ଅନ୍ତର୍ଜାତୀୟ

ଚାଇନାକୁ ବିଭାଜନ ଉଦ୍ୟମ କଲେ ଦଳି ଦିଆଯିବ

କାଠମାଣ୍ଡୁ,୧୪ା୧୦(ପି.ଟି.): କୌଣସି ଶକ୍ତି ଚାଇନାକୁ ବିଭାଜନ ଉଦ୍ୟମ କଲେ ତାକୁ ଦଳି ଦିଆଯିବ ବୋଲି ରାଷ୍ଟ୍ରପତି ଜି ଜିନ୍‌ପିଙ୍ଗ୍‌ ରବିବାର ଚେତାବନୀ ଦେଇଛନ୍ତି। ଭାରତ ଗସ୍ତ ଶେଷ କରି ଜିନ୍‌ପିଙ୍ଗ୍‌ ନେପାଳ ଯାଇଛନ୍ତି। ସେ ସେଠାରେ ନେପାଳର ଶୀର୍ଷ ନେତୃତ୍ୱଙ୍କ...

ମାରିଅମ ଥ୍ରେସିଆ ସନ୍ଥ ଘୋଷିତ

ଭାଟିକାନ୍‌ ସିଟି, ୧୪ା୧୦ : ଭାରତୀୟ ନନ୍‌ ମାରିଅମ୍‌ ଥ୍ରେସିଆ ଓ ଅନ୍ୟ ୪ ଜଣଙ୍କୁ ପୋପ୍‌ ଫ୍ରାନ୍ସିସ୍‌ ସନ୍ଥ ଭାବେ ଘୋଷଣା କରିଛନ୍ତି। ରବିବାର ଭାଟିକାନ୍‌ ସିଟିରେ ଅନୁଷ୍ଠିତ ଏକ ବର୍ଣ୍ଣାଢ୍ୟ ଉତ୍ସବରେ କେରଳ ଜନ୍ମିତ ସିଷ୍ଟର ମାରିଅମ୍‌ଙ୍କ...

ସାଇକେଲରେ ଅଫିସ ଗଲେ ମିଳେ ଅଧିକ ଟଙ୍କା

ନେଦରଲାଣ୍ଡସ୍‌ରେ ସାଇକେଲରେ ଯାତାୟାତକୁ ଦିଆଯାଉଛି ଗୁରୁତ୍ୱ। ପୁଣି ସେଠାରେ ଅଫିସକୁ ଯାଉଥିବା ବ୍ୟକ୍ତିଙ୍କୁ ମିଳେ ଅଲଗା ପ୍ରୋତ୍ସାହନ ରାଶି। ସେଥିପାଇଁ ଏଠାରେ ଅଧିକାଂଶ ଲୋକେ ସାଇକେଲରେ ଅଫିସ ଯିବାକୁ ପସନ୍ଦ କରିଥାଆନ୍ତି। ସାଇକେଲରେ ଯାଉଥିବା କର୍ମଚାରୀଙ୍କୁ କିଲୋମିଟିର ପିଛା ୧୬ଟଙ୍କା...

୧୫୦ ଫୁଟ ଉଚ୍ଚ ରୋପ୍‌ଓ୍ବେ କେବୁଲ୍‌ରେ ଝୁଲି ରହିଲା ବିମାନ: ଦେଢ଼ଘଣ୍ଟା ଡେଣାରେ ବସି ରହିଲେ ଚାଳକ ଓ ଯାତ୍ରୀ

ରୋମ୍‌,୧୩।୧୦: ଇଟାଲୀର ଆଲ୍ପସ୍‌ ପର୍ବତ ନିକଟରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ଥିବା ୧୫୦ ଫୁଟ ଉଚ୍ଚ ରୋପ୍‌ଓ୍ବେ କେବୁଲ୍‌ରେ ଏକ ଛୋଟ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇ ଝୁଲି ରହିଥିଲା। ୬୨ ବର୍ଷ ବୟସ୍କ ବିମାନ ଚାଳକ ଏବଂ...

ସୁନାରେ ତିଆରି ହେଲା ଏଟିଏମ୍‌ କାର୍ଡ

ଲଣ୍ଡନ,୧୩।୧୦: ଇଂଲଣ୍ଡରେ ଏକ କମ୍ପାନୀ ପ୍ରଥମ ସୁନା ଏଟିଏମ୍‌ କାର୍ଡ ତିଆରି କରିଛି। ସରକାରୀ କମ୍ପାନୀ ଦି ରୟାଲ ମିଣ୍ଟ୍‌ ପକ୍ଷରୁ ଏହି କାର୍ଡ ତିଆରି ହୋଇଛି। ଏହି କାର୍ଡକୁ ରାରିସ୍‌ ଭାବେ ନାମିତ କରାଯାଇଛି। ୧୮ କ୍ୟାରେଟ୍‌ ସୁନାରେ...

ଚାଇନାରେ ୫.୨ ତୀବ୍ରତାର ଭୂକମ୍ପ

ବେଜିଂ,୧୩।୧୦: ଚାଇନାର ଗୁଆଂଗ୍ସି ଜୁଆଙ୍ଗ ଅଞ୍ଚଳରେ ଶନିବାର ରାତି ପ୍ରାୟ ୧୧ଟା ସମୟରେ ଏକ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ରହିଥିଲା ୫.୨। ଏହାର ସୂଚନା ଚାଇନା ଭୂକମ୍ପ ନେଟଓ୍ବର୍କ କେନ୍ଦ୍ର ଦେଇଛି। ଏପର୍ଯ୍ୟନ୍ତ ଏଥିରେ...

ଜାପାନରେ ଘୂର୍ଣ୍ଣିଝଡ଼ ପରେ ଆସିଲା ଭୂକମ୍ପ: ୭୦ ଲକ୍ଷ ଲୋକ ସ୍ଥାନାନ୍ତର

ଟୋକିଓ,୧୩।୧୦: ଜାପାନରେ ଆସିଥିବା ଘୂର୍ଣ୍ଣିଝଡ଼ରେ ଏପର୍ଯ୍ୟନ୍ତ ପ୍ରାୟ ୧୧ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୭ରୁ ଊର୍ଦ୍ଧ୍ୱ ନିଖୋଜ ଥିବା ସରକାରୀ ଭାବେ ଘୋଷଣା କରାଯାଇଛି। ଟୋକିଓରେ ଘୂର୍ଣ୍ଣିଝଡ଼ ‘ହଗିବିସ’କୁ ନେଇ ହାଇ ଆଲର୍ଟ ଜାରି କରାଯାଇଥିଲା। ଏହାସହ ପ୍ରାୟ...

ଭାରତ-ଆମେରିକା ମିଳିତ ସମରାଭ୍ୟାସ ‘ବଜ୍ର ପ୍ରହାର’: ଚିନ୍ତାରେ ପାକିସ୍ତାନ

ଓ୍ବାଶିଂଟନ,୧୩।୧୦: ଭାରତ-ଆମେରିକା ମିଳିତ ସମରାଭ୍ୟାସ ‘ବଜ୍ର ପ୍ରହାର’ ରବିବାରଠାରୁ ଆରମ୍ଭ ହେଉଛି। ଆମେରିକା ସିଟଲେର ଲୁଇସ୍‌ ମ୍ୟାକ୍‌କର୍ଡ ମିଲିଟାରୀ ବେସ୍‌ଠାରେ ଏହା ଅକ୍ଟୋବର ୨୮ ପର୍ଯ୍ୟନ୍ତ ଜାରି ରହିବ। ଏହି ୧୦ତମ ମିଳିତ ସମରାଭ୍ୟାସରେ ୪୫ ଜଣ ସଦସ୍ୟ ଅଂଶଗ୍ରହଣ...

ଜୁଆଖେଳକୁ ନେଇ ଗୁଳି: ୪ ନିହତ

ନ୍ୟୁୟର୍କ, ୧୩ା୧୦ : ନ୍ୟୁୟର୍କର ବ୍ରୁକଲିନ୍‌ସ୍ଥିତ ୭୪ ଉଟିକା ଆଭେନ୍ୟୁଠାରେ ଶନିବାର ସକାଳେ ଗୁଳିକାଣ୍ଡ ଘଟିବାରୁ ୪ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୫ ଜଣ ଆହତ ହୋଇଥିବା ଜଣାପଡ଼ିଛି। ଏକ ଘରେ ୬ ପୁରୁଷ ଓ ଜଣେ ମହିଳାଙ୍କୁ...

ନ୍ୟୁୟର୍କରେ ବିସ୍ଫୋରଣ: ୪ ମୃତ, ୩ ଆହତ

ନ୍ୟୁୟର୍କ,୧୨।୧୦: ଆମେରିକାର ନ୍ୟୁୟର୍କରେ ଥିବା ଏକ ପ୍ରାଇଭେଟ କ୍ଲବରେ ବିସ୍ଫୋରଣ ଘଟିଛି। ଏଥିରେ ୪ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୩ ଆହତ ହୋଇଛନ୍ତି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ସୂଚନାଯୋଗ୍ୟ, ଶନିବାର ସକାଳ ୭ ସମୟରେ ବ୍ରୁକ୍‌ଲିନ୍‌ରେ...

ଜାପାନରେ ତାଣ୍ଡବ ରଚିଲା ‘ହଗିବିସ୍‌’: ଜଣେ ମୃତ, ୭୦ ଆହତ

ଟୋକିଓ,୧୨।୧୦: ଜାପାନରେ ତାଣ୍ଡବ ରଚିଲା ‘ହଗିବିସ୍‌’ ତାଣ୍ଡବ ରଚିଛି। ଏଥିରେ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୭୦ ଆହତ ହୋଇଛନ୍ତି। ଶନିବାର ହେଂସୁ ଦ୍ୱୀପରେ ଭୂ-ଭାଗକୁ ପ୍ରବେଶ କରିବା ପରେ ଦକ୍ଷିଣ-ପଶ୍ଚିମ ଦିଗକୁ ଗତି କରି ଦୁର୍ବଳ ହୋଇପଡିଛି। ବାତ୍ୟା ପ୍ରଭାବରେ...

କାଲିଫର୍ନିଆ ଜଙ୍ଗଲରେ ନିଆଁ: ଘଣ୍ଟାରେ ଜଳୁଛି ୮ଶହ ଏକର; ଏକ ଲକ୍ଷ ଲୋକ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର

ଲସ୍‌ ଏଞ୍ଜେଲ୍ସ୍‌,୧୨।୧୦: ଆମେରିକା କାଲିଫର୍ନିଆ ଜଙ୍ଗଲରେ ଗତ ଦୁଇଦିନ ତଳେ ଲାଗିଥିବା ନିଆଁ ଶନିବାର ଭୟଙ୍କର ରୂପ ନେଇଛି। ସୁରକ୍ଷା ଦୃଷ୍ଟିରୁ ଏକ ଲକ୍ଷ ଲୋକଙ୍କୁ ସ୍ଥାନାନ୍ତର କରାଯାଇଛି। ନିଆଁ ଦ୍ୱାରା ପ୍ରତି ଘଣ୍ଟାରେ ୮ ଶହ ଏକର ଜଙ୍ଗଲ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri