକ୍ତି

ମେକ୍ସିକୋ,୧୨।୧୧:ସାଧାରଣତଃ ରାସ୍ତାରେ ବୁଲୁଥିବା କୁକୁରଙ୍କୁ କେହି ଧ୍ୟାନ ଦେଇ ନ ଥାନ୍ତି। କେହି ବୁଲାକୁକୁରଙ୍କୁ ଢେଲା ଫୋପାଡିଲାଣି ତ ଆଉ କିଏ ପାଣି। ଏମିତି ଅସହାୟ ଅବସ୍ଥାରେ ଜୀବନ ବିତାନ୍ତି ବୁଲାକୁକର। କିନ୍ତୁ ମେକ୍ସିକୋର ଜଣେ ବ୍ୟକ୍ତି ବୁଲାକୁକୁରଙ୍କୁ ସାହାରା...

ସିକାଗୋରେ ପ୍ରବଳ ବରଫପାତ: ୧୨୦୦ରୁ ଊର୍ଦ୍ଧ୍ୱ ବିମାନ ଉଡାଣ ବାତିଲ

ଓ୍ବାଶିଂଟନ୍‌,୧୨।୧୧: ଆମେରିକାର ସିକାଗୋ ଓ ଆଖପାଖ ଅଞ୍ଚଳରେ ପ୍ରବଳ ବରଫପାତ ହୋଇଛି। ସିକାଗୋ ଓହରା ଓ ମିଡଓ୍ବେ ଅନ୍ତଃରାଷ୍ଟ୍ରୀୟ ବିମାନ ବନ୍ଦରର ରନଓ୍ବେ ସନ୍ଧ୍ୟା ପର୍ଯ୍ୟନ୍ତ ବରଫ ଚାଦରରେ ଢ଼ାଙ୍କି ହୋଇଯାଇଥିଲା। ଏଥିଯୋଗୁ ସୋମବାର ୧୨୦୦ରୁ ଊର୍ଦ୍ଧ୍ୱ ବିମାନ ଉଡାଣକୁ...

ଶରିଫ ଗୁରୁତର: ବିଦେଶ ଯିବାକୁ ନେଇ ଉପୁଜୁଛି ବାଧା

ଇସ୍‌ଲାମାବାଦ,୧୧।୧୧: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ନଓ୍ବାଜ ଶରିଫ ଗୁରୁତର ହୋଇ ପଡିଛନ୍ତି। ରବିବାର ସେ ଉନ୍ନତ ଚିକିତ୍ସା ଲାଗି ଲଣ୍ଡନ ଯିବାର ଯୋଜନା ଥିଲା। ହେଲେ ଏପର୍ଯ୍ୟନ୍ତ ତାଙ୍କ ନାଁ ନୋ ଫ୍ଲାଏ ଲିଷ୍ଟ ବା (Exist Control List-ECL)ରୁ...

ଗୋଟିଏ ପୋଷ୍ଟରରେ ନଜର ଆସିଲେ ଇମ୍ରାନ-ସିଦ୍ଧୁ

ଜିରକପୁର,୧୧।୧୧: କଂଗ୍ରେସର କେତେଜଣ ସମର୍ଥକ ଶ୍ରୀ ଗୁରୁ ନାନକ ଦେବଙ୍କ ୫୫୦ତମ ପ୍ରକାଶ ପର୍ବ ଅବସରରେ ଜିରକପୁରରେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁ ଓ କଂଗ୍ରେସ ନେତା ନବଜୋତ ସିଂ ସିଦ୍ଧୁଙ୍କର ପୋଷ୍ଟର ଲଗାଇଛନ୍ତି। ଏଥିରେ ଲେଖାଯାଇଛି କରତାରପୁର କରିଡର...

ଏହି ଗାଁର ଅଧାରୁ ଅଧିକ ଲୋକଙ୍କ ପାଖରେ ରହିଛି ହେଲିକପ୍ଟର…

ଚାଇନାରେ ରହିଛି ଏପରି ଗାଁ ଯେଉଁଠି ସମସ୍ତେ କୋଟିପତି। ଏହାକୁ ‘ସୁପର ଭିଲେଜ’ କୁହାଯାଇଥାଏ। ଗାଁରେ ସବୁ ଲୋକଙ୍କ ପାଖରେ ଭଲ ଘର ଏବଂ ଗାଡି ଅଛି। ଗାଁର ଅଧାରୁ ଅଧିକ ଲୋକଙ୍କ ପାଖରେ ହେଲିକପ୍ଟର ରହିଛି। ଏହି ଗାଁ...

କାର୍‌ ବୋମା ବିସ୍ଫୋରଣ: ୮ ମୃତ

ଦାମାସ୍‌କସ୍‌,୧୧।୧୧: ସିରିଆରେ ଏକ କାର୍‌ ବୋମା ବିସ୍ଫୋରଣରେ ୮ ଜଣଙ୍କ ମୃତ୍ୟୁ ଘଟିଛି। ସିରିଆର ତୁର୍କୀ ଅଧିକୃତ ଅଞ୍ଚଳର ଦକ୍ଷିଣ-ପୂର୍ବ ସଲୁକଠାରେ ଏଭଳି ଘଟିଛି। ଏଥିରେ ୨୦ରୁ ଅଧିକ ଲୋକ ଆହତ ହୋଇଛନ୍ତି। ସୂଚନାଯୋଗ୍ୟ, ସିରିୟା-ତୁର୍କୀ ସୀମାର ତାଲ୍‌ ଆବିଦ୍‌ରେ...

ଆଇଇଡି ବିସ୍ଫୋରଣରେ ୫ ଆତଙ୍କବାଦୀ ମୃତ

କାବୁଲ,୧୧।୧୧: ଆଫଗାନିସ୍ତାନର ଉତ୍ତରରେ ଥିବା କୁନ୍ଦୁଜ ଅଞ୍ଚଳରେ ସୋମବାର ହୋଇଥିବା ଇମ୍ପ୍ରୋଭାଇଜ୍ଡ ଏକ୍ସପ୍ଲୋସିଭ ଡିଭାଇସ୍‌ (ଆଇଇଡି) ବିସ୍ଫୋରଣରେ ୫ ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଛି। ଏଥିରେ ଅନ୍ୟ ୩ ଆତଙ୍କବାଦୀ ଆହତ ହୋଇଥିବା ଆଫଗାନ ସେନା ପକ୍ଷରୁ ସୂଚନା ଦିଆଯାଇଛି। ରବିବାର...

ସରକାରଙ୍କ ବିରୋଧରେ ପ୍ରଦର୍ଶନ: ଏକ ମାସରେ ୩୧୯ ମୃତ; ୧୫ ହଜାରରୁ ଅଧିକ ଆହତ

ବାଗଦାଦ୍‌,୧୧।୧୧: ସରକାରଙ୍କୁ କ୍ଷମତା ଚ୍ୟୁତ କରିବା ପାଇଁ ଇରାକ୍‌ରେ ଗତ ଏକମାସ ଧରି ଲୋକମାନେ ବିରୋଧ ପ୍ରଦର୍ଶନ ଜାରି ରଖିଛନ୍ତି। ଇତିମଧ୍ୟରେ ସୁରକ୍ଷାକର୍ମୀଙ୍କ ସହିତ ହାତାହାତି ହୋଇ ୩୧୯ ଜଣ ଲୋକଙ୍କ ମୃତ୍ୟୁ ଘଟିଛି। ସେହିପରି ଏଥିରେ ୧୫ ହଜାରରୁ...

ଯୁଦ୍ଧ ସଂଗ୍ରହାଳୟରେ ପାକିସ୍ତାନ ଲଗାଇଲା ଅଭିନନ୍ଦନଙ୍କ ପୁତ୍ତଳିକା

ଇସ୍‌ଲାମାବାଦ,୧୧।୧୧: ଗତ ଅଗଷ୍ଟରେ କଶ୍ମୀରରୁ ଅନୁଚ୍ଛେଦ ୩୭୦ ଉଚ୍ଛେଦ ଆଉ ଏବେ ଅଯୋଧ୍ୟାରେ ରାମ ମନ୍ଦିର ନିର୍ମାଣକୁ ନେଇ କୋର୍ଟ ଦେଇଥିବା ରାୟ ପରେ ପାକିସ୍ତାନ ପୁଣି ଥରେ ହଡବଡେଇ ଯାଇଛି। ଏବେ ସେ ତା’ର ଯୁଦ୍ଧ ସଂଗ୍ରହାଳୟରେ ଭାରତୀୟ...

ସିଦ୍ଧୁଙ୍କୁ ଖୋଜିଲେ ଇମ୍ରାନ୍‌: ଭିଡିଓ ଭାଇରାଲ

ଇସ୍‌ଲାମାବାଦ,୧୦।୧୧: କଂଗ୍ରେସ ନେତା ତଥା ପୂର୍ବତନ କ୍ରିକେଟର ନବଜୋତ ସିଂ ସିଦ୍ଧୁ ଶନିବାର କରତାରପୁର କରିଡର ଉଦ୍‌ଘାଟନ ଦିବସରେ ଯୋଗ ଦେଇଥିଲେ। ସେହି ସମୟର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଉକ୍ତ ଭିଡିଓରେ ପାକିସ୍ତାନ...

ଏମିତି ଦେଶ ଯେଉଁଠି ଏପରି କଲେ ହୁଏ ମୃତ୍ୟୁ…

ପଶ୍ଚିମ ଆଫ୍ରିକାର ରହିଛି ଏକ ଛୋଟ ଦେଶ ବେନିନ୍‌। ଏଠାରୁ ହଁି କଳାଯାଦୁର ଆରମ୍ଭ ହୋଇଥିଲା ବୋଲି ଲୋକେ କୁହନ୍ତି । ଏଠାରେ ବାସ କରନ୍ତି ଇଗୁନଗୁନ ଜନଜାତି । ଇଗୁନଗୁନ ଜନଜାତିର କୌଣସି ବ୍ୟକ୍ତି ଯଦି କାହାକୁ ଛୁଇଁଦିଅନ୍ତି...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri