ଅନ୍ତର୍ଜାତୀୟ

ଉଚ୍ଚ ରକ୍ତଚାପ ଦୂର କରେ ସଙ୍ଗୀତ

ଉଚ୍ଚ ରକ୍ତଚାପ ବା ହାଇପର୍‌ ଟେନସନ୍‌ ଏକ ଗମ୍ଭୀର ରୋଗ। ରକ୍ତଚାପ ବୃଦ୍ଧି ହେଲେ ହୃଦ୍‌ରୋଗ, କିଡ୍‌ନୀ ସମ୍ଯଯା, ଷ୍ଟ୍ରୋକ୍‌ ଏବଂ ଅନେକ ଗମ୍ଭୀର ରୋଗର ଆଶଙ୍କା ସୃଷ୍ଟିହୁଏ। ଉଚ୍ଚ ରକ୍ତଚାପ ନିୟନ୍ତ୍ରଣ କରିବାକୁ ଲୋକେ ଔଷଧଠୁ ନେଇ ଅନେକ...

ରନଓ୍ବେରେ ଝିଙ୍କକୁ ଦେଖି ଉଡ଼ିଲାନି ବିମାନ

ଏଡିନବର୍ଗ,୩୦।୯: ଜରୁରୀ ପରିସ୍ଥିତିରେ ବିମାନର ଅବତରଣ କରାଯିବା କଥା ଶୁଣିଥିବେ। ହେଲେ କେବେ ଶୁଣିଛନ୍ତି କି, ଏକ ଝିଙ୍କ ପାଇଁ ବିମାନର ଉଡ଼ାଣ ବନ୍ଦ କରିଦିଆଯାଇଥିବା । କଥାଟି ଆଶ୍ଚର୍ଯ୍ୟ ଲାଗୁଥିଲେ ବି ସତ। ଏଭଳି ଘଟଣା ଦେଖିବାକୁ ମିଳିଛି...

କୁକୁର କାମୁଡ଼ାରେ ପ୍ରତିବର୍ଷ ଭାରତରେ ୨୦ ହଜାର ଲୋକଙ୍କ ହେଉଛି ମୃତ୍ୟୁ

ଜେନେଭା/ନୂଆଦିଲ୍ଲୀ,୩୦।୯: ପ୍ରତିବର୍ଷ ଭାରତରେ କୁକୁର କାମୁଡ଼ାରେ ୨୦ ହଜାର ଲୋକଙ୍କର ମୃତ୍ୟୁ ଘଟୁଛି। ଏହି ସଂଖ୍ୟା ଆତଙ୍କବାଦୀ ଆକ୍ରମଣରେ ମୃତ୍ୟୁ ଘଟୁଥିବା ଲୋକଙ୍କ ସଂଖ୍ୟାଠାରୁ ଢ଼େର ଅଧିକ। ୧୯୭୦ଠାରୁ ବର୍ତ୍ତମାନ ସୁଦ୍ଧା ଆତଙ୍କବାଦୀ ଆକ୍ରମଣ ତୁଳନାରେ ଅଧିକ ଲୋକଙ୍କର କୁକୁର...

ଅସ୍ତ୍ରବିରତି ଉଲ୍ଲଂଘନ: ଭାରତୀୟ ଉପ-ଉଚ୍ଚାୟୁକ୍ତଙ୍କୁ ରିପୋର୍ଟ ତଲବ କଲା ପାକିସ୍ତାନ

ଇସଲାମାବାଦ୍‌,୩୦।୯: ନିୟନ୍ତ୍ରଣ ରେଖାରେ ପାକିସ୍ତାନ ବାରମ୍ବାର ଅସ୍ତ୍ରବିରତି ଉଲ୍ଲଂଘନ ଜାରି ରଖିଛି। ତେବେ ମିଛୁଆ ପାକିସ୍ତାନ ଭାରତ ଅସ୍ତ୍ରବିରତି ଉଲ୍ଲଂଘନ କରିଥିବା ଅଭିଯୋଗ ଆଣିଛି। ଏନେଇ ଭାରତୀୟ ଉପ-ଉଚ୍ଚାୟୁକ୍ତ ଗୌରବ ଅହଲୁଓ୍ବାଲିଆଙ୍କୁ ରିପୋର୍ଟ ତଲବ କରିଛି ପାକିସ୍ତାନ। ସୂଚନାଯୋଗ୍ୟ, ଜମ୍ମୁ-କଶ୍ମୀରରେ...

ଜାତିସଂଘରେ ନିଜର ସଫଳ ଭାଷଣ ପାଇଁ ସ୍ତ୍ରୀଙ୍କୁ ଶ୍ରେୟ ଦେଲେ ଇମ୍ରାନ

ଇସଲାମାବାଦ,୩୦।୯: ୟୁଏନଜିଏରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କଶ୍ମୀର ସମ୍ପର୍କରେ ପଦୁଟିଏ କହି ନ ଥିବାବେଳେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ ଅନ୍ତର୍ଜାତୀୟ ସମୁଦାୟ ଆଗରେ ଏହି ପ୍ରସଙ୍ଗ ଉଠାଇଥିଲେ। ଇମ୍ରାନ ୫୦ ମିନିଟ ଭାଷଣର ଅଧା ସମୟ କଶ୍ମୀର...

ମହାରାଣୀଙ୍କୁ କ୍ଷମା ମାଗିଲେ ବୋରିସ୍‌

ଲଣ୍ଡନ,୩୦ା୯(ପି.ଟି.): ବ୍ରିଟେନ ପାର୍ଲାମେଣ୍ଟକୁ ୫ ସପ୍ତାହ ପାଇଁ ନିଲମ୍ବନ କରିବା ଅବୈଧ ବୋଲି ମଙ୍ଗଳବାର ସେଠାକାର ସୁପ୍ରିମକୋର୍ଟ ରାୟ ଦେବା ପରେ ପ୍ରଧାନମନ୍ତ୍ରୀ ବୋରିସ୍‌ ଜନ୍‌ସନ ମହାରାଣୀ ଏଲିଜାବେଥ୍‌ ଦ୍ୱିତୀୟଙ୍କୁ କ୍ଷମାମାଗିଛନ୍ତି। ସଣ୍ଡେ ଟାଇମ୍ସ ରିପୋର୍ଟ ଅନୁସାରେ ୧୦ ଡାଉନ୍ସିଂ...

ପୁଣି ହିଂସ୍ର ହେଲା ହଂକଂ

ହଂକଂ,୩୦ା୯(ଏଏଫ୍‌ବି): ଚାଇନାର ୭୦ତମ ପ୍ରତିଷ୍ଠା ଦିବସର ଅବ୍ୟବହିତ ପୂର୍ବରୁ ହଂକଂରେ ପୁଣି ହିଂସା ଦେଖାଦେଇଛି। ସରକାର ବିରୋଧୀ ବିକ୍ଷୋଭକାରୀ ଓ ଦଙ୍ଗା ନିରେଧୀ ପୋଲିସ ମଧ୍ୟରେ ରବିବାର ସଂଘର୍ଷ ଘଟିଛି। ହଜାର ହଜାର ସଂଖ୍ୟାରେ ବିକ୍ଷୋଭକାରୀ ରାଜରାସ୍ତାକୁ ଓହ୍ଲାଇଛନ୍ତି। ସେମାନେ...

‘କଶ୍ମୀରୀଙ୍କୁ ସମର୍ଥନ ଏକ ଜେହାଦ’

ଇସ୍‌ଲାମାବାଦ,୩୦ା୯(ପି.ଟି.): କଶ୍ମୀର ପ୍ରସଙ୍ଗରେ ବିଶ୍ୱର ସମର୍ଥନ ନ ମିଳିଲେ ନାହିଁ, ପାକିସ୍ତାନ କିନ୍ତୁ ତା’ର ଅଭିଯାନ ଜାରି ରଖିବ। କଶ୍ମୀରୀଙ୍କ ସହ ଛିଡ଼ା ହେବା ଏକ ଜେହାଦ(ଧର୍ମଯୁଦ୍ଧ) ବୋଲି ଆମେରିକାରୁ ଫେରିବା ପରେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନ କହିଛନ୍ତି।...

କଶ୍ମୀରକୁ ଦଖଲ କରିଛି ଭାରତ

ନ୍ୟୁୟର୍କ,୩୦ା୯(ଆଇଏଏନ୍‌ଏସ୍‌): ଜାତିସଂଘ ସାଧାରଣ ସଭା (ୟୁଏନ୍‌ଜିଏ)ରେ କଶ୍ମୀର ପ୍ରସଙ୍ଗକୁ ନେଇ ଭାରତ ବିରୋଧୀ ଅଭିଯାନରେ ଚାଇନା ଓ ତୁର୍କୀ ସହ ମାଲେସିଆ ଯୋଗଦେଇଛି। କଶ୍ମୀରକୁ ଭାରତ ଆକ୍ରମଣ ଓ ଦଖଲ କରିଛି ବୋଲି ମାଲେସିଆ ପ୍ରଧାନମନ୍ତ୍ରୀ ମାହାଥିର ମହମ୍ମଦ ଅଭିଯୋଗ...

ତାଲିବାନକୁ ଚ୍ୟାଲେଞ୍ଜ, ଭୋଟ ଦେଲେ ସୈଫୁଲ୍ଲା

କାବୁଲ,୩୦ା୯: ଆତଙ୍କବାଦୀଙ୍କ ଧମକକୁ ଖାତିର ନ କରି ଆଫଗାନିସ୍ତାନର ରାଷ୍ଟ୍ରପତି ନିର୍ବାଚନରେ ବ୍ୟବସାୟୀ ସୈଫୁଲ୍ଲା ସାଫି ନିଜ ରାଜନୈତିକ ମତାଧିକାର ସାବ୍ୟସ୍ତ କରିଛନ୍ତି। ୩୮ ବର୍ଷୀୟ ସୈଫୁଲ୍ଲା ୫ ବର୍ଷ ପରେ ପୁଣିଥରେ ଭୋଟଦେଇ ଜଣେ ପ୍ରକୃତ ନାଗରିକର ପରିଚୟ...

ପାକିସ୍ତାନ ମିଡିଆରେ ଭାରତୀୟ କଣ୍ଟେଣ୍ଟ୍‌ ପ୍ରସାରଣ ଉପରେ ଲାଗିଲା କଟକଣା

ଇସଲାମାବାଦ୍‌,୨୯।୯:ପାକିସ୍ତାନ ମିଡିଆରେ ସବୁ ପ୍ରକାର ଭାରତୀୟ କଣ୍ଟେଣ୍ଟ୍‌ ପ୍ରସାରଣ ଉପରେ ରୋକ ଲଗାଯାଇଛି। ପାକିସ୍ତାନ ଇଲେକ୍‌ଟ୍ରୋନିକ୍ସ ମିଡିଆ ନିୟାମକ ଅଧିକରଣ(ପିଇଏମ୍‌ଆର୍‌ଏ) ନୋଟିସ ଜାରି କରି ଏହି ଘୋଷଣା କରିଛି। ସବୁ ଭାରତୀୟ ଟିଭି ଚ୍ୟାନେଲ୍‌ ପ୍ରସାରଣ ଉପରେ କଟକଣା ଲାଗିଛି।...

ଏବେ ଦୃଷ୍ଟିହୀନ ବି ଦେଖିପାରିବେ ଦୁନିଆ….

ଏବେ ଅନ୍ଧତ୍ୱରୁ ସହଜରେ ମୁକ୍ତି ମିଳି ପାରିବ। ଦୀର୍ଘ ଦିନ ଗବେଷଣା କରିବା ପରେ ଭର୍ଜିନିଆ ବିଶ୍ୱବିଦ୍ୟାଳୟର ମେଡିସିନ୍‌ ସ୍କୁଲର ଏକ ଗବେଷଣା ରିପୋର୍ଟରେ ଏହା ଉଲ୍ଲେଖ କରାଯାଇଛି। ପୃଥିବୀରେ ବାର୍ଷିକ ୨୦୦ ନିୟୁତ ଲୋକ ଦୃଷ୍ଟିହୀନତାର ଶିକାର ହୋଇଥାନ୍ତି।...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri