ଅନ୍ତର୍ଜାତୀୟ

କାନାଡ଼ାରେ ଜଷ୍ଟିନ୍‌ ଟ୍ରୁଡୋଙ୍କ ସରକାର: କିଙ୍ଗ୍‌ମେକର ମୂଳ ଭାରତୀୟ ଜଗମିତ୍‌ ସିଂ

ଓଟାଓ୍ବା,୨୩।୧୦: କାନାଡ଼ାରେ ହୋଇଥିବା ନିର୍ବାଚନ ଫଳାଫଳ ପ୍ରକାଶ ପାଇଛି। ଏଥିରେ ପ୍ରଧାନମନ୍ତ୍ରୀ ଜଷ୍ଟିନ୍‌ ଟ୍ରୁଡୋଙ୍କ ଲିବେରାଲ ପାର୍ଟି ଅଫ୍‌ କାନାଡ଼ା ଅଧିକ ସଂଖ୍ୟକ ଆସନରେ ସଫଳ ରହିଛି। ତାଙ୍କ ପାର୍ଟିକୁ ୧୫୭ ଆସନ ମିଳିଛି। ତେବେ ସେ ବହୁମତଠାରୁ ୧୩ଟି...

ପିଓକେରେ ପାକିସ୍ତାନର ବର୍ବରତା: ବିକ୍ଷୋଭବେଳେ ଲାଠିମାଡ଼; ୨ ମୃତ, ୮୦ ଆହତ

ମୁଜାଫରାବାଦ,୨୩ା୧୦: ପାକ୍‌-ଅଧିକୃତ କଶ୍ମୀର(ପିଓକେ)ରେ ଇସ୍‌ଲାମାବାଦର ବର୍ବରତା ସୀମା ଟିପିଛି। ପିଓକେ ରାଜଧାନୀ ମୁଜାଫରାବାଦରେ ମଙ୍ଗଳବାର ସ୍ବାଧୀନତା ସପକ୍ଷରେ ଆୟୋଜିତ ଏକ ଶୋଭାଯାତ୍ରା ବେଳେ ପୋଲିସ ଲାଠିମାଡ଼ କରିଛି। ଏଥିରେ ୨ ଜଣଙ୍କ ଜୀବନ ଯାଇଥିବାବେଳେ ୮୦ରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି।...

ଗୋଟିଏ ମାଛ ବଦଳାଇଦେଲା ମତ୍ସ୍ୟଜୀବୀଙ୍କ ଭାଗ୍ୟ

ରିଓ,୨୨।୧୦:ସମୁଦ୍ରରୁ ଏକ ମାଛ ଧରି ମାଲାମାଲ ହୋଇଯାଇଛନ୍ତି ଜଣେ ମତ୍ସ୍ୟଜୀବୀ। ବ୍ରାଜିଲର ଆମାଜନ ଷ୍ଟେଟ୍‌ସ୍ଥିତ ଆମନା ସସ୍‌ଷ୍ଟେନେବଲ୍‌ ଡେଭଲୋପମେଣ୍ଟ ରିଜର୍ଭରୁ ମାଛଟିକୁ ଧରାଯାଇଛି। ଏହି ମାଛଟିର ନାଁ ପିରାରୁକୁ। ଏହାର ମାଂସ ଦେଖିବାକୁ ଧଳା ଏବଂ ନରମ। ଖାଇବାକୁ ମଧ୍ୟ...

ଜଣେ ମହିଳାଙ୍କୁ ବିବାହ କରିବା ଯେଉଁଠି ଅପରାଧ…

ଦୁନିଆରେ ଏମିତି ସ୍ଥାନ ରହିଛି ଯେଉଁଠାରେ ବିଚିତ୍ର ଆଇନ ପ୍ରଚଳିତ। ଏଠାରେ ଜଣେ ମହିଳାଙ୍କୁ ବିବାହ କରିବା ଆଇନ ଅନୁସାରେ ଅପରାଧ। ଇରିଟ୍ରିୟାରେ ପୁରୁଷମାନଙ୍କ ପାଇଁ ଦୁଇଟି ବିବାହ କରିବା ବାଧ୍ୟତାମୂଳକ କରାଯାଇଛି । ପୁରୁଷମାନେ ଗୋଟିଏ ବିବାହ କରିବା...

ଟ୍ରମ୍ପ ପାଳିବେ ଦୀପାବଳି

ଓ୍ବାଶିଂଟନ,୨୨।୧୦: ଆସନ୍ତା ଗୁରୁବାର ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ହ୍ବାଇଟ ହାଉସରେ ଦୀପାବଳି ପାଳନ କରିବେ ବୋଲି ଜଣାପଡିଛି। ଭାରତରେ ପାଳନ କରାଯାଉଥିବା ଦୀପାବଳି ଉତ୍ସବର ୩ ଦିନ ପୂର୍ବରୁ ସେ ଏହି ଉତ୍ସବ ପାଳନ କରିବେ। ଏହାକୁ ନେଇ...

ସେନା ମୁଖ୍ୟଙ୍କ ବିରୋଧରେ କହି ଗିରଫ ହେଲେ ନଓ୍ବାଜଙ୍କ ଜ୍ୱାଇଁ

ଲାହୋର,୨୨।୧୦: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ନଓ୍ବାଜ ଶରିଫଙ୍କ ଜ୍ୱାଇଁ ମହମ୍ମଦ ଶଫଦର ଏବେ ଅଡୁଆରେ ପଡିଯାଇଛନ୍ତି। ଶଫଦର ପାକିସ୍ତାନ ସେନାମୁଖ୍ୟ ଓ ଦେଶର ଶାଇନ ଶୃଙ୍ଖଳା ପରିସ୍ଥିତିକୁ ନେଇ କିଛି ମନ୍ତବ୍ୟ ଦେଇଥିବା ବେଳେ ଏବେ ଏହା ଚର୍ଚ୍ଚାକୁ ଆସିଛି।...

ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି ହେଲେ ନଓ୍ବାଜ

ଇସ୍‌ଲାମାବାଦ୍‌,୨୨।୧୦: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ନଓ୍ବାଜ ଶରିଫଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ହୋଇପଡ଼ିଛି। ଜେଲ୍‌ରେ ବନ୍ଦୀ ଥିବା ନଓ୍ବାଜଙ୍କ ସୋମବାର ବିଳମ୍ବିତ ରାତିରେ ବ୍ଲଡ ପ୍ଲେଟଲେଟ କାଉଣ୍ଟ ତଳ ସ୍ତରକୁ ଚାଲିଯାଇଛି। ଫଳରେ ତାଙ୍କୁ ଗୁରୁତର ଅବସ୍ଥାରେ ଲାହୋରର ଏକ ଆର୍ମି...

ପୁଣି ପରମାଣୁ ଯୁଦ୍ଧର ଧମକ ଦେଲା ପାକିସ୍ତାନ

ଇସ୍‌ଲାମାବାଦ,୨୨।୧୦: ପାକିସ୍ତାନର ରେଳମନ୍ତ୍ରୀ ଶେଖ ରସିଦ ପୁଣି ଭାରତକୁ ପରମାଣୁ ଯୁଦ୍ଧର ଧମକ ଦେଇଛନ୍ତି। ସେ କହିଛନ୍ତି ଏଥର ପାରମ୍ପରିକ ଯୁଦ୍ଧ ହେବ ନାହିଁ। ୪-୬ ଦିନ ପର୍ଯ୍ୟନ୍ତ ତୋପ ଚାଲିବନି, ବିମାନ ଆକ୍ରମଣ ବା ନୌସେନା ଦ୍ୱାରା ମଧ୍ୟ...

ଆତଙ୍କବାଦୀ ଶିବିର ଧ୍ୱଂସ ଘଟଣା: ଭାରତର ଦାବିକୁ ପାକ୍‌ର ଖଣ୍ଡନ

ଇସ୍‌ଲାମାବାଦ,୨୨ା୧୦(ପି.ଟି.)- ପିଓକେରେ ପଶି ଭାରତ ୩ ଆତଙ୍କବାଦୀ ଶିବିର ଧ୍ୱଂସ କରିବା ସହ ଅନେକ ପାକ୍‌ ସୈନ୍ୟ ଓ ଆତଙ୍କବାଦୀଙ୍କୁ ମାରିଥିବା ଦାବି କରୁଥିବାବେଳେ ପାକିସ୍ତାନ ପକ୍ଷରୁ ଏହାକୁ ଖଣ୍ଡନ କରାଯାଇଛି। ଭାରତ ଚାହିଁଲେ ବିଦେଶୀ ମିଡିଆ ଓ କୂଟନୈତିଜ୍ଞଙ୍କୁ...

୧୨ ଅଭିଯୁକ୍ତଙ୍କୁ ମୃତ୍ୟୁଦଣ୍ଡାଦେଶ

ଢାକା, ୨୨ା୧୦(ପି.ଟି.): ବାଂଲାଦେଶର ବାଜିତ୍‌ପୁରରେ ଜମି ବିବାଦକୁ ନେଇ ୨୦୧୫ ଅକ୍ଟୋବର ୨୨ରେ ଜଣେ ଆଇନଜୀବୀଙ୍କ ସହାୟକ ମୁବାରକ ହୋସେନ୍‌ଙ୍କୁ ହତ୍ୟା କରାଯାଇଥିଲା। ଏହି ମାମଲାର ଶୁଣାଣି କରି ବାଂଲାଦେଶର ଫାଷ୍ଟଟ୍ରାକ୍‌ କୋର୍ଟ ୧୨ ଅଭିଯୁକ୍ତଙ୍କୁ ମୃତ୍ୟୁଦଣ୍ଡାଦେଶ ଦେଇଛନ୍ତି। ଢାକା...

ବିନା ବିରତିରେ ୧୯ ଘଣ୍ଟା ଉଡି ରେକର୍ଡ କଲା ଯାତ୍ରୀବାହି ବିମାନ

ସିଡ୍‌ନୀ,୨୧।୧୦: ବିଶ୍ୱରେ ପ୍ରଥମ ଥର ଲାଗି ବିନା ବିରତିରେ ଏକ ଯାତ୍ରୀବାହି ବିମାନ ୧୯ ଘଣ୍ଟା ୧୬ ମିନିଟ୍‌ ଉଡି ରେକର୍ଡ ସୃଷ୍ଟି କରିଛି। ବିମାନଟି ଆମେରିକାର ନ୍ୟୁୟର୍କରୁ ଅଷ୍ଟ୍ରେଲିଆର ସିଡ୍‌ନୀ ପର୍ଯ୍ୟନ୍ତ ଯାତ୍ରା କରିଥିଲା। ଯାତ୍ରୀବାହି ବିମାନ ଭାବେ...

ବାଂଲାଦେଶରେ ଫ୍ୟାଶନ ପାଲଟିଛି ନାରଙ୍ଗି ରଙ୍ଗର ଦାଢି

ଢାକା,୨୧।୧୦: ବିଭିନ୍ନ ପ୍ରକାର ଷ୍ଟାଇଲକୁ ନେଇ ସାଧାରଣତଃ ଯୁବକ ମାନେ ଫ୍ୟାଶନ କରିଥିବାର ଦେଖିବାକୁ ମିଳେ। ହେଲେ ଏବେ ବାଂଲାଦେଶରେ ବୟସ୍କ ବ୍ୟକ୍ତିମାନେ ନାରଙ୍ଗି ରଙ୍ଗର ଦାଢି ରଖି ଫ୍ୟାଶନ କରୁଥିବା ଦେଖିବାକୁ ମିଳିଛି। ଯାହା ଏବେ ଟ୍ରେଣ୍ଡ ପାଲଟିଛି।...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri