ଅନ୍ତର୍ଜାତୀୟ

କାର୍ଯ୍ୟକ୍ଷେତ୍ରରେ ଚଷମା ପିନ୍ଧିପାରିବେନି ମହିଳା

ଜାପାନରେ ଏକ ଅଜବ ନିୟମ ଲାଗୁ ହୋଇଛି। ଏଠାରେ କର୍ମକ୍ଷେତ୍ରରେ ମହିଳାମାନେ ଚଷମା ପିନ୍ଧିପାରିବେନି। କେତେକ ବେସରକାରୀ କମ୍ପାନୀ ଏଭଳି ନିୟମ ଲାଗୁ କରିଛନ୍ତି। ଏହା ପଛରେ ଏକ ଅଦ୍ଭୁତ କାରଣ ରହିଛି। ଚଷମା ଲଗାଇ ଅଫିସ୍‌ ଆସୁଥିବା ମହିଳାଙ୍କ...

ବିମାନ ଆକ୍ରମଣରେ ତାଲିବାନ୍‌ କମାଣ୍ଡର ମୃତ

ଲୋଗାର,୧୦।୧୧: ଆଫଗାନିସ୍ତାନର ସେଣ୍ଟ୍ରାଲ ଲୋଗାର ଅଞ୍ଚଳରେ ରବିବାର ଆଫଗାନ ସେନାଙ୍କ ଦ୍ୱାରା କରାଯାଇଥିବା ବିମାନ ଆକ୍ରମଣରେ ତାଲିବାନ କମାଣ୍ଡରଙ୍କ ମୃତ୍ୟୁ ହୋଇଛି। ପ୍ରତିରକ୍ଷା ମନ୍ତ୍ରଣାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି। ମୃତ କମାଣ୍ଡର ଓ୍ବଇସୁଦ୍ଦିନ ବୋଲି ଚିହ୍ନଟ ହୋଇଥିବା ବେଳେ...

ଅଜବ ଢଙ୍ଗରେ ଗର୍ଲଫ୍ରେଣ୍ଡ୍‌କୁ ପ୍ରପୋଜ କଲେ ଏହି ଯୁବକ

ନିଆରା ଢଙ୍ଗରେ ପ୍ରେମିକମାନେ ନିଜ ପ୍ରେମିକାଙ୍କୁ ପ୍ରପୋଜ୍‌ କରିଥିବାର ଦେଖିଥିବେ, କିନ୍ତୁ ଇଂଲଣ୍ଡର ଜଣେ ଯୁବକ ଛାତିରେ ଟାଟୁ କରି ନିଜ ଗର୍ଲଫ୍ରେଣ୍ଡକୁ ପ୍ରମୋଜ୍‌ କରିଛନ୍ତି। ଯୁବକ ଜଣଙ୍କ ଛାତିରେ ତୁମେ ମୋତେ ବିବାହ କରିବ କି? ହଁ କି...

କଷ୍ଟକର ଗଣିତ ବୁଝିବାରେ ବାଳିକା ବି ଆଗୁଆ

ଓ୍ବାଶିଂଟନ,୧୦।୧୧: କଷ୍ଟକର ଗଣିତ ବୁଝିବାରେ ବାଳକମାନେ ଆଗୁଆ ରହିଥାନ୍ତି ବୋଲି ପୂର୍ବରୁ ହୋଇଥିବା ଏକ ଗବେଷଣାରେ ଉଲ୍ଲେଖ ହୋଇଥିଲା। ତେବେ ଏଥିରେ ବାଳିକା ମଧ୍ୟ ପଛୁଆ ନାହାଁନ୍ତି। ଏନେଇ ଆମେରିକା କାର୍ନିଙ୍ଗ୍‌ ମେଲାନ୍‌ ବିଶ୍ୱବିଦ୍ୟାଳୟରେ ହୋଇଥିବା ଏକ ଗବେଷଣା ରିପୋର୍ଟରେ...

ବଢୁଛି ବିଶ୍ୱ ତାପନ: କମୁଛି ପେଙ୍ଗୁଇନ୍‌ ସଂଖ୍ୟା

ବୋଷ୍ଟନ୍‌,୧୦।୧୧: ବିଶ୍ୱ ତାପମାନ ଧୀରେଧୀରେ ବଢିବାରେ ଲାଗିଛି। ଏହାର ପ୍ରଭାବରେ ଆଣ୍ଟାର୍କଟିକାରେ ଥିବା ହିମ ପାହାଡ଼ ତରଳିବାରେ ଲାଗିଛି। ଏହା ଯୋଗୁ ଜଳବାୟୁ ପରିବର୍ତ୍ତନ ହେବାରେ ଲାଗିଛି। ଏଭଳି ସ୍ଥିତି ଜାରି ରହିଲେ ଆସନ୍ତା ୨୧୦୦ ସୁଦ୍ଧା ଏଠାରେ ବାସ...

ଲଣ୍ଡନ ଯିବେ ଶରିଫ

ଇସ୍‌ଲାମାବାଦ,୧୦।୧୧: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ନଓ୍ବାଜ ଶରିଫ ଉନ୍ନତ ଚିକିତ୍ସା ଲାଗି ସୋମବାର ଲଣ୍ଡନ ଗସ୍ତ କରିବେ ବୋଲି ସୂଚନା ମିଳିଛି। କିଛିଦିନ ହେବ ଅସୁସ୍ଥ ଥିବା ଶରିଫ ଲାହୋରର ସର୍ଭିସେସ୍‌ ହସ୍ପିଟାଲରେ ଦୁଇ ସପ୍ତାହ ଚିକିତ୍ସିତ ହୋଇ ପରେ...

ସୋମବାର ସୂର୍ଯ୍ୟକୁ ଅତିକ୍ରମ କରିବ ବୁଧ: ଭାରତରେ ହେବ ନାହିଁ ଦୃଶ୍ୟମାନ

ଓ୍ବାଶିଂଟନ,୧୦।୧୧: ସୋମବାର ଏକ ମହାଜାଗତିକ ଦୃଶ୍ୟ ଦେଖିବାକୁ ମିଳିବ। ଏହି ଦିନ ବୁଧ ଗ୍ରହ ସୂର୍ଯ୍ୟ ସମ୍ମୁଖରେ ନିଜ କକ୍ଷ ପଥରେ ଗତି କରିବ। ଫଳରେ ସୂର୍ଯ୍ୟ ଉପରେ ଏକ ବଡ଼ କଳାଜାଇ ଗତି କରୁଥିବାର ଦେଖାଯିବ। ଏହା ଗ୍ରୀନିଚ୍‌...

ଉଚ୍ଚ ରକ୍ତଚାପ ଏବଂ ଡାଇବେଟିସ୍‌ରୁ ଦୂରେଇ ରହିବା ଲାଗି ସକାଳୁ କରନ୍ତୁନି ଏପରି …

ସକାଳେ ଉଠି ସ୍ମାର୍ଟଫୋନ୍‌ ବ୍ୟବହାର କରିବା ଦ୍ୱାରା ମାନସିକ ସ୍ଥିତି ଉପରେ ଖରାପ ପ୍ରଭାବ ପଡ଼ିଥାଏ । ଅନେକ ସକାଳେ ଉଠି ଇ-ମେଲ୍‌ କିମ୍ବା ମେସେଜ୍‌ ଚେକ୍‌ କରନ୍ତି। ମାତ୍ର ଏପରି ନ କରିବାକୁ ଟରୋଣ୍ଟୋ ବିଶ୍ୱବିଦ୍ୟାଳୟରେ ହୋଇଥିବା ଏକ...

ବୁଲ୍‌ବୁଲ୍‌ ଆତଙ୍କ: ଲକ୍ଷେରୁ ଅଧିକ ଲୋକଙ୍କୁ ସ୍ଥାନାନ୍ତର କଲା ବାଂଲାଦେଶ

ଢ଼ାକା,୯।୧୧: ସାମୁଦ୍ରିକ ଝଡ଼ ବୁଲ୍‌ବୁଲ୍‌ ଆସନ୍ତା ୬ ଘଣ୍ଟା ମଧ୍ୟରେ ବାଂଲାଦେଶ ମୁହାଁ ହେବ। ଏହା ସାଗର ଦ୍ୱୀପ ଏବଂ ଖେପୁପାରା ମଧ୍ୟରେ ଲ୍ୟାଣ୍ଡ୍‌ଫଲ୍‌ କରିବା ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏହାକୁ ଦୃଷ୍ଟିରେ ରଖି...

ନୀଳ ରଙ୍ଗର ହୀରା ମୁଦି ଶହେ କୋଟିରେ ହେବ ନିଲାମ

ଜେନେଭା,୯।୧୧: ଜେନେଭାଠାରେ ଏକ ହୀରାମୁଦିର ନିଲାମ ହେବ। ଏହାକୁ ଶହେ କୋଟି ଟଙ୍କା(୧୪ ମିଲିୟନ୍‌ ଡଲାର)ରେ ନିଲାମ କରାଯିବ ବୋଲି କୁହାଯାଉଛି। ସ୍ଥାନୀୟ କ୍ରେଷ୍ଟ ନିଲାମ ଗୃହରେ ଏହାର ନିଲାମ ହେବ।  ଏହି ହୀରାମୁଦିରେ ୭.୦୩ କ୍ୟାରେଟ୍‌ ଓଜନର ନୀଳ...

କଶ୍ମୀରକୁ ନେଇ ପୁଣି ମିଛ କହିଲା ପାକିସ୍ତାନ

ଲାହୋର,୯।୧୧: ଜମ୍ମୁ-କଶ୍ମୀରରୁ ଗତ ଅଗଷ୍ଟରେ ଅନୁଚ୍ଛେଦ ୩୭୦ ଉଚ୍ଛେଦ ହେବା ପରଠାରୁ ଏପର୍ଯ୍ୟନ୍ତ ପାକିସ୍ତାନ ହଡବଡେଇ ହୋଇ ରହିଛି। କାରଣ ଏହି ପ୍ରସଙ୍ଗକୁ ନେଇ ସେ ବାରମ୍ବାର ମିଛ କହି ଚାଲିଛି। ଏବେ ପୁଣିଥରେ ପାକିସ୍ତାନର ବୈଦେଶିକ ମନ୍ତ୍ରୀ ଶାହ...

ଫଲ୍‌ ଅଫ୍‌ ବର୍ଲିନ ଓ୍ବାଲ: ୩୦ ବର୍ଷ ପୂର୍ବେ କାହିଁକି ଭଙ୍ଗା ଯାଇଥିଲା ବର୍ଲିନ ପ୍ରାଚୀର

ନୂଆଦିଲ୍ଲୀ,୯।୧୧: ଆଜିକୁ ଠିକ୍‌ ୩୦ ବର୍ଷ ପୂର୍ବେ ବର୍ଲିନ ପ୍ରାଚୀରକୁ ଭାଙ୍ଗି ଦିଆଯାଇଥିଲା। ଶାନ୍ତିପୂର୍ଣ୍ଣ ଭାବେ ଶେଷ ହୋଇଥିବା ଏହି ଆନ୍ଦୋଳନକୁ ୩୦ ବର୍ଷ ପୂରଣ ହୋଇଛି। ଏହି ପ୍ରାଚୀର ଭଙ୍ଗା ଯିବା କାରଣରୁ ଯୁଦ୍ଧ ସମୟରେ ପୂର୍ବ ୟୁରୋପର...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri